Latest Odisha News

BREAKING NEWS

Browsing Category

କରୋନା ଅପଡ଼େଟ୍‌

Coronavirus Update

ପ୍ରବାସୀ ଶ୍ରମିକଙ୍କ ଦୁଃଖ ବୁଝିପାରୁନି ବିଜେପି: ସୋନିଆ

ନୂଆଦିଲ୍ଲୀ: ଦୁନିଆ ଦେଖିଲାଣି ପ୍ରବାସୀଙ୍କ ଦୁଃଖ । ସେମାନଙ୍କ ଭୟ, ସେମାନଙ୍କ କାତର ସ୍ୱର, ସେମାନଙ୍କ ଯନ୍ତ୍ରଣା, ଦେଶରେ ସମସ୍ତେ ଶୁଣିଲେଣି । ହେଲେ ବିଜେପି ସରକାରଙ୍କ କାନକୁ କିନ୍ତୁ ଏହା ଶୁଣାଯାଉନି । ସମସ୍ତେ ପ୍ରବାସୀଙ୍କୁ ଦୁଃଖ ଅନୁଭବ କରୁଛନ୍ତି କିନ୍ତୁ ବିଜେପି ଏହାକୁ ଦେଖି…

ଯୋଦ୍ଧା…

ଯୋଦ୍ଧା ସୁସ୍ମିତା ମହାପାତ୍ର ଯୋଦ୍ଧା ଭାବେ ଅବା ଜନହିତେ କେବେ ହାରିଲେ ଜୀବନ, ପଠାଇବ ମୋ ଶରୀର ଜନମ ମାଟିକୁ ମୋର ଏହି ନିବେଦନ । ବକ୍ଷରେ ସଜାଇ ବୀର ପଦକ ମୋହର ଶୁଣାଇବ ମାଆକୁ ମୋ ସୁକରମ ଗାଥା, ଦେଶ ପାଇଁ ଦେଇଅଛି ପ୍ରାଣ ସୁପୁତ୍ର ତାହାର କାହା ଆଗେ କେବେ ସିଏ ନତ ନକରିବ ମଥା…

ପ୍ରବାସୀ ଶ୍ରମିକମାନଙ୍କୁ ଖାଦ୍ୟ ଓ ଭଡା ଦେବେ ରାଜ୍ୟ ସରକାର: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: କରୋନା ପାଇଁ ସାରା ଦେଶରେ ଏବେ ତାଲା ବନ୍ଦ ପଡିଛି । ଚାରିଆଡେ ଜାରି ରହିଛି ଚତୁର୍ଥ ପର୍ଯ୍ୟାୟ ଲକଡାଉନ୍ । ଏହାରି ଭିତରେ ଲକ୍ଷ ଲକ୍ଷ ପ୍ରବାସୀ ଶ୍ରମିକ ନିଜ ରାଜ୍ୟକୁ ଫେରୁଛନ୍ତି । ତେବେ ଫେରିବା ବାଟରେ ଅନେକ ସମସ୍ୟାର ସମ୍ମୁଖିନ ହେଉଛନ୍ତି ସେମାନେ । ଏହାକୁ ନଜରରେ ରଖି…

କ୍ୱାରେଣ୍ଟାଇନ୍ ସେଣ୍ଟରରେ ପ୍ରବାସୀଙ୍କୁ ଆକ୍ରମଣ ଅଭିଯୋଗ

ଜଗତସିଂହପୁର: କ୍ୱାରେଣ୍ଟାଇନ୍ ସେଂଟରରେ ପ୍ରବାସୀଙ୍କ ଉପରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି । ଜଗତସିଂହପୁର ଜିଲ୍ଲା ଏରସମା ବ୍ଲକ ଅନ୍ତର୍ଗତ ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ହୋଇଥିବା କ୍ୱାରେଂଟିନ୍ ସେଂଟରରେ ଘଟିଛି ଏଭଳି ଘଟଣା । ସରପଂଚଙ୍କ ସ୍ୱାମୀ ଓ ପଂଚାୟତ ନିର୍ବାହୀ ଅଧିକାରୀ ଜଣେ…

କରୋନା ଲକ୍ଷଣ ଦେଖାଯିବାରୁ ହସ୍ପିଟାଲରେ ଭର୍ତ୍ତି ହେଲେ ବିଜେପି ମୁଖପାତ୍ର ସମ୍ବିତ ପାତ୍ର

ନୂଆଦିଲ୍ଲୀ : ବିଜେପିର ଜାତୀୟ ମୁଖପାତ୍ର ସମ୍ବିତ ପାତ୍ରଙ୍କ ନିକଟରେ କୋଭିଡ୧୯ ଲକ୍ଷଣ ଦେଖାଯିବା ପରେ ତାଙ୍କୁ ଗୁରୁଗ୍ରାମର ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି । ଗୁରୁଗ୍ରାମ ସ୍ଥିତ ମେଦାନ୍ତ ହସ୍ପିଟାଲରେ ସେ ଚିକିତ୍ସାଧୀନ ରହିଥିବା ଜଣାପଡିଛି । ସମ୍ବିତ…

କରୋନା ଅପଡେଟ: ସକାଳେ ୬୭ ପଜିଟିଭ, ଅପରାହ୍ଣରେ ୭୫ ସୁସ୍ଥ

ଭୁବନେଶ୍ୱର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ତୁଳନାରେ ବଢ଼ୁଛି ସୁସ୍ଥ ହାର । ଆଜି ଗୋଟିଏ ଦିନରେ ସକାଳେ ୬୭ ଜଣ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅପରାହ୍ଣରେ ୭୫ ଜଣ ସୁସ୍ଥ ହୋଇଛନ୍ତି । ଏହି ୭୫ କରୋନା ଆକ୍ରାନ୍ତ ରିପୋର୍ଟ ନେଗେଟିଭ ଆସିବା ପରେ ସେମାନଙ୍କୁ ହସ୍ପିଟାଲରୁ ଡିସଚାର୍ଜ କରାଯାଇଛି ।…

ମେ’୩୦ ସନ୍ଧ୍ୟା ୫.୩୦ରେ ‘ବନ୍ଦେ ଉତ୍କଳ ଜନନୀ’ ଗାଇବାକୁ ବାର୍ତ୍ତା ଦେଲେ ନବୀନ

ଭୁବନେଶ୍ୱର: କରୋନା ମୁକାବିଲା ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ ବାର୍ତ୍ତା ଦେଇଛନ୍ତି । କରେନାର ଯୋଦ୍ଧାଙ୍କ ପାଇଁ ମେ’ ୩୦ ତାରିଖ ସନ୍ଧ୍ୟା ସାଢ଼େ ୫ଟାରେ ବନ୍ଦେ ଉତ୍କଳ ଜନନୀ ଗାଇବାକୁ ରାଜ୍ୟବାସୀଙ୍କୁ ନବୀନ ନିବେଦନ କରିଛନ୍ତି । ସେ କହିଛନ୍ତି, ଆପଣମାନେ ଦୁନିଆରେ ଯେଉଁଠାରେ…

କୋଭିଡ-୧୯ ବିରୋଧୀ ସଂଗ୍ରାମରେ ଓଡ଼ିଶାର ସ୍ଥିତି ଭଲ ଅଛି: ନବୀନ

ଭୁବନେଶ୍ୱର: ଦୁଇ ମାସ ଧରି ସାରା ଦୁନିଆ ଏକ ବଡ ଜଟିଳ ପରିସ୍ଥିତିର ସାମ୍ନା କରୁଛି । ବଡ ବଡ ଧନୀ ଦେଶ, ଶକ୍ତିଶାଳୀ ଦେଶରେ ବି କୋଭିଡ ଆତଙ୍କ ସୃଷ୍ଟି କରିଛି । ଓଡିଶା ବି କୋଭିଡ ବିରୁଦ୍ଧରେ ଯୁଦ୍ଧ ଜାରି ରହିଛି । କୋଭିଡରୁ ଲୋକଙ୍କୁ ରକ୍ଷା କରିବା ଏବଂ ଲୋକଙ୍କ ଜୀବନ ବଞ୍ଚାଇବା ସେତେବେଳେ ମୋ…

ଲାଲ ଇଲାକାର ୪ ବର୍ଷର କୁନି ଝିଅର କରୋନା ବାର୍ତ୍ତା, ଭିଡିଓ ଭାଇରାଲ

ମାଲକାନଗିରି: ମନ ଜିଣିଲା ଲାଲ ଇଲାକାର କୁନି ଝିଅ । ଲାଲ ଆତଙ୍କ ଲାଗି ଚର୍ଚ୍ଚାରେ ରହୁ ଥିବା ସୁକୁମା ଜିଲ୍ଲା ଏବେ ୪ ବର୍ଷର କୁନି ଝିଅର କୋରୋନା ବାର୍ତ୍ତା କୁ ନେଇ ପୁଣି ଥରେ ଚର୍ଚ୍ଚାକୁ ଆସିଛି । ସୋସିଆଲ ମିଡିଆ ରେ କୋରୋନା ବାର୍ତ୍ତା ଦେଇ ପ୍ରଶଂସା ସାଉଁଟିଛନ୍ତି ଛତିଶଗଡ ସୁକୁମା…

କେନ୍ଦ୍ର ଓ ରାଜ୍ୟରେ ଚାଲିଛି ପ୍ରଚାର, ପ୍ରତିଶ୍ରୁତି ଓ ପ୍ରତାରଣାର ସରକାର: ନିରଞ୍ଜନ

ଭୁବନେଶ୍ୱର: ଏବେ ଉଭୟ କେନ୍ଦ୍ର ଓ ରାଜ୍ୟରେ ଚାଲିଛି ‘ଥ୍ରୀ-ପି’ ଅର୍ଥାତ ପ୍ରଚାର, ପ୍ରତିଶ୍ରୁତି ଓ ପ୍ରଚାରଣାର ସରକାର । କଂଗ୍ରେସ ପକ୍ଷରୁ ଅଜି ସ୍ପିକ୍‌-ଅପ୍‌-ଇଣ୍ଡିଆ ଆରମ୍ଭ ଅବସରରେ ଏଭଳି କହିଛନ୍ତି ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ । ସେ କହିଛନ୍ତି, କରୋନା ସମୟରେ ଉଭୟ ବିଜେପି ଓ…