Latest Odisha News

BREAKING NEWS

Browsing Category

କରୋନା ଅପଡ଼େଟ୍‌

Coronavirus Update

ଗଞ୍ଜାମରେ କାଲିଠୁ କୋହଳ ହେବ କଟକଣା

ଗଞ୍ଜାମ: ଆସନ୍ତାକାଲିଠାରୁ ଗଂଜାମରେ କୋହଳ ହେବ କଟକଣା । ଏନେଇ ଗଂଜମା ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେ ସୂଚନା ଦେଇଛନ୍ତି । ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ଅନୁସାରେ କଟକଣାକୁ କୋହଳ କରାଯିବ । ତେବେ ବିନା ଅନୁମତିରେ କେହି ବାହାରକୁ ବାହାରି ପାରିବେ ନାହିଁ । ଅତି ଆବଶ୍ୟକ ଥିଲେ ଲୋକେ…

ଦିଲ୍ଲୀ: ଗୋଟିଏ ପରିବାରର ୩୧ ଜଣ କରୋନା ପଜିଟିଭ ଚିହ୍ନଟ

ନୂଆଦିଲ୍ଲୀ: ମାରାତ୍ମକ ରୂପ ନେଉଛି ମହାମାରୀ କରୋନା ଭୂତାଣୁ । ଏହାର ଭୟାବହତାକୁ ଅନୁଭବ କରି ସରକାର ଆଗାମୀ ମେ ମାସ ୩ ତାରିଖ ଯାଏଁ ସାରା ଭାରତକୁ ଲକଡାଉନ ଘୋଷଣା କରାଯାଇଛି । ଏହା ସତ୍ତ୍ୱେ ମଧ୍ୟ ଭାରତରେ ଧୀରେ ଧୀରେ ଏହାର ସଂଖ୍ୟା ବଢିବାରେ ଲାଗିଛି। ଦେଶରେ ଏପର୍ଯ୍ୟନ୍ତ ୧୫ ହଜାର ୭୧୨…

ଲକଡାଉନ: କଟକର ଇଲେକ୍ଟ୍ରିସିଆନ ଓ ପ୍ଲମ୍ବରଙ୍କ ଯୋଗାଯୋଗ ନମ୍ବର ପ୍ରକାଶ କଲା ସିଏମସି

କଟକ: ଲକଡାଉନ ସମୟରେ ଜନସାଧାରଣଙ୍କ ଅତ୍ୟାବଶ୍ୟକତାକୁ ଦୃଷ୍ଟିରେ ରଖି କିଛି ସେବାକୁ କୋହଳ କରିଛି କଟକ ମ୍ୟୁନିସିପାଲିଟି କର୍ପୋରେସନ୍ । କଟକ ମ୍ୟୁନିସିପାଲିଟି କର୍ପୋରେସନ କିଛି , ପ୍ଲମ୍ବର ଏବଂ ଏସି ଟେକ୍ନିସିଆନଙ୍କ ଯୋଗାଯୋଗ ବିବରଣୀ ପ୍ରକାଶ କରିଛି । ନିମ୍ନରେ ପ୍ରକାଶ କରାଗଲା…

ବାଲେଶ୍ଵରର ଏହିସବୁ ୱାର୍ଡ କଣ୍ଟେନମେଣ୍ଟ ଜୋନ୍ ଘୋଷିତ

ବାଲେଶ୍ଵର: ବାଲେଶ୍ଵର ସହରରେ ଜଣେ ୫୮ ବର୍ଷ ବୟସ୍କ ବ୍ୟକ୍ତି କୋଭିଡ-୧୯ ଦ୍ବାରା ସଂକ୍ରମିତ ହେବାର ଗୋଟିଏ ଦିନ ପରେ ଜିଲ୍ଲା ପ୍ରଶାସନ ପକ୍ଷରୁ ରବିବାର ଦିନ ତିନୋଟି ୱାର୍ଡକୁ କଣ୍ଟେନମେଣ୍ଟ ଜୋନ୍ ଭାବରେ ଘୋଷଣା କରାଯାଇଛି। ଏହି ଅଞ୍ଚଳଗୁଡିକୁ ଆସନ୍ତା ସାତ ଦିନ ପାଇଁ ସିଲ୍ କରାଯାଇଥିବା…

ଏହିସବୁ ମୋବାଇଲ କମ୍ପାନୀ ମେ ୩ ଯାଏଁ ବଢାଇଲେ ନିଜ ଉପଭୋକ୍ତାଙ୍କ ନମ୍ବରର ବୈଧତା

ନୂଆଦିଲ୍ଲୀ: କରୋନା ପାଇଁ ସାରଦେଶରେ ତାଲା । ଏହି ସଙ୍କଟ ସମୟରେ କିଛି ମୋବାଇଲ କମ୍ପାନୀ ନିଜ ଗ୍ରାହକଙ୍କ ପାଇଁ ଆଣିଦେଇଛନ୍ତି ଖୁସି ଖବର । ରିଲାଏନ୍ସ ଜିଓ, ଏୟାରଟେଲ, ବିଏସଏନଏଲ ଓ ଭୋଡାଫୋନ ଭଳି ମୋବାଇଲ କମ୍ପାନୀ ମାନେ ଆସନ୍ତା ମେ ମାସ ୩ ତାରିଖ ପର୍ଯ୍ୟନ୍ତ ନିଜ ପ୍ରିପେଡ୍ ସେବା…

ଭାରତରେ ୧୫ ହଜାର ଟପିଲା କରୋନା ମାମଲା; ୨୪ ଘଣ୍ଟାରେ ୧୩୩୪ ଆକ୍ରାନ୍ତ

ନୂଆଦିଲ୍ଲୀ: ମହାମାରୀ କରୋନା ପ୍ରଭାବରେ ଭାରତ ଦ୍ରୁତ ଗତିରେ ସଂକ୍ରମିତ ହୋଇ ଚାଲିଛି। ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ବଢୁଥିବା ବେଳେ ବର୍ତ୍ତମାନ ସୁଦ୍ଧା ଏହି ସଂଖ୍ୟା ୧୫,୭୧୨  ଛୁଇଁଛି । ଗତ ୨୪ ଘଣ୍ଟାରେ ଭାରତରେ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୪ ଥିବା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ…

ଭାରତରେ କୋଭିଡ ୧୯ ସଂକ୍ରମିତଙ୍କ ମଧ୍ୟରେ ଅଛନ୍ତି ୧୦୦ ଜଣ ୧୨ବର୍ଷରୁ କମ୍ ପିଲା

ନୂଆଦିଲ୍ଲୀ : ଭାରତରେ କୋଭିଡ ୧୯ ସଂକ୍ରମଣର ଶିକାର ହେଉଛନ୍ତି ୧୨ ବର୍ଷରୁ କମ୍ ପିଲା । ଦିନକୁ ଦିନ ଏହି ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ବର୍ତ୍ତମାନ ବିଭିନ୍ନ ରାଜ୍ୟରେ ୧୨ ବର୍ଷରୁ କମ ପ୍ରାୟ ୧୦୦ଜଣ ପିଲା ସଂକ୍ରମିତ ହୋଇଥିବା ଜଣାପଡିଛି । ପିଲାମାନେ ସଂକ୍ରମିତ ହେଲେ ସେମାନଙ୍କଠାରେ…

ଆମେରିକାରେ ୨୪ ଘଣ୍ଟାରେ କରୋନା ନେଲା ୧୮ ଶହରୁ ଅଧିକ ମୁଣ୍ଡ; ବିଶ୍ୱରେ କେତେ ଛୁଇଁଲା ମୃତ୍ୟୁ ସଂଖ୍ୟା, ଜାଣନ୍ତୁ

ୱାସିଂଟନ: କରୋନାର କରାଳ ରୂପ ଆଗରେ ଅସହାୟ ସାରା ବିଶ୍ୱ। ଶକ୍ତିଶାଳୀ ରାଷ୍ଟ୍ର ବୋଲାଉଥିବା ଆମେରିକା ମଧ୍ୟ ଏଥିରୁ ବାଦ୍ ପଡ଼ିନାହିଁ । କରୋନା ପ୍ରଭାବ ସର୍ବାଧିକ ଆମେରିକାରେ ହିଁ ରହିଛି । ଗତ ୨୪ ଘଣ୍ଟାରେ ଏଠାରେ ରେକର୍ଡ ସଂଖ୍ୟକ ମୃତ୍ୟୁ ଘଟୁଛି। ଗତ ୨୪ ଘଣ୍ଟାରେ ୧,୮୯୧ ଜଣଙ୍କ ମୃତ୍ୟୁ ସହ…

କରୋନା ମୁକାବିଲା: ଦୂରଦୂରାନ୍ତ ଅଞ୍ଚଳରେ ଅତ୍ୟାବଶ୍ୟକ ସାମଗ୍ରୀ ପହଞ୍ଚାଉଛି ଡାକ ବିଭାଗ

ନୂଆଦିଲ୍ଲୀ: କୋଭିଡ-୧୯ ସଂକ୍ରମଣ କାଳରେ ଭାରତୀୟ ଡାକ ବିଭାଗ ଏହାର ବିଶାଳ ସଂଗଠନ ଯୋଗୁଁ ଦେଶର ବିଭିନ୍ନ ସ୍ଥାନରେ ଲୋକମାନଙ୍କୁ ସହାୟତା ଯୋଗାଇ ଦେଉଛି । ଯୋଗାଯୋଗ, ଆଇନ, ନ୍ୟାୟ, ଇଲେକ୍ଟ୍ରୋନିକ୍ସ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ ରବି ଶଙ୍କର ପ୍ରସାଦ ପ୍ରତ୍ୟେକ ରାଜ୍ୟର ମୁଖ୍ୟ…

ଓଡ଼ିଶାର କରୋନା ଅପଡେଟ; କେତେ ଆକ୍ରାନ୍ତ, କେତେ ସୁସ୍ଥ ଜାଣନ୍ତୁ ସମ୍ପୂର୍ଣ୍ଣ ତଥ୍ୟ

ଭୁବନେଶ୍ୱର: କରୋନା ଭୂତାଣୁ ରୋଗ (କୋଭିଡ୍‌-୧୯)ର ସଂକ୍ରମଣକୁ ପ୍ରତିହତ କରିବା ନିମନ୍ତେ ତତ୍ପରତା ଦେଖାଉଛି ସ୍ୱାସ୍ଥ୍ୟ ବିଭାଗ । ଏହା ସତ୍ତ୍ୱେ ମଧ୍ୟ ଏହି ଭୂତାଣୁ ଧୀରେ ଧୀରେ ବଢ଼ିବାରେ ଲାଗିଛି । ଯଦିଓ ଆମ ରାଜ୍ୟ ଅନ୍ୟ ରାଜ୍ୟଗୁଡିକ ତୁଳନାରେ କରୋନ ମୁକବିଲାରେ ଭଲ ପ୍ରଦର୍ଶନ କରୁଛି ତଥାପି…