Latest Odisha News

BREAKING NEWS

Browsing Category

କରୋନା ଅପଡ଼େଟ୍‌

Coronavirus Update

ରଥ ନିର୍ମାଣ ପାଇଁ ଆନୁଷ୍ଠାନିକ ଅନୁମତି ପତ୍ର ପ୍ରଦାନ କଲେ ରାଜ୍ୟ ସରକାର

ଭୁବନେଶ୍ୱର : ରଥ ନିର୍ମାଣ ନେଇ ଗୁରୁବାର କେନ୍ଦ୍ର ଗୃହମନ୍ତ୍ରଣାଳୟ ପକ୍ଷରୁ ସର୍ତ୍ତମୂଳକ ସବୁଜ ସଙ୍କେତ ମିଳିବା ପରେ ଆଜି ରାଜ୍ୟ ସରକାରଙ୍କ ପକ୍ଷରୁ ଶ୍ରୀମନ୍ଦିର ପ୍ରଶାସନକୁ ଆନୁଷ୍ଠାନିକ ଅନୁମତି ପତ୍ର ପ୍ରଦାନ କରାଯାଇଛି । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରଥଖଳାରେ ରଥ ନିର୍ମାଣ କାମ…

ଅହେତୁକ ଅହଂକାର…

ମାୟାଧର ନାୟକଙ୍କ ନିୟମିତ ସ୍ତମ୍ଭ: ଶବ୍ଦ ତୂଣୀର… ସମ୍ପ୍ରତି ପୃଥିବୀରେ ପାଖାପାଖି ଆଠଶହ କୋଟି ମଣିଷର ଅହେତୁକ ଗର୍ବ ଅହଂକାର ସୀମା ଟପି ଯାଇଛି । ବିଶେଷ କରି ବିଭିନ୍ନ ଦେଶର ଶାସକ ଓ ପୁଞ୍ଜିପତି ମାନଙ୍କର ଅହଂକାର ଯୋଗୁଁ ମାନବ ସମାଜ ଧ୍ୱଂସମୁଖୀ । ମଣିଷ ମଣିଷକୁ ମାରିବା ପାଇଁ କେତେ…

କାହିଁକି ଜାଣନ୍ତୁ; ପ୍ରତିଦିନ ଡୋନାଲ୍ଡ ଟ୍ରମ୍ପଙ୍କ ହେବ କରୋନା ଟେଷ୍ଟ୍ !

ୱାଶିଂଟନ୍‌: ଆମେରିକାରେ ଏବେ କରୋନା ମହାମାରୀ ଭୀଷଣ ରୂପ ନେଇଛି । ଏହି ମାରାତ୍ମକ ମହାମାରୀ ଦେଶରେ ଦ୍ରୁତ ଗତିରେ ସଂକ୍ରମିତ ହେଉଥିବା ବେଳେ ଏଥିଯୋଗୁଁ ମୃତ୍ୟୁସଂଖ୍ୟା ମଧ୍ୟ ବଢି ଚାଲିଛି । ଯୁକ୍ତରାଷ୍ଟ୍ର ଆମେରିକାର ବିଭିନ୍ନ ବରିଷ୍ଠ ଅଧିକାରୀ ଏହି ଭୂତାଣୁର ଶିକାର ହୋଇଥିବା ବେଳେ ଜଣେ…

କେରଳ ଫେରନ୍ତା ଜଣେ ବ୍ୟକ୍ତିଙ୍କ ସହ ଗଞ୍ଜାମରେ ୧୯ ଆକ୍ରାନ୍ତ

ବ୍ରହ୍ମପୁର: ଗଞ୍ଜାମରେ କରୋନା ପଜିଟିଭ ମାମଲା ୪୭କୁ ବୃଦ୍ଧି ପାଇଥିବା ବେଳେ ଗୁରୁବାର ଦିନ ଜିଲ୍ଲାରେ ୧୯ ଜଣ ନୂତନ ରୋଗୀଙ୍କୁ ଚିହ୍ନଟ କରାଯାଇଛି। ସେମାନଙ୍କ ମଧ୍ୟରୁ ଜଣେ କେରଳ ଫେରନ୍ତା ହୋଇଥିବା ବେଳେ ଅନ୍ୟ ସମସ୍ତେ ସୁରଟରୁ ଫେରିଥିବା ନେଇ ଜଣାପଡ଼ିଛି।…

୭ ଦିନ, ୭ ଜିଲ୍ଲାରେ ୬୫ ସୁରତ ଫେରନ୍ତା ପଜିଟିଭ୍

ଭୁବନେଶ୍ୱର : ପଶ୍ଚିମଂବଙ୍ଗ ପରେ ଚିନ୍ତା ବଢାଇଲେଣି ସୁରତ ଫେରନ୍ତା । ପ୍ରତିଦିନ ସାମ୍ନାକୁ ଆସୁଛି ପଜିଟିଭ୍ କେସ୍ । କେତେବେଳେ ୭ ତ କେତେବେଳେ ୧୭ । ସୁରତ ଫେରନ୍ତାଙ୍କ ସଂଖ୍ୟା ଉପରମୁହାଁ । ସାତ ଦିନରେ ରାଜ୍ୟର ତିନିଟି ଜୋନରୁ ୬୫ ସୁରତ ଫେରନ୍ତା କରୋନା ସଂକ୍ରମିତ ହୋଇଛନ୍ତି ।…

ରାଉରକେଲାରେ ସୁସ୍ଥ ହେଲେ ଆଉ ଜଣେ କରୋନା ରୋଗୀ

ରାଉରକେଲା: ରାଉରକେଲାରେ ଆଉ ଜଣେ କୋଭିଡ-୧୯ ରୋଗୀ ସୁସ୍ଥ ହୋଇଛନ୍ତି। ଯାହା ଫଳରେ ଓଡିଶାର ଏବେ ଆରୋଗ୍ୟଙ୍କ ସଂଖ୍ୟା ୬୩କୁ ଛୁଇଁଛି ବୋଲି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଶୁକ୍ରବାର ଦିନ ଟ୍ବିଟ କରାଯାଇଛି।…

୨୬ କର୍ମଚାରୀ କରୋନା ପଜିଟିଭ, କ୍ୟାଡିଲା ଫାର୍ମାର ପ୍ଲାଣ୍ଟ ବନ୍ଦ

ଅହମ୍ମଦାବାଦ: ଦେଶର ସବୁଠାରୁ ବଡ ଫାର୍ମା କମ୍ପାନୀ ମଧ୍ୟରୁ କ୍ୟାଡିଲା ଫାର୍ମାସ୍ୟୁଟିକାଲ୍ସର ୨୬ କର୍ମଚାରୀ କରୋନା ପଜିଟିଭ୍ ଚିହ୍ନଟ ପରେ ଅହମ୍ମଦାବାଦରେ ଏହାର ଉତ୍ପାଦନ କାରଖାନା ବନ୍ଦ କରାଯାଇଛି। ପ୍ରାପ୍ତ ସୂଚନାନୁଯାୟୀ କାରଖାନାର ସମସ୍ତ ୯୫ ଜଣ କର୍ମଚାରୀ କ୍ବାରେନଣ୍ଟାଇନରେ ରହିବା…

ଗଞ୍ଜାମରେ ଦ୍ବିତୀୟ ସର୍ବାଧିକ କରୋନା ସକ୍ରିୟ ମାମଲା

ବ୍ରହ୍ମପୁର: ୧୯ ସୁରଟ ଫେରନ୍ତା ବ୍ୟକ୍ତିଙ୍କ କରୋନା ଟେଷ୍ଟ ରିପୋର୍ଟ ପଜିଟିଭ୍ ବାହାରିବା ପରେ ଓଡ଼ିଶାରେ ଦ୍ବିତୀୟ ସର୍ବାଧିକ କରୋନା ସକ୍ରିୟ ମାମଲା ଗଞ୍ଜାମରେ ରେକର୍ଡ ହୋଇଛି। ପ୍ରଥମ ସ୍ଥାନରେ ଯାଜପୁର (୫୪) ରହିଛି। ସୂଚନାଯୋଗ୍ୟ, ପ୍ରାୟ ୫୦ ଦିନଧରି ଏହି ଜିଲ୍ଲା ଗ୍ରୀନ୍ ଜୋନରେ ରହିବା…

ରାଜ୍ୟରେ ମୋଟ କରୋନା ପଜିଟିଭ୍‌ଙ୍କ ସଂଖ୍ୟା ୨୪୫, ତିନିଟି ଜିଲ୍ଲାରେ କେବଳ ୧୫୨

ଭୁବନେଶ୍ୱର : ରାଜ୍ୟରେ କାୟା ବୃଦ୍ଧି କରୁଛି କରୋନା । ମୋଟ କରୋନା ପଜିଟିଭ୍‌ଙ୍କ ସଂଖ୍ୟା ବର୍ତ୍ତମାନ ସୁଦ୍ଧା ୨୪୫ ଛୁଇଁଛି । କେବଳ ତିନିଟି ଜିଲ୍ଲାରେ ଏହି ସଂଖ୍ୟା ୧୫୨ ରହିଛି । ଏଗୁଡିକ ମଧ୍ୟରେ ଯାଜପୁରରେ ସଂଖ୍ୟା ୫୫, ଖୋର୍ଦ୍ଧାରେ ୫୦ ହୋଇଯାଇଥିବା ବେଳେ ଗଂଜାମ ଖୁବ୍ ଶୀଘ୍ର ୫୦…

ଆମେରିକାରେ ୭୫ ହଜାର ଟପିଲା କରୋନା ମୃତ୍ୟୁ ସଂଖ୍ୟା

ୱାଶିଂଟନ: ମାରାତ୍ମକ ‘କରୋନା’ ଭାଇରସ ଧୀରେ ଧୀରେ ବିଶ୍ୱବ୍ୟାପୀ କାୟା ବିସ୍ତାର କରୁଛି । ଯାହାପ୍ରଭାବରେ ଏଯାବତ୍ ଆମେରିକାରେ ମୃତ୍ୟୁ ସଂଖ୍ୟା ୭୫,୫୪୩ରୁ ଅଧିକ ଟପିଲାଣି । ଏହାବ୍ୟତିତ ୨ ଲକ୍ଷରୁ ଅଧିକ ରୋଗୀ ସୁସ୍ଥ ହୋଇଥିବା ବେଳେ ୧୨ଲକ୍ଷରୁ ଅଧିକ ବ୍ୟକ୍ତି ସଂକ୍ରମିତ ହୋଇଥିବା ଆଶଙ୍କା…