Latest Odisha News

BREAKING NEWS

Browsing Category

କରୋନା ଅପଡ଼େଟ୍‌

Coronavirus Update

ଯାତ୍ରୀବାହୀ ଯାନ ଲାଗି ୩ ମାସର ‘ରୋଡ୍ ଟ୍ୟାକ୍ସ’ ଛାଡ଼ କଲେ ସରକାର

ଭୁବନେଶ୍ୱର: ଓଡ଼ିଶା ସରକାର କରୋନା ମହାମାରୀ ଲାଗି ଯାତ୍ରୀବାହୀ ଯାନ ଲାଗି ୩ ମାସର ରୋଡ଼ ଟ୍ୟାକ୍ସ ଛାଡ଼ କରିଛନ୍ତି, ଏସମ୍ପର୍କରେ ରାଜ୍ୟ ପରିବହନ ବିଭାଗ ପକ୍ଷରୁ ଘୋଷଣା ହୋଇଛି । ଅଧିକ ପଢନ୍ତୁ - କ୍ୟାବିନେଟ୍ ଅନୁମୋଦନ: ସମ୍ମାନିତ ହେବେ ‘କରୋନା ଯୋଦ୍ଧା’, ଗ୍ରାମାଞ୍ଚଳ ଜୀବିକା…

ଓଡ଼ିଶାରେ ସୁସ୍ଥ ହେଲେ ଆଉ ୯୦ କରୋନା ରୋଗୀ

ଭୁବନେଶ୍ୱର: ଓଡ଼ିଶାରେ ଆଉ ୯୦ ଜଣ କୋଭିଡ-୧୯ ରୋଗୀ ସୁସ୍ଥ ହୋଇଥିବା ନେଇ ଶୁକ୍ରବାର ଦିନ ସୂଚନା ଦେଇଛନ୍ତି ସରକାର। ୯୦ ସୁସ୍ଥଙ୍କ ମଧ୍ୟରୁ ୨୩ ଜଣ ଜଗତସିଂହପୁରରୁ, ୨୨ ଜଣ ଯାଜପୁରରୁ, ୨୧ ଜଣ ଭଦ୍ରକରୁ, ୧୫ ଜଣ ଗଞ୍ଜାମରୁ, ୩ ଜଣ କଟକରୁ, ୨ ଜଣ ଖୋର୍ଦ୍ଧା ଏବଂ ସମ୍ବଲପୁରରୁ ଏବଂ ଜଣେ ଲେଖାଏଁ…

କ୍ୟାବିନେଟ୍ ଅନୁମୋଦନ: ସମ୍ମାନିତ ହେବେ ‘କରୋନା ଯୋଦ୍ଧା’, ଗ୍ରାମାଞ୍ଚଳ ଜୀବିକା ସୁରକ୍ଷା ଲାଗି ୧୭ ହଜାର କୋଟି ମଞ୍ଜୁର

ଭୁବନେଶ୍ୱର: ଶୁକ୍ରବାରଦିନ ନବୀନ ସରକାର ପଞ୍ଚମ ପାଳିର ପ୍ରଥମ ବର୍ଷ ପୂରଣ କରିଥିବା ବେଳେ ଏହି ଅବସରରେ ରାଜ୍ୟ ଲାଗି ୨୨ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ମଧ୍ୟ କ୍ୟାବିନେଟ ମୋହର ଲଗାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅଧିକ ପଢନ୍ତୁ: ଶିଳ୍ପ ବିବାଦ ଆଇନ ୧୯୪୭ର ଧାରା ସଂଶୋଧନକୁ…

କରୋନା ଆକ୍ରାନ୍ତ ୨ ରୋଗୀଙ୍କ ମୃତ୍ୟୁ; ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା…

ଭୁବନେଶ୍ୱର: ଅନ୍ୟାନ୍ୟ ସ୍ୱାସ୍ଥ୍ୟଗତ ସମସ୍ୟା ହେତୁ ଓଡିଶାରେ ଦୁଇ ଜଣ କୋଭିଡ -୧୯ ରୋଗୀଙ୍କ ମୃତ୍ୟୁ ଘଟିଥିବା ନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଶୁକ୍ରବାର ଦିନ ସୂଚନା ଦିଆଯାଇଛି । ଯକୃତ ରୋଗ ଏବଂ ହେପାଟାଇଟିସ୍ ବିରେ ପୀଡିତ ଥିବା ଖୋର୍ଦ୍ଧା ଜିଲ୍ଲାର ୪୨ ବର୍ଷ ବୟସ୍କ ବ୍ୟକ୍ତି ଜଣକ ନିକଟ…

ଓଡ଼ିଶାରେ ଚିହ୍ନଟ ୬୩ କରୋନା ରୋଗୀଙ୍କ ସମ୍ପର୍କରେ ତଥ୍ୟ ଦେଲେ ସରକାର, ଜାଣନ୍ତୁ…

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଥିବା ଆଉ ୬୩ କରୋନା ରୋଗୀଙ୍କ ସମ୍ପର୍କରେ ଓଡିଶା ସରକାର ଶୁକ୍ରବାର ଦିନ ସବିଶେଷ ବିବରଣୀ ପ୍ରକାଶ କରିଛନ୍ତି। ଏହି ସମସ୍ତ ମାମଲାଗୁଡ଼ିକ କ୍ୱାରେଣ୍ଟାଇନ କେନ୍ଦ୍ରର ବୋଲି ଚିହ୍ନଟ ହୋଇଛି। ଏନେଇ ଟ୍ବିଟ ଜରିଆରେ ସୂଚନା ଦେଇଛନ୍ତି ରାଜ୍ୟ…

ସାଇ ଇଣ୍ଟରନ୍ୟାସନାଲରେ ଜୁନ୍ ୧ରୁ ଆୟୋଜିତ ହେଉଛି ଇ-ସମର୍ କ୍ୟାମ୍ପ୍‌

ଭୁବନେଶ୍ୱର: ସାଇ ଇଣ୍ଟରନ୍ୟାସନାଲ ଚଳିତ ବର୍ଷ ନିଆରା ଢଙ୍ଗରେ ଆୟୋଜିତ କରୁଛି ଇ-ସମର୍ କ୍ୟାମ୍ପ୍ । ପିଲାମାନଙ୍କର ଗଠନମୂଳକ କାର୍ଯ୍ୟକୁ ଅଧିକ ଉତ୍ସାହିତ କରିବା ଲକ୍ଷ୍ୟ ନେଇ ସାଇ ଇଣ୍ଟରନ୍ୟାସନାଲ୍ ଏହିପରି ଏକ ଗ୍ରୀଷ୍ଣ ଶିବିର ଆୟୋଜନ କରୁଛି । ସାମ୍ପ୍ରତିକ ପରିସ୍ଥିତିରେ ବାର୍ଷିକ ଗ୍ରୀଷ୍ଣ…

ରାଜ୍ୟର ଏହି ୫ ଟି ଜିଲ୍ଲାରେ ଅଛନ୍ତି ୧୦୦୦ ରୁ ଅଧିକ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ଓଡ଼ିଶାରେ କ୍ରମାଗତ ଭାବରେ ବଢିଚାଲିଛି କରୋନା ମାମଲା । ରାଜ୍ୟରେ ଚିହ୍ନଟ ୧୭୦୦ ଆକ୍ରାନ୍ତଙ୍କ ମଧ୍ୟରୁ ୫ ଟି ଜିଲ୍ଲାରେ ରହିଛି ୧୦୦୦ ରୁ ଅଧିକ ମାମଲା। ଏହି ୫ ଜିଲ୍ଲା ହେଉଛି ଗଞ୍ଜାମ, ଯାଜପୁର,ବାଲେଶ୍ଵର ଖୋର୍ଦ୍ଧା ଏବଂ ଭଦ୍ରକ। ଏହି ୫ ଜିଲ୍ଲା ମଧ୍ୟରୁ ଗଞ୍ଜାମ…

କରୋନା ଅପଡ଼େଟ୍‌: ଓଡ଼ିଶା, ଭାରତ ସମେତ ବିଶ୍ୱର ତାଜା ସ୍ଥିତି

ଭୁବନେଶ୍ୱର: ଓଡ଼ିଶାରେ ଶୁକ୍ରବାର ଦିନ ୧୦ଟା ୩୦ମି. ସୁଦ୍ଧା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୭୨୩କୁ ବୃଦ୍ଧି ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା ୭ ରହିଛି । ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୮୮୭ ଜଣ ଆରୋଗ୍ୟ ଲାଭ କରିଥିବା ନେଇ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ସୂତ୍ରରୁ…

ରାଜ୍ୟରେ ଚିହ୍ନଟ ହେଲେ ଆଉ ୬୩ କରୋନା ପଜିଟିଭ, କେଉଁ ଜିଲ୍ଲାରୁ କେତେ ଜାଣନ୍ତୁ

ଭୁବନେଶ୍ୱର: ରାଜ୍ୟରେ ବିଜୁଳି ବେଗରେ ମାଡି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଆଜି ସକାଳୁ ରାଜ୍ୟରେ ଚିହ୍ନଟ ହୋଇଛନ୍ତି ଆଉ ୬୩ କରୋନା ପଜିଟିଭ । ଏହି ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୭୨୩ ରେ ପହଂଚି ଥିବା ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି ।…

ବଢୁଛି ଚିନ୍ତା: ଭାରତରେ ୨୪ ଘଣ୍ଟାରେ ସର୍ବାଧିକ ୭୪୬୬ ଆକ୍ରାନ୍ତ, ୧୭୫ ମୃତ

ନୂଆଦିଲ୍ଲୀ: ଭାରତରେ କାୟା ବିସ୍ତାର କରିଚାଲିଛି କରୋନା ମହାମାରୀ । ରାଜ୍ୟ ପରେ ରାଜ୍ୟକୁ ଏହା ନିଜ କବଳକୁ ନେଇ ସାରିଛି । ଏହାର ପ୍ରଭାବରେ ଭାରତରେ ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି । ସ୍ୱାସ୍ଥ୍ୟ ବିଭାଗର ସଦ୍ୟତମ ସୂଚନା ଅନୁଯାୟୀ, ଭାରତରେ କରୋନା ଆକ୍ରାନ୍ତଙ୍କ…