Latest Odisha News

BREAKING NEWS

Browsing Category

କରୋନା ଅପଡ଼େଟ୍‌

Coronavirus Update

ସୁରଟ ଫେରନ୍ତା ପଜିଟିଭ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୧୬୦ ଛୁଇଁଲା

ଭୁୁବନେଶ୍ୱର: ଓଡ଼ିଶାର ଗଞ୍ଜାମ ଜିଲ୍ଲାରେ ଶନିବାର ଦିନ ଚିହ୍ନଟ ହୋଇଥିବା ୨ ଜଣ କରୋନା ପଜିଟିଭ ବ୍ୟକ୍ତି ସୁରଟ ଫେରନ୍ତା। ଏନେଇ ଟ୍ବିଟ କରିଛି ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ। https://twitter.com/IPR_Odisha/status/1256782688951943169?s=19 ରାଜ୍ୟ…

ଝାରସୁଗୁଡ଼ାରେ ପୁଣି ଜଣେ କରୋନା ଆକ୍ରାନ୍ତ ଚିହ୍ନଟ

ଭୁୁବନେଶ୍ୱର: ଝାରସୁଗୁଡ଼ା ଜିଲ୍ଲାରେ ଆଉ ଜଣେ କରୋନା ପଜିଟିଭ ରୋଗୀଙ୍କୁ ଚିହ୍ନଟ କରାଯାଇଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସୂଚନାନୁସାରେ ସମ୍ପୃକ୍ତ ଆକ୍ରାନ୍ତ ଜଣକ ୪୦ ବର୍ଷୀୟ ଜଣେ ମହିଳା। ସେ କରୋନା ସଂକ୍ରମିତ ବ୍ୟକ୍ତିଙ୍କ ସଂସ୍ପର୍ଶରେ ଆସି ରୋଗାଗ୍ରସ୍ତ ହୋଇଛନ୍ତି।…

ଆମେରିକାରେ କରୋନା ମୃତ୍ୟୁ ସଂଖ୍ୟା ୬୭ ହଜାର ଟପିଲା

ୱାଶିଂଟନ: ମାରାତ୍ମକ ‘କରୋନା’ ଭାଇରସ ଧୀରେ ଧୀରେ ବିଶ୍ୱବ୍ୟାପୀ କାୟା ବିସ୍ତାର କରୁଛି । ଯାହାପ୍ରଭାବରେ ଏଯାବତ୍ ଆମେରିକାରେ ମୃତ୍ୟୁ ସଂଖ୍ୟା ୬୭,୫୦୦ରୁ ଅଧିକ ଟପିଲାଣି । ଏହାବ୍ୟତିତ ୧୦ଲକ୍ଷରୁ ଅଧିକ ସଂକ୍ରମିତ ହୋଇଥିବା ଆଶଙ୍କା କରାଯାଉଛି । ଜାତୀୟ ଗଣମାଧ୍ୟମର ରିପୋର୍ଟ ଅନୁଯାୟୀ…

ରାଜ୍ୟରେ ଆଉ ୨ କରୋନା ପଜିଟିଭ ଚିହ୍ନଟ

ଭୁୁବନେଶ୍ୱର: ଓଡ଼ିଶାରେ ଆଉ ୨ ଜଣ କରୋନା ପଜିଟିଭ ରୋଗୀଙ୍କୁ ଚିହ୍ନଟ କରାଯାଇଛି ବୋଲି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଏଥିସହ ରାଜ୍ୟରେ ମୋଟ କରୋନା ପଜିଟିଭ୍‌ଙ୍କ ସଂଖ୍ୟା ୧୫୯ରେ ପହଞ୍ଚିଛି । ସେଥିମଧ୍ୟରୁ ୧୦୨ଟି ସକ୍ରିୟ ମାମଲା ରହିଥିବା ବେଳେ ୫୬ ଜଣ…

କରୋନା ଅପଡ଼େଟ୍‌: ଓଡ଼ିଶା,ଭାରତ ସମେତ ବିଶ୍ୱର ତାଜା ସ୍ଥିତି

ଭୁବନେଶ୍ୱର: ଆଜି ସକାଳ ୬ଟା ସୁଦ୍ଧା ଓଡ଼ିଶାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୪୩କୁ ବୃଦ୍ଧି ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା ୧ ରହିଛି । ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୪୧ଜଣ ଆରୋଗ୍ୟ ଲାଭ କରିଥିବା ନେଇ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ସୂତ୍ରରୁ ଜଣାପଡ଼ିଛି ।…

ବାଲେଶ୍ଵରରୁ ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ରହିିଛି କୋଲକାତା ଲିଙ୍କ

ଭୁବନେଶ୍ୱର: ବାଲେଶ୍ଵରରୁ ଶୁକ୍ରବାର ଦିନ ଜଣେ ନୂଆ କରୋନା ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି । ଏପରିକି ତାଙ୍କର କୋଲକାତା ଲିଙ୍କ ଥିବା ନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ପ୍ରକାଶ କରାଯାଇଛି। https://twitter.com/IPR_Odisha/status/1256051119547133952?s=19…

ପ୍ରବାସୀ ଶ୍ରମିକ ସମସ୍ୟାର ପରିଚାଳନା ଏକ ଆହ୍ୱାନ

ସୋମେଶ ମହାପାତ୍ରଙ୍କ ନିୟମିତ ସ୍ତମ୍ଭ: ସାମ୍ପ୍ରତିକୀ କୋଭିଡ-୧୯ର ମୁକାବିଲା ଲାଗି କେନ୍ଦ୍ର ସରକାର ଯାତାୟତ ଉପରେ ୪୦ଦିନ ଲାଗି ସମ୍ପୂର୍ଣ୍ଣ ନିଷେଧାଦେଶ ଜାରିକରିବା ଯୋଗୁ ଦେଶ ଭିତରେ କାମକରୁଥିବା ବିଭିନ୍ନ ରାଜ୍ୟର ଶ୍ରମିକ କାର୍ଯ୍ୟ ହରାଇ ସମ୍ପୃକ୍ତ ଅଞ୍ଚଳଗୁଡ଼ିକରେ ଉପାୟଶୂନ୍ୟ ହୋଇ ଅଟକି…

କୋଭିଡ୧୯: ଭାରତରେ ୩୫ ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା, ଜାଣନ୍ତୁ କେତେ ମୃତ  

ନୂଆଦିଲ୍ଲୀ: ମହାମାରୀ କରୋନା ପ୍ରଭାବରେ ଭାରତ ଦ୍ରୁତ ଗତିରେ ସଂକ୍ରମିତ ହୋଇ ଚାଲିଛି। ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ବଢୁଥିବା ବେଳେ ବର୍ତ୍ତମାନ ସୁଦ୍ଧା ଏହି ସଂଖ୍ୟା ୩୫,୦୪୩ ରେ ପହଞ୍ଚିଥିବା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ମିଳିଛି । ଏଥିସହିତ…

ଓଡ଼ିଶାରେ ଆଉ ଜଣେ କରୋନା ପଜିଟିଭ୍ ଚିହ୍ନଟ, ମୋଟ ସଂଖ୍ୟା ୧୪୩ ଛୁଇଁଲା

ଭୁୁବନେଶ୍ୱର: ଓଡ଼ିଶାରେ ଆଉ ଜଣେ କରୋନା ପଜିଟିଭ ରୋଗୀ ଚିହ୍ନଟ ହୋଇଛନ୍ତି । ଏଥିସହ ମୋଟ କରୋନା ପଜିଟିଭ୍‌ଙ୍କ ସଂଖ୍ୟା ୧୪୩ରେ ପହଞ୍ଚିଛି ।ଏନେଇ ସୂଚନା ଦେଇଛି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ସ୍ୱାସ୍ଥ୍ୟ ବିଭାଗର ରିପୋର୍ଟ ଅନୁଯାୟୀ ସମ୍ପୃକ୍ତ ବ୍ୟକ୍ତି ଜଣକ ବାଲେଶ୍ବର ସହରର…

ଯାଜପୁରରେ ଗୋଟିଏ ଦିନରେ ୧୭ ପଜିଟିଭ: ଦଶରଥପୁରରେ ମେ ୧୩ ଯାଏଁ ବଢ଼ିଲା କଣ୍ଟେନମେଣ୍ଟ ଜୋନ ଅବଧି

ଯାଜପୁର: ଯାଜପୁର ଜିଲ୍ଲାରେ ଗୁରୁବାର ଦିନ ୧୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ଦୃଷ୍ଟିରେ ରଖି ଜିଲ୍ଳା ପ୍ରଶାସନ ପକ୍ଷରୁ ଏଠାରେ କଟକଣାକୁ ଆହୁରି ବଢ଼ାଇ ଦିଆଯାଇଛି। ପୂର୍ବରୁ ଦଶରଥପୁର ବ୍ଲକର କିଛି ଗାଁ କୁ କଣ୍ଟେନମେଣ୍ଟ ଅଞ୍ଚଳ ଭାବେ ଘୋଷଣା କରାଯାଇଥିବା ବେଳେ ବର୍ତ୍ତମାନ ଏହି…