Latest Odisha News

BREAKING NEWS

Browsing Category

କରୋନା ଅପଡ଼େଟ୍‌

Coronavirus Update

କ୍ୱାରେଣ୍ଟାଇନ ହୋମରେ ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ

ରାୟଗଡା: କ୍ୱାରେଣ୍ଟାଇନ ହୋମରେ ଥିବା ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ । ସ୍ଥାନୀୟ ଜିସିଡି ହାଇସ୍କୁଲରେ ହୋଇଥିବା ଅସ୍ଥାୟୀ କ୍ୱାରେଣ୍ଟାଇନ ହୋମରେ ଥିବା ବେଳେ ଜଣେ ୩୮ ବର୍ଷୀୟ ଯୁବକ ଫିନାଇଲ ପିଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି । ଯୁବକଙ୍କ ନାଁ ଭୂପି ପାତ୍ର । ଫିନାଇଲ ପିଇବା ପରେ ତାଙ୍କ…

ଏକ କୋଟିରୁ ଅଧିକ ମାସ୍କ ପ୍ରସ୍ତୁତ କଲେ ସ୍ୱୟଂ ସହାୟିକା ଗୋଷ୍ଠୀ

ନୂଆଦିଲ୍ଲୀ: ଦେଶର ବିଭିନ୍ନ ସ୍ୱୟଂ ସହାୟିକା ଗୋଷ୍ଠୀଙ୍କ ଦ୍ୱାରା ଏକ କୋଟିରୁ ଅଧିକ ଫେସ ମାସ୍କ ତିଆରି କରାଯାଇଛି । ସହରାଂଚଳ ବ୍ୟାପାର ଓ ଆବାସ ମନ୍ତ୍ରଣାଳୟ ଅଧୀନରେ କାର୍ଯ୍ୟକାରୀ ହେଉଥିବା ଡିଏୱାଇ-ଏନୟୁଏଲଏମ୍ କାର୍ଯ୍ୟକ୍ରମରେ ସଂପୃକ୍ତ ସ୍ୱୟଂ ସହାୟିକା ଗୋଷ୍ଠୀର ସଦସ୍ୟମାନେ ଏହି ମାସ୍କ…

ସକ୍ରିୟ ୮୩ ଆକ୍ରାନ୍ତଙ୍କ ମଧ୍ୟରୁ ୬ ଜଣଙ୍କ ପାଖରେ ରହିଛି କରୋନା ଲକ୍ଷଣ: ଶାଳିନୀ ପଣ୍ଡିତ

ଭୁବନେଶ୍ୱର: ଓଡ଼ିଶାରେ କରୋନା ସ୍ଥିତି ଭଲ ଅଛି । ପ୍ରତି ୨୫୦ଟି ପରୀକ୍ଷା କଲେ ଗୋଟିଏ ପଜିଟିଭ ବାହାରୁଛି । ଯାହା ଓଡିଶା ପାଇଁ ଆଶ୍ୱସ୍ତିକ ଖବର । ତେବେ ରାଜ୍ୟରେ ବର୍ତ୍ତମାନ ସକ୍ରିୟ ଥିବା ୮୩ ଜଣଙ୍କ ମଧ୍ୟରୁ ୬ ଜଣଙ୍କର ଲକ୍ଷଣ ଦେଖାଦେଉଛି । ମାତ୍ର ଅନ୍ୟ ମାନଙ୍କର କୌଣସି ଲକ୍ଷଣ ଦେଖାଯାଉନି…

କଟକଣା ମାନି ରଥଯାତ୍ରା କରିବାକୁ ଶଙ୍କରାଚାର୍ଯ୍ୟ ଓ ଦଇତାପତି ନିଯୋଗର ଆଲୋଚନା

ପୁରୀ : ଜୁନ ୨୩ ତାରିଖରେ ମହାପ୍ରଭୁଙ୍କ ଘୋଷଯାତ୍ରା । ଲକ୍‌ଡାଉନ କଟକଣା ସତ୍ତତ୍ତ୍ୱ ମହାପ୍ରଭୁଙ୍କ ସ୍ନାନ ଯାତ୍ରା ଓ ରଥଯାତ୍ରା କିଭଳି ପୂର୍ବ ପରାମ୍ପରା ଅନୁସାରେ ହୋଇପାରିବ ସେନେଇ ପୁରୀ ଗୋବର୍ଦ୍ଧନ ପୀଠର ଶଙ୍କରାଚାର୍ଯ୍ୟ ନିଶ୍ଚଳାନନ୍ଦ ସରସ୍ୱତୀଙ୍କ ସହ ଦଇତାପତି ନିଯୋଗଙ୍କ ବୈଠକ…

ଆଉ କିଛି ଘଣ୍ଟା ପରେ ଗଂଜାମରେ ପହଞ୍ଚିବେ ସୁରଟ ଫେରନ୍ତା

ଫୁଲବାଣୀ : ପ୍ରବାସୀ ଓଡ଼ିଆଙ୍କୁ ନେଇ ସୁରଟରୁ ଗଞ୍ଜାମ ଅଭିମୁଖେ ବାହାରିଥିବା ଚାରିଟି ବସ୍ ଫୁଲବାଣୀ ଅତିକ୍ରମ କରିଛି । ଜିଲ୍ଲା ପୋଲିସର କଡ଼ା ସୁରକ୍ଷା ମଧ୍ୟରେ ବସଗୁଡିକ ଆସୁଛି । ଚାରିଟି ବସରେ ଆସୁଥିବା ଶତାଧିକ ପ୍ରବାସୀ ଓଡିଆ ଗଂଜାମର ଧରାକୋଟ ଓ ଶେରଗଡରେ ପହଞ୍ଚିବା ପରେ ସେମାନଙ୍କ…

ପ୍ରବାସୀ ଶ୍ରମିକଙ୍କ ସମେତ ଫସିରହିଥିବା ଅନ୍ୟ ଲୋକଙ୍କ ଆନ୍ତଃରାଜ୍ୟ ସ୍ଥାନାନ୍ତରକୁ ମଞ୍ଜୁରି

ନୂଆଦିଲ୍ଲୀ: କୋଭିଡ-19 ମୁକାବିଲା ନିମନ୍ତେ ଜାରି ହୋଇଥିବା ଲକଡାଉନ ପ୍ରତିବନ୍ଧକ ଫଳସ୍ଵରୂପ ଦେଶର ବିଭିନ୍ନ ସ୍ଥାନରେ ପ୍ରବାସୀ ଶ୍ରମିକ, ତୀର୍ଥଯାତ୍ରୀ, ପର୍ଯ୍ୟଟକ, ଛାତ୍ରଛାତ୍ରୀ ଓ ଅନ୍ୟ ଲୋକମାନେ ଫସି ରହିଛନ୍ତି। ଏବେ କେନ୍ଦ୍ର ସରକାର ଏହି ଫସି ରହିଥିବା ଲୋକମାନଙ୍କ ସ୍ଥାନାନ୍ତରଣ…

ଅଗଷ୍ଟରେ ଖୋଲିବ ବିଶ୍ୱବିଦ୍ୟାଳୟ !

ନୂଆଦିଲ୍ଲୀ: ଆସନ୍ତା ଅଗଷ୍ଟ ମାସରେ ପୁନର୍ବାର ବିଶ୍ୱବିଦ୍ୟାଳୟ ଖୋଲିବା ସହିତ ସେପ୍ଟେମ୍ବରରେ ବିଭିନ୍ନ ଶ୍ରେଣୀଗୁଡ଼ିକରେ ସମସ୍ତ ପାଠ୍ୟକ୍ରମ ଆରମ୍ଭ ହେବା ନେଇ ୟୁନିଭର୍ସିଟି ଗ୍ରାଣ୍ଟ୍ କମିଶନ (ୟୁଜିସି)ର ଏକ୍ସପର୍ଟ କମିଟି ବୁଧବାର ଦିନ ସୂଚନା ପ୍ରଦାନ କରିଛି । ଦେଶରେ କରୋନା ମହାମାରୀ…

ଡାକ୍ତରଙ୍କୁ ଦୁର୍ବ୍ୟବହାର କରି ଗିରଫ ହେଲେ ଯୁବକ

ଯାଜପୁର: କରୋନା ସଙ୍କଟ ସମୟରେ ଡାକ୍ତରମାନଙ୍କୁ ଯୋଦ୍ଧାର ମାନ୍ୟତା ଦେଇଛନ୍ତି ରାଜ୍ୟ ସରକାର । ସେମାନଙ୍କ ସୁରକ୍ଷା ପାଇଁ ସ୍ୱତନ୍ତ୍ର ଆଇନ ମଧ୍ୟ ପ୍ରସ୍ତୁତ କରିଛନ୍ତି । ଏଭଳି ପରିସ୍ଥିତିରେ ଯାଜପୁର ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଡାକ୍ତରଙ୍କୁ ଦୁର୍ବ୍ୟବହାର କରାଯାଇଛି । ମିଳିଥିବା…

ବାଲେଶ୍ୱରରୁ ୩ ନୂଆ କରୋନା ପଜିଟିଭ ଚିହ୍ନଟ, ସମସ୍ତେ ପଶ୍ଚିମବଙ୍ଗ ଫେରନ୍ତା

ଭୁବନେଶ୍ୱର: ରାଜ୍ୟରେ ଆଜି ପୁଣି ୩ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସମସ୍ତ ଆକ୍ରାନ୍ତ ବାଲେଶ୍ୱରର । ସମ୍ପୃକ୍ତ ୩ ଜଣ ପୁରୁଷ ଥିବାବେଳେ ସେମାନଙ୍କ ବୟସ ୪୪, ୬୧ ଓ ୬୩ ବର୍ଷ ରହିଛି । ସମସ୍ତେ ପଶ୍ଚିମବଙ୍ଗ ଫେରନ୍ତା । ଏମାନେ କ୍ୱାରେଣ୍ଟାଇନରେ ଥିଲେ । ସେମାନେ କାହା କାହା…

କୋଭିଡ-୧୯ ପରୀକ୍ଷଣରେ ଓଡ଼ିଶା ବହୁ ଆଗରେ ରହିଛି: ଶାଳିନୀ ପଣ୍ଡିତ

ଭୁବନେଶ୍ୱର: ସର୍ବଭାରତୀୟ ସ୍ତରରେ ଓଡ଼ିଶା କୋଭିଟ-୧୯ ଟେଷ୍ଟିଂରେ ବହୁ ଆଗରେ ରହିଛି । ଏଥିପାଇଁ ବହୁ ପଦକ୍ଷେପ ମଧ୍ୟ ନିଆଯାଇଛି । ନମୁନା ଟେଷ୍ଟିଂକୁ ସବୁଠାରୁ ଅଧିକ ଗୁରୁତ୍ୱ ଦିଆଯାଉଛି । କରୋନା ମୁକାବିଲା ପାଇଁ ପ୍ରଭାବଶାଳୀ ଅସ୍ତ୍ର ହେଉଛି ଟେଷ୍ଟିଂ । ଆଜି ଏନେଇ ସାମ୍ବାଦିକ ସମ୍ମିଳନୀରେ…