Latest Odisha News

BREAKING NEWS

Browsing Category

କରୋନା ଅପଡ଼େଟ୍‌

Coronavirus Update

କଟକ ସିଡିଏ ସେକ୍ଟର-୯, ବଡମ୍ବା ପଂଚାୟତ କଣ୍ଟେନମେଣ୍ଟ ଜୋନ୍ ଘୋଷଣା

କଟକ: କଟକ ସିଡିଏ ସେକ୍ଟର-୯ ଅଂଚଳରୁ ଜଣେ ବ୍ୟକ୍ତି କରୋନା ପଜିଟିଭ ଚିହ୍ନଟ ହେବା ପରେ ସମ୍ପୃକ୍ତ ଅଂଚଳକୁ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା କରାଯାଇଛି। କଟକ ମହାନଗର ନିଗମ ପକ୍ଷରୁ ଏ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି l ସେହିପରି ବଡ଼ମ୍ବାରେ ଆଉ ୫ ଜଣ କରୋନା ପଜିଟିଭ ବ୍ୟକ୍ତି ଚିହ୍ନଟ ହେବା ପରେ…

ଦିଲ୍ଲୀରେ ତିଆରି ହେଲା ୧୦ ହଜାର ଶଯ୍ୟା ବିଶିଷ୍ଟ କୋଭିଡ ସେଣ୍ଟର

ନୂଆଦିଲ୍ଲୀ: ଦିଲ୍ଲୀରେ ତିଆରି ହୋଇଛି ବିଶ୍ୱର ସବୁଠାରୁ ବଡ କୋଭିଡ ସେଣ୍ଟର । ଦିଲ୍ଲୀର ଛତରପୁର ଅଞ୍ଚଳରେ ରାଧା ସ୍ୱାମୀ ସତସଙ୍ଗ ବେସ୍ କ୍ୟାମ୍ପରେ ୧୦ ହଜାର ଶଯ୍ୟା ବିଶିଷ୍ଟ କରୋନା ସେଂଟର ତିଆରି କରାଯାଇଛି । ଏହାକୁ ଦିଲ୍ଲୀ ଏବଂ କେନ୍ଦ୍ର ସରକାର ମିଳିତ ଭାବେ ପ୍ରସ୍ତୁତ କରିଛନ୍ତି।…

କଟକ କ୍ୟାନ୍‌ସର ହସ୍ପିଟାଲର ୨ ନର୍ସଙ୍କୁ କରୋନା

କଟକ: ରାଜ୍ୟରେ କରୋନା ତାର କାୟା ମେଲାଇବାରେ ଲାଗିଛି । କରୋନା ଯୋଦ୍ଧାଙ୍କୁ ହେଲାଣି କରୋନା । କଟକ ହରିହର କ୍ୟାନସର୍ ହସ୍ପିଟାଲର ୨ ନର୍ସ ପଜିଟିଜ ଚିହ୍ନଟ ହୋଇଛନ୍ତି । କ୍ୟାନସର ହସ୍ପିଟାଲର ଜଣେ ପୁରୁଷ ଓ ଜଣେ ମହିଳା ନର୍ସ ପଜିଟିଭ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ହସ୍ପିଟାଲର ୫୨ ଜଣ…

‘ବଢ଼ୁଛି ଆକ୍ରାନ୍ତଙ୍କ ସଂଖ୍ୟା, ହୋଇପାରେ ଗୋଷ୍ଠୀ ସଂକ୍ରମଣ’

ଭୁବନେଶ୍ୱର: ଦେଶ ଓ ରାଜ୍ୟରେ ଦିନକୁ ଦିନ ବଢ଼ିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଯେଉଁଭଳି ଭାବେ ଆକ୍ରାନ୍ତଙ୍କ ସଂଖ୍ୟା ବଢୁଛି, ଏଥିରୁ ଜଣାପଡୁଛି ଗୋଷ୍ଠୀ ସଂକ୍ରମଣ ହୋଇପାରେ। ତେଣୁ ପୂର୍ବଭଳି କଟକଣା ଜାରି ରହିବା ସହ ସପ୍ତାହକୁ ଦୁଇ ଦିନ ସଟ୍‌ଡାଉନ୍‌ କରାଯାଉ ବୋଲି କହିଛନ୍ତି…

ସୁସ୍ଥ ହେଲେ ଆଉ ୧୩୭ ସଂକ୍ରମିତ

ଭୁବନେଶ୍ୱର: ଆଜି ରାଜ୍ୟରେ ଆଉ ୧୩୭ କରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଆରୋଗ୍ୟ ଲାଭ କରିଥିବା ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୪୭୪୩ରେ ପହଁଚିଛି । 2 each from Boudh, Baragarh, Jharsuguda & Kendrapara 1 each from Angul, Balangir, Jagatsinghpur…

ବ୍ରହ୍ମପୁରରେ ସ୍ଥିତି ସାଂଘାତିକ: ୬ଟି ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା

ବ୍ରହ୍ମପୁର: ରାଜ୍ୟରେ ବଢ଼ି ଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ବ୍ରହ୍ମପୁରରେ ସର୍ବାଧିକ କରୋନାରେ ଆକ୍ରାନ୍ତ ହୋଇଛି । ଏହି ସଂକ୍ରମଣକୁ ଦୃଷ୍ଟିରେ ରଖି ବ୍ରହ୍ମପୁର ସହରରେ ୬ଟି ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା କରିଛନ୍ତି ବ୍ରହ୍ମପୁର ମହାନଗର ନିଗମ କର୍ତ୍ତୃପକ୍ଷ । ଗତ କିଛି ଦିନ…

କରୋନା ମୁକାବିଲା ପାଇଁ ସଜାଗ ଅଛନ୍ତି କେନ୍ଦ୍ର ସରକାର: ଅମିତ ଶାହା

ନୂଆଦିଲ୍ଲୀ: କରୋନା ସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତ ଅଛନ୍ତି ସରକାର । ଦେଶରେ ବର୍ତମାନ ଗୋଷ୍ଠୀ ସଂକ୍ରମଣର ସ୍ଥିତି ନାହିଁ । ଖବର ସରବରାହ ସଂସ୍ଥା ଏଏନଆଇକୁ ସାକ୍ଷାତକାର ଦେଇ ଏହି ସୂଚନା ଦେଇଛନ୍ତି ଗୃହମନ୍ତ୍ରୀ ଅମିତ ଶାହ । ଦିଲ୍ଲୀର କରୋନା ସ୍ଥିତିସମ୍ପର୍କରେ ଗୃହମନ୍ତ୍ରୀ…

ସାମ୍ବାଦିକଙ୍କର ହେଲା କରୋନା ଟେଷ୍ଟ

ପୁରୀ: ରାଜ୍ୟରେ ଦିନକୁ ଦିନ କରୋନା ସ୍ଥିତି ଉପର ମୁହାଁ ହୋଇ ଚାଲିଛି । ଫଳରେ ରଥଯାତ୍ରା ଭଳି ବାହୁଡା ଯାତ୍ରା ମଧ୍ୟ ଯେପରି ସୁରୁଖୁରୁରେ ହେବ ସେଥିପାଇଁ ଚାଲିଛି ପ୍ରସ୍ତୁତି । ଆଜି ରଥଯାତ୍ରା ଖବର ସଂଗ୍ରହ କରୁଥିବା ସମସ୍ତ ସାମ୍ବାଦିକଙ୍କର କରୋନା ପରୀକ୍ଷା କରାଯାଇଛି । ରଥଯାତ୍ରା ସହ…

କେନ୍ଦୁଝରର ୧୦ ଗାଁ ୪୮ ଘଣ୍ଟା ଲାଗି ସଟଡାଉନ୍

କେନ୍ଦୁଝର: କେନ୍ଦୁଝର ଜିଲ୍ଲାର ପାଟଣା ବ୍ଲକ ଅନ୍ତର୍ଗତ ଡୁମୁରିଆ ପଞ୍ଚାୟତରେ ଥିବା ଏକ ଅସ୍ଥାୟୀ ଚିକିତ୍ସା କେନ୍ଦ୍ର (ଟିଏମସି)ରେ କରୋନା ପଜିଟିଭ ଚିହ୍ନଟ ହେବା ପରେ ରବିବାର ଏହି ଅଞ୍ଚଳର ୧୦ଟି ଗ୍ରାମକୁ ୪୮ ଘଣ୍ଟିଆ ସଟଡାଉନ୍ କରାଯାଇଛି । ଡୁମୁରିଆ ପଞ୍ଚାୟତର ସରପଞ୍ଚ ଦମୟନ୍ତୀ ନାୟକ…

ମିଶନ ଜିରୋ: ବ୍ରହ୍ମପୁରରେ ୩ ଦିନରେ ଲକ୍ଷେ କରୋନା ସ୍କ୍ରିନିଂ

ବ୍ରହ୍ମପୁର: ବ୍ରହ୍ମପୁର ମହାନଗର ନିଗମ (ବିଇଏମସି) ପକ୍ଷରୁ ମିଶନ ଜିରୋ କୋଭିଡ-୧୯ ଅଧୀନରେ ଶନିବାର ଦିନ ପ୍ରାୟ ୪୦,୦୦୦ ଲୋକଙ୍କୁ ମିଶାଇ ଗତ ୩ ଦିନ ମଧ୍ୟରେ ମୋଟ୍ ଏକ ଲକ୍ଷ ଲୋକଙ୍କ ସ୍ୱାସ୍ଥ୍ୟ ସ୍କ୍ରିନିଂ ଶେଷ କରାଯାଇଛି । ବିଇଏମସିର ଜଣେ ଅଧିକାରୀ କହିଛନ୍ତି ଯେ କୋଭିଡ-୧୯, ଯକ୍ଷ୍ମା,…