Latest Odisha News

BREAKING NEWS

Browsing Category

କରୋନା ଅପଡ଼େଟ୍‌

Coronavirus Update

କରୋନା ଅପଡେଟ: ଓଡ଼ିଶା ସମେତ, ଭାରତ ଓ ବିଶ୍ୱର ତାଜା ସ୍ଥିତି

ଭୁବନେଶ୍ୱର: ବିଶ୍ଵବ୍ୟାପୀ ଏବେ ସାମ୍ନାକୁ ଆସୁଛି କରୋନାର କରୁଣ ଚିତ୍ର । ସମଗ୍ର ବିଶ୍ୱରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ଆଜି ଦିନ ୧୧ ଟା ସୁଦ୍ଧା ୨୬, ୩୭, ୯୧୧ ରହିଥିବା ବେଳେ ମୃତ୍ୟୁସଂଖ୍ୟା ୧,୮୪, ୨୩୫ରେ ପହଞ୍ଚିଛି । ସମୁଦାୟଙ୍କ ଆକ୍ରାନ୍ତଙ୍କ ମଧ୍ୟରୁ ୭,୧୭,୮୨୨ ଜଣ ବ୍ୟକ୍ତି ଆରୋଗ୍ୟ…

କେଉଁ ରାଜ୍ୟରେ କେତେ ରହିଛି କରୋନା ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ଜାଣନ୍ତୁ…

ନୂଆଦିଲ୍ଲୀ: ଭାରତରେ ଦିନକୁ ଦିନ ବଢ଼ିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଦେଶର ୨୬ ଟି ରାଜ୍ୟ ଓ ୪ ଟି କେନ୍ଦ୍ରଶାସିତ ଅଞ୍ଚଳକୁ କବଳିତ କରି ସାରିଲାଣି ଏହି ମହାମାରୀ। ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୨୧୦୦୦ ଟପି ସାରିଥିବା ବେଳେ ମୃତ୍ୟୁ ସଂଖ୍ୟା ୬୧୮ ରେ ପହଞ୍ଚିଲାଣି। ଆସନ୍ତୁ…

ଜଣେ କରୋନା ରୋଗୀର ଚିକିତ୍ସା ପାଇଁ କେତେ ଟଙ୍କା ଖର୍ଚ୍ଚ ହୁଏ, ଜାଣନ୍ତୁ …

ନୂଆଦିଲ୍ଲୀ : ଦେଶରେ ପ୍ରାୟ ୮୦ ପ୍ରତିଶତ କରୋନା ପଜିଟିଭ ରୋଗୀ ସରକାରଙ୍କ ପକ୍ଷରୁ ପ୍ରସ୍ତୁତ କୋଭିଡ-୧୯ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । କେତେକ ଘରୋଇ ହସ୍ପିଟାଲରେ ମଧ୍ୟ ଚିକିତ୍ସା ବ୍ୟବସ୍ଥା ରହିଛି । ଯଦି କେହି ରୋଗୀ ନିଜେ ଏହି ଖର୍ଚ୍ଚ ତୁଲାଇ ପାରିବେ ତେବେ ସେ ସେଠାରେ ଚିକିତ୍ସିତ…

ଆମେରିକାରେ ସ୍ଥିତି ଅସମ୍ଭାଳ; ଗୋଟିଏ ଦିନରେ ୧୭୩୮ ମୃତ

ୱାସିଂଟନ: କରୋନାର କରାଳ ରୂପ ଆଗରେ ଅସହାୟ ସାରା ବିଶ୍ୱ। ଶକ୍ତିଶାଳୀ ରାଷ୍ଟ୍ର ବୋଲାଉଥିବା ଆମେରିକା ମଧ୍ୟ ଏଥିରୁ ବାଦ୍ ପଡ଼ିନାହିଁ । କରୋନା ସଂକ୍ରମଣରେ ଗତ ୨୪ ଘଣ୍ଟାରେ ପ୍ରାୟ ୧ ହଜାର ୭୩୮ ଜଣଙ୍କ ମୃତ୍ୟୁ ଘଟିଛି। ଯାହା ଫଳରେ ଆମେରିକାରେ ସର୍ବମୋଟ ମୃତ୍ୟୁ ସଂଖ୍ୟା ୪୭ ହଜାରରେ…

ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୧ହଜାର ଅତିକ୍ରମ କଲା, ମୃତ୍ୟୁ ସଂଖ୍ୟା ୬୮୧ରେ ଛୁଇଁଲା

ନୂଆଦିଲ୍ଲୀ : ଭାରତରେ ଦିନକୁ ଦିନ କାୟା ବିସ୍ତାର କରୁଛି କରୋନା । କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଏବେ ୨୧ ହଜାର ୩୯୩ ରେ ପହଞ୍ଚିଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୪୮୬ଟି ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ସୂଚନା ଅନୁଯାୟୀ,  ଦେଶରେ ମୋଟ ମୃତ୍ୟୁ ସଂଖ୍ୟା…

୨୭ରେ ମୁଖ୍ୟମନ୍ତ୍ରୀମାନଙ୍କ ସହ ମୋଦିଙ୍କ ଆଲୋଚନା

ନୂଆଦିଲ୍ଲୀ : ଆସନ୍ତା ୨୭ ତାରିଖରେ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଲକ୍ ଡାଉନ ଅବଧି ଶେଷ ହେବା ପୂର୍ବରୁ ଭିଡିଓ କନଫରେନ୍ସିଂ ଜରିଆରେ ମୁଖ୍ୟମନ୍ତ୍ରୀମାନଙ୍କ ସହ ଆଲୋଚନା ହେବାର କାର୍ଯ୍ୟକ୍ରମ ରହିଛି । ବର୍ତ୍ତମାନ ଦେଶରେ ଦ୍ୱିତୀୟ…

ରାଜଧାନୀରୁ ହଟିଲା କଣ୍ଟେନମେଣ୍ଟ ଜୋନ୍

ଭୁବନେଶ୍ୱର : ରାଜଧାନୀର ବମିଖାଲ, ସତ୍ୟନଗର ଓ ସୂର୍ଯ୍ୟନଗରରୁ କଣ୍ଟେନମେଣ୍ଟ ହଟାଯାଇଛି । ଭୁବନେଶ୍ୱରରୁ ଚିହ୍ନଟ ହୋଇଥିବା କରୋନା ପଜିଟିଭ ରୋଗୀ ସୁସ୍ଥ ହେବା ପରେ ଏହି ସବୁ ଅଂଚଳରୁ କଣ୍ଟେନମେଣ୍ଟକୁ ହଟାଯାଇଛି । ମାତ୍ର ଆଗାମୀ ସାତ ଦିନ ଯାଏଁ ଏହି ସବୁ ଅଂଚଳ ଉପରେ ନଜର ରହିବ ବୋଲି…

ଆଗକୁ ଆସୁଥିବା ଚତୁର୍ଥ ପର୍ଯ୍ୟାୟ ସରକାରଙ୍କ ପାଇଁ ବଡ ଆହ୍ୱାନ: ବାଗଚୀ

ଭୁବନେଶ୍ୱର: ଏହି ଲକଡାଉନ୍ ଦିନେ ନା ଦନେ ଖୋଲିବ । ବାହାରେ ଥିବା ଓଡ଼ିଆ ଖୁବଶୀଘ୍ର ରାଜ୍ୟକୁ ଫେରିବେ । ଆଗାମୀ ଦିନରେ ଓଡ଼ିଶାକୁ ବାହାରୁ ପ୍ରାୟ ୫ଲକ୍ଷ ଓଡ଼ିଆ ଆସିବାର ସମ୍ଭାବନା ରହିଛି ବୋଲି ଆଜି ରାଜ୍ୟ ସରକାରଙ୍କ କୋଭିଡ-୧୯ ମୁଖପାତ୍ର ସୁବ୍ରୋତ ବାଗଚୀ କହିଛନ୍ତି । ସେ କହିଛନ୍ତି,…

ଡାକ୍ତର, ମେଡିକାଲ କର୍ମଚାରୀଙ୍କ ସୁରକ୍ଷା ନେଇ ରାଜ୍ୟଗୁଡିକୁ କେନ୍ଦ୍ରର ନିର୍ଦ୍ଦେଶ

ନୂଆଦିଲ୍ଲୀ: କରୋନା ସଂକ୍ରମିତଙ୍କ ଚିକିତ୍ସା ଓ ସେବାରେ ନିୟୋଜିତ ଚିକିତ୍ସକ, ସ୍ୱାସ୍ଥ୍ୟ କର୍ମୀ, ବିଶେଷଜ୍ଞ ଓ ଅନ୍ୟସମସ୍ତ ଆଗଧାଡିର କର୍ମଚାରୀଙ୍କ ସୁରକ୍ଷା ବ୍ୟବସ୍ଥାକୁ ଦୃଢ ତଥା ସୁନିଶ୍ଚିତ କରିବାକୁ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ ନିର୍ଦ୍ଦେଶକ୍ରମେ ସ୍ୱରାଷ୍ଟ୍ର…

ଅଭିନେତା ମିଥୁନ ଚକ୍ରବର୍ତ୍ତୀଙ୍କ ପିତାଙ୍କ ବିୟୋଗ

ମୁମ୍ବାଇ: ବଲିଉଡ ଅଭିନେତା ମିଥୁନ ଚକ୍ରବର୍ତ୍ତୀଙ୍କ ବାପା ବସନ୍ତକୁମାର ଚକ୍ରବର୍ତ୍ତୀଙ୍କ ପରଲୋକ ହୋଇଛି । ମୁମ୍ବାଇରେ ୯୫ ବର୍ଷ ବୟସରେ ସେ ମୃତ୍ୟୁବରଣ କରିଛନ୍ତି । କିନ୍ତୁ ମିଥୁନ ଚକ୍ରବର୍ତ୍ତୀ ବେଙ୍ଗାଳୁରୁରେ ଏକ ଫିଲ୍ମର ସୁଟିଂ ପାଇ ଯାଇଥିବା ବେଳେ ଲକ୍ ଡାଉନ ଯୋଗୁଁ ସେଠାରେ ଫଶି…