Latest Odisha News

BREAKING NEWS

Browsing Category

କରୋନା ଅପଡ଼େଟ୍‌

Coronavirus Update

ଓଡିଶାରେ ଆଜି ପରୀକ୍ଷଣ ହୋଇଥିବା ସମସ୍ତ ୪୦୦ କୋଭିଡ୧୯ ସ୍ୱାବ ନମୁନା ନେଗେଟିଭ

ଭୁବନେଶ୍ୱର : କରୋନାରେ ସାରା ରାଜ୍ୟରେ ୪୨ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଏବେ ଏହା ସରକାରଙ୍କ ପାଇଁ ସବୁଠୁ ବଡ ସମସ୍ୟା ଭାବେ ଉଭା ହୋଇଛି । ବୁଧବାର ରାଜ୍ୟର ତିନିଟି ସ୍ୱୀକୃତ ସ୍ଥାନରେ ହୋଇଥିବା ସମସ୍ତ ୪୦୦ ସ୍ୱାବ ନମୁନା ପରୀକ୍ଷଣ ରିପୋର୍ଟ ନେଗେଟିଭ ଆସିଥିବା ସ୍ୱାସ୍ଥ୍ୟବିଭାଗ…

ମାସ୍କ ପିନ୍ଧି କରୋନା ସଂକ୍ରମଣଠୁଁ ସୁରକ୍ଷିତ ରୁହନ୍ତୁ; ଶିଳ୍ପୀ ସୁଦର୍ଶନଙ୍କ ଚମତ୍କାର ବାଲୁକାକଳା

ପୁରୀ: ମରଣାନ୍ତକ କରୋନା ଭୂତାଣୁ ସଂକ୍ରମିତ ହୋଇଥିବା ଯୋଗୁଁ ଏବେ ସାରା ବିଶ୍ୱବାସୀ ଆତଙ୍କିତ । ଏହି ଅବସରରେ ଘରୁ ନବାହାରି ଘରେ ସୁରକ୍ଷିତ ରହିବା ଲାଗି ଓଡ଼ିଶା ସରକାରଙ୍କ ସମେତ କେନ୍ଦ୍ର ସରକାର ଜନସାଧାରଣଙ୍କୁ ସଚେତନ କରିବାରେ ଲାଗିଛନ୍ତି । Protect yourself & others. “Let's…

କରୋନା ମୁକାବିଲା ନେଇ ଆସନ୍ତାକାଲି ରାଜ୍ୟ କ୍ୟାବିନେଟ୍ ବୈଠକ

ଭୁବନେଶ୍ୱର: ରାଜ୍ୟରେ ବଢିଚାଲିଥିବା କରୋନା ସଂକ୍ରମଣ ପରିପ୍ରେକ୍ଷୀରେ ଆସନ୍ତାକାଲି ସକାଳ ୧୦.୪୫ ରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ । ଏଥିନେଇ ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି । କରୋନା ସଂକ୍ରମଣ ପାଇଁ ଦେଶବ୍ୟାପୀ…

କାଲିଠୁ ଘରୁ ବାହାରକୁ ବାହାରିଲେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ: ବାଗଚୀ

ଭୁବନେଶ୍ୱର: ଅସନ୍ତାକାଲି ଠାରୁ ଘରୁ ବାହାରକୁ ବାହାରିଲେ ମାସ୍କ ପିନ୍ଧିବାକୁ ବାଧ୍ୟ । ଯିଏ ମାସ୍କ ପିନ୍ଧିବେନି ତାଙ୍କ ବିରୋଧରେ ହେବ ଦୃଢ଼ କାର୍ଯ୍ୟାନୁଷ୍ଠାନ । ରାଜ୍ୟ ସରକାରଙ୍କ ତରଫରୁ ଏଭଳି କଟକଣା ଲଗାଯାଇଥିବା ନେଇ ସୂଚନା ଦେଇଛନ୍ତି କୋଭିଡ-୧୯ ମୁଖ୍ୟ ମୁଖପାତ୍ର ସୁବ୍ରୋତ ବାଗଚୀ ।…

ପାଞ୍ଚ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ସମସ୍ତ ବକେୟା ଆୟକର ରିଟର୍ଣ୍ଣ ତୁରନ୍ତ ପ୍ରଦାନ କରିବେ ସରକାର

ଭୁବନେଶ୍ୱର: କୋଭିଡ-୧୯ ସଂକ୍ରମଣ ପରିସ୍ଥିତିକୁ ଦୃଷ୍ଟିରେ ରଖି ବ୍ୟବସାୟିକ ସଂସ୍ଥା ଏବଂ ବ୍ୟକ୍ତିବିଶେଷଙ୍କୁ ତୁରନ୍ତ ରିହାତି ଦେବା ଉଦ୍ଦେଶ୍ୟରେ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଆୟକର ରିଫଣ୍ଡ ତୁରନ୍ତ ପ୍ରଦାନ କରିବା ଲାଗି ଆୟକର ବିଭାଗ ଘୋଷଣା କରିଛି । ]ଏହା ଦ୍ୱାରା ୧୪ ଲକ୍ଷ ଟିକସଦାତା ଉପକୃତ…

କରୋନା ଲକ୍‌ଡାଉନ୍‌; ଜାଣନ୍ତୁ ରାଜଧାନୀର କେଉଁ ଷ୍ଟୋର ଆପଣଙ୍କ ଘରେ ପହଂଚାଇବ ଅତ୍ୟାବଶ୍ୟକ ସାମଗ୍ରୀ !

ଭୁବନେଶ୍ୱର: କରୋନାଭାଇରସ୍ ମହାମାରୀରେ ରାଜଧାନୀବାସୀଙ୍କ ସହ ସାଥିରେ ରହିଛି ଭୁବନେଶ୍ୱର ମୁନିସିପାଲ କର୍ପୋରେସନ୍ । ପୂର୍ବରୁ ବିଏମସି ଘୋଷଣା କରିଥିଲା ଭୁବନେଶ୍ୱରବାସୀଙ୍କୁ ମିଳିବ ଅତ୍ୟାବଶ୍ୟକ ସାମଗ୍ରୀର ହୋମ୍ ଡେଲିଭରୀ ସୁବିଧା । The updated list of the big stores…

ଲକ୍‌ଡାଉନରେ ଖାଁ ଖାଁ ଲାଗୁଛି ପୁରୀ ସ୍ୱର୍ଗଦ୍ୱାର; ହ୍ରାସ ପାଉଛି ଦୈନିକ ଶବଦାହ

ପୁରୀ: ଓଡ଼ିଶାରେ ଏବେ ଚାଲିଥିବା ଲକ୍‌ଡାଉନ୍ ଯୋଗୁଁ ପୁରୀ ସହର ଜନଶୂନ୍ୟ ହୋଇପଡ଼ିଛି । ଏହାସାଙ୍ଗକୁ ବେଳାଭୂମି ଓ ସ୍ୱର୍ଗଦ୍ୱାର ମଧ୍ୟ ଲକ୍‌ଡାଉନ୍ ପ୍ରଭାବରେ ଖାଁ ଖାଁ ଲାଗୁଛି । କରୋନା ମହାମାରୀ ଯୋଗୁଁ ଓଡ଼ିଶାରେ ଲକ୍‌ଡ଼ାଉନ୍ ଘୋଷଣା ହେବା ପୂର୍ବରୁ ସ୍ୱର୍ଗଦ୍ୱାରରେ ଦୈନିକ ୧୦୦ଟି ଶବଦାହ…

‘ମୁସ୍କୁରାଏଗା ଇଣ୍ଡିଆ’ ଗୀତକୁ ମୋଦିଙ୍କ ପ୍ରଶଂସା

ନୂଆଦିଲ୍ଲୀ: ବର୍ତ୍ତମାନ ପୁରା ଭାରତ କରୋନା ବିରୋଧରେ ଲଢେ଼ଇ କରୁଛି । ଏଥିରେ ବଲିଉଡ ମଧ୍ୟ ସରକାରଙ୍କ ସହ ଛିଡା ହୋଇଛି । ନିକଟରେ ବଲିଉଡ ଅଭିନେତା ଓ ଅଭିନେତ୍ରୀମାନେ ମିଶି ନିଜ ନିଜ ଘରେ ରହି ଏକ ଭିଡିଓ ଜାରି କରିଛନ୍ତି । ଏହି ଭିଡିଓ ସୁଟ ପାଇଁ କେହି ହେଲେ ବାହାରକୁ ବାହାରିନଥିଲେ । ଏହି…

ରାଜ୍ୟର କେଉଁ କେଉଁ ସ୍ଥାନ କଣ୍ଟେନମେଣ୍ଟ ଜୋନ୍? ଜାଣନ୍ତୁ ପୂରା ରିପୋର୍ଟ

ଭୁବନେଶ୍ୱର: ରାଜ୍ୟରେ ଅନେକ ସ୍ଥାନରୁ କରୋନା ପଜିଟିଭ ଚିହ୍ନଟ ହେବା ପରେ ସେହି ଅଚଂଳକୁ କଣ୍ଟେନମେଣ୍ଟ ଅଂଚଳ ରୂପେ ଘୋଷଣା କରାଯାଇଛି । ତେବେ କେଉଁ ଜିଲ୍ଲାରେ କେତୋଟି କଣ୍ଟେନମେଣ୍ଟ ଜୋନ୍ ରହିଛି । ସେ ନେଇ ସବିଶେଷ ତଥ୍ୟ ଦେଇଛନ୍ତି ରାଜ୍ୟ ସରକାର । ଆସନ୍ତୁ ଜାଣିବା ସେ ସମ୍ପର୍କରେ ।୧.…

ମେ ୧୫ ଯାଏଁ ବଢିପାରେ ସ୍କୁଲ, କଲେଜର ଛୁଟି

ନୂଆଦିଲ୍ଲୀ: ଲକ୍ ଡାଉନ ସମୟ ସୀମାକୁ ବୃଦ୍ଧି କରିବା ନେଇ ଚିନ୍ତା କରାଯାଉଥିବା ବେଳେ ସ୍କୁଲ, କଲେଜର ଛୁଟି ଅବଧିକୁ ମେ ୧୫ ଯାଏଁ ବୃଦ୍ଧି କରିବାକୁ ପରାମର୍ଶ ଦେଇଛି କୋଭିଡ୧୯ ମୁକାବିଲା ପାଇଁ ଗଠିତ କେନ୍ଦ୍ର ସରକାରଙ୍କ ମନ୍ତ୍ରୀ ଗୋଷ୍ଠୀ । ଏଥି ସହ ଧର୍ମାନୁଷ୍ଠାନଗୁଡିକରେ ଲୋକଙ୍କ ଗହଳି ନେଇ…