Latest Odisha News

BREAKING NEWS

Browsing Category

କରୋନା ଅପଡ଼େଟ୍‌

Coronavirus Update

ବ୍ୟାଙ୍କ ମ୍ୟାନେଜରଙ୍କୁ କରୋନା; ସିଲ୍ ହେଲା ଏସବିଆଇର ୨ ବ୍ରାଞ୍ଚ ଅଫିସ୍

ପାରଳାଖେମୁଣ୍ଡି: ବ୍ୟାଙ୍କ ମ୍ୟାନେଜର କରୋନା ପଜିଟିଭ ଚିହ୍ନଟ ହେବା ପରେ ପାରଳାଖେମୁଣ୍ଡିରେ ଥିବା ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (ଏସବିଆଇ)ର ମୁଖ୍ୟ ଶାଖା କାର୍ଯ୍ୟାଳୟ ଏବଂ ଗଜପତି ଜିଲ୍ଲା ବଜାର ଅଞ୍ଚଳରେ ଥିବା ଅନ୍ୟ ଏକ ଶାଖାକୁ ଗୁରୁବାର ଦିନ ସିଲ୍ କରାଯାଇଛି। ଗଣମାଧ୍ୟମକୁ ସୂଚନା ଦେଇ…

ନବରଙ୍ଗପୁରରେ ଆଉ ୨ ବିଏସଏଫ ଯବାନ କରୋନା ପଜିଟିଭ

ନବରଙ୍ଗପୁର: ନବରଙ୍ଗପୁର ଜିଲ୍ଲାରେ ଆଉ ଦୁଇ ଜଣ ବିଏସ୍ଏଫ୍ ଯବାନ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସୂଚନାନୁସାରେ, ଏହି ଦୁଇ ଯବାନ ମହାରାଷ୍ଟ୍ର ସ୍ଥିତ ନିଜ ଘରକୁ ଛୁଟିରେ ଯାଇଥିଲେ। ସେଠାରୁ ଫେରିବା ପରେ ସେମାନଙ୍କୁ ଏକ କ୍ୱାରେଣ୍ଟାଇନ ସେଣ୍ଟରରେ ରଖାଯିବା ସହ ସେମାନଙ୍କର ସ୍ବାବ୍…

ସୁନ୍ଦରଗଡରେ ଚିହ୍ନଟ ୬ ନୂଆ କରୋନା ଆକ୍ରାନ୍ତଙ୍କ ସମ୍ପର୍କରେ; ଜାଣନ୍ତୁ

ରାଉରକେଲା: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ସୁନ୍ଦରଗଡ ଜିଲ୍ଲାରେ ବୁଧବାର ଦିନ ୬ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ସୁନ୍ଦରଗଡ ଜିଲ୍ଲାପାଳ । ପ୍ରାପ୍ତ ସୂଚନାନୁଯାୟୀ ଏହି ସମସ୍ତ ଆକ୍ରାନ୍ତମାନେ…

୧୮ କରୋନା ଯୋଦ୍ଧାଙ୍କୁ ମିଶାଇ ଗଞ୍ଜାମରେ ୫୭ ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଗଞ୍ଜାମରୁ ୫୭ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଗଞ୍ଜାମ ପ୍ରଶାସନ।…

ଓଡିଶାରେ ଆଉ ୨୧୦ କରୋନା ଆକ୍ରାନ୍ତ ଚିହ୍ନଟ; ଜାଣନ୍ତୁ, କେଉଁ ଜିଲ୍ଲାରୁ କେତେ

ଭୁବନେଶ୍ୱର: କରୋନାଭାଇରସର କାୟା ଦିନକୁ ଦିନ ବଢୁଥିବା ବେଳେ ଓଡିଶାରେ ଗତ ୨୪ଘଣ୍ଟାରେ ନୂଆ ୨୧୦ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି । ଯାହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୫ ହଜାର ୯୬୨ରେ ପହଞ୍ଚିଛି । ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସୂଚନା ଓ ଲୋକସମ୍ପର୍କ…

କରୋନା କବଳରେ ଭାରତ; ଗୋଟିଏ ଦିନରେ ସର୍ବାଧିକ ୧୬ ହଜାରରୁ ଉର୍ଦ୍ଧ୍ୱ ଆକ୍ରାନ୍ତ

ନୂଆଦିଲ୍ଲୀ: ଭାରତରେ କରୋନାଭାଇରସ୍ (କୋଭିଡ -୧୯) ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ବଢୁଥିବା ବେଳେ ଗୁରୁବାର ଦିନ ଏହି ସଂଖ୍ୟା ୪,୭୩,୧୦୫କୁ ଛୁଇଁଥିବାନେଇ କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଜଣାପଡିଛି । କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ…

ପଶ୍ଚିମବଙ୍ଗରେ ଜୁଲାଇ ୩୧ ଯାଏ ବଢ଼ିଲା ଲକଡାଉନ୍

ପଶ୍ଚିମବଙ୍ଗରେ କରୋନା କାୟା ବିସ୍ତାର କରୁଛି । ପ୍ରତିଦିନ ସଂକ୍ରମିତଙ୍କ ସଂଖ୍ୟା ବଢୁଛି । ଏଭଳି ସ୍ଥିତିରେ କରୋନା ଚେନ୍ ଭାଙ୍ଗିବା ପାଇଁ ପୁଣି ଥରେ ଲକଡାଉନ୍ ଅବଧିକୁ ମାସେ ବଢ଼ାଇବାକୁ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ । ଆସନ୍ତା ଜୁଲାଇ ୩୧ ଯାଏ ରାଜ୍ୟରେ ତାଲାବନ୍ଦ ଅବଧି…

କରୋନା ପଜିଟିଭ୍ ଚିହ୍ନଟ ହେଲେ କଟକ କ୍ୟାନସର ହସ୍ପିଟାଲର ରୋଗୀ

କଟକ: ଆଚାର୍ଯ୍ୟ ହରିହର କ୍ୟାନସର ହସ୍ପିଟାଲର ରୋଗୀ କରୋନା ପଜିଟିଭ୍ ଚିହ୍ନଟ । ଏ ନେଇ ନିର୍ଦ୍ଦେଶକ ଲଲାଟେନ୍ଦୁ ଷଢଙ୍ଗୀ ସୂଚନା ଦେଇଛନ୍ତି । ଏହା ଜଣାପଡିବା ପରେ ଜରୁରୀକାଳୀନ ୱାର୍ଡକୁ ସିଲ୍ କରାଯାଇଛି । କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ରୋଗୀ ଜଣଙ୍କ ଗଂଜାମର । ଗତ ୧୯ ତାରିଖରେ କେମୋ…

କରୋନା ମହାମାରୀ: ଏକାଠି ହେଲେ ୧୩ ବିରୋଧି ରାଜନୈତିକ ଦଳ, ଜୁନ୍ ୨୬ରେ ରାଜ୍ୟସ୍ତରୀୟ ପ୍ରତିବାଦ ସଭା

ଭୁବନେଶ୍ୱର: କରୋନା ମହାମାରୀ ପରିଚାଳନାରେ ବିଫଳତା ଏବଂ ଲୋକଙ୍କ ଜୀବନ ଜୀବିକା ସୁରକ୍ଷା ଦାବିନେଇ ଏକାଠି ହୋଇଛନ୍ତି ରାଜ୍ୟର ୧୩ଟି ବିରୋଧି ରାଜନୈତିକ ଦଳ । ଆସନ୍ତା ଜୁନ୍ ୨୬ ତାରିଖରେ ରାଜ୍ୟ ସରକାର ଓ କେନ୍ଦ୍ର ସରକାରଙ୍କ ବିରୋଧରେ ରାଜ୍ୟସ୍ତରୀୟ ପ୍ରତିବାଦ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ।…

ରାଜ୍ୟରେ ୪ ହଜାର ଟପିଲା କରୋନା ଆରୋଗ୍ୟଙ୍କ ସଂଖ୍ୟା

ଭୁବନେଶ୍ୱର: ଆଜି ରାଜ୍ୟରେ ଆଉ ୧୩୫ କରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ମୋଟ ୪୧୨୩ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି । ଏନେଇ ଟ୍ବିଟ ଯୋଗେ ସୂଚନା ଦେଇଛନ୍ତି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ।…