Latest Odisha News

BREAKING NEWS

Browsing Category

କରୋନା ଅପଡ଼େଟ୍‌

Coronavirus Update

ବିଏମସି ଅଞ୍ଚଳରେ ଟିକାକରଣ; ଆଜି ରାତି ୭ଟାରୁ ସ୍ଲଟ୍ ବୁକିଂ ଆରମ୍ଭ

ଭୁବନେଶ୍ୱର: ରାଜଧାନୀ ବାସୀଙ୍କ ଲାଗି ରବିବାର ରାତି ୭ଟାରୁ ଟିକାକରଣ ପାଇଁ ସ୍ଲଟ୍ ବୁକିଂ ଆରମ୍ଭ ହେବ। ଏନେଇ ବିଏମସି ପକ୍ଷରୁ ସୂଚନା ଦିଆଯାଇଛି। ଉଭୟ ୧୮ ରୁ ୪୪ ବୟସ ବର୍ଗ (ପ୍ରଥମ ଡୋଜ) ଏବଂ ୪୫ ବର୍ଷରୁ ଅଧିକ ବୟସ୍କଙ୍କୁ (ପ୍ରଥମ ଓ ଦ୍ବିତୀୟ ଡୋଜ) ଟିକା ଦିଆଯିବ ବୋଲି ବିଏମସି ସୂଚନା…

କରୋନା କବଳରୁ ସୁସ୍ଥ ହୋଇ ଫେରିଲେ ଆଉ ୭୬୧୬ ଆକ୍ରାନ୍ତ

ଭୁବନେଶ୍ବର : ରାଜ୍ୟରେ କରୋନା ସ୍ଥିତିରେ ଆସୁଛି ସୁଧାର । ଧିରେ ଧିରେ ସଂକ୍ରମଣ ହ୍ରାସ ପାଉଥିବା ବେଳେ, ବଢ଼ି ଚାଲିଛି ସୁସ୍ଥତା ସଂଖ୍ୟା । ଏହି କ୍ରମରେ ଆଜି ସାରା ରାଜ୍ୟରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ଆଉ ୭ ହଜାର ୬୧୬ ଜଣ ଆକ୍ରାନ୍ତ । ଏନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ…

ଭୁବନେଶ୍ବରରେ ଆକ୍ରାନ୍ତ ଅପେକ୍ଷା ସୁସ୍ଥ ହେଉଛନ୍ତି ଅଧିକ

ଭୁବନେଶ୍ବର : ରାଜ୍ୟରେ ନିୟନ୍ତ୍ରଣକୁ ଆସୁଛି କରୋନା ମହାମାରୀ । ପୂର୍ବ ଅପେକ୍ଷା ଏବେ କମିବାରେ ଲାଗିଛି ସଂକ୍ରମଣ ସଂଖ୍ୟା । ତେବେ ହଟସ୍ପଟ ପାଲଟିଥିବା ଭୁବନେଶ୍ବର ପାଇଁ ଆଶ୍ବସ୍ତି ଆଣିଦେଇଛି କରୋନା । ଏବେ ରାଜଧାନୀ ଭୁବନେଶ୍ବରରେ ହ୍ରାସ ପାଉଛି କରୋନା ସଂକ୍ରମଣ । ଏହି କ୍ରମରେ ଆଜି…

କଟକରେ ଗଡିଲା ସଚେତନ ରଥ

କଟକ: କରୋନାକୁ ନେଇ ସଚେତନ କରିବ ସଚେତନ ରଥ । ଏଥିପାଇଁ କଟକ ଜିଲ୍ଲା ପ୍ରଶାସନ ସଚେତନ ରଥର ଶୁଭାରମ୍ଭ କରିଛି । ଯହାକୁ ପତାକା ଦେଖାଇ ଉଦଘାଟନ କରିଥିଲେ ଜିଲ୍ଲାପାଳ ଭବାନୀ ଶଙ୍କର ଚୟନୀ । କରୋନାର ଦ୍ୱିତୀୟ ଲହରରେ ଧନ୍ଦି ହୋଇଥିଲା କଟକ ସହର । ଅମାନିଆଙ୍କ ପାଇଁ ବଢିଚାଲିଥିଲା ସଂକ୍ରମଣ…

ଆପ୍ ବିଧାୟକଙ୍କ ନିଆରା ଅନ୍ଦାଜ: ବଲିଉଡ୍ ବିଟରେ ଟିକାକରଣ ନେଇ କରୁଛନ୍ତି ସଚେତନ

ନୂଆଦିଲ୍ଲୀ: କରୋନା ସହ ସମସ୍ତେ ଏବେ ଲଢ଼େଇ କରୁଛନ୍ତି । ମୁକାବିଲା ପାଇଁ ସରକାର ଅଣ୍ଟା ଭିଡିଥିବା ବେଳେ ଲୋକ ବି ସଚେତନ ହୋଇଛନ୍ତି । ଟିକାକରଣ ଅଭିଯାନ ଚାଲିଛି । ଏହାରି ଭିତରେ ଆଗକୁ ଆସିଛନ୍ତି ଦିଲ୍ଲୀର ଆପ ବିଧାୟକ ରୋହିତ ମେହରୌଲିଆ । ରାଜରାସ୍ତା, ଗଳିକନ୍ଦିରେ ପଶି ଲୋକଙ୍କ ଭିତରେ…

ଲକ୍ଷେ ୨୦ ହଜାର ଟପିଲା ଦୈନିକ କରୋନା ସଂକ୍ରମଣ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ସାରା ଦେଶରେ ଲକ୍ଷେ ୨୦ ହଜାର ଟପିଛି ଦୈନିକ କରୋନା ସଂକ୍ରମଣ ସଂଖ୍ୟା। ଯାହାକୁ ମିଶାଇ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨ କୋଟି ୮୬ ଲକ୍ଷ ୯୪ ହଜାର ୮୭୯କୁ ବୃଦ୍ଧି ପାଇଛି। ଦିନକରେ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଛନ୍ତି ଆଉ ୩୩୮୦ କରୋନା ଆକ୍ରାନ୍ତ ।…

ଚିଡ଼ିଆଖାନରେ କରୋନା ନେଲା ସିଂହର ଜୀବନ ! କ୍ୱାରେଣ୍ଟାଇନରେ ଅନ୍ୟ ସିଂହ

ଚେନ୍ନାଇ: ମଣିଷ ପରେ ଏବେ ପ୍ରାଣୀଙ୍କୁ ବ୍ୟାପୁଛି କରୋନା ଭାଇରସ୍ । ଚେନ୍ନାଇରେ ଗୋଟିଏ ଚିଡ଼ିଆଖାନରେ କରୋନା ସଂକ୍ରମିତ ହୋଇ ଗୋଟିଏ ସିଂହ ମୃତ୍ୟୁବରଣ କରିଥିବା ଖବର ସାମନାକୁ ଆସିଛି । ଚେନ୍ନାଇ ସ୍ଥିତ ଭଣ୍ଡାଲୁରୁ ପ୍ରାଣୀ ଉଦ୍ୟାନର ଏହି ଘଟଣା । ଗତ ବୁଧବାର ଦିନ ଚିଡ଼ିଆଖାନର ଗୋଟିଏ…

କରୋନା ମାନଚିତ୍ରରେ ବଦଳିଲା ଓଡ଼ିଶାର ରଙ୍ଗ, ରେଡ୍ ଜୋନରୁ ବାହାରିଲେ ଏସବୁ ଜିଲ୍ଲା

ଭୁବନେଶ୍ୱର: ଓଡ଼ିଶାରେ କରୋନାର ଦୈନିକ ସଂକ୍ରମଣ ୧୦ ହଜାର ତଳକୁ ଖସିଛି । ଏବେ ୮ ହଜାର ଭିତରେ ରହୁଛି । ପ୍ରତିଦିନ ଅଧିକ ସୁସ୍ଥ ହେଉଛନ୍ତି । ଆକ୍ଟିଭ୍ କେସ୍ ଖସୁଛି । ପଜିଟିଭ୍ ହାର ୧୦ ପ୍ରତିଶତରୁ ହ୍ରାସ ପାଇଛି । ସଂକ୍ରମଣ ଓ ଆକ୍ଟିଭ୍ କେସ୍ କମୁଥିବା ବେଳେ ବଦଳିଛି କରୋନା ମାନଚିତ୍ରରେ…

ବଢୁଛି କରୋନା ମୃତ୍ୟୁସଂଖ୍ୟା: ୨୪ ଘଣ୍ଟାରେ ଓଡ଼ିଶାରୁ ଗଲା ୪୦ ଜୀବନ

ଭୁବନେଶ୍ୱର: କରୋନା ନେଉଛି ଜୀବନ । ଓଡ଼ିଶାରେ ସଂକ୍ରମଣ କମୁଥିଲେ ବି ମୃତ୍ୟୁସଂଖ୍ୟା ଉପରମୁହାଁ । ୨୪ ଘଣ୍ଟାରେ ଆଉ ୪୦ ଜଣ ସଂକ୍ରମିତ ପ୍ରାଣ ହରାଇଛନ୍ତି । ୧୫ ଜିଲଲାରୁ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି । ଖୋର୍ଦ୍ଧାରେ ମୃତ୍ୟୁସଂଖ୍ୟା ପାଞ୍ଚ ଶହ ପାଖାପାଖି ହେଲାଣି…

ଓଡ଼ିଶାରେ ୮ ଲକ୍ଷ ଟପିଲା କରୋନା କେସ୍: ଆଜି ୭୩୯୫ ପଜିଟିଭ୍, ୯ ଜିଲ୍ଲାରେ ଶହେରୁ କମ୍ ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଧିରେ ଧିରେ ଖସୁଛି କରୋନା କାୟା । ଦୈନିକ ସଂକ୍ରମଣ କମୁଛି । ସୁସ୍ଥ ହେଉଛନ୍ତି ଅଧିକ । ଗତ ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୭ହାଜର ୩୯୫ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୪ହଜାର ୧୬୯ ପଜିଟିଭି ଥିବା ବେଳେ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି…