Latest Odisha News

BREAKING NEWS

Browsing Category

କରୋନା ଅପଡ଼େଟ୍‌

Coronavirus Update

ରାଜ୍ୟରେ ୨ହଜାର ତଳକୁ ଖସିଲା କରୋନା ସଂକ୍ରମିତଙ୍କ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ନିମ୍ନଗାମୀ କରୋନା ସଂକ୍ରମଣ । ୨୪ ଘଣ୍ଟାରେ ଆକ୍ରାନ୍ତଙ୍କ ସଂଖ୍ୟା ୨ ହଜାର ତଳକୁ ଖସିଛି । ଚିହ୍ନଟ ହୋଇଛନ୍ତି ୧ହଜାର ୯୯୩ ସଂକ୍ରମିତ । କ୍ୱାରେଣ୍ଟାଇନରୁ ୧୧ଶହ ୫୪ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୮୩୯ । ୬ ଜିଲ୍ଲାରେ ନୂଆ ସଂକ୍ରମିତଙ୍କ ସଂଖ୍ୟା ଶହେ ଉପରେ ରହିଛି ।…

ପୁଣି କୋଭିସିଲ୍ଡ ଟିକା ଅଭାବ: ଓଡ଼ିଶାରେ ଆଜି ୪ ଜିଲ୍ଲାରେ ଟିକାକରଣ

ଭୁବନେଶ୍ୱର: ରାଜ୍ୟରେ ପୁଣି ଥରେ ବାଧାପ୍ରାପ୍ତ ହୋଇଛି ଟିକାକରଣ । ଆବଶ୍ୟକ ଅନୁସାରେ କୋଭିସିଲ୍ଡ ଟିକା ମହଜୁଦ ନାହିଁ । ଫଳରେ ଆଜି ମାତ୍ର ୪ ଜିଲ୍ଲାରେ ଟିକାକରଣ କରାଯାଉଛି । ଏହି ଜିଲ୍ଲାଗୁଡ଼ିକ ହେଲା ଗଞ୍ଜାମ, ନବରଙ୍ଗପୁର, ପୁରୀ ଓ ସୁନ୍ଦରଗଡ଼ । ଏସବୁ ଜିଲ୍ଲାର ୧୨ଟି କେନ୍ଦ୍ରରେ ଆଜି…

ରାଜ୍ୟରୁ ଆଉ ୬୫ ଜୀବନ ନେଲା କରୋନା, ଖୋର୍ଦ୍ଧାରୁ ସର୍ବାଧିକ ୧୪

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ କମୁଥିଲେ ବି ମୃତ୍ୟୁସଂଖ୍ୟା ବଢୁଛି । ଆଉ ୬୫ ଜଣଙ୍କର ଜୀବନ ଯାଇଛି । ଯାହାକି ବର୍ତ୍ତମାନ ସୁଦ୍ଧା ସର୍ବାଧିକ । ଚିକିତ୍ସାଧୀନ ଅବସ୍ଥାରେ ୨୦ ଜିଲ୍ଲାରୁ ସଂକ୍ରମିତ ପ୍ରାଣ ହରାଇଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୪ ଜଣଙ୍କର ମୃତ୍ୟୁ ହୋଇଛି ।…

ଆଜି ଓଡ଼ିଶାରୁ ୨୨୮୨ କରୋନା ଆକ୍ରାନ୍ତ ଚିହ୍ନଟ, ୩% ତଳେ ପଜିଟିଭ୍ ହାର

ଭୁବନେଶ୍ୱର: ରାଜ୍ୟରେ ଧିରେ ଧିରେ କାବୁ ପାଉଛି କରୋନା । ସଂକ୍ରମଣ ଏବେ ପ୍ଲାଟ୍ୟୁ ସ୍ଥିତିରେ ରହିଛି । ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୨ହଜାରରୁ ଅଢ଼େଇ ହଜାର ଭିତରେ ରହୁଛି । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ଆଉ ୨୨ଶହ ୮୨ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୧୩ଶହ ୧୫ ଓ…

କଡ଼କନାଥ କୁକୁଡ଼ା କରୋନା ରୋଗୀଙ୍କର ବଢ଼ାଇବ ରୋଗ ପ୍ରତିରୋଧକ ଶକ୍ତି

ନୂଆଦିଲ୍ଲୀ: କରୋନା ଆକ୍ରାନ୍ତଙ୍କ ଚିକିତ୍ସା ଏବେ ଡାକ୍ତରଙ୍କ ଆଗରେ ବଡ଼ ଚ୍ୟାଲେଞ୍ଜ ହୋଇଛି । କୌଣସି ନିର୍ଦ୍ଦିଷ୍ଟ ମେଡିସିନ୍ ଏଯାଏ ଆସିନି । ଏବେ ପୋଷ୍ଟ କୋଭିଡ୍ ଅର୍ଥାତ କରୋନା ପରବର୍ତ୍ତୀ ସ୍ୱାସ୍ଥ୍ୟ ସମସ୍ୟା ଚିନ୍ତାର କାରଣ ହୋଇଛି । ଏଭଳି ସ୍ଥିତିରେ ଆଶ୍ୱସ୍ତିକର ତଥ୍ୟ ସାମନାକୁ ଆସିଛି…

ଆଜି ଓଡିଶାରୁ ୨୩୩୪ କରୋନା ଆକ୍ରାନ୍ତ ଚିହ୍ନଟ, ପଜିଟିଭ ହାର ୩.୦୮%

ଭୁବନେଶ୍ବର: ରାଜ୍ୟରେ ସ୍ଥିର ରହିଛି କାରୋନା ସଂକ୍ରମଣ। ଆଜି ଚିହ୍ନଟ ହୋଇଛନ୍ତି ୨୩୩୪ ନୂଆ ଆକ୍ରାନ୍ତ। ଏମାନଙ୍କ ଭିତରେ ସଂଗରୋଧରୁ ୧୩୪୨ ଓ ଲୋକାଲ କେସ ରହିଛି ୯୯୨ । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୮୦ ଓ କଟକରୁ ଚିହ୍ନଟ ହୋଇଛନ୍ତି ୩୭୧ ଆକ୍ରାନ୍ତ। କେନ୍ଦ୍ରାପଡ଼ାରୁ ୧୯୬, ଯାଜପୁରରୁ…

ରାଜ୍ୟରୁ ୨୮୦୬ ନୂଆ ଆକ୍ରାନ୍ତ ଚିହ୍ନଟ; ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୨୮୦୬ ଜଣ ନୂଆ ଆକ୍ରାନ୍ତ । କ୍ୱାରେଣ୍ଟାଇନରୁ ୧୬୧୩ ଜଣ ଥିବା ‌ବେଳେ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୧୧୯୩ । ଖୋଦ୍ଧାରୁ ଜିଲ୍ଲାରୁ ସର୍ବାଧିକ ୫୯୦ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରୁ ୪୪୧ ରହିଛି। ଅନୁଗୁଳରୁ ୧୦୨, …

କରୋନାର ନୂଆ ଭାରିଏଣ୍ଟ ‘ଲାମ୍ବଡା’, ଡେଲଟାଠୁ ବି ଅଧିକ ପ୍ରାଣଘାତୀ

ନୂଆଦିଲ୍ଲୀ: ରୂପ ବଦଳାଉଛି କରୋନା । କେତେବେଳେ ବିଟା, ପୁଣି ଡେଲଟା ଓ ଡେଲଟା ପ୍ଲସ । ଏବେ ଲାମ୍ବଡା ଭାରିଏଣ୍ଟକୁ ନେଇ ସାରା ବିଶ୍ୱର ବଢ଼ିଲାଣି ଚିନ୍ତା । କରୋନାର ନୂଆ ଭାରିଏଣ୍ଟ ଲାମ୍ବଡା । ଡେଲଟାଠାରୁ ବି ଅଧିକ ମାରାତ୍ମକ ଓ ପ୍ରାଣଘାତୀ । ଏହି ଭାରିଏଣ୍ଟ ବ୍ରିଟେନରେ ଏବେ ବିସ୍ତାର କରୁଛି…

ଓଡ଼ିଶାରେ କରୋନା ସଂକ୍ରମଣ ସ୍ଥିର, ଆଜି ୨୫୪୨ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ସ୍ଥିର ରହିଛି କରୋନାର ଦୈନିକ ସଂକ୍ରମଣ । ୨ହଜାରରୁ ୩ ହଜାର ଭିତରେ ଚିହ୍ନଟ ହେଉଛନ୍ତି ନୂଆ ଆକ୍ରାନ୍ତ । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୨୫ଶହ ୪୨ ନୂଆ ଆକ୍ରାନ୍ତ । କ୍ୱାରେଣ୍ଟାଇନରୁ ୧୪ଶହ ୫୮ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୧ହଜାର ୮୪ । ଏହି ସମୟ ଭିତରେ ରାଜ୍ୟରେ…

ରାଜ୍ୟରୁ କରୋନା ନେଲା ରେକର୍ଡ ୫୯ ଜୀବନ

ଭୁବନେଶ୍ୱର: ରାଜ୍ୟରେ କରୋନା ମୃତ୍ୟୁସଂଖ୍ୟାରେ ବ୍ରେକ୍ ଲାଗୁନି । ଆଉ ୫୯ ଆକ୍ରାନ୍ତଙ୍କ ଜୀବନ ଯାଇଛି । ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ଯାହାକି ବର୍ତ୍ତମାନ ସୁଦ୍ଧା ସର୍ବାଧିକ । ମୋଟ୍ ୧୭ ଜିଲ୍ଲାରୁ ୫୯ ଜଣ ସଂକ୍ରମିତ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ…