Latest Odisha News

BREAKING NEWS

Browsing Category

କରୋନା ଅପଡ଼େଟ୍‌

Coronavirus Update

କମିଲା ସଂକ୍ରମଣ: ଆଜି ଓଡ଼ିଶାରୁ ୧୦୫୮ ନୂଆ କରୋନା ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ କମିଲା କରୋନାର ଦୈନିକ ସଂକ୍ରମଣ । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୧ହଜାର ୫୮ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୬୧୬ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୪୪୨ । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୭୬, କଟକରୁ ୧୬୨ ଓ ଯାଜପୁରରୁ ୭୭ ପଜିଟିଭ୍…

ବୁର୍ଲା ଭୀମସାରରେ ଦୁଇ ଜଣ ଶିଶୁ କରୋନା ସଂକ୍ରମିତ

ସମ୍ୱଲପୁର: ବୁର୍ଲା ଭୀମସାରରେ ଦୁଇ ଜଣ ଶିଶୁ କରୋନା ସଂକ୍ରମିତ । ସେମାନଙ୍କ ରିପୋର୍ଟ ପଜିଟିଭ୍ ଆସିଛି । ସଂକ୍ରମିତ ଦୁଇ ଶିଶୁ ଏବେ କୋଭିଡ୍-୨ ଓ୍ୱାର୍ଡରେ ଚିକିତ୍ସିତ ହେଉଛନ୍ତି । ସଂକ୍ରମିତ ଦୁଇ ଶିଶୁଙ୍କ ବୟସ ଯଥାକ୍ରମେ ୮ ମାସ ଓ ୫ ବର୍ଷ ହେବ । ସେମାନଙ୍କ ସ୍ୱାସ୍ଥ୍ୟାବସ୍ଥା ଉପରେ…

ଆଜି ଓଡ଼ିଶାରୁ ୧୧୩୨ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ହଜାରେ ତଳକୁ ଖସୁନି କରୋନାର ଦୈନିକ ସଂକ୍ରମଣ । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ଆଉ ୧୧ଶହ ୩୨ ପଜିଟିଭ୍ । କ୍ୱାରେଣ୍ଟାଇନରୁ ୬୫୭ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୪୭୫ । ଗତ ୨୪ ଘଣ୍ଟାରେ ରାଜ୍ୟରେ ୬୮ହଜାର ୮୭୨ କୋଭିଡ୍ ଟେଷ୍ଟ ହୋଇଛି । ପଜିଟିଭ୍ ହାର ରହିଛି ୧.୬୪…

ରାଜ୍ୟରେ ବଢୁଛି କରୋନା ସଂକ୍ରମଣ: ଆଜି ୧୧୯୩ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ ଗତ କିଛି ଦିନ ହେବ ଦୈନିକ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢୁଛି । ଗତ ୯ ତାରିଖରେ ଦୈନିକ ସଂକ୍ରମିତଙ୍କ ସଂଖ୍ୟା ୮୮୬ ଥିଲା । ଆଜି ଏହି ସଂଖ୍ୟା ବଢ଼ି ୧୧ ପାର କରିଛି । ଗତ ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୧୧ଶହ ୯୩ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ…

ଆସିଗଲାଣି କି କରୋନା ତୃତୀୟ ଲହର: ବେଙ୍ଗାଲୁରୁରେ ୬ ଦିନରେ ୩୦୦ ପିଲା ପଜିଟିଭ୍

ବେଙ୍ଗାଲୁରୁ: ଦେଶରେ କିଛି ରାଜ୍ୟ ଅନଲକ୍ ଆରମ୍ଭ କରିଥିବା ବେଳେ କିଛି ରାଜ୍ୟରେ ଗତ କିଛି ଦିନ ହେବ ଲଗାତାର ବଢୁଛି କରୋନା ସଂକ୍ରମଣ । ଏବେ ସ୍କୁଲ ଖୋଲିବା ପରେ ପିଲାଙ୍କ ପ୍ରତି ବିପଦ ବଢ଼ିଛି । ବେଙ୍ଗାଲୁରୁରୁ ଏମିତି ଚିତ୍ର ସାମନାକୁ ଆସିଛି ଯାହା ସାରା ଦେଶକୁ ଚିନ୍ତିତ କଲା ଭଳି ଖବର ।…

ଆଜି ରାଜ୍ୟରୁ ୧୧୦୭ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ଏବେ ସ୍ଥିର ରହିଛି । ହଜାରେରୁ ୧୫ ଶହ ଭିତରେ ରହୁଛି ନୂଆ ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟାରେ ଆଉ ୧୧ଶହ ୭ ପଜିଟିଭ୍ ବାହାରିଛନ୍ତି । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୬୪୬ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୪୬୧ । ଖୋର୍ଦ୍ଧା ଜିଲ୍ଲାରୁ…

ଆଜି ଓଡ଼ିଶାରୁ ୧୦୭୮ କରୋନା ପଜିଟିଭ୍, ୧୫ ଜିଲ୍ଲାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୧୦ରୁ କମ୍

ଭୁବନେଶ୍ୱର: ରାଜ୍ୟରେ ଏବେ ହଜାରେ ଉପରେ ରହୁଛି ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୧ହଜାର ୭୮ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୬୨୬ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୪୫୨ । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୭୨ ଆକ୍ରାନ୍ତ ଚିହ୍ନଟ…

ଆଜି ଓଡ଼ିଶାରୁ ୧୦୪୧ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ଗତକାଲି ହଜାରେ ତଳକୁ ଖସିଥିଲା ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଆଜି ପୁଣି ଥରେ ହଜାରେ ପାର କରିଛି । ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୧ହଜାର ୪୧ ନୂଆ ସଂକ୍ରମିତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୬୦୫ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୪୩୬ । ଖୋର୍ଦ୍ଧା…

ରାଜ୍ୟରେ ହଜାରେ ତଳକୁ ଖସିଲା ଦୈନିକ କରୋନା ସଂକ୍ରମଣ

ଭୁବନେଶ୍ୱର: ରାଜ୍ୟରେ ହଜାରେ ତଳକୁ ଖସିଲା କରୋନାର ଦୈନିକ କେସ୍ । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୮୮୬ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୫୧୨ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୩୭୪ । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୫୩, କଟକରୁ ୮୧, ବାଲେଶ୍ୱରରୁ ୬୨, ଯାଜପୁରରୁ ୬୦,…

ଆଜି ଓଡ଼ିଶାରୁ ୧୨୪୩ କରୋନା ଆକ୍ରାନ୍ତ ଚିହ୍ନଟ, ପଜିଟିଭ ହାର ୧.୭୯%

ଭୁବନେଶ୍ୱର: ରାଜ୍ୟରେ ଏବେ ସ୍ଥିର ରହିଛି କରୋନାର ଦୈନିକ ସଂକ୍ରମଣ । ହଜାରେରୁ ୧୫ଶହ ଭିତରେ ରହୁଛି ନୂଆ ଆକ୍ରାନ୍ତଙ୍କ ସଂଖ୍ୟା । ଗତକାଲି ଅପେକ୍ଷା ଆଜି ସଂକ୍ରମିତଙ୍କ ସଂଖ୍ୟା ସାମାନ୍ୟ ବୃଦ୍ଧି ପାଇଛି । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୧୨ଶହ ୪୩ ନୂଆ ଆକ୍ରାନ୍ତ । ଏହି ସମୟରେ ରାଜ୍ୟରେ…