Latest Odisha News

BREAKING NEWS

Browsing Category

କରୋନା ଅପଡ଼େଟ୍‌

Coronavirus Update

ରାଜ୍ୟରେ ସଂକ୍ରମଣ କମିଛି, ହେଲେ ଦୂର ହୋଇନି ଆଶଙ୍କା

ଭୁବନେଶ୍ବର : କରୋନା କବଳରୁ ଆଶ୍ବସ୍ତି ଲାଭ କରୁଛି ଓଡ଼ିଶା । ଦିନକୁ ଦିନ ସଂକ୍ରମଣ କମୁଥିବା ବେଳେ, ସ୍ବାଭାବିକ୍ ହେଉଛି ସ୍ଥିତି । ତେବେ ରାଜ୍ୟରେ କରୋନା ସଂକ୍ରମଣ କମିଥିଲେ ବି ଆଶଙ୍କା ଦୂର ହୋଇନି । ଏତିକି ବେଳେ ଲୋକେ ଢ଼ିଲା ନହୋଇ କୋଭିଡ ନିୟମର ପାଳନ କରନ୍ତୁ । ଯେଉଁଭଳି ଭାବେ…

୫ ପ୍ରତିଶତ ତଳେ ସଂକ୍ରମଣ ରହିଲେ କୋହଳ ହେବ କଟକଣା

ଭୁବନେଶ୍ବର : ରାଜ୍ୟରେ ନିୟନ୍ତ୍ରଣକୁ ଆସୁଛି କରୋନା ସଂକ୍ରମଣ । ଦିନକୁ ଦିନ ଆକ୍ରାନ୍ତ ସଂଖ୍ୟା କମୁଥିବା ବେଳେ, ଏବେ ୪.୧୪ ପ୍ରତିଶତକୁ ଖସିଛି ପଜିଟିଭିଟି । ବିଶ୍ବ ସ୍ବାସ୍ଥ୍ୟ ସଂଗଠନର ନିମୟ ଅନୁସାରେ ୫ ପ୍ରତିଶତ ତଳକୁ ସଂକ୍ରମଣ ହାର କମିଲେ ଅନ୍‌ଲକ୍ ପ୍ରକ୍ରିୟା ଆରମ୍ଭ ହୁଏ । ସେହି ନିୟମ…

ଓଡ଼ିଶାରେ ଲକଡାଉନ୍ ଖୋଲିବ ନା ବଢ଼ିବ, କଣ କହିଲେ ଡିଏମଇଟି ?

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ କମିଛି । କିନ୍ତୁ ଏବେ ବି ଉପକୂଳର କିଛି ଜିଲ୍ଲାରେ ସ୍ଥିତି ଚିନ୍ତାଜନକ ଅଛି । ଜୁଲାଇ ୧ରୁ ଅନଲକ୍ ହେବ କି ପୂରା ଓଡ଼ିଶା ? ସରକାରଙ୍କ ଘୋଷଣାକୁ ଅପେକ୍ଷା ଭିତରେ ଡିଏମଇଟି ଡାକ୍ତର ସିବିକେ ମହାନ୍ତି କହିଛନ୍ତି, ଲୋକଙ୍କୁ ସବୁ ଦିନ ଘର ଭିତରେ ରଖିବା…

ଓଡ଼ିଶାର ଏହି ଜିଲ୍ଲାରୁ ଖୋଲି ନପାରେ ତାଲା, ବଳବତ୍ତର ରହିପାରେ ଆଂଶିକ ଲକଡାଉନ୍

ଭୁବନେଶ୍ୱର: ରାଜ୍ୟରେ ଦିନେ ପରେ ସରିଯିବ ଆଂଶିକ ଲକଡାଉନ୍ । ଆଜି କିମ୍ବା ଆସନ୍ତାକାଲି ସରକାର ଜୁଲାଇ ପାଇଁ ନୂଆ ଗାଇଡଲାଇନ୍ ଘୋଷଣା କରିବେ । କଣ ରହିବ କରୋନା ମୁକାବିଲା ରଣନୀତି ? ତାଉପରେ ଏବେ ସମସ୍ତଙ୍କର ନଜର ରହିଛି । ଆଶ୍ୱସ୍ତିକର ଖବର ହେଉଛି ଓଡ଼ିଶାର ଅଧିକାଂଶ ଜିଲ୍ଲା ଏବେ ଗ୍ରୀନ୍…

ପୁଣି ଟିକା ସଙ୍କଟ: ଆଜି ଓଡ଼ିଶାର ଦୁଇଟି ଜିଲ୍ଲାରେ ଟିକାକରଣ ବନ୍ଦ

ଭୁବନେଶ୍ୱର: ଜୁନ୍ ୨୧ ତାରିଖରୁ ଓଡ଼ିଶାରେ କ୍ୟାମ୍ପେନ ମୋଡରେ ଟିକାକରମ ଚାଲିଥିଲା । ଆଜିଠୁ ପୁଣି ଥରେ ଟିକା ସଙ୍କଟ ଦେଖାଦେଇଛି । ଆବଶ୍ୟକ କୋଭିସିଲ୍ଡ ଟିକା ନଥିବାରୁ ଆଜି ଦୁଇଟି ଜିଲ୍ଲା ବାଲେଶ୍ୱର ଓ କେନ୍ଦ୍ରାପଡ଼ାରେ ବନ୍ଦ ରହିବ ଟିକାକରଣ । ବର୍ତ୍ତମାନ ରାଜ୍ୟରେ ୧ଲକ୍ଷ ୧୩ହଜାର ୮୩୦…

ଆଜି ଓଡ଼ିଶାରୁ ୨୬୪୦ କରୋନା ଆକ୍ରାନ୍ତ ଚିହ୍ନଟ, ପଜିଟିଭ୍ ହାର ୪.୧୪%କୁ ହ୍ରାସ

ଭୁବନେଶ୍ୱର: ରାଜ୍ୟରେ ଗତ ସପ୍ତାହେ ହେବ ସ୍ଥିର ରହିଥିଲା କରୋନା ସଂକ୍ରମଣ । ୩-୪ ହଜାର ଭିତରେ ନୂଆ ଆକ୍ରାନ୍ତ ଚିହ୍ନଟ ହେଉଥିଲେ । ଆଜି ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୩ହଜାର ତଳକୁ ଖସିଛି । ଚିହ୍ନଟ ହୋଇଛନ୍ତି ୨ହଜାର ୬୪୦ ସଂକ୍ରମିତ । କ୍ୱାରେଣ୍ଟାଇନରୁ ୧୫ଶହ ୧୭ ଓ ଲୋକାଲ୍ କଣ୍ଟାକ୍ଟ କେସ୍…

ଆଜି ଓଡ଼ିଶାରୁ କରୋନା ନେଲା ୪୦ ଜୀବନ

ଭୁବନେଶ୍ୱର: ରାଜ୍ୟରେ ଦୈନିକ କରୋନା ମୃତ୍ୟୁସଂଖ୍ୟା ସାମାନ୍ୟ କମିଛି । ୨୪ ଘଣ୍ଟାରେ ଆଉ ୪୦ ଜଣ ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି । ଚିକିତ୍ସାଧୀନ ଅବସ୍ଥାରେ ୧୪ ଜିଲ୍ଲାରୁ ସଂକ୍ରମିତ ପ୍ରାଣ ହରାଇଛନ୍ତି । ଖୋର୍ଦ୍ଧା, କଟକ, ବରଗଡ଼, ପୁରୀ ଜିଲ୍ଲାରେ ମୃତ୍ୟୁସଂଖ୍ୟା ଥମୁଛି । ଆଜି ଖୋର୍ଦ୍ଧା…

ଫୁସଫୁସ ଲାଗି ଅଧିକ ବିପଦ ସାବ୍ୟସ୍ତ ହେଉଛି ଡେଲଟା ପ୍ଲସ ଭାରିଆଣ୍ଟ

ନୂଆଦିଲ୍ଲୀ : ଫୁସଫୁସ ଲାଗି ଅଧିକ ବିପଦ ସାବ୍ୟସ୍ତ ହେଉଛି ଡେଲଟା ପ୍ଲସ ଭାରିଆଣ୍ଟ । ଅନ୍ୟ କୋଭିଡ ଭାରିଆଣ୍ଟ ଅପେକ୍ଷା ଏହା ଅଧିକ ପରିମାଣରେ ଫୁସଫୁସର ଟିସୁକୁ ସଂକ୍ରମିତ କରୁଛି । ତେବେ ଏହାର ଅର୍ଥ ନୁହେଁ ଯେ ଏହି ଭାରିଆଣ୍ଟ ଅଧିକ ସଂକ୍ରମଣଶୀଳ ବା ଅଧିକ ଭୟଙ୍କର ରୋଗ ସୃଷ୍ଟି କରିବ । ଏଭଳି…

ରାଜ୍ୟରେ ସ୍ଥିର ରହିଛି ସଂକ୍ରମଣ, 4T ଉପରେ ଗୁରୁତ୍ବ

ଭୁବନେଶ୍ବର : ରାଜ୍ୟରେ ସ୍ଥିର ରହିଛି ସଂକ୍ରମଣ । ରୋଗୀ ସଂଖ୍ୟା କମୁଛି, ଆକ୍ଟିଭ ରୋଗୀଙ୍କ ସଂଖ୍ୟା ବି କମୁଛି । ଯେଉଁ ପଦ୍ଧତିରେ କାର୍ଯ୍ୟ ହେଉଥିଲା ସେହିପରି କିଛି ଷ୍ଟ୍ରାଟେଜି ଆପଣାଯିବ ବୋଲି କହିଛନ୍ତି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର । ସଂକ୍ରମଣକୁ ଦୃଷ୍ଟିରେ ରଖି 4T…

କେନ୍ଦ୍ରକୁ ଅତିରିକ୍ତ ୬ ଲକ୍ଷ ଡୋଜ୍ କୋଭିସିଲ୍ଡ ଟିକା ମାଗିଲା ଓଡ଼ିଶା

ଭୁବନେଶ୍ୱର: ରାଜ୍ୟରେ ଜୋରସୋରରେ ଚାଲିଛି ଟିକାକରଣ । ଏବେ ଦୈନିକ ୩ ଲକ୍ଷ ଟିକା ଦିଆଯାଉଛି । ଏବେ ରାଜ୍ୟ ପାଖରେ ମାତ୍ର ୩ଲକ୍ଷ ୩୮ ହଜାର ଡୋଜ୍ କୋଭିସିଲ୍ଡ ଟିକା ମହଜୁତ ଅଛି । ଯାହା ମାତ୍ର ୨ ଦିନରେ ଶେଷ ହୋଇଯିବ । ଆସନ୍ତାକାଲି ପରେ ରାଜ୍ୟରେ ଆଉ କୋଭିସିଲ୍ଡ ଟିକା ବଳକା ରହିବ ନାହିଁ ।…