Latest Odisha News

BREAKING NEWS

Browsing Category

କରୋନା ଅପଡ଼େଟ୍‌

Coronavirus Update

କମ୍ ସଂକ୍ରମଣ ଥିବା ଜିଲ୍ଲାରେ ହୋଇପାରେ ଅନଲକ୍

ଭୁବନେଶ୍ବର : ରାଜ୍ୟର କୋଭିଡ ସ୍ଥିତି ସମ୍ପର୍କରେ ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜ୍ୟରେ କୋଭିଡ ସଂକ୍ରମଣରେ ଉନ୍ନତି ପରିଲକ୍ଷିତ ହେବା ସହିତ ପଜିଟିଭିଟି ହାର ହ୍ରାସ ପାଇଥିବାରୁ ଆଶ୍ବସ୍ତି ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ । ତେବେ ଆଗାମୀ କିଛି ସପ୍ତାହ ମଧ୍ୟରେ…

କରୋନାରୁ ସୁସ୍ଥ ହେଲେ ଆଉ ୮୮୩୬ କରୋନା ଆକ୍ରାନ୍ତ

ଭୁବନେଶ୍ବର : ରାଜ୍ୟରେ ନିୟନ୍ତ୍ରଣକୁ ଆସୁଛି କରୋନା ସଂକ୍ରମଣ । କ୍ରମାଗତ ଭାବେ ଆକ୍ରାନ୍ତ ସଂଖ୍ୟା କମୁଥିବାରୁ ରାଜ୍ୟବାସୀ ଆଶ୍ବସ୍ତି ଲାଭ କରିଛନ୍ତି । ଏହାସହ ରା୍ୟରେ ବଢ଼ିବାରେ ଲାଗିଛି ସୁସ୍ଥତା ସଂଖ୍ୟା । ଏହି କ୍ରମରେ ଆଜି ସାରା ରାଜ୍ୟରୁ ସୁସ୍ଥ ହୋଇଛନ୍ତି ଆଉ ୮୮୯୬ କରୋନା…

ପଶୁଙ୍କ ପାଇଁ ଆସିଲା କୋଭିଡ୍ ଟିକା: ବିଶ୍ୱର ପ୍ରଥମ ଭାକସିନ୍ ବିକଶିତ କରିଛି ରୁଷ୍

ନୂଆଦିଲ୍ଲୀ: ଚୀନର ମାଂସ ମାର୍କେଟରୁ ପଶୁଙ୍କ ଦେହରୁ ମଣିଷ ପାଖରୁ ବ୍ୟାପିଛି କରୋନା ଭାଇରସ୍ । ଏକଥା ପ୍ରଥମରୁ କହି ଆସୁଛି ଚୀନ୍ । କରୋନା ଭାଇରସକୁ ନେଇ ଚାଲିଥିବା ରିସର୍ଚ୍ଚରୁ ଏଯାଏ ଏକଥା ସ୍ପଷ୍ଟ ହୋଇନି । ନିକଟରେ କିଛି ପଶୁଙ୍କ ପାଖରେ କୋଭିଡ୍ ଲକ୍ଷଣ ଦେଖାଇଥିଲା । ଏବେ କରୋନା ଭାଇରସ…

ଶ୍ରୀମନ୍ଦିର ପ୍ରଶାସନ କର୍ମଚାରୀଙ୍କୁ କୋଭିଡ୍ ଓ୍ୱାରିୟର୍ସ ଘୋଷଣା ପାଇଁ ରାଜ୍ୟ ସରକାରଙ୍କୁ ସୁପାରିଶ

ପୁରୀ: ଶ୍ରୀମନ୍ଦିର ପ୍ରଶାସନର କର୍ମଚାରୀଙ୍କୁ କୋଭିଡ୍ ଓ୍ୱାରିୟର୍ସ (ପ୍ରମୁଖ ଯୋଦ୍ଧା) ଭାବରେ ଘୋଷଣା କରାଯାଉଛି । ଏନେଇ ରାଜ୍ୟ ସରକାରଙ୍କୁ ସୁପାରିଶ କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ୍ କୁମାର । ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ପ୍ରଦୀପ୍ତ ମହାପାତ୍ରଙ୍କୁ ସେ…

କରୋନା ରେଡ୍ ଜୋନରେ ଓଡ଼ିଶାର ୧୧ ଜିଲ୍ଲା, ତାଲିକାରେ ପଶ୍ଚିମ ଓଡ଼ିଶାରୁ ଗୋଟିଏ ଜିଲ୍ଲା

ଭୁବନେଶ୍ୱର: କରୋନା ସେକେଣ୍ଡ ଓ୍ୱେଭ୍ ମୁକାବିଲାରେ ଓଡ଼ିଶାକୁ ମିଳୁଛି ସଫଳତା । ନିୟନ୍ତ୍ରଣକୁ ଆସୁଛି ମହାମାରୀ । ବିଭିନ୍ନ ଜିଲ୍ଲାରେ ଦୈନିକ ସଂକ୍ରମିତଙ୍କ କ୍ରମାଗତ ଖସୁଛି । ସଂକ୍ରମଣ ଖସୁଥିବାରୁ ଗୋଟିଏ ପରେ ଗୋଟିଏ ଜିଲ୍ଲା ରେଡ୍ ଜୋନରୁ ବାହାରୁଛନ୍ତି । ବର୍ତ୍ତମାନ ୧୧ଟି ଜିଲ୍ଲା କରୋନା…

୬୬ ଦିନ ପରେ ଦେଶରେ ଲକ୍ଷେ ତଳକୁ ଖସିଲା ଦୈନିକ କରୋନା ସଂକ୍ରମଣ

ନୂଆଦିଲ୍ଲୀ: ଦେଶରେ ନିୟନ୍ତ୍ରଣକୁ ଆସୁଛି କରୋନାର ସେକେଣ୍ଡ ଓ୍ୱେଭ୍ । କମୁଛି ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା । ସୁସ୍ଥହାର ଦ୍ରୁତ ବଢ଼ିବାରେ ଲାଗିଛି । ଖସୁଛି ଆକ୍ଟିଭ କେସ୍ । ୬୬ ଦିନ ପରେ ପ୍ରଥମ ଥର ଦେଶରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ଲକ୍ଷେ ତଳକୁ ହ୍ରାସ ପାଇଛି । ୨୪ ଘଣ୍ଟାରେ ସାରା…

କରୋନା ମୃତ୍ୟୁସଂଖ୍ୟାରେ ଲାଗୁନି ବ୍ରେକ୍: ଦିନକରେ ଓଡ଼ିଶାରୁ ଗଲା ରେକର୍ଡ ୪୫ ଜୀବନ

ଭୁବନେଶ୍ୱର: ରାଜ୍ୟରେ ସଂକ୍ରମଣ ନିୟନ୍ତ୍ରଣକୁ ଆସୁଛି । କିନ୍ତୁ ମୃତ୍ୟୁସଂଖ୍ୟାରେ ବ୍ରେକ ଲାଗୁନି । ୪୦ ତଳକୁ ଖସୁନି ଦୈନିକ ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଟାରେ କରୋନା ନେଇଛି ଆଉ ୪୫ ଆକ୍ରାନ୍ତଙ୍କ ଜୀବନ । ଯାହାକି ବର୍ତ୍ତମାନ ସୁଦ୍ଧା ସର୍ବାଧିକ । ପୂର୍ବରୁ ଗୋଟିଏ ଦିନରେ ୪୨ ଜଣ ପ୍ରାଣ…

ଓଡ଼ିଶାରେ ୬ ହଜାର ତଳକୁ ଖସିଲା ଦୈନିକ କରୋନା ସଂକ୍ରମଣ, ପଜିଟିଭ୍ ହାର ୮.୫୫%କୁ ହ୍ରାସ

ଭୁବନେଶ୍ୱର: ରାଜ୍ୟରେ ଖସୁଛି କରୋନା ସଂକ୍ରମଣ । ଖସୁଛି ପଜିଟିଭିଟି ରେଟ୍ । ୬ ହଜାର ତଳକୁ ଖସିଲା ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୫ହଜାର ୮୯୬ ନୂଆ ଆକ୍ରାନ୍ତ । କ୍ୱାରେଣ୍ଟାଇନରୁ ୩ହଜାର ୩୩୨ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ୨ହଜାର ୫୬୪ଟି ଅଛି । ଏହି ସମୟରେ…

ସୁସ୍ଥ ହୋଇ ଘରକୁ ଫେରିଲେ ଆଉ ୮୪୨୯ କରୋନା ଆକ୍ରାନ୍ତ

ଭୁବନେଶ୍ବର : କରୋନା ସ୍ଥିତିରେ ଆସୁଛି ସୁଧାର । ରାଜ୍ୟରେ କମୁଛି ସଂକ୍ରମଣ । ତାସାଙ୍ଗକୁ ବଢ଼ିବାରେ ଲାଗିଛି ସୁସ୍ଥ ସଂଖ୍ୟା । ଏହି କ୍ରମରେ ଆଜି ସାରା ରାଜ୍ୟରୁ ସୁସ୍ଥ ହୋଇଛନ୍ତି ଆଉ ୮ ହଜାର ୪୨୯ ଆକ୍ରାନ୍ତ । ଏନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ । ସୁସ୍ଥ…

କରୋନା କବଳରୁ ମୁକୁଳୁଛି ରାଜଧାନୀ ଭୁବନେଶ୍ବର

ଭୁବନେଶ୍ବର : ରାଜ୍ୟରେ କମୁଛି କରୋନା ସଂକ୍ରମଣ । ମାମଲା କମିବା ଏବେ ଲୋକଙ୍କୁ ଆଣିଦେଇଛି ଆଶ୍ବସ୍ତି । କିନ୍ତୁ ସବୁଠୁ ଅଧିକ ଆଶ୍ବସ୍ତି ଖବର ଆଣିଛି ରାଜଧାନୀ ଭୁବନେଶ୍ବର ପାଇଁ । କାରଣ କରୋନା ସଂକ୍ରମଣକୁ ନେଇ ହଟସ୍ପଟରେ ଥିଲା ଭୁବନେଶ୍ବର । ପ୍ରତିଦିନ ଏଠାରେ ସର୍ବାଧିକ ଆକ୍ରାନ୍ତ…