Latest Odisha News

BREAKING NEWS

Browsing Category

କରୋନା ଅପଡ଼େଟ୍‌

Coronavirus Update

ଯେତେବେଳେ ଯାହା ଇଚ୍ଛା

ଡଃ ଜ୍ୟୋତିପ୍ରକାଶ ମହାପାତ୍ରଙ୍କ ନିୟମିତ ସ୍ତମ୍ଭ: ପଲିଟିକସ ଫଲିଟିକସ… ଯେତେବେଳେ କେହି ବିରୋଧୀ ନ ଥାଆନ୍ତି ଓ ମହାମାରୀର ଭୟରେ କେହି କିଛି କହିବାକୁ ପ୍ରସ୍ତୁତ ନ ଥାଆନ୍ତି, ସେତେବେଳେ ଯାହା ଇଚ୍ଛା କରିହୁଏ । ଯେମିତି ବାଗରେ ଇଚ୍ଛା ନିଷ୍ପତ୍ତି ନେଇହୁଏ । ଯେମିତି ଢଙ୍ଗରେ ଲୋକଙ୍କୁ କଲବଲ…

୩ ମାସର ରୋଡ୍ ଟ୍ୟାକ୍ସ ଛାଡ କରିବେ ସରକାର, ଗୁରୁବାରଠୁ ଗଡିବ ଘରୋଇ ବସ୍ !

ଭୁବନେଶ୍ୱର: ଘରୋଇ ବସ ଚଳାଚଳ ନେଇ ରାଜ୍ୟ ସରକାର ଓ ଘରୋଇ ବସ ମାଲିକ ସଂଘ ମଧ୍ୟରେ ହୋଇଥିବା ବୈଠକ ସଫଳ ହୋଇଛି । ବସ୍ ମାଲିକ ସଂଘର ଦାବିକୁ ସରକାର ଗ୍ରହଣ କରିଛନ୍ତି ଏବଂ ଖୁବଶୀଘ୍ର ବସ୍ ଚଳାଚଳ ସ୍ୱାଭାବିକ ହେବ ବୋଲି ଆଶା କରାଯାଉଛି । ରୋଡ୍ ଟ୍ୟାକ୍ସ ଛାଡ ନେଇ ଅର୍ଥ ବିଭାଗକୁ ଚିଠି ଲେଖା…

ଦେଶରେ କରୋନା ସୁସ୍ଥ ହାର ଅଧିକ, ମୃତ୍ୟୁ ହାର କମ୍‌

ନୂଆଦିଲ୍ଲୀ: ଦେଶରେ ଦିନକୁ ଦିନ ବଢ଼ୁଛି କରୋନା ଜନିତ ସୁସ୍ଥ ହାର । ସେହିପରି କମୁଛି ମୃତ୍ୟୁ ସଂଖ୍ୟା । ଭାରତର କରୋନା ମୃତ୍ୟୁ ହାର ସମଗ୍ର ବିଶ୍ୱରେ ସର୍ବନିମ୍ନ ସ୍ତରରେ ରହିଛି ବୋଳି ଆଜି ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟର ଯୁଗ୍ମ ସଚିବ ଲବ ଅଗ୍ରୱାଲ ।…

ଓଡ଼ିଶାରେ କରୋନା ଜନିତ ମୃତ୍ୟୁହାର ସବୁଠୁ କମ୍‌: ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର: ଭାରତ ତୁଳନାରେ ଓଡ଼ିଶାରେ କରୋନା ମୃତ୍ୟୁ ହାର ସବୁଠାରୁ କମ୍ । ସେହିପରି ଓଡ଼ିଶାରେ ସଂକ୍ରମଣ ହାର ମଧ୍ୟ କମ୍ ରହିଛି । ଆଜି ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ । ପଂଚାୟତସ୍ତରରେ ସଙ୍ଗରୋଧ କେନ୍ଦ୍ର…

କରୋନା ମହାମାରୀ ଓ ଶ୍ରୀଜୀଉଙ୍କ ରଥଯାତ୍ରା…

ଶ୍ରୀଜଗନ୍ନାଥଙ୍କ ଆଧ୍ୟାତ୍ମିକ ଅନୁଭୂତିକୁ ନେଇ କୁମାର ଭୀମସେନଙ୍କ ନିୟମିତ ସ୍ତମ୍ଭ: ଶ୍ରୀଜଗନ୍ନାଥ କଥାମୃତ ସମଗ୍ର ବିଶ୍ୱର ଧର୍ମୀୟ ମର୍ତ୍ତ୍ୟ ବୈକୁଣ୍ଠ ଶ୍ରୀକ୍ଷେତ୍ରରେ ଲାଗି ରହିଛି ବାର ମାସରେ ତେର ଯାତ୍ରା । ବର୍ଷ ତମାମ ବଡ ଦେଉଳ ଭିତରେ ଏବଂ ବାହାରେ ଲାଗି ରହିଥାଏ ଦ୍ୱାଦଶ ଲୀଳା,…

+୩ର ଦ୍ୱିତୀୟ ଓ ଚତୁର୍ଥ ଏବଂ ପିଜିର ଦ୍ୱିତୀୟ ସେମିଷ୍ଟାର ବାତିଲ

ଭୁବନେଶ୍ୱର: ଯୁକ୍ତ ତିନିର ହେବନି ଦ୍ୱିତୀୟ ଓ ଚତୃର୍ଥ ସେମିଷ୍ଟାର । ପିଜିର ବି ଦ୍ୱିତୀୟ ସେମିଷ୍ଟାର ହେବନି । ଉଚ୍ଚଶିକ୍ଷାମନ୍ତ୍ରୀ ଅରୁଣ ସାହୁ ଆଜି ଏନେଇ ସୂଚନା ଦେଇଛନ୍ତି । ସେ କହିଛନ୍ତି, ବିଶ୍ୱବିଦ୍ୟାଳୟରେ ବିକଳ୍ପ ବ୍ୟବସ୍ଥା ଦ୍ୱାରା ପରବର୍ତୀ ସେମିଷ୍ଟାରକୁ ଉତ୍ତୀର୍ଣ୍ଣ କରାଯିବ…

ସଂକ୍ରମଣ ବଢ଼ୁଛି, କଟକଣା ହଟାଉଛନ୍ତି ସରକାର, ଏବେ ପ୍ଲାନ-ବି କ’ଣ?

ନୂଆଦିଲ୍ଲୀ: ଲକଡାଉନ୍‌କୁ ନେଇ ଆରମ୍ଭ ହୋଇଛି ରାଜନୀତି । ଦେଶରେ ଫେଲ ମାରିଛି ତାଲାବନ୍ଦ । ସାରା ଦେଶରେ ସଂକ୍ରମଣ ବଢ଼ୁଛି ଆଉ ଏପଟେ ସରକାର କଟକଣା ହଟାଉଛନ୍ତି । ଆଜି ସାମ୍ବାଦିକ ସମ୍ମିଳନୀ କରି ମୋଦୀ ସରକାରଙ୍କୁ ଏଭଳି ଟାର୍ଗେଟ କରିଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧି । ସେ କହିଛନ୍ତି,…

ରାଜ୍ୟରେ ସୁସ୍ଥ ହେଲେ ଆଉ ୮୪ ସଂକ୍ରମିତ

ଭୁବନେଶ୍ୱର: ରାଜ୍ୟରେ ୨୯ଟି ଜିଲ୍ଲା କରୋନା ସଂକ୍ରମିତ ହୋଇଥିବା ବେଳେ ଆସିଛି ଏକ ଆଶ୍ୱସ୍ତିକର ଖବର । ରାଜ୍ୟରେ ସୁସ୍ଥ ହୋଇଛନ୍ତି ଆଉ ୮୪ କରୋନା ଆକ୍ରାନ୍ତ । ଏନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । Another 84 Covid patients have recovered and are being…

ବଞ୍ଚିବାକୁ ହେବ ଭୂତାଣୁ ସହ

ସୋମେଶ ମହାପାତ୍ରଙ୍କ ନିୟମିତ ସ୍ତମ୍ଭ: ସାମ୍ପ୍ରତିକୀ ଓଡ଼ିଶାରେ ମହାମାରୀ କୋଭିଡ-୧୯ ର ସଂକ୍ରମଣକୁ ରୋକିବା ଲାଗି ଦୀର୍ଘ ୬୮ ଦିନର ଲକ୍ ଡାଉନ୍ ଶେଷହେବ ମେ’ ୩୧ ତାରିଖରେ| ସାରା ଭାରତରେ ଏହି ଅବରୋଧ ମାର୍ଚ୍ଚ ୨୫ରୁ ଜାରି କରାଯାଇଥିବା ଯୋଗୁ ସଂକ୍ରମଣର ବ୍ୟାପ୍ତିକୁ ନିୟନ୍ତ୍ରଣ କରିବା ସମ୍ଭବ…

ଆସନ୍ତାକାଲିଠୁ ପୁରୀ ସେବାୟତଙ୍କ ହେବ କରୋନା ଟେଷ୍ଟ

ପୁରୀ: ଆସନ୍ତାକାଲିଠୁ ହେବ ପୁରୀ ସେବାୟତଙ୍କ କରୋନା ଟେଷ୍ଟ । ପ୍ରଥମେ ଦଇତାପତି ସେବାୟତଙ୍କ ନମୂନା ପରୀକ୍ଷା କରାଯିବ । ମୋଟ ୧୫୦ ସେବାୟତଙ୍କ ପରୀକ୍ଷା ହେବ । ପରବର୍ତୀ ପର‌୍ୟ୍ୟାୟରେ ଗରାବଡୁ ଓ ଅନ୍ୟ ସେବାୟତଙ୍କ ନମୂନା ପରୀକ୍ଷା କରାଯିବ । ପ୍ରତ୍ୟେକ ଦିନ ୭୫ ସେବାୟତଙ୍କ ନମୂନା ପରୀକ୍ଷା…