Latest Odisha News

BREAKING NEWS

Browsing Category

କରୋନା ଅପଡ଼େଟ୍‌

Coronavirus Update

ଆଜି ଓଡ଼ିଶାରୁ ୨୯୧୭ କରୋନା ଆକ୍ରାନ୍ତ ଚିହ୍ନଟ, ପଜିଟିଭ୍ ହାର ୪.୦୭%

ଭୁବନେଶ୍ୱର: ରାଜ୍ୟରେ ଆଜି ୩ହଜାର ତଳକୁ ଖସିଛି କରୋନା ସଂକ୍ରମଣ । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୨ହଜାର ୯୧୭ ପଜିଟିଭ୍ । କ୍ୱାରେଣ୍ଟାଇନରୁ ୧୬ଶହ ୭୭ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୧୨ଶହ ୪୦ । ଏହି ସମୟକେ ୭୧ହଜାର ୫୫୪ କୋଭିଡ୍ ଟେଷ୍ଟ ହୋଇଛି । ରାଜ୍ୟରେ ପଜିଟିଭ୍ ହାର ରହିଛି ୪.୦୭% ।…

ଘାତକ ନୁହେଁ ଡେଲଟା ପ୍ଲସ ଭାରିଆଣ୍ଟ : ସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ବର : ରାଜ୍ୟରେ ଧିରେ ଧିରେ ନିୟନ୍ତ୍ରଣକୁ ଆସୁଛି କରୋନା ସଂକ୍ରମଣ । ଜୁଲାଇ ଦ୍ବିତୀୟ ସପ୍ତାହରେ କମିବ କରୋନା । ଏନେଇ ସୂଚନା ଦେଇଛନ୍ତି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର । ଖାଲି ସେତିକି ନୁହେଁ ଡେଲଟା ପ୍ଲାସ ଭ୍ୟାରିଆଣ୍ଟକୁ ନେଇ ଯେଉଁ ଭୟ ବଢୁଛି, ତାହା ସେଭଳି ଘାତକ…

କୋଭିଡ ସ୍ଥିତିର ସମୀକ୍ଷା ଲାଗି ଓଡ଼ିଶା ଆସୁଛନ୍ତି କେନ୍ଦ୍ରୀୟ ଟିମ

ନୂଆଦିଲ୍ଲୀ : କରୋନା ସ୍ଥିତିର ସମୀକ୍ଷା ଲାଗି ଓଡ଼ିଶା ଆସୁଛନ୍ତି କେନ୍ଦ୍ରୀୟ ଟିମ । ଓଡ଼ିଶା ସମେତ ୬ଟି ରାଜ୍ୟକୁ ଆସୁଛନ୍ତି କେନ୍ଦ୍ରୀୟ ଟିମ୍ । ଅନ୍ୟ ଯେଉଁ ରାଜ୍ୟକୁ ଏହି ଟିମ ଯିବ ସେଗୁଡିକ ହେଲା କେରଳ, ଅରୁଣାଚଳ ପ୍ରଦେଶ, ତ୍ରିପୁରା, ଛତିଶଗଡ ଓ ମଣିପୁର । କୋଭିଡ ସ୍ଥିତିର ସମୀକ୍ଷା…

କେନ୍ଦ୍ର କରୁଛି ଅବହେଳା, ରାଜ୍ୟରେ ଟିକାକରଣ ବାଧାପ୍ରାପ୍ତ

ଭୁବନେଶ୍ବର : କେନ୍ଦ୍ର ଦେଉନି ଟିକା । ଫଳରେ ରାଜ୍ୟରେ ବାଧାପ୍ରାପ୍ତ ହେଉଛି ଟିକାକରଣ । ଟିକା ଅଭାବରୁ ଧାର୍ଯ୍ୟ ଲକ୍ଷ୍ୟ ଅନୂସାରେ ହୋଇପାରୁନି ଟିକାକରଣ । ଫଳରେ ଗତକାଲି ମାତ୍ର ୪୯ ହଜାର ଲୋକଙ୍କୁ ଟିକା ଦିଆଯାଇଛି । ଟିକାର ଅଭାବ ଯୋଗୁଁ ଆଜି ରାଜ୍ୟର ୧୬ ଜିଲ୍ଲାରେ ବନ୍ଦ ରହିଛି ଟିକାକରଣ…

କରୋନାର ଦ୍ବିତୀୟ ଲହରରେ ଗଲାଣି ୮୦୦ ଡାକ୍ତରଙ୍କ ଜୀବନ

ନୂଆଦିଲ୍ଲୀ : ମହାମାରୀ କରୋନା କବଳରେ ଡାକ୍ତର । କରୋନାର ଶିକାର ପାଲଟିଛନ୍ତି ଜୀବନ ରକ୍ଷା କରୁଥିବା ଡାକ୍ତର । କେବଳ ଦ୍ବିତୀୟ ଲହରରେ ଗଲାଣି ଭାଇରସ ନେଲାଣି ୮୦୦ ଡାକ୍ତରଙ୍କ ଜୀବନ । ମୋଟା ମୋଟି ଭାବେ କହିବାକୁ ଗଲେ, ଉଭୟ ପ୍ରଥମ ଓ ଦ୍ବିତୀୟ ଲହରରେ କିଲର କରୋନା ନେଇଛି ଦେଢ଼ ହଜାରରୁ…

ସ୍ଫୁଟନିକ୍ ଲାଇଟର ତୃତୀୟ ପର୍ଯ୍ୟାୟ ଟ୍ରାଏଲ ପାଇଁ ଡକ୍ଟର ରେଡ୍ଡୀଜକୁ ମିଳିଲାନି ଅନୁମତି

ନୂଆଦିଲ୍ଲୀ: ଦେଶରେ କାବୁ ପାଇଛି କରୋନାର ସେକେଣ୍ଡ ଓ୍ୱେଭ୍ । ସମ୍ଭାବ୍ୟ ତୃତୀୟ ଲହର ପୂର୍ବରୁ ଟିକାକରଣ ଅଭିଯାନକୁ ଜୋରଜାର କରିଛନ୍ତି ସରକାର । ଦେଶବ୍ୟାପୀ ମାଗଣା ଟିକାକରଣ ଚାଲିଛି । ଏଭଳି ସ୍ଥିତିରେ ରୁଷ୍ ଟିକା ସ୍ଫୁଟନିକ୍ ଲାଇଟର ତୃତୀୟ ପର୍ଯ୍ୟାୟ ପରୀକ୍ଷଣ ପାଇଁ ହାଇଦ୍ରାବାଦ ସ୍ଥିତ…

ଶିଶୁଙ୍କ ଉପରେ କୋଭୋଭାକ୍ସ ଟିକା ଟ୍ରାଏଲ୍ ପାଇଁ ସେରମକୁ ନା

ନୂଆଦିଲ୍ଲୀ: ସେରମ୍ ଇନିଷ୍ଟିଚ୍ୟୁଟକୁ ଝଟକା । ଶିଶୁଙ୍କ ଉପରେ କୋଭୋଭାକ୍ସ ଟିକାର କ୍ଲିନିକାଲ୍ ଟ୍ରାଏଲକୁ ମିଳିଲାନି ଅୁମତି । କେନ୍ଦ୍ର ସରକାରଙ୍କ ବିଶେଷଜ୍ଞ କମିଟି ଅନୁମତି ଦେଇ ନାହିଁ । ୨-୧୭ ବର୍ଷ ଭିତରେ ପିଲାଙ୍କ ଉପରେ କୋଭୋଭାକ୍ସ ଟିକାର ଟ୍ରାଏଲ୍ ପାଇଁ ଆବେଦନ କରିଥିଲା ସେରମ୍ ।…

କରୋନା ଟିକାର ଜରୁରିକାଳୀନ ବ୍ୟବହାର ପାଇଁ DCGI ଅନୁମତି ଲୋଡ଼ିଲା ଜାୟଜସ୍ କାଡିଲା

ନୂଆଦିଲ୍ଲୀ: ଖୁବଶୀଘ୍ର ଦେଶକୁ ମିଳିପାରେ ଆଉ ଗୋଟିଏ କରୋନା ଟିକା । ମହାମାରୀ ବିରୋଧ ଲଢ଼େଇରେ ସାମିଲ ହେବ ଜାୟଡସ୍ କାଡିଲାର କରୋନା ଭ୍ୟାକସିନ୍ । ଜରୁରିକାଳୀନ ବ୍ୟବହାର ପାଇଁ ଡ୍ରଗ୍ କଣ୍ଟ୍ରୋଲର ଜେନେରାଲ୍ ଅଫ୍ ଇଣ୍ଡିଆକୁ (DCGI) ଅନୁମତି ମାଗିଛି ଜାୟଡସ୍ କାଡିଲା । ଭାରତରେ ୫୦ଟି…

ଓଡ଼ିଶାର ୨୨ ଜିଲ୍ଲାରେ ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଶହେରୁ କମ୍

ଭୁବନେଶ୍ୱର: ରାଜ୍ୟରେ କରୋନା କାୟା ଧିରେ ଧିରେ କମୁଛି । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୩ହଜାର ୮୭ ନୂଆ ଆକ୍ରାନ୍ତ । କ୍ୱାରେଣ୍ଟାଇନରୁ ୧୭ଶହ ୭୫ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୧୩ଶହ ୧୨ । ଖୋର୍ଦ୍ଧାରୁ ସର୍ବାଧିକ ୫୮୪ ପଜିଟିଭ୍ ବାହାରିଥିବା ବେଳେ କଟକ ଜିଲ୍ଲାରୁ ୪୬୨, ବାଲେଶ୍ୱରରୁ…

ବଢ଼ିଲା ଟିକା ସଂକଟ: ଆଜି ୧୬ ଜିଲ୍ଲାରେ ଟିକାକରଣ ବନ୍ଦ

ଭୁବନେଶ୍ୱର: ଟିକା ଅଭାବ ଯୋଗୁ ଆଜି ରାଜ୍ୟରେ ୧୬ ଜିଲ୍ଲାରେ ଟିକାକରଣ ସମ୍ପୂର୍ଣ୍ଣ ବନ୍ଦ । ଏହି ଜିଲ୍ଲାଗୁଡ଼ିକ ହେଲା ଅନୁଗୁଳ, ବଲାଙ୍ଗିର, ବାଲେଶ୍ୱର, ବରଗଡ଼, ଭଦ୍ରକ, ଦେବଗଡ଼, ଢେଙ୍କାନାଳ, ଗଞ୍ଜାମ, ଯାଜପୁର, ଝାରସୁଗୁଡ଼ା, କନ୍ଧମାଳ, କେନ୍ଦ୍ରାପଡ଼ା, କୋରାପୁଟ, ନବରଙ୍ଗପୁର, ସୋନପୁର,…