Latest Odisha News
Browsing Category

କରୋନା ଅପଡ଼େଟ୍‌

Coronavirus Update

୫୪ ହଜାରକୁ ଖସିଲା ଦୈନିକ ସଂକ୍ରମଣ, ୧୩୨୧ ମୃତ

ନୂଆଦିଲ୍ଲୀ: ୨୪ ଘଣ୍ଟାରେ ସାରା ଦେଶରୁ ଚିହ୍ନଟ ହୋଇଛନ୍ତି ୫୪ ହଜାର ୬୯ ନୂଆ ଆକ୍ରାନ୍ତ। ଏନେଇ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଦେଶରେ ସଂକ୍ରମିତଙ୍କ ମୋଟ୍ ସଂଖ୍ୟା ରହିଛି ୩ କୋଟି ୦୦ଲକ୍ଷ ୮୨ ହଜାର ୭୭୮। ଏଥିସହ ୬ ଲକ୍ଷ ୨୭ ହଜାର ୦୫୭କୁ ଖସିଛି କରୋନା ଆକ୍ଟିଭ୍ କେସ୍…

ଟିକା ନେଇ ନଥିଲେ ବିଧାୟକଙ୍କୁ ବିଧାନସଭା ମନା

ପାଟନା: ଟିକା ନେଇ ନଥିଲେ ବିଧାନସଭାରେ ପ୍ରବେଶ ଅନୁମତି ନାହିଁ । ଯେଉଁମାନେ କରୋନା ଟିକା ନେଇଛନ୍ତି ସେମାନଙ୍କୁ ବିଧାନସଭାରେ ଏଣ୍ଟ୍ରି ପାଇଁ ଅନୁମତି ମିଳିବ । ଯିଏ ନେଇ ନାହାନ୍ତି ସେମାନଙ୍କୁ ବିଧାନସଭା ମନା । ଏଭଳି ନିର୍ଦ୍ଦେଶନାମା ଜାରି କରିଛନ୍ତି ବିହାର ବିଧାନସଭା ବାଚସ୍ପତି ବିଜୟ…

ଆଜି ରାଜ୍ୟରୁ କରୋନା ନେଲା ୪୪ ଜୀବନ, ଖୋର୍ଦ୍ଧାରୁ ସର୍ବାଧିକ ୯ ମୃତ

ଭୁବନେଶ୍ୱର: କାବୁ ପାଉନି କରୋନା ମୃତ୍ୟୁସଂଖ୍ୟା । ୪୦ରୁ ସଂଖ୍ୟା କମୁନି । ୨୪ ଘଣ୍ଟାରେ ଆଉ ୪୪ ସଂକ୍ରମିତ ପ୍ରାଣ ହରାଇଛନ୍ତି । ୧୪ ଜିଲ୍ଲାରୁ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି । ଖୋର୍ଦ୍ଧାରୁ ଆଜି ସର୍ବାଧିକ ୯ ଜଣଙ୍କର ଜୀବନ ନେଇଛି କରୋନା । ବରଗଡ଼ ଓ କଟକ…

ଆଜି ଓଡ଼ିଶାରେ ୬୯ ହଜାର ଟେଷ୍ଟିଂ, ୩୬୫୦ କୋଭିଡ୍ ପଜିଟିଭ୍

ଭୁବନେଶ୍ୱର: ଅଧିକ ଟେଷ୍ଟିଂ ହେଉଛି । ଚିହ୍ନଟ ହେଉଛନ୍ତି ଅଧିକ କୋଭିଡ୍ ସଂକ୍ରମିତ । ଗତକାଲି ଅପେକ୍ଷା ଆଜି ସାମାନ୍ୟ ବଢ଼ିଛି ନୂଆ ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୩ହଜାର ୬୫୦ ପଜିଟିଭ୍ । ଏହି ସମୟରେ ୬୯ହଜାର ୪୮୦ ନମୁନା ପରୀକ୍ଷା କରାଯାଇଛି । ଗତକାଲି…

ରାଜ୍ୟରୁ କରୋନା ନେଲା ବରିଷ୍ଠ ଓଏଫଏସ୍ ଅଧିକାରୀଙ୍କ ଜୀବନ

ଭୁବନେଶ୍ୱର: କରୋନା ରାଜ୍ୟରୁ ଆଉ ଜଣେ ବରିଷ୍ଠ ଅଧିକାରୀଙ୍କ ଜୀବନ ନେଇଛି । କରୋନା ଯୁଦ୍ଧରେ ହାରିଗଲେ ଓଏଫଏସ୍ ଅଫିସର ଏସଏମଟି ରହମାନ । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି । ମୃତ୍ୟୁ ବେଳକୁ ତାଙ୍କୁ ୫୨ ବର୍ଷ ବୟସ ହୋଇଥିଲା । ଭୁବନେଶ୍ୱର…

କଟକ ଜିଲ୍ଲାର ଏହି ପଞ୍ଚାୟତରୁ ଦିନକରେ ୧୫୦ କରୋନା ପଜିଟିଭ୍

କଟକ: ଗୋଟିଏ ପଞ୍ଚାୟତରେ ଦିନକରୁ ଦେଢ଼ ଶହ ସଂକ୍ରମିତ । ଏକାଥରକେ ଏତେ ସଂଖ୍ୟକ ଆକ୍ରାନ୍ତ ଚିହ୍ନଟ ଜିଲ୍ଲା ପ୍ରଶାସନର ଚିନ୍ତା ବଢ଼ାଇଛି । କଟକ ଜିଲ୍ଲା ସିଠୋଳା ପଞ୍ଚାୟତରୁ ୧୫୦ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାପରେ ସିଠୋଳ ବଜାରକୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରିଛି ପ୍ରଶାସନ । କେବଳ…

ସେପ୍ଟେମ୍ବରରେ ଶିଶୁଙ୍କୁ ଟିକା:ଏମ୍ସ ନିର୍ଦ୍ଦେଶକ

ନୂଆଦିଲ୍ଲୀ: ଶିଶୁଙ୍କ ପାଇଁ ଭାରତ ବାୟୋଟେକ୍ ପ୍ରସ୍ତୁତ କୋଭାକ୍ସିନ ଟିକା ସେପ୍ଟେମ୍ବରରେ ଉପଲବ୍ଧ ହେବାର ସମ୍ଭାବନା ରହିଛି। ସେପ୍ଟେମ୍ବରରେ ଏହାର ଦ୍ଵିତୀୟ ଓ ତୃତୀୟ ପର୍ଯ୍ୟାୟ ପରୀକ୍ଷଣର ତଥ୍ୟ ମିଳିବ। ସେହି ମାସରେ ଏହାକୁ ମଞ୍ଜୁରି ମିଳିଯିବାର ସମ୍ବାବନା ରହିଛି ବୋଲି କହିଛନ୍ତି ଏମ୍ସର…

ରାଜ୍ୟରେ ୧୮ ଜିଲ୍ଲାରେ ୫%ରୁ କମ୍ ପଜିଟିଭ୍ ହାର, ମାସେ ଭିତରେ ସଂକ୍ରମଣ ହାର ୧୧% ହ୍ରାସ

ଭୁବନେଶ୍ୱର: ରାଜ୍ୟରେ କମୁଛି କରୋନା କାୟା । ଖସୁଛି ପଜିଟିଭ୍ ହାର । ରେଡ୍ ଜୋନ୍ କମୁଛି । କରୋନା ମାନଚିତ୍ରରେ ସବୁଜ ହେଉଛି ଓଡ଼ିଶା । ଏବେ ରାଜ୍ୟରେ ୧୮ ଜିଲ୍ଲାରେ ପଜିଟିଭ୍ ହାର ୫ ପ୍ରତିଶତରୁ କମ୍ ରହିଛି । ଏସବୁ ଜିଲ୍ଲାଗୁଡ଼ିକ ହେଲା ଝାରସୁଗୁଡ଼ା, ଝାରସୁଗୁଡ଼ା, ସମ୍ୱଲପୁର, ଦେବଗଡ଼,…

ଦେଶରେ ୩ କୋଟି ପାର କଲା କରୋନା ସଂକ୍ରମଣ, ସୁସ୍ଥ ହେଲେଣି ୯୬%

ନୂଆଦିଲ୍ଲୀ: ଦେଶରେ କମୁଛି କରୋନାର ଦୈନିକ ସଂକ୍ରମଣ । ଆକ୍ଟିଭ୍ କେସ୍ ଦ୍ରୁତ ଖସୁଛି । ଆଜି ସଂକ୍ରମିତଙ୍କ ସଂଖ୍ୟା ୩ କୋଟି ପାର କରିଛି । ୨୪ ଘଣ୍ଟାରେ ଦେଶରୁ ଚିହ୍ନଟ ହୋଇଛନ୍ତି ୫୦ହଜାର ୮୪୮ ନୂଆ ଆକ୍ରାନ୍ତ । ଏହାକୁ ମିଶାଇ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୨୮ହଜାର ୭୦୯କୁ ବୃଦ୍ଧି…

କରୋନାର ଡେଲଟା ପ୍ଲସ ଭାରିଆଣ୍ଟ ମଧ୍ୟପ୍ରଦେଶରୁ ନେଲଣି ୪ ଜୀବନ

ଭୋପାଳ: କରୋନା ସେକେଣ୍ଡ ଓ୍ୱେଭ୍ ସରି ସରି ଆସୁଥିବା ବେଳେ ଡେଲଟା ଭାରିଆଣ୍ଟ ଟେନସନ୍ ସରିନି । ଚିନ୍ତା ବଢ଼ାଇଲାଣି ଡେଲଟା ଭାରିଆଣ୍ଟର ନୂଆ ମ୍ୟୁଟେସନ୍ ଡେଲଟା ପ୍ଲସ୍ ଭାରିଆଣ୍ଟ । ମଧ୍ୟପ୍ରଦେଶ ଶିବପୁରୀରେ ଡେଲଟ୍ ପ୍ଲସ୍ ଭାରିଆଣ୍ଟ ଯୋଗୁ ୪ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି ।…