Latest Odisha News

BREAKING NEWS

Browsing Category

କରୋନା ଅପଡ଼େଟ୍‌

Coronavirus Update

କରୋନା ମୃତ୍ୟୁସଂଖ୍ୟା ୪୦ରୁ ଖସୁନି: ଆଜି ଓଡ଼ିଶାରୁ ଗଲା ୪୩ ଜୀବନ

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ କାବୁ ପାଉଛି । କିନ୍ତୁ ମୃତ୍ୟୁସଂଖ୍ୟାରେ ବ୍ରେକ ଲାଗୁନି । ପ୍ରଦିନି ୪୦ରୁ ଅଧିକ ଆକ୍ରାନ୍ତ କରୋନାରେ ପ୍ରାଣ ହରାଉଛନ୍ତି । ୨୪ ଘଣ୍ଟାରେ ଆଉ ୪୩ ଜଣଙ୍କର ଜୀବନ ନେଇଛ ପ୍ରାଣଘାତୀ କରୋନା । ୧୫ ଜିଲ୍ଲାରୁ ଚିକିତ୍ସାଧୀନ ଅବସ୍ଥାରେ ଆକ୍ରାନ୍ତ ଆଖି…

କରୋନା କାୟା କମୁଛି: ଆଜି ରାଜ୍ୟରୁ ୩୦୩୧ ପଜିଟିଭ୍, ୫% ତଳକୁ ଖସିଲା ପଜିଟିଭ୍ ହାର

ଭୁବନେଶ୍ୱର: ରାଜ୍ୟରେ କରୋନା ପ୍ରକୋପ କମିବାରେ ଲାଗିଛି । ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୩ ହଜାରକୁ ଖସିଛି । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୩ହଜାର ୩୧ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୧୭ଶହ ୩୮ ଥିବା ବେଳେ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୧୨ଶହ ୯୩ଟି । ୨୪ ଘଣ୍ଟାରେ…

୫ ବର୍ଷରୁ କମ୍ ପିଲାମାନେ କାହିଁକି ମାସ୍କ ପିନ୍ଧିବା ଉଚିତ ନୁହେଁ ?

କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ଅଧୀନରେ ଥିବା ସ୍ୱାସ୍ଥ୍ୟ ସେବା ନିର୍ଦ୍ଦେଶାଳୟ (DGHS) ନିର୍ଦ୍ଦେଶନାମା ଜାରି କରି କହିଛି ଯେ ପାଞ୍ଚ ବର୍ଷରୁ କମ୍ ବୟସର ପିଲାମାନେ ମାସ୍କ ପିନ୍ଧିବା ଆବଶ୍ୟକ କରନ୍ତି ନାହିଁ ଏବଂ ୬ ରୁ ୧୧ ବର୍ଷ ମଧ୍ୟରେ ପିଲାମାନେ ସେମାନଙ୍କ…

ପଞ୍ଚଭୂତରେ ବିଲୀନ ହେଲେ ତପୁ ମଶ୍ର, ସ୍ୱାମୀ ଦେଲେ ମୁଖାଗ୍ନି

ଭୁବନେଶ୍ୱର: ଫେରାର ରାଇଜକୁ ଚାଲି ଯାଇଛନ୍ତି ଓଲିଉଡ କଣ୍ଠଶିଳ୍ପୀ ତପୁ ମିଶ୍ର । ଆଜି ପଞ୍ଚଭୂତରେ ବିଲୀନ ହୋଇଛି ପାର୍ଥିବ ଶରୀର । ଭୁବନେଶ୍ୱର ସତ୍ୟନଗର ଶ୍ମଶାନରେ ତାଙ୍କ ହିନ୍ଦୁ ରୀତିନୀତି ଅନୁସାରେ ଶେଷକୃତ୍ୟ ସମ୍ପନ୍ନ ହୋଇଛି । ସ୍ୱାମୀ ଦୀପକ ପୂଜାରୀ ମୁଖାଗ୍ନୀ ଦେଇଥିଲେ । ଅଭିନେତ୍ରୀ…

କରୋନା ମୃତକଙ୍କ ପରିବାରକୁ ଦେଇ ହେବନି ୪ଲକ୍ଷ ଟଙ୍କା କ୍ଷତିପୂରଣ, ସୁପ୍ରିମକୋର୍ଟଙ୍କୁ ଜଣାଇଲା କେନ୍ଦ୍ର

ନୂଆଦିଲ୍ଲୀ: କରୋନାରେ ମୃତ୍ୟୁବରଣ କରିଥିବା ଆକ୍ରାନ୍ତଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର ଆର୍ଥିକ ସହାୟତା ଦେଇ ହେବ ନାହିଁ । ସୁପ୍ରିମକୋର୍ଟଙ୍କୁ ଏକଥା କହିଛନ୍ତି କେନ୍ଦ୍ର ସରକାର । କୋଭିଡ୍ କ୍ଷତିପୂରଣ ସମ୍ପର୍କିତ ପିଟିସନର ଶୁଣାଣି ବେଳେ ସତ୍ୟପାଠ ଜରିଆରେ କେନ୍ଦ୍ର ସରକାର ଉତ୍ତର ରଖିଛନ୍ତି…

୮୧ ଦିନ ପରେ ଦେଶରେ ୬୦ ହଜାର ତଳକୁ ଖସିଲା ଦୈନିକ କରୋନା ସଂକ୍ରମଣ

ନୂଆଦିଲ୍ଲୀ: ଦେଶରେ କରୋନା ସଂକ୍ରମଣ ନିୟନ୍ତ୍ରଣକୁ ଆସୁଛି । ଦୈନିକ ମୃତ୍ୟୁସଂଖ୍ୟା ବି ଧିରେ ଧିରେ କମୁଛି । ଏବେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୬୦ ହଜାରରୁ ତଳକୁ ଖସିଛି । ମୃତ୍ୟୁସଂଖ୍ୟା ଦୁଇ ହଜାରରୁ କମ୍ । ୨୪ ଘଣ୍ଟାରେ ସାରା ଦେଶରୁ ଚିହ୍ନଟ ହୋଇଛନ୍ତି ୫୮ହଜାର ୪୧୯ ନୂଆ ଆକ୍ରାନ୍ତ । ୮୧…

କରୋନା ଆଜି ଓଡ଼ିଶାରୁ ନେଲା ୪୦ ଜୀବନ

ଭୁବନେଶ୍ୱର: ରାଜ୍ୟରେ ବଢୁଛି କରୋନା ମୃତ୍ୟୁସଂଖ୍ୟା । ୨୪ ଘଣ୍ଟାରେ ଯାଇଛି ଆଉ ୪୦ ଜୀବନ । ୧୪ ଜିଲ୍ଲାରୁ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି । କଟକ ଓ ବରଗଡ଼ରୁ ସର୍ବାଧିକ ୫ ଜଣ ଲେଖାଏ ସଂକ୍ରମିତଙ୍କ ଜୀବନ ନେଇଛି ପ୍ରାଣଘାତୀ କରୋନା । କୋରାପୁଟ, ମୟୂରଭଞ୍ଜ ଓ…

ଆଜି ରାଜ୍ୟରୁ ୩୫୭୭ କରୋନା ଆକ୍ରାନ୍ତ ଚିହ୍ନଟ, ଗତକାଲି ଅପେକ୍ଷା ସାମାନ୍ୟ ବୃଦ୍ଧି

ଭୁବନେଶ୍ୱର: ରାଜ୍ୟରେ ସ୍ଥିର ରହିଛି କରୋନା ସଂକ୍ରମଣ । ଯଦିଓ ଗତକାଲି ଅପେକ୍ଷା ଆଜି ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ସାମାନ୍ୟ ବୃଦ୍ଧି ପାଇଛି । ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୩ହଜାର ୫୭୭ ନୂଆ ଆକ୍ରାନ୍ତ । ଗତକାଲି ଏହି ସଂଖ୍ୟା ଥିଲା ୩ହଜାର ୪୨୭ । ଆଜି ରାଜ୍ୟରେ ୬୬ହଜାର ୩୮୨…

ସ୍ନାନଯାତ୍ରା ପାଇଁ ଆଜି ସେବାୟତଙ୍କର ହେବ କୋଭିଡ୍ ଟେଷ୍ଟ

ପୁରୀ: ଆସନ୍ତା ୨୪ ତାରିଖରେ ଦେବସ୍ନାନ ପୂର୍ଣ୍ଣିମା । ପୁରୀରେ ମହାପ୍ରଭୁଙ୍କର ସ୍ନାନଯାତ୍ରା ଅନୁଷ୍ଠିତ ହେବ । ଏଥିରେ ନିୟୋଜିତ ହେବାକୁ ଥିବା ସେବାୟତଙ୍କର ଆଜି କୋଭିଡ୍ ଟେଷ୍ଟ କରାଯିବ । ଏହାସହ ସ୍ନାନଯାତ୍ରାରେ ସାମିଲ ହେବାକୁ ଥିବା ପୋଲିସ ଓ ଶ୍ରୀମନ୍ଦିର ପ୍ରଶାସନ କର୍ମଚାରୀଙ୍କର ବି…

କରୋନା କୋପ, ୪ ଅନାଥ ଶିଶୁଙ୍କ ଦାୟିତ୍ୱ ନେଲା ରାୟଗଡା ଜିଲ୍ଲା ପ୍ରଶାସନ

ରାୟଗଡା: ଘାତକ କରୋନା ମହାମାରୀକୁ ନେଇ ସାରା ଦେଶ ପ୍ରଭାବିତ । କିଏ ପରିବାର ସଦସ୍ୟଙ୍କୁ ହରାଇଛନ୍ତି ତ କେହି ସର୍ବହରା ହୋଇଛନ୍ତି । ଏପରି ସ୍ଥିତିରେ ରାୟଗଡା ଜିଲ୍ଲାର ଦୁଇଟି ପରିବାର ଗଭୀର ରୂପେ ପ୍ରଭାବିତ ହୋଇଛି । ତେବେ ସେମାନଙ୍କ ଥଇଥାନ ପାଇଁ ଜିଲ୍ଲା ପ୍ରଶାସନ ପ୍ରତିଶ୍ରୁତି ଦେଇଥିବା…