Latest Odisha News

BREAKING NEWS

Browsing Category

କରୋନା ଅପଡ଼େଟ୍‌

Coronavirus Update

ଓଡ଼ିଶାରୁ ଆଜି କରୋନା ନେଲା ୪୩ ଜୀବନ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର: ରାଜ୍ୟରେ ୪୦ ତଳକୁ କମୁନି ଦୈନିକ କରୋନା ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଟାରେ ଆଉ ୪୩ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଛନ୍ତି ୧୭ ଜିଲ୍ଲାରୁ ସଂକ୍ରମିତ । ଖୋର୍ଦ୍ଧାରୁ ସର୍ବାଧିକ ୫ ଜଣ ମୃତ୍ୟୁବରଣ କରିଛନ୍ତି । ଏହାକୁ ମିଶାଇ ଜିଲ୍ଲାରେ କରୋନା…

ଓଡ଼ିଶାରୁ ଆଜି ୫୨୩୫ କରୋନା ଆକ୍ରାନ୍ତ ଚିହ୍ନଟ, ୧୨ ଜିଲ୍ଲାରେ ସଂକ୍ରମିତଙ୍କ ସଂଖ୍ୟା ଶହେରୁ କମ୍

ଭୁବନେଶ୍ୱର: ଓଡ଼ିଶାରେ କରୋନାର ଦୈନିକ ସଂକ୍ରମଣ ତଳକୁ ତଳକୁ ଖସୁଛି । ଆଜି ୬ ହଜାରରୁ କମ୍ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ୨୪ ଘଣ୍ଟାରେ ୫ହଜାର ୨୩୫ ନୂଆ ଆକ୍ରାନ୍ତ ବାହାରିଛନ୍ତି । କ୍ୱାରେଣ୍ଟାଇନରୁ ୨ହଜାର ୯୫୭ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୨ହଜାର ୨୭୮ । ୧୨ ଜିଲ୍ଲାରେ ନୂଆ…

ଟିକା ନେବାକୁ ଚାହୁ଼ଁଥିଲେ ଏବେ ମିଳିବ ଫ୍ରି ରାଇଡ୍

ନୂଆଦିଲ୍ଲୀ: ଟିକା ନେବାକୁ ଚାହୁ଼ଁଥିଲେ ଏବେ ମିଳିବ ଫ୍ରି ରାଇଡ୍। ଏଭଳି ଖବର ଆସିଛି ଦିଲ୍ଲୀ ଏନସିଆର ଅଞ୍ଚଳରୁ। ଯଦି ଆପଣ ଦିଲ୍ଲୀ ଏନସିଆରରେ ରହୁଛନ୍ତି, ତେବେ ଆପଣଙ୍କୁ ଟିକା କେନ୍ଦ୍ରକୁ ଯିବାକୁ ଫ୍ରି ରାଇଡ୍ ମିଳିବ। ଏହି କମ୍ପାନୀ ପକ୍ଷରୁ ଟିକା କେନ୍ଦ୍ରକୁ ଆସିବା ଏବଂ ଯିବା ପାଇଁ…

ଭୁବନେଶ୍ବରରେ ଆକ୍ରାନ୍ତ ତୁଳନାରେ ସୁସ୍ଥ ହେଉଛନ୍ତି ଅଧିକ

ଭୁବନେଶ୍ବର : ରାଜଧାନୀ ସୁଧୁରୁଛି କରୋନା ସ୍ଥିତି । ଯେତିକି ଆକ୍ରାନ୍ତ ହେଉଛନ୍ତି, ତାଠୁ ଅଧିକ ସୁସ୍ଥ ହେଉଛନ୍ତି । ଆଜି ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି ୫୬୮ କରୋନା ଆକ୍ରାନ୍ତ । କ୍ବାରେଣ୍ଟାଇନରୁ ୧୦୯ ଜଣ ଥିବା ବେଳେ, ଲୋକାଲ କେସ୍ ରହିଛି ୪୫୯ । ସେହିପରି ଆଜି…

କରୋନାରୁ ସୁସ୍ଥ ହେଲେ ଆଉ ୮ ହଜାର ୨୯୯ ଆକ୍ରାନ୍ତ

ଭୁବନେଶ୍ବର: ରାଜ୍ୟରେ ଧିରେ ଧିରେ କରୋନା ସଂକ୍ରମଣ ହ୍ରାସ ପାଉଥିବା ବେଳେ ବୃଦ୍ଧି ପାଇବାରେ ଲାଗିଛି ସୁସ୍ଥତା ସଂଖ୍ୟା। ଏହି କ୍ରମରେ ଗତ ୨୪ ଘଣ୍ଟା ମଧ୍ୟରେ ସୁସ୍ଥ ହୋଇଛନ୍ତି ଆଉ ୮ ହଜାର ୨୯୯ ଜଣ ଆକ୍ରାନ୍ତ । https://twitter.com/HFWOdisha/status/1402975953035300867?s=19…

କୋଭିଡ୍ ମହାମାରୀରେ ମିଥ୍ୟା ତଥ୍ୟ ପ୍ରଘଟ, ସାମ୍ବାଦିକ ଗିରଫ

ଅନୁଗୁଳ: ପୂର୍ବରୁ ଠିକାଦାର କିମ୍ବା ବେସରକାରୀ ସଂସ୍ଥାକୁ ବଟି ମାଗି ସାମ୍ବାଦିକ ଗିରଫ ହେବା ଖବର ସାମ୍ନାକୁ ଆସିଥିଲା । କିଛି ହାତଗଣତି ଲୋକଙ୍କ ପାଇଁ ସମ୍ବିଧାନର ଚତୁର୍ଥ ସ୍ତମ୍ଭ ବୋଲାଉଥିବା ଗଣମାଧ୍ୟମ ଅଳ୍ପ ବହୁତ ବଦନାମ ବି ହୋଇଥିଲା । ହେଲେ ଏବେ କୋଭିଡ୍ ମହାମାରୀ ଭଳି ସମ୍ବେଦନଶୀଳ…

କରୋନା ମୃତ୍ୟୁରେ ଲମ୍ବା ଲମ୍ଫ: ଦିନକରେ ଦେଶରୁ ରେକର୍ଡ ୬ ହଜାର ମୃତ୍ୟୁ, ୯୪ହଜାର ନୂଆ ପଜିଟିଭ୍

ନୂଆଦିଲ୍ଲୀ: ଦେଶରେ କମୁଛି କରୋନା ସଂକ୍ରମଣ । ହଠାତ୍ ଲମ୍ବା ଡିଆଁ ମାରିଛି ଦୈନିକ ମୃତ୍ୟୁସଂଖ୍ୟା । ୨୪ ଘଣ୍ଟାରେ ରେକର୍ଡ ୬ହଜାର ୧୪୮ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଯାହାକି ବର୍ତ୍ତମାନ ସୁଦ୍ଧା ସର୍ବାଧିକ । ବିହାର ସରକାର ତାଲିକାରେ ୩ହଜାର ୯୫୧ ମୃତ୍ୟୁସଂଖ୍ୟା ଯୋଡ଼ିବା ପରେ ଦିନକରେ…

ଭୁବନେଶ୍ୱରରେ ୪୫ ବର୍ଷରୁ ଅଧିକ ବୟସ୍କଙ୍କୁ ଦ୍ୱିତୀୟ ଡୋଜ୍ ଟିକା ପାଇଁ ଦରକାର ନାହିଁ ସ୍ଲଟ୍ ବୁକିଂ

ଭୁବନେଶ୍ୱର: ରାଜଧାନୀରେ ୪୫ ବର୍ଷରୁ ଅଧିକ ବୟସ୍କଙ୍କ ଟିକାକରଣ ପାଇଁ ଭୁବନେଶ୍ୱର ମହାନଗର ନିଗମର ସ୍ୱତନ୍ତ୍ର ବ୍ୟବସ୍ଥା । ଦ୍ୱିତୀୟ ଡୋଜ୍ ପାଇଁ ଅପେକ୍ଷା କରିଥିବା ବ୍ୟକ୍ତିଙ୍କୁ ଆଜିଠୁ ଆଉ ସ୍ଲଟ ବୁକିଂ କରିବାକୁ ପଡ଼ିବ ନାହିଁ । ସେମାନେ ସିଧାସଳଖ ସେଣ୍ଟରକୁ ଯାଇ ଦ୍ୱିତୀୟ ଡୋଜ୍ ଟିକା ନେଇ…

ଥମୁନି କରୋନା ମୃତ୍ୟୁସଂଖ୍ୟା: ଆଜି ଓଡ଼ିଶାରୁ ୪୪ ମୃତ

ଭୁବନେଶ୍ୱର: ଓଡ଼ିଶାରେ ଦୈନିକ ସଂକ୍ରମଣ କମୁଛି । କିନ୍ତୁ ନିୟନ୍ତ୍ରଣକୁ ଆସୁନି ମୃତ୍ୟୁସଂଖ୍ୟା । ୪୦ ତଳକୁ ଖସୁନି । ୨୪ ଘଣ୍ଟାରେ ଆଉ ୪୪ କରୋନା ଆକ୍ରାନ୍ତଙ୍କ ଜୀବନ ଯାଇଛି । ଚିକିତ୍ସାଧୀନ ଅବସ୍ଥାରେ ୧୭ ଜିଲ୍ଲାରୁ ସଂକ୍ରମିତ ପ୍ରାଣ ହରାଇଛନ୍ତି । ଖୋର୍ଦ୍ଧାରୁ ସର୍ବାଧିର ୫ ଜଣଙ୍କର…

ଓଡ଼ିଶାରୁ ଆଜି ୬୦୯୭ କରୋନା ସଂକ୍ରମିତ ଚିହ୍ନଟ, ଖୋର୍ଦ୍ଧାରେ ପୁଣି ହଜାରେ ଡେଇଁଲା

ଭୁବନେଶ୍ୱର: ରାଜ୍ୟରେ ସ୍ଥିର ରହିଛି ଦୈନିକ କରୋନା ସଂକ୍ରମଣ । ଏବେ ପ୍ରତିଦିନ ୬ ହଜାର ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ୨୪ ଘଣ୍ଟାରେ ରାଜ୍ୟରୁ ବାହାରିଛନ୍ତି ଆଉ ୬ହଜାର ୯୭ ନୂଆ ଆକ୍ରାନ୍ତ । କ୍ୱାରେଣ୍ଟାଇନରୁ ୩ହଜାର ୪୪୬ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୨ହଜାର ୬୫୧ । ୨୪ ଘଣ୍ଟାରେ…