Latest Odisha News

BREAKING NEWS

Browsing Category

କରୋନା ଅପଡ଼େଟ୍‌

Coronavirus Update

ଲକ୍‌-ଡାଉନରେ ମହଙ୍ଗା ପଡିଲା ଜନ୍ମଦିନ ପାଳନ, ବାନ୍ଧିନେଲା ପୋଲିସ !

ଉତ୍ତରପ୍ରଦେଶ: ମହଙ୍ଗା ପଡିଲା ଲକ୍‌-ଡାଉନରେ ଜନ୍ମଦିନ ପାଳନ ଉତ୍ସବ । ଉତ୍ତରପ୍ରଦେଶର ଗୋରଖପୁରଠାରେ ପୁଅର ଜନ୍ମଦିନ ଉତ୍ସବ ଆୟୋଜନ କରି ପୋଲିସ ହାତରେ ଗିରଫ ହେଲା ବାପା । ଗୁରୁବାର ନିଜ ଘର ଅଗଣାରେ ୧୦ ବର୍ଷର ପୁଅ ପାଇଁ ଜନ୍ମଦିନର ଆୟୋଜନ କରିଥିଲେ ଜଣେ ବ୍ୟବସାୟୀ । ଜନ୍ମଦିନ ଉତ୍ସବକୁ…

ଲକ୍‌-ଡାଉନରେ ବିବାହ କଲେ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ପୁଅ !

କର୍ଣ୍ଣ।ଟକ: କଥାରେ ଅଛି ରଜାପୁଅକୁ ସଜା ନାହିଁ । ବୋଧ ହୁଏ ସେଥିପାଇଁ ସାରା ଦେଶ ଲକ୍‌-ଡାଉନ୍ ଥିଲେ ବି କର୍ଣ୍ଣ।ଟକର ହେଭିିୱେଟ୍ ପଲିଟିକାଲ ପରିବାର ତଥା ପୂର୍ବତନ ପ୍ରଧାନମନ୍ତ୍ରୀ ଏଚ୍‌.ଡି ଦେବଗୌଡାଙ୍କ ପରିବାର ବିବାହର ଆୟୋଜନ କରିପାରିଥିଲା । ଶୁକ୍ରବାର ପୂର୍ବତନ କର୍ଣ୍ଣ।ଟକ…

କରୋନା ହଟ୍ ସ୍ପଟ୍ ରାଜଧାନୀରେ ସପ୍ତାହକ ମଧ୍ୟରେ ହେବ ୫୦୦୦ ନମୁନା ପରୀକ୍ଷା: ମୁଖ୍ୟଶାସନ ସଚିବ

ଭୁବନେଶ୍ୱର: କରୋନାକୁ ନେଇ ରାଜ୍ୟ ସରକାର ସଚେତନ ଅଛନ୍ତି । ଭୁବନେଶ୍ୱର ହଟ୍ ସ୍ପଟ୍ ହୋଇଥିବାରୁ ସପ୍ତାହକ ମଧ୍ୟରେ ୫୦୦୦ ସ୍ୱାବ ନମୁନା ପରୀକ୍ଷା କରାଯିବ ନେଇ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ । କୋଭିଡ ୧୯କୁ ନେଇ ଭୁବନେଶ୍ୱରରେ ସ୍ୱତନ୍ତ୍ର…

ସରକାର ହେଲିକ୍ୟାପ୍ଟରରୁ ଲୋକଙ୍କ ପାଇଁ ଟଙ୍କା ପକାଇବା ଖବର ଏକ ଗୁଜବ, ସତ୍ୟତା ନାହିଁ

ଭୁବନେଶ୍ୱର: କରୋନା ସଂକ୍ରମଣ ପରୀପ୍ରେକ୍ଷୀରେ ଦେଶବ୍ୟାପୀ ଲକ୍ ଡାଉନ ଜାରି ହୋଇଥିବା ବେଳେ ବିଭିନ୍ନ ସ୍ଥାନରେ ବିବିଧ ପ୍ରକାରର ଗୁଜବ ଓ ମିଥ୍ୟା ଖବର ଭାଇରାଲ ହେଉଥିବା ଦେଖିବାକୁ ମିଳୁଛି । ଏହିଭଳି ସମୟରେ ସରକାରଙ୍କ ପକ୍ଷରୁ ହେଲିକ୍ୟାପ୍ଟରରୁ ଲୋକଙ୍କ ପାଇଁ ଟଙ୍କା ପକାଇବେ ବୋଲି ଏକ ମିଛ…

କଟକ ଏସସିବିରେ ହେବ ସ୍ବତନ୍ତ୍ର ‘ଫିଭର କ୍ଲିନିକ୍’

କଟକ: କୋଭିଡ-୧୯ର ବିସ୍ତାରକୁ ରୋକିବା ତଥା ଇନ୍‌ଫ୍ଲୁଏଞ୍ଜା ପରି ରୋଗର ଚିକିତ୍ସା ପାଇଁ କଟକ ଏସସିବି ମେଡିକାଲ୍ କଲେଜ ଏବଂ ହସ୍ପିଟାଲରେ ଏକ ସ୍ବତନ୍ତ୍ର ଫିଭର କ୍ଲିନିକ୍ ପ୍ରତିଷ୍ଠା କରାଯିବ। ଏକ ସମୀକ୍ଷା ବୈଠକରେ ରାଜସ୍ୱ ବିଭାଗୀୟ କମିଶନର (ଆରଡିସି) ଅନିଲ କୁମାର ସାମଲ ଏନେଇ ଏସସିବି…

ଆମେରିକାରେ ମୃତ୍ୟୁର ତାଣ୍ଡବ: ୩୪ ହଜାର ଟପିଲା ମୃତ୍ୟୁ ସଂଖ୍ୟା

ୱାସିଂଟନ: କରୋନାର କରାଳ ରୂପ ଆଗରେ ଅସହାୟ ସାରା ବିଶ୍ୱ। ଶକ୍ତିଶାଳୀ ରାଷ୍ଟ୍ର ବୋଲାଉଥିବା ଆମେରିକା ମଧ୍ୟ ଏଥିରୁ ବାଦ୍ ପଡ଼ିନାହିଁ । କରୋନା ପ୍ରଭାବ ସର୍ବାଧିକ ଆମେରିକାରେ ହିଁ ରହିଛି । ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ ଦେଇଥିବା ସଦ୍ୟତମ ରିପୋର୍ଟ ଅନୁଯାୟୀ ଆମେରିକାରେ ଏପର୍ଯ୍ୟନ୍ତ ୬୭୮,୨୧୦…

କରୋନା କବଳରେ ବିଶ୍ବ: ଦେଢ଼ ଲକ୍ଷ ପାଖାପାଖି ପହଞ୍ଚିଲା ମୃତ୍ୟୁ ସଂଖ୍ୟା  

ନୂଆଦିଲ୍ଲୀ: କରୋନା ପ୍ରଭାବରେ ସାରା ବିଶ୍ୱରେ ମୃତ୍ୟୁ ସଂଖ୍ୟା ଅସମ୍ଭବ ଭାବେ ବଢିଚାଲିଛି । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ପକ୍ଷରୁ ଜାରି ହୋଇଥିବା ସଦ୍ୟତମ ରିପୋର୍ଟ ଅନୁଯାୟୀ ଏହି ମହାମାରୀ ପ୍ରଭାବରେ ସାରା ବିଶ୍ୱରେ ଏପର୍ଯ୍ୟନ୍ତ ୨୧ ଲକ୍ଷ ୫୭ ହଜାର ୧୦୮ ଜଣ ଲୋକ ଆକ୍ରାନ୍ତ ଥିବା ବେଳେ ମୃତ୍ୟୁ…

ବ୍ୟାପୁଛି କରୋନାଭାଇରସ; ଗୋଟିଏ ଦିନରେ ଭାରତରେ ୧୦୦୭ ପଜିଟିଭ ମାମଲା

ନୂଆଦିଲ୍ଲୀ: ଭାରତରେ କରୋନାଭାଇରସ୍ (କୋଭିଡ -୧୯) ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ବଢୁଥିବା ବେଳେ ଶୁକ୍ରବାର ଦିନ ଏହି ସଂଖ୍ୟା ୧୩,୩୮୭ ଛୁଇଁଥିବାନେଇ କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ମିଳିଛି । ଏହାବ୍ୟତିତ ଗତ ୨୪ ଘଣ୍ଟାରେ ଭାରତରେ ପାଖାପାଖି…

ରାଜଧାନୀର ଗ୍ରାହକଙ୍କ ପାଇଁ ଟିକ୍ ମି ଆପ୍‌, ସୁବିଧାରେ ପାଇପାରିବେ ଅତ୍ୟାବଶ୍ୟକ ସାମଗ୍ରୀ

ଭୁବନେଶ୍ୱର : ଲକ୍ ଡାଉନ ସମୟରେ ଘରେ ରହିବାକୁ ପରାମର୍ଶ ଦିଆଯାଇଛି । ତେବେ ଏହି ସମୟରେ ରାଜଧାନୀ ଭୁବନେଶ୍ୱରରେ ଲୋକେ କିପରି ଗ୍ରୋସରୀ, ପନିପରିବା ଓ ମେଡିସିନ ସୁବିଧାରେ ପାଇପାରିବେ ସେଥିପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଓ ସ୍ମାର୍ଟ ସିଟି ପକ୍ଷରୁ ଆରମ୍ଭ ହୋଇଛି ଟିକ୍ ମି…

କରୋନା ସଂକ୍ରମଣ ଭୟରେ କୁନି ଝିଅ ପାଖକୁ ଆସିପାରୁ ନାହାନ୍ତି ବାପା, ଭିଡିଓ ଭାଇରାଲ

ବାପା କାଚ କବାଟର ସେପାଖେ, କୁନି ଝିଅ ଏ ପାଖେ । ବାପା ଏବେ ଅଫିସରୁ ଆସିଛନ୍ତି କୁନି ଝିଅର ମନ ବାପା ପାଖେ କାଖ ହୋଇ ବହୁତ ଗେଲ ହୁଅନ୍ତା । ତା କୁନି କୁନି କଥା କୁହା ଓଠରେ କେତେ କଣ ଗପି ଦିଅନ୍ତା । କିନ୍ତୁ ବାପା କବାଟ ସେପାଖେ ଥାଇ ଝିଅକୁ ଫ୍ଲାଇଙ୍ଗ କିସ୍ ଦେଉଛନ୍ତି । ତେବେ କାହିଁକି ସେ…