Latest Odisha News

BREAKING NEWS

Browsing Category

କରୋନା ଅପଡ଼େଟ୍‌

Coronavirus Update

ଆଜି ଓଡ଼ିଶାରେ ୪୪୬୯ କରୋନା ପଜିଟିଭ୍, ୧୬ ଜିଲ୍ଲାରେ ଶହେରୁ କମ୍ ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ତଳକୁ ତଳକୁ ଖସୁଛି କରୋନା ସଂକ୍ରମଣ । ଲଗାତାର ଦ୍ୱିତୀୟ ଦିନରେ ଦୈନିକ ସଂକ୍ରମଣ ପାଞ୍ଚ ହଜାର ତଳେ ରହିଛି । ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୪ହଜର ୪୬୯ ପଜିଟିଭି । ଏଥିରେ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଛନ୍ତି ୨ହଜାର ୫୪୬ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୧୯ଶହ…

ବଲାଙ୍ଗିର କୋଭିଡ୍ ହସ୍ପିଟାଲରେ ୯୩ ବର୍ଷୀୟ ବୃଦ୍ଧଙ୍କ ବର୍ଥ ଡେ ସେଲିବ୍ରେସନ୍

ବଲାଙ୍ଗିର: କରୋନା ଆକ୍ରାନ୍ତଙ୍କ ଜନ୍ମଦିନ ପାଳିଲେ ଡାକ୍ତର ଓ ସ୍ୱାସ୍ଥ୍ୟକର୍ମୀ । ବଲାଙ୍ଗିର ସ୍ଥିତ କିମ୍ସ କୋଭିଡ୍ ହସ୍ପିଟାଲରୁ ଏମିତି ଚିତ୍ର ସାମନାକୁ ଆସିଛି । ଜଣେ ୯୩ ବର୍ଷୀୟ କରୋନା ସଂକ୍ରମିତ ବୃଦ୍ଧଙ୍କର ଜନ୍ମଦିନ ପାଳନ କରିଛନ୍ତି ଡାକ୍ତର । ଏଥିପାଇଁ ତାଙ୍କ ବେଡ୍ ପାଖରେ ସ୍ୱତନ୍ତ୍ର…

ପ୍ରଥମ ପର୍ଯ୍ୟାୟ ଅନଲକରେ ଖୋଲିପାରେ ଓଡ଼ିଶାର ଏସବୁ ଜିଲ୍ଲା

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ କମୁଛି । ୧୭ ତାରିଖରୁ ଆରମ୍ଭ ହୋଇପାରେ ପର୍ଯ୍ୟାୟ କ୍ରମେ ଅନଲକ୍ ପ୍ରକ୍ରିୟା । ସଂକ୍ରମଣ ହାର କମୁଥିବା ଜିଲ୍ଲାରେ ଅନଲକ୍ ପ୍ରକ୍ରିୟା ନେଇ ବିଚାର କରାଯାଉଥିବା କହିଥିଲେ ମୁଖ୍ୟମନ୍ତ୍ରୀ । ଏବେ ରାଜ୍ୟର କରୋନା ଗ୍ରାଫ ଦର୍ଶାଉଛି, ପ୍ରଥମ ପର୍ଯ୍ୟାୟ…

ଦୀର୍ଘ ୭୦ ଦିନ ପରେ ଦେଶରେ ଖସିଲା ଦୈନିକ ସଂକ୍ରମଣ, ୮୪ ହଜାର ପଜିଟିଭ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ସାରା ଦେଶରେ ୮୪,୩୩୨ ନୂଆ କରୋନା ମାମଲା ରିପୋର୍ଟ ହୋଇଛି। ଦୀର୍ଘ ୭୦ ଦିନ ପରେ ସଂକ୍ରମଣ ମାମଲା ଖସିଥିବା ନଜର ଆସିଛି। ଏହାକୁ ମିଶାଇ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨ କୋଟି ୯୩ ଲକ୍ଷ ୫୯ ହଜାର ୧୫୫କୁ ବୃଦ୍ଧି ପାଇଛି।…

କରୋନା ସେକେଣ୍ଡ ଓ୍ୱେଭ୍ ଦେଶରୁ ନେଲାଣି ୭୧୯ ଡାକ୍ତରଙ୍କ ଜୀବନ, ଓଡ଼ିଶାରୁ ୨୮

ନୂଆଦିଲ୍ଲୀ: କରୋନାର ସେକେଣ୍ଡ ଓ୍ୱେଭ୍ ଦେଶରେ ମୃତ୍ୟୁସଂଖ୍ୟାରେ ସୁନାମୀ ଆଣିଛି । ୨ଲକ୍ଷ ଲୋକ ପ୍ରାଣ ହରାଇଥିବା ବେଳେ ଲକ୍ଷ ଲକ୍ଷ ସଂକ୍ରମିତ ହୋଇଛନ୍ତି । ବାଦ ପଡ଼ି ନାହାନ୍ତି ଡାକ୍ତର । ଦ୍ୱିତୀୟ ଲହରରେ କେବଳ ଦେଶରୁ ୭୧୯ ଜଣ ଡାକ୍ତର ପ୍ରାଣ ହରାଇଛନ୍ତି । ଏମାନଙ୍କ ଭିତରେ ଅଛନ୍ତି…

କମୁଛି ରେଡ୍, ବଢୁଛି ଗ୍ରୀନ୍ ଜୋନ୍: କରୋନା ମାନଚିତ୍ରରେ ବଦଳୁଛି ଓଡ଼ିଶା ରଙ୍ଗ

ଭୁବନେଶ୍ୱର: ରାଜ୍ୟରେ କରୋନାର ଦୈନିକ ସଂକ୍ରମଣ କମୁଛି । ଖସୁଛି ପଜିଟିଭ୍ ହାର । ଆକ୍ଟିଭ କେସ୍ ବି କମ୍ରାଗତ ହ୍ରାସ ପାଉଛି । କରୋନା କାୟା କାବୁ ପାଉଥିବା ବେଳେ କରୋନା ମାନଚିତ୍ରରେ ରଙ୍ଗ ବଦଳାଉଛି ଓଡ଼ିଶା । କମୁଛି ରେଡ୍ ଜୋନ୍ । ବଢୁଛି ଗ୍ରୀନ୍ ଜୋନ୍ ଜିଲ୍ଲା । ଆଜି ରାଜ୍ୟରେ ୧୨ ଜିଲ୍ଲା…

ଓଡ଼ିଶାରୁ କରୋନା ନେଲା ରେକର୍ଡ ୪୭ ଜୀବନ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର: କରୋନା ମୃତ୍ୟୁରେ ବ୍ରେକ ଲାଗି ପାରୁନି । ୪୦ରୁ ଖସୁନି । ଗତ ୨୪ ଘଣ୍ଟାରେ ରେକର୍ଡ ୪୭ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଯାହାକି ବର୍ତ୍ତମାନ ସୁଦ୍ଧା ସର୍ବାଧିକ । ୧୭ ଜିଲ୍ଲାରୁ ଚିକିତ୍ସାଧୀନ ଅବସ୍ଥାରେ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଖୋର୍ଦ୍ଧାରୁ ସର୍ବାଧିକ ୬ ଓ କଟକରୁ କରୋନା…

ଓଡ଼ିଶାରେ ନିମ୍ନଗାମୀ କରୋନା ଗ୍ରାଫ: ଆଜି ୪୮୫୨ ପଜିଟିଭ୍, ୧୫ ଜିଲ୍ଲାରେ ଶହେରୁ କମ୍ ଆକ୍ରାନ୍ତ

ଭୁବନେଶ୍ୱର: ଓଡ଼ିଶାରେ ତଳକୁ ତଳକୁ ଖସୁଛି କରୋନା ଗ୍ରାଫ । ସେକେଣ୍ଡ ଓ୍ୱେଭରେ ପ୍ରଥମ ଥର ପାଞ୍ଚ ହଜାର ତଳକୁ ଖସିଲା ଦୈନିକ ସଂକ୍ରମଣ । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୪ହଜାର ୮୫୨ ପଜିଟିଭ୍ । ଏହି ସମୟରେ ୬୭ ହଜାର ୧୨୨ ଟେଷ୍ଟ ହୋଇଛି । କ୍ୱାରେଣ୍ଟାଇନରୁ ୨ହଜାର ୭୬୫ ଓ ଲୋକାଲ୍ କଣ୍ଟାକ୍ଟ…

ଅଭିଷେକଙ୍କ ପାଇଁ ଆଗେଇ ଆସିଲେ ସାତ ସାବିତ୍ରୀ

ଅନୁଗୁଳ: ବେଶ କିଛିଦିନ ଧରି ଭଦ୍ରକ ବାସୁଦେବପୁରର ଅଭିଷେକଙ୍କ ଚିକିତ୍ସା ପାଇଁ ସାରା ରାଜ୍ୟରେ ସହାୟତାର ହାତ ଲମ୍ବିଛି । ଖାସ କରି ସ୍ୱାମୀକୁ ବଂଚାଇବା ପାଇଁ ନବବିବାହିତା ସ୍ତ୍ରୀ ମୌସୁମୀଙ୍କ ଆକୁଳ ନିବେଦନ ସମସ୍ତଙ୍କୁ ପ୍ରଭାବିତ କରିଥିଲା । ଏପରିକି ଟଙ୍କାଟିଏ ଦାନ କଲେ ଅଭିଷେକଙ୍କ ଜୀବନ…

କ୍ରମାଗତ ଚତୁର୍ଥ ଦିନରେ ଦେଶରେ ଲକ୍ଷେରୁ କମ୍ କରୋନା ପଜିଟିଭ୍, ସୁସ୍ଥ ହେଲେଣି ୯୪% ଆକ୍ରାନ୍ତ

ନୂଆଦିଲ୍ଲୀ: ଦେଶରେ ସ୍ଥିର ରହିଛି କରୋନାର ଦୈନିକ ସଂକ୍ରମଣ । ଲଗାତାର ଚତୁର୍ଥ ଦିନରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ଲକ୍ଷେ ଭିତରେ ରହୁଛି । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୯୧ହଜାର ୭୦୨ ପଜିଟିଭ୍ । ଦୈନିକ ପିଜିଟିଭ୍ ହାର ଖସୁଛି । ଆଜି ପଜିଟିଭ୍ ହାର ରହିଛି ୪.୪୯% । ଗତ ୧୮ ଦିନ ହେବ…