Latest Odisha News

BREAKING NEWS

Browsing Category

କରୋନା ଅପଡ଼େଟ୍‌

Coronavirus Update

କରୋନା ଅପଡ଼େଟ୍‌: ଓଡ଼ିଶା, ଭାରତ ସମେତ ବିଶ୍ୱର ତାଜା ସ୍ଥିତି

ଭୁବନେଶ୍ୱର: ଓଡ଼ିଶାରେ ଶନିବାର ସକାଳ ୧୧ଟା ସୁଦ୍ଧା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୬୯କୁ ବୃଦ୍ଧି ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା ୭ ରହିଛି । ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୪୩୬ ଜଣ ଆରୋଗ୍ୟ ଲାଭ କରିଥିବା ନେଇ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ସୂତ୍ରରୁ…

ଓଡ଼ିଶାରେ ନୂଆ ୮୦ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ବେଳେ ଆଜି ନୂଆ ୮୦ ମାମଲା ଚିହ୍ନଟ ହୋଇଛି। ଚିହ୍ନଟ ୮୦ ଆକ୍ରାନ୍ତଙ୍କ ମଧ୍ୟରୁ ୭୧ ଜଣ କ୍ବାରେନଣ୍ଟାଇନ ସେଣ୍ଟରର, ୨ ଜଣ ହୋମ୍ କ୍ବାରେନଣ୍ଟାଇନ ଏବଂ ବାକି ୭ଜଣ ସ୍ଥାନୀୟ ବାସିନ୍ଦା ବୋଲି ଜଣାପଡିଛି। ଜାଣନ୍ତୁ,…

‘ଥ୍ୟାଙ୍କ ୟୁ ସବ୍ୟଭାଇ’

ଭୁବନେଶ୍ୱର : ରାଜସ୍ଥାନରେ ଫସି ରହିଥିବା ୮୦ ଜଣ ଓଡିଆ ଛାତ୍ରଛାତ୍ରୀ ବସ୍ ଯୋଗେ ଓଡିଶା ଫେରିଛନ୍ତି । ବସରେ ବସିବା ପରେ ଏକ ଭିଡିଓ ସୋସିଆଲ ମିଡିଆରେ ଦେଖିବାକୁ ମିଳିଥିଲା । ଯେଉଁଥିରେ ସବୁ ପିଲା ହାତରେ ସ୍ମାଇଲ ପ୍ଲିଜ ହାରିବନି ଓଡିଶା ଲେଖାଥିବା ପୋଷ୍ଟର ହାତରେ ଧରିଥିଲେ । ଏଥି ସହ…

ଦେଶରେ ବଢୁଛି କରୋନାଭାଇରସ ଆକ୍ରାନ୍ତଙ୍କ ସଂଖ୍ୟା, ୨୪ ଘଣ୍ଟାରେ ସର୍ବାଧିକ ନୂଆ ପଜିଟିଭ

ନୂଆଦିଲ୍ଲୀ: ଭାରତରେ କରୋନାଭାଇରସ୍ (କୋଭିଡ -୧୯) ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ବଢୁଥିବା ବେଳେ ରବିବାର ଦିନ ଏହି ସଂଖ୍ୟା ୧୨୫୧୦୧ ଛୁଇଁଥିବାନେଇ କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ମିଳିଛି । ଏଯାବତ୍ କରୋନାରେ ସଂକ୍ରମିତ ହୋଇ ପ୍ରାୟ ୬୯୫୯୭ ଜଣ…

ଆମେରିକାରେ ୯୫ ହଜାର ଟପିଲା କରୋନା ମୃତ୍ୟୁ ସଂଖ୍ୟା

ୱାଶିଂଟନ: ମାରାତ୍ମକ ‘କରୋନା’ ଭାଇରସ ଧୀରେ ଧୀରେ ବିଶ୍ୱବ୍ୟାପୀ କାୟା ବିସ୍ତାର କରୁଛି । ଯାହାପ୍ରଭାବରେ ଏଯାବତ୍ ଆମେରିକାରେ ମୃତ୍ୟୁ ସଂଖ୍ୟା ୯୫,୯୨୧ ହଜାରରେ ପହଁଞ୍ଚିଛି। ଜନ୍ ହପକିନ୍ସ ୟୁନିଭର୍ସିଟିର ରିପୋର୍ଟ ଅନୁଯାୟୀ ସେଠାରେ ୩ ଲକ୍ଷରୁ ଅଧିକ ରୋଗୀ ସୁସ୍ଥ ହୋଇଥିବା ବେଳେ ୧୬…

ଝାରସୁଗୁଡ଼ାରେ ବର୍ଷକର ଶିଶୁ କରୋନା ଆକ୍ରାନ୍ତ ଚିହ୍ନଟ

ଝାରସୁଗୁଡ଼ା: ଝାରସୁଗୁଡ଼ା ଜିଲ୍ଲାରେ ପୁଣି ୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏନେଇ ଟ୍ବିଟ କରି ସୂଚନା ଦେଇଛନ୍ତି ଝାରସୁଗୁଡ଼ା ପ୍ରଶାସନ। https://twitter.com/dm_jharsuguda/status/1263907119528587268?s=08 ପ୍ରାପ୍ତ ସୂଚନାନୁଯାୟୀ, ସମ୍ପୃକ୍ତ ଆକ୍ରାନ୍ତ ଙ୍କ…

ଝାରସୁଗୁଡ଼ା ସହରରେ ୫ ବର୍ଷର ନାବାଳକ କରୋନା ପଜିଟିଭ୍ ଚିହ୍ନଟ

ଝାରସୁଗୁଡ଼ା: ଝାରସୁଗୁଡ଼ା ସହରରେ ଜଣେ ୫ ବର୍ଷର ନାବାଳକ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ସୂଚନା ମିଳିଛି । ମେ’ ୧୬ ତାରିଖରେ ଏହି ବାଳକ ଜଣକ ତା’ର ପରିବାର ସହିତ ଆଗ୍ରାରୁ ସହରର ମଙ୍ଗଳବଜାର ଘରକୁ ଫେରିଥିଲେ । A five year old boy from Mangal Bazar, Jharsuguda has been…

ସମ୍ କୋଭିଡ ହସ୍ପିଟାଲ୍ ଡାକ୍ତରଙ୍କ ସଫଳତା: କରୋନା ଓ ଅନ୍ୟ ଦୁଃସାଧ୍ୟ ରୋଗରୁ ସୁସ୍ଥ ହେଲେ ମହିଳା

ଭୁବନେଶ୍ୱର: କରୋନା ମୁକ୍ତ ହେଲେ, ଦୁଃସାଧ୍ୟ ବ୍ୟାଧିରୁ ବି ସୁସ୍ଥ ହୋଇ ଘରକୁ ଫେରିଲେ । ସମ୍ କୋଭିଡ ହସ୍ପିଟାଲର ଡାକ୍ତରମାନଙ୍କ ନିରବଚ୍ଛିନ୍ନ ସେବା ଓ ଆପ୍ରାଣ ଉଦ୍ୟମ ଫଳରେ ନୂଆ ଜୀବନ ପାଇଛନ୍ତି କରୋନା ତଥା ଏକ ବିରଳ ରୋଗର ଶିକାର ହୋଇଥିବା ଜଣେ ମହିଳା । ୪୦ ବର୍ଷିୟା ଏହି ମହିଳା ଜଣକ…

ରାଜ୍ୟରେ ସୁସ୍ଥ ହେଲେ ଆଉ ୪୩ କରୋନା ଆକ୍ରାନ୍ତ; ୪୩୬ ରେ ପହଞ୍ଚିଲା ଆରୋଗ୍ୟଙ୍କ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ସୁସ୍ଥ ହେଲେ ଆଉ ୪୩ କରୋନା ପଜିଟିଭ । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ଏହାକୁ ମିଶାଇ ରାଜ୍ୟରେ କରୋନା ସୁସ୍ଥତା ସଂଖ୍ୟା ୪୩୬ କୁ ବୃଦ୍ଧି ପାଇଛି। ଆଜି ଆରୋଗ୍ୟ ଲାଭ କରିଥିବା ବ୍ୟକ୍ତିଙ୍କ ମଧ୍ୟରେ ୧୫…

ମେ’ ୩୧ ପର୍ଯ୍ୟନ୍ତ ବିମାନ ଚଳାଚଳ ଆରମ୍ଭ ନ’କରାଯାଉ; କେନ୍ଦ୍ରକୁ ଜଣାଇଲା ତାମିଲନାଡୁ

ନୂଆଦିଲ୍ଲୀ: ତାମିଲନାଡୁ ରାଜଧାନୀ ଚେନ୍ନାଇରେ ଏବେ କରୋନା ସଂକ୍ରମଣ ଦ୍ରୁତଗତିରେ ବୃଦ୍ଧି ପାଇ ଚାଲିଛି । ଏହାକୁ ଦୃଷ୍ଟିରେ ରଖି ତାମିଲନାଡୁ ସରକାର ମେ ୩୧ ତାରିଖ ପର୍ଯ୍ୟନ୍ତ ବଳବତ୍ତର ରହିଥିବା ଲକ୍‌ଡାଉନ୍ ଅବଧିରେ ବିମାନ ଚଳାଚଳ ବନ୍ଦ ରଖିବାକୁ କେନ୍ଦ୍ରକୁ ଅନୁରୋଧ କରିଛି । ଅଧିକ…