Latest Odisha News

BREAKING NEWS

Browsing Category

କରୋନା ଅପଡ଼େଟ୍‌

Coronavirus Update

ଓଡିଶାରେ ଆଉ ୧୬୭ କରୋନା ଆକ୍ରାନ୍ତ ଚିହ୍ନଟ; ଜାଣନ୍ତୁ, କେଉଁ ଜିଲ୍ଲାରୁ କେତେ

ଭୁବନେଶ୍ୱର: କରୋନାଭାଇରସର କାୟା ଦିନକୁ ଦିନ ବଢୁଥିବା ବେଳେ ଓଡିଶାରେ ଗତ ୨୪ଘଣ୍ଟାରେ ନୂଆ ୧୬୭ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି । ଯାହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୫ ହଜାର ୪୭୦ରେ ପହଞ୍ଚିଛି । ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସୂଚନା ଓ ଲୋକସମ୍ପର୍କ…

ଦେଶରେ ୧୪ ହଜାର ଟପିଲା କରୋନା ମୃତ୍ୟୁ ସଂଖ୍ୟା

ନୂଆଦିଲ୍ଲୀ: ଭାରତରେ କରୋନାଭାଇରସ୍ (କୋଭିଡ -୧୯) ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ବଢୁଥିବା ବେଳେ ମଙ୍ଗଳବାର ଦିନ ଏହି ସଂଖ୍ୟା ୪,୪୦,୨୧୫କୁ ଛୁଇଁଥିବାନେଇ କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଜଣାପଡିଛି । କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ…

ବାବା ରାମଦେବଙ୍କ ପତଞ୍ଜଳି ଆଣୁଛି କରୋନାର ଆୟୁର୍ବେଦିକ ଔଷଧ

କରୋନା ଚିକିତ୍ସା ପାଇଁ ଆଜି ପ୍ରଥମ ଆୟୁର୍ବେଦିକ ଔଷଧର ଶୁଭାରମ୍ଭ କରିବା ପତଞ୍ଜଳି । ଦିନ ୧୨ଟାରେ ପତଞ୍ଜଳି ଯୋଗ ପୀଠରେ ଏହାର ଶୁଭାରମ୍ଭ କରାଯିବ । ଔଷଧର ନାଁ ରହିଛି କରୋନିଲ୍ । ଏହାକୁ ଆଚାର୍ଯ୍ୟ ବାଲକ୍ରିଷ୍ଣ ଶୁଭାରମ୍ଭ କରିବେ। ଫେସବୁକ ପୋଷ୍ଟରେ ଗତକାଲି ଏହି ସୂଚନା ଦେଇଥିଲେ ଆଚାର୍ଯ୍ୟ…

ଇଂଲଣ୍ଡ ଗସ୍ତ ପୂର୍ବରୁ ପାକିସ୍ତାନର ତିନି କ୍ରିକେଟରଙ୍କୁ କରୋନା

କ୍ରିକେଟ ଦୁନିଆରେ କରୋନାର କାୟା । ପାକିସ୍ତାନ ଟିମର ତିନି ଜଣ କ୍ରିକେଟରଙ୍କ କୋଭିଟ ଟେଷ୍ଟ ରିପୋର୍ଟ ପଜିଟିଭ ଆସିଛି । ସେମାନେ ହେଲେ ସାଦାବ ଖାନ୍, ହରିସ ରଉଫ ହାଇଦର ଅଲ୍ଲୀ । ଏହି ତିନି କ୍ରିକେଟର ଇଂଲଣ୍ଡ ସିରିଜ ପାଇଁ ଯିବାର ଥିଲା । ପାକିସ୍ତାନ କ୍ରିକେଟ ବୋର୍ଡ କହିଛି, କୋଭିଡ୍…

ଆଜି ୧୪୩ ପଜିଟିଭ, ୧୪୩ ସୁସ୍ଥ

ଭୁବନେଶ୍ୱର: ଆସିଲେ ୧୪୩ ଗଲେ ୧୪୩ । ଆଜି ସକାଳେ ୧୪୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଅପରାହ୍ନରେ ଆଉ ୧୪୩ ଜଣ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ୩୮୬୩ କରୋନା ସଂକ୍ରମିତ ଆରୋଗ୍ୟ ଲାଭ କରିଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବଭାଗ ଟ୍ୱିଟ୍…

ରାଜଧାନୀରେ ୧୧ କରୋନା ଆକ୍ରାନ୍ତ ଚିହ୍ନଟ, ଖୁବଶୀଘ୍ର ୨୦୦ ଛୁଇଁବ

ଭୁବନେଶ୍ୱର: ଆଜି ରାଜଧାନୀ ଭୁବନେଶ୍ୱରରେ ୧୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ତେବେ ଆଶ୍ୱାସନାର କଥା ହେଉଛି ଯେ, ସମସ୍ତ ଆକ୍ରାନ୍ତ ଗୃହ ସଙ୍ଗରୋଧରେ ଥିଲେ । ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୬ ଜଣ ଗତ ୧୦ ତାରିଖ ଦିନ ଉତ୍ତର ପ୍ରଦେଶରୁ ଆସିଥିଲେ । ସେମାନେ ସମସ୍ତେ ପୁରୁଷ…

କଟକରେ ଚିହ୍ନଟ ନୂଆ କରୋନା ପଜିଟିଭଙ୍କ ସମ୍ପର୍କରେ ଜାଣନ୍ତୁ

କଟକ: କଟକରେ ସୋମବାର ଦିନ ୨୦ ନୂଆ କରୋନା ପଜିଟିଭ ମାମଲା ଚିହ୍ନଟ ହୋଇଛି । ଯାହାକୁ ମିଶାଇ କଟକରେ ମୋଟ୍ ଆକ୍ରାନ୍ତ ବ୍ୟକ୍ତିଙ୍କ ସଂଖ୍ୟା ୩୯୪ ପହଞ୍ଚିଛି। ଏନେଇ ଟ୍ୱିଟ କରିଛନ୍ତି କଟକ ପ୍ରଶାସନ । ଉକ୍ତ ଟ୍ୱିଟ ଅନୁଯାୟୀ କଟକ ଜିଲ୍ଲାରେ ଚିହ୍ନଟ ହୋଇଥିବା ଆକ୍ରାନ୍ତ ବ୍ୟକ୍ତିଙ୍କ…

ସୁନ୍ଦରଗଡରେ ୧୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ; ସୂଚନା ଦେଲେ ପ୍ରଶାସନ

ରାଉରକେଲା: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ସୁନ୍ଦରଗଡ ଜିଲ୍ଲାରେ ସୋମବାର ଦିନ ୧୨ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ସୁନ୍ଦରଗଡ ଜିଲ୍ଲାପାଳ।…

ଓଡିଶାରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ; ମୋଟ୍ ସଂଖ୍ୟା ୧୫

ଭୁବନେଶ୍ୱର: ଓଡିଶାରେ ଆଉ ଜଣେ କୋଭିଡ-୧୯ ରୋଗୀଙ୍କ ମୃତ୍ୟୁ ପରେ ମୋଟ୍ ସଂଖ୍ୟା ୧୫କୁ ବୃଦ୍ଧି ପାଇଛି । ଏନେଇ ଟ୍ୱିଟ୍ କରିଛି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ସ୍ୱାସ୍ଥ୍ୟ ବିଭାଗର ଟ୍ୱିଟ୍ ଅନୁଯାୟୀ ଗଞ୍ଜାମର ଜଣେ ୪୬ ବର୍ଷ ବୟସ୍କ କରୋନା ଆକ୍ରାନ୍ତ ବ୍ୟକ୍ତି ଡାକ୍ତରଖାନାରେ…

ଅର୍ଥନୀତିର ଅର୍ଥାନ୍ତର…

ମାୟାଧର ନାୟକଙ୍କ ନିୟମିତ ସ୍ତମ୍ଭ: ଶବ୍ଦ ତୂଣୀର… ଦୁନିଆ ଦୋହଲା ଦୁଃଖ କଷ୍ଟ ବେଦନା ଆଉ ଯାତନାର ଜୂପକାଠରେ ବଳିପଡିବାକୁ ଯାଉଥିବା ଅର୍ଥନୀତି ଏବେ ବଦଳାଇଦେବ ତା’ର ଚିର ପରିଚିତ ସଂଜ୍ଞା । ଜୀବନଶୈଳୀର ଅଦ୍ଭୁତପୂର୍ବ ପରିବର୍ତ୍ତନ ଆଜି ଅର୍ଥନୀତିକୁ ତା’ର ସଂଜ୍ଞା ପରିବର୍ତ୍ତନ ପାଇଁ ବାଧ୍ୟ…