Latest Odisha News

BREAKING NEWS

Browsing Category

କରୋନା ଅପଡ଼େଟ୍‌

Coronavirus Update

ନିବୁଲାଇଜର କିଣାରେ ଦୁର୍ନୀତି ଅଭିଯୋଗ ଆଣିଲା କଂଗ୍ରେସ

ଭୁବନେଶ୍ୱର: ମାସ୍କ ଓ ପିପିଇ କିଟ ପରେ ଏବେ ନିବୁଲାଇଜର କିଣାରେ ଦୁର୍ନୀତି ଅଭିଯୋଗ ଆଣିଛି କଂଗ୍ରେସ । କଂଗ୍ରେସ ମୁଖପାତ୍ର ସୁଦର୍ଶନ ଦାସ କହିଛନ୍ତି ନିବୁଲାଇଜର କିଣିବା ସମୟରେ ଗୋଟିଏ କମ୍ପାନୀ ୨ଥର କୋଟେସନ ଦେଇଥିଲା । ୨୧ ତାରିଖରେ ଦେଇଥିବା ପ୍ରଥମ କୋଟେସନରେ ଏହାର ଦାମ ୩୧ଶହ ଟଙ୍କା ଥିବା…

କୋଭିଡ ଟେଷ୍ଟକୁ ନେଇ ବିଜେଡି-ବିଜେପି ବାକ୍‌ଯୁଦ୍ଧ

ଭୁବନେଶ୍ୱର: କରୋନା ଟେଷ୍ଟକୁ ନେଇ ବିଜେଡି ବିଜେପି ମୁହାଁମୁହିଁ ହୋଇଛନ୍ତି । ପ୍ରତ୍ୟେକ ଦିନ ୧୫ହଜାର ଟେଷ୍ଟ କରିବାକୁ ରାଜ୍ୟ ସରକାର ପ୍ରତିଶୃତି ଦେଇଥିବା ବେଳେ ଏହା କରାଯାଉନାହିଁ ବୋଲି ଅଭିଯୋଗ ଆଣିଛି ବିଜେପି । ଏବଂ କ୍ୱାରେଂଟିନ ସେଂଟରରେ ରହୁଥିବା ସମସ୍ତ ପ୍ରବାସୀଙ୍କ ଟେଷ୍ଟ କରାଯାଉ।…

ଦିଲ୍ଲୀ ସ୍ୱାସ୍ଥ୍ୟମନ୍ତ୍ରୀ କରୋନା ନେଗେଟିଭ୍‌

ନୂଆଦିଲ୍ଲୀ: ଦିଲ୍ଲୀ ସ୍ୱାସ୍ଥ୍ୟମନ୍ତ୍ରୀ କରୋନା ନେଗେଟିଭ୍ । ସ୍ୱାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନଙ୍କ ନମୁନା ପରୀକ୍ଷା କରାଯାଇଥିବା ବେଳେ ରିପୋର୍ଟ ନେଗେଟିଭ୍ ଆସିଛି । ଆର୍ଥାତ୍ କରୋନା ଆକ୍ରାନ୍ତ ନାହାଁନ୍ତି ଦିଲ୍ଲୀ ସ୍ୱାସ୍ଥ୍ୟମନ୍ତ୍ରୀ । ଖୁବଶୀଘ୍ର ତାଙ୍କୁ ହସପିଟାଲରୁ ମୁକ୍ତ କରାଯିବ…

ରାଜଧାନୀରେ ପୁଣି ୫ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ଭୁବନେଶ୍ୱରରୁ ପୁଣି ବାହାରିଲେ ପଜିଟିଭ । ଆଜି ଖୋର୍ଦ୍ଧା ଜିଲ୍ଲାରୁ ୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ସେଥିରୁ ୫ ଜଣ ଭୁବନେଶ୍ୱରର ଅଛନ୍ତି । ଏହି ୫ ଜଣଙ୍କ ମଧ୍ୟରେ ୪ ଜଣ ପୁରୁଷ ଓ ଜଣେ ମହିଳା ଅଛନ୍ତି । ଏନେଇ ଭୁବନେଶ୍ୱର ମହାନଗର ନିଗମ ସୂଚନା ଦେଇଛି । ୫ ଜଣଙ୍କ…

ଦିଲ୍ଲୀ ସ୍ୱାସ୍ଥ୍ୟମନ୍ତ୍ରୀ ହସ୍ପିଟାଲରେ ଭର୍ତ୍ତି, କରୋନା ଆଶଙ୍କା !

ନୂଆଦିଲ୍ଲୀ: ଅତ୍ୟଧିକ ଜ୍ୱର ଏବଂ ଶ୍ୱାସକ୍ରିୟାରେ ଅସୁବିଧା ଯୋଗୁଁ ଦିଲ୍ଲୀ ସ୍ୱାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜେନାଙ୍କୁ ରାଜୀବ ଗାନ୍ଧୀ ସୁପର ସ୍ପେସିଆଲିଟି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଗତ ରବିବାର ଦିନ ସେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଏବଂ ମୁଖ୍ୟମନ୍ତ୍ରୀ ଅରବିନ୍ଦ…

କରୋନା ମୁକାବିଲା ଲାଗି ଖୋର୍ଦ୍ଧା ସବ୍-ଡିଭିଜନରେ ଅତିରିକ୍ତ ସଟଡାଉନ୍ ଘୋଷଣା

ଖୋର୍ଦ୍ଧା: କରୋନା ସଂକ୍ରମଣ ରୋକିବା ଲାଗି ଖୋର୍ଦ୍ଧା ଜିଲ୍ଲାପାଳ ସିତାଂଶୁ କୁମାର ରାଉତ ମଙ୍ଗଳବାର ଦିନ ଖୋର୍ଦ୍ଧା ସବ୍-ଡିଭିଜନରେ ଆସନ୍ତା ଜୁନ୍ ୩୦ ଯାଏଁ ସଟଡାଉନ ଘୋଷଣା କରିଛନ୍ତି। ଏହି ସଟଡାଉନ ପ୍ରତିଦିନ ଅପରାହ୍ନ ୨ଟାରୁ ତା' ପରଦିନ ସକାଳ ୬ଟା ପର୍ଯ୍ୟନ୍ତ ରହିବ ବୋଲି ସୂଚନା…

୧୬ ଅଗ୍ନିଶମ କର୍ମୀଙ୍କ ସମେତ ଓଡିଶାରେ ୧୦୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: କରୋନାଭାଇରସର କାୟା ଦିନକୁ ଦିନ ବଢୁଥିବା ବେଳେ ଓଡିଶାରେ ଗତ ୨୪ଘଣ୍ଟାରେ ନୂଆ ୧୦୮ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି । ଯାହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୪ହଜାର ୧୬୩ରେ ପହଞ୍ଚିଛି । ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସୂଚନା ଓ ଲୋକସମ୍ପର୍କ…

ଭାରତରେ ୨୪ ଘଣ୍ଟାରେ ୧୦ ହଜାରରୁ ଉର୍ଦ୍ଧ୍ୱ ପଜିଟିଭ, ୩୮୦ ମୃତ

ନୂଆଦିଲ୍ଲୀ: ଭାରତରେ କରୋନାଭାଇରସ୍ (କୋଭିଡ -୧୯) ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ବଢୁଥିବା ବେଳେ ମଙ୍ଗଳବାର ଦିନ ଏହି ସଂଖ୍ୟା ୩,୪୩,୦୯୧କୁ ଛୁଇଁଥିବାନେଇ କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଜଣାପଡିଛି । କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ…

କରୋନା ସହ ମୁକାବିଲା: ଏବେ ଅନଲାଇନ୍‌ରେ ହେବ ଅଭିଭାବକ ବୈଠକ !

ଭୁବନେଶ୍ୱର: କରୋନା ସଂକ୍ରମଣକୁ ରୋକିବା ଲାଗି ଓଡ଼ିଶା ସରକାର ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଛନ୍ତି । ଲକ୍‌ଡାଉନ୍ ଯୋଗୁଁ ସ୍କୁଲ ଗୁଡ଼ିକ ବନ୍ଦ ରହିବା ଯୋଗୁଁ ପାଠପଢାରେ ନିଶ୍ଚିତ ଭାବେ ବ୍ୟାଘାତ ଘଟିଛି । ରାଜ୍ୟର ସ୍କୁଲଗୁଡିକରେ ପିଲାଙ୍କ ସୁବିଧା ଲାଗି ବିଭାଗ ପକ୍ଷରୁ…

ନିଜ ଭାଷାରେ ଶିକ୍ଷାଦାନ ବ୍ୟବସ୍ଥା: ୧୪୮୫ଟି ସ୍କୁଲରେ ହେଲା ଆରମ୍ଭ

ଭୁବନେଶ୍ୱର‌:  ରାଜ୍ୟର ବିଭିନ୍ନ ଅଞ୍ଚଳରେ କରୋନା ସଂକ୍ରମଣଙ୍କ ସଂଖ୍ୟା ମଧ୍ୟ ବଢ଼ିଚାଲିଛି । ତେବେ ରାଜ୍ୟର ଆଦିବାସୀ ଅଧ୍ୟୁସିତ ଅଞ୍ଚଳଗୁଡିକରେ ଆଦିବାସୀପିଲାଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ଏଣିକି ସେମାନଙ୍କର ନିଜ ଭାଷାରେ ସେମାନଙ୍କୁ ଶିକ୍ଷାଦାନ ଦେବା ଲାଗି ନିଷ୍ପତ୍ତି ହୋଇଛି । ପୂର୍ବଭଳି…