Latest Odisha News

BREAKING NEWS

Browsing Category

କରୋନା ଅପଡ଼େଟ୍‌

Coronavirus Update

ଶହେ ଡେଇଁଲା ଭୁବନେଶ୍ୱରରେ କରୋନା ସଂକ୍ରମିତଙ୍କ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ଆଜି ସକାଳୁ ୧୩୬ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେଥିରୁ ୧୭ ଜଣ ଖୋର୍ଦ୍ଧା ଜିଲ୍ଲାର । ତେବେ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଜିଲ୍ଲାର ୧୭ ଆକ୍ରାନ୍ତଙ୍କ ମଧ୍ୟରେ ୨ଜଣ ଭୁବନେଶ୍ୱରର ରହିଛନ୍ତି । ଭୁବନେଶ୍ୱର ଆପୋଲୋ ହସପିଟାଲର ଜଣେ କର୍ମଚାରୀ କରୋନା…

ମାସ୍କ କିଣାକୁ ନେଇ ରାଜନୀତି ସରଗରମ

ଭୁବନେଶ୍ୱର: ରାଜ୍ୟରେ କୋଭିଡ୍ ସାମଗ୍ରୀ କିଣାକୁ ନେଇ ରାଜନୀତି ଦିନକୁ ଦିନ ତେଜିବାରେ ଲାଗିଛି । ବିରୋଧୀ ବିଜେପି ଓ କଂଗ୍ରେସର ତୁହାକୁ ତୁହା ଅଭିଯୋଗ ପରେ ଆଜି ସ୍ପଷ୍ଟୀକରଣ ରଖିଛି ବିଜେଡି । ସାମ୍ବାଦିକ ସମ୍ମିଳନୀ କରି ସାଂସଦ ସସ୍ମିତ ପାତ୍ର କହିଛନ୍ତି, କେନ୍ଦ୍ର ସରକାର ଯେଉଁ ଦର…

କଟକରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୧୬ ଛୁଇଁଲା, ଜାଣନ୍ତୁ ସମ୍ପୂର୍ଣ୍ଣ ତଥ୍ୟ

କଟକ: ଗତ ୨୪ ଘଣ୍ଟା ମଧ୍ୟରେ କଟକ ଜିଲ୍ଲାରେ ୭ ନୂଆ କରୋନା ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଥିବା ବେଳେ ମୋଟ୍ ମାମଲା ୨୧୬କୁ ବୃଦ୍ଧି ପାଇଛି। ନୂତନ ମାମଲାଗୁଡ଼ିକ ମଧ୍ୟରୁ ତିନିଜଣ କଟକ ସହରର ବାସିନ୍ଦା ହୋଇଥିବା ବେଳେ ଆଉ ୩ ଜଣ କ୍ୱାରେଣ୍ଟାଇନ ସେଣ୍ଟରର । ସେମାନଙ୍କ ମଧ୍ୟରୁ ଦୁଇଜଣ…

କରୋନା ସଂକ୍ରମିତ ମହିଳାଙ୍କ ମୃତ୍ୟୁ; ବହୁ ରୋଗରେ ଥିଲେ ପିଡିତ

ଭୁବନେଶ୍ୱର: ଭୁବନେଶ୍ୱରର ଏକ କୋଭିଡ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ଜଣେ ୩୮ ବର୍ଷ ବୟସ୍କା ମହିଳାଙ୍କ ମୃତ୍ୟୁ ଘଟିଛି ଗୁରୁବାର ଦିନ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଟ୍ୱିଟ୍ ଅନୁଯାୟୀ ସମ୍ପୃକ୍ତ…

ଏମ୍ସରେ ୫ କରୋନା ଆକ୍ରାନ୍ତ ଡାକ୍ତରଙ୍କ ସ୍ୱାସ୍ଥବସ୍ଥା ସ୍ଥିର; ସୂଚନା ଦେଲେ କର୍ତ୍ତୃପକ୍ଷ

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ଅଖିଳ ଭାରତୀୟ ଆର୍ୟୂବିଜ୍ଞାନ ସଂସ୍ଥାନ (ଏମ୍ସ)ର ପାଞ୍ଚ ଜଣ କରୋନା ଆକ୍ରାନ୍ତ ଡାକ୍ତରଙ୍କ ସ୍ୱାସ୍ଥବସ୍ଥା ସ୍ଥିର ରହିଥିବା ନେଇ ଗୁରୁବାର ଦିନ ମେଡିକାଲ କର୍ତ୍ତୃପକ୍ଷ କହିଛନ୍ତି । ଏମ୍ସ, ଭୁବନେଶ୍ୱର ପକ୍ଷରୁ କରାଯାଇଥିବା ଏକ ଟ୍ୱିଟ୍ ଅନୁଯାୟୀ ପ୍ରଥମ…

ଓଡିଶାରେ ଆଉ ୧୩୬ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: କରୋନାଭାଇରସର କାୟା ଦିନକୁ ଦିନ ବଢୁଥିବା ବେଳେ ଓଡିଶାରେ ଗତ ୨୪ଘଣ୍ଟାରେ ନୂଆ ୧୩୬ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି । ଯାହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୩ ହଜାର ୩୮୬ରେ ପହଞ୍ଚିଛି । ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସୂଚନା ଓ ଲୋକସମ୍ପର୍କ…

କରୋନା ତାଣ୍ଡବ: ଦେଶରେ ୮ ହଜାର ଟପିଲା ମୃତ୍ୟୁ ସଂଖ୍ୟା

ନୂଆଦିଲ୍ଲୀ: ଦେଶରେ ଦିନକୁ ଦିନ ଭୟଙ୍କର ରୁପ ନେଉଛି ମହାମାରୀ କରୋନା ଭୂତାଣୁ । ଧୀରେଧିରେ ଏହି ସଂଖ୍ୟା ବୃଦ୍ଧି ପାଇ ୨୮୬୫୭୯ ରେ ପହଞ୍ଚିଥିବା ବେଳେ ମୃତ୍ୟୁ ସଂଖ୍ୟା ୮୧୦୨ ଛୁଇଁଛି । ଗତ ୨୪ ଘଣ୍ଟାରେ ସର୍ବାଧିକ ୯୯୯୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ଓ ୩୫୭ ଜଣଙ୍କର ମୃତ୍ୟୁ ହୋଇଛି ।…

ଝାରସୁଗୁଡ଼ାରେ ପଶ୍ଚିମବଙ୍ଗର ୪ ପରିବାର ସଦସ୍ୟ କରୋନା ପଜିଟିଭ୍ ଚିହ୍ନଟ

ଝାରସୁଗୁଡ଼ା: ଝାରସୁଗୁଡ଼ାର ଗୋଟିଏ ପରିବାରର ୪ ଜଣ ସଦସ୍ୟ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । “ପଶ୍ଚିମବଙ୍ଗର ଏକ ପରିବାରର ୪ ଜଣ ସଦସ୍ୟ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସମସ୍ତ ଆକ୍ରାନ୍ତ ପୂର୍ବରୁ କ୍ୱାରେଣ୍ଟାଇନରେ ରହିଥିବା ବେଳେ ସେମାନଙ୍କର ସ୍ୱାବ ପରୀକ୍ଷା ପରେ କରୋନାରେ…

କିସରେ ଆରମ୍ଭ ହେଲା ଇ-ଲର୍ଣ୍ଣିଂ କ୍ଳାସ: ୩୦ ହଜାର ଛାତ୍ରଛାତ୍ରୀଙ୍କ ଘରେ ପହଞ୍ଚିଲା ଶିକ୍ଷାଦାନ

ଭୁବନେଶ୍ୱର: କଳିଙ୍ଗ ଇନଷ୍ଟିଚ୍ୟୁଟ ଅଫ ସୋସିଆଲ ସାଇନସେସ (କିସ) ଉଦ୍ୟମରେ ଓ କଳିଙ୍ଗ ଟିଭି ପ୍ରୟାସରେ କିସ ଇ ଲର୍ଣ୍ଣିଂ କ୍ଳାସ କାର୍ଯ୍ୟକ୍ରମ ବୁଧବାର କିସରେ ଉଦଘାଟିତ ହୋଇଯାଇଛି । କିଟ ଓ କିସ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ଏହି କାର୍ଯ୍ୟକ୍ରମକୁ ଉଦଘାଟନ କରି ଶ୍ରେଣୀଗୃହ ଶିକ୍ଷାଦାନ…

ଦିଲ୍ଲୀ ଓ ମହାରାଷ୍ଟ୍ରରେ ହୋଇନି ଗୋଷ୍ଠୀ ସଂକ୍ରମଣ!

ନୂଆଦିଲ୍ଲୀ: ଦେଶରେ ଦିନକୁ ଦିନକୁ ବୃଦ୍ଧି ପାଉଛି କରୋନା ସଂକ୍ରମିତ ସଂଖ୍ୟା । ବିଶେଷ କରି ଦୁଇ ପ୍ରମୁଖ ସହର ଦିଲ୍ଲୀ ଏବଂ ମହାରାଷ୍ଟ୍ରରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦ୍ରୁତ ଗତିରେ ବଢ଼ି ଚାଲିଛି । ମହାରାଷ୍ଟ୍ରରେ ଆକ୍ରାନ୍ତଙ୍କ ସଂଖ୍ୟା ୯୦ ହଜାର ପାଖାପଖି ହୋଇଥିବା ବେଳେ ଦିଲ୍ଲୀରେ ୩୫…