Latest Odisha News

BREAKING NEWS

Browsing Category

କରୋନା ଅପଡ଼େଟ୍‌

Coronavirus Update

ଭୁବନେଶ୍ବରରେ ହ୍ରାସ ପାଉଛି ସଂକ୍ରମଣ

ଭୁବନେଶ୍ବର : ରାଜଧାନୀ ଭୁବନେଶ୍ବରରେ ଧୀରେ ଧୀରେ ହ୍ରାସ ପାଉଛି କରୋନା ସଂକ୍ରମଣ । ଗତକାଲି ଅପେକ୍ଷା ଆଜି କମିଛି ପଜିଟିଭ୍ ସଂଖ୍ୟା । ଆଜି ବିଏମସି ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି ୭୫୩ ଜଣ ନୂଆ ସଂକ୍ରମିତ । କ୍ବାରେଣ୍ଟାଇନରୁ ୧୨୬ ଜଣ ଚିହ୍ନଟ ହୋଇଥିବା ବେଳେ, ସ୍ଥାନୀୟ ସଂକ୍ରମିତ ରହିଛନ୍ତି…

କରୋନା ସକ୍ରମଣରୁ ସୁସ୍ଥ ହେଲେ ୨୦ ବର୍ଷିୟ ଯୁବକ, ଦୀର୍ଘ ଦିନ ଧରି ଥିଲେ ଭେଂଟିଲେଟରରେ

ଭୁବନେଶ୍ୱର: ସମ୍ କୋଭିଡ୍ ହସ୍ପିଟାଲରେ କରୋନାକୁ ପରାସ୍ତ କରି ଘରକୁ ଫେରିଛନ୍ତି ଜଣେ ୨୦ ବର୍ଷର ଯୁବକ ପ୍ରତୀକ୍ଷ କାଦାମ୍ବାଲୁ। ଦୀର୍ଘ ଏକ ମାସ ଧରି ଏହି ଅଦୃଶ୍ୟ ଶତୃ ସହିତ ଯୁଦ୍ଧ କରିବା ପରେ ଶେଷରେ କୋଭିଡକୁ ପରାଜୟ କରି ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ରାୟଗଡ଼ାସ୍ଥ ମୁନିଗୁଡା ଅଂଚଳର…

କରୋନାରୁ ସୁସ୍ଥ ହେଲେ ଆଉ ୧୧ ହଜାର ୩୪୭ ଆକ୍ରାନ୍ତ

ଭୁବନେଶ୍ବର : ରାଜ୍ୟରେ ଧିରେ ଧିରେ ହ୍ରାସ ପାଉଛି କରୋନା ସଂକ୍ରମଣ । ଏହାସହ ବୃଦ୍ଧି ପାଇବାରେ ଲାଗିଛି ସୁସ୍ଥତା ସଂଖ୍ୟା । ଏହି କ୍ରମରେ ଆଜି ସାରା ରାଜ୍ୟରୁ ସୁସ୍ଥ ହୋଇଛନ୍ତି ଆଉ ୧୧ ହଜାର ୨୪୭ ଜଣ ଆକ୍ରାନ୍ତ । ଏନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ । ସୁସ୍ଥ…

ଓଡ଼ିଶାରେ କରୋନା ସଂକ୍ରମଣ ପିକ୍ ପାର୍ କରିଛି

ଭୁବନେଶ୍ୱର: ରାଜ୍ୟରେ ଦୈନିକ କରୋନା ମାମଲା ଧୀରେ ଧୀରେ ଖସୁଥିବା ବେଳେ ପିକ୍ ପାର୍ କରିଛି ବୋଲି ସ୍ୱାସ୍ଥ୍ୟ ସେବା ନିର୍ଦ୍ଦେଶକ ବିଜୟ ମହାପାତ୍ର କହିଛନ୍ତି। ଶ୍ରୀ ମହାପାତ୍ର ଆହୁରି ମଧ୍ୟ କହିଛନ୍ତି ଯେ ଚଳିତ ମାସର ଦ୍ୱିତୀୟ ସପ୍ତାହରେ ପରିସ୍ଥିତି ନିୟନ୍ତ୍ରଣକୁ ଆସିବ ବୋଲି ଆଶା…

କରୋନା ଲଢ଼େଇରେ ହାରିଗଲେ ଅବସରପ୍ରାପ୍ତ ଡାକ୍ତର ରାମଚନ୍ଦ୍ର ସାଥୁଆ

ଭୁବନେଶ୍ୱର: କରୋନା ସହ ଲଢ଼ି ଜୀବନ ଯୁଦ୍ଧରେ ହାରିଗଲେ ଅବସରପ୍ରାପ୍ତ ଡାକ୍ତର ରାମଚନ୍ଦ୍ର ସାଥୁଆ । ଚିକିତ୍ସାଧୀନ ଅବସ୍ଥାରେ ରାଉରକେଲାରେ ୭୪ ବର୍ଷ ବୟସରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । କରୋନା ସଂକ୍ରମିତ ହେବା ପରେ ମାସେ ଧରି ଝାରସୁଗୁଡ଼ା କୋଭିଡ୍ ହସ୍ପିଟାଲରେ ଚିକିତ୍ସିତ ହୋଇଥିଲେ…

ଟିକା ପାଇଁ ହାହାକାର: ଗୋଟିଏ ରାଜ୍ୟର ଲୋକ, ଆଉ ଗୋଟିଏ ରାଜ୍ୟରେ ସ୍ଲଟ୍ ବୁକିଂ

ନୂଆଦଲ୍ଲୀ: ଗୋଟିଏ ରାଜ୍ୟର ଲୋକ । ଆଉ ଗୋଟିଏ ରାଜ୍ୟରେ ଟିକା ପାଇଁ ସ୍ଲଟ୍ ବୁକିଂ କରୁଛନ୍ତି । କରୋନା ଟିକା ପାଇବାକୁ ଦେଶର ରାଜଧାନୀ ଦିଲ୍ଲାରୁ ସାମନାକୁ ଆସିଛି ଏଭଳି ଚିତ୍ର । ଦିଲ୍ଲୀରେ ଲୋକଙ୍କୁ କୋଭାକ୍ସିନ ଦ୍ୱିତୀୟ ଡୋଜ୍ ମିଳୁନି । ଦ୍ୱିତୀୟ ଡୋଜ୍ ସମୟ ଆସିଥିଲେ ବି ଟିକା ଉପଲବ୍ଧ…

ଦେଶରୁ ୨୪ ଘଣ୍ଟାରେ ୧ଲକ୍ଷ ୩୨ ହଜାର କରୋନା ଆକ୍ରାନ୍ତ, ପଜିଟିଭ୍ ହାର ୬.୩୮%

ନୂଆଦିଲ୍ଲୀ: ଦେଶରେ ଧିରେ ଧିରେ କମୁଛି କରୋନା କାୟା । ଦେଢ଼ ଲକ୍ଷ ତଳକୁ ଖସିଛି ଦୈନିକ ସଂକ୍ରମଣ । ପଜିଟିଭ୍ ହାର ବି ହ୍ରାସ ପାଉଛି । ଗତ ୨୪ ଘଣ୍ଟାରେ ସାରା ଦେଶରୁ ଚିହ୍ନଟ ହୋଇଛନ୍ତି ୧ଲକ୍ଷ ୩୨ହଜାର ୩୬୪ ନୂଆ ଆକ୍ରାନ୍ତ । ଏହି ସମୟରେ ୨୦ଲକ୍ଷ ୭୫ହଜାର କୋଭିଡ୍ ଟେଷ୍ଟ ହୋଇଛି । ଦେଶରେ…

ବାଇଡେନଙ୍କ ବଡ଼ ଘୋଷଣା: ଭାରତ ସମେତ ଦକ୍ଷିଣ ଏସିଆ ରାଷ୍ଟ୍ରକୁ ୭୦ ଲକ୍ଷ ଡୋଜ୍ ଟିକା ଦେବ ଆମେରିକା

ନୂଆଦିଲ୍ଲୀ: କରୋନା ମହାମାରୀକୁ ନିପାତ କରିବା ପାଇଁ ଆମେରିକାର ବଡ଼ ପଦକ୍ଷେପ । ଟିକାକରଣ ଅଭିଯାନରେ ବଡ଼ ସହଯୋଗ ନେଇ ଘୋଷଣା କରିଛନ୍ତି ରାଷ୍ଟ୍ରପତି ଜୋ ବାଇଡେନ୍ । ଭାରତ ସମେତ ଦକ୍ଷିଣ ଏସିଆ ଦେଶକୁ ୭୦ ଲକ୍ଷ ଡୋଜ୍ ଟିକା ଦେବ ଆମେରିକା । ହ୍ୱାଇଟ୍ ହାଉସ୍ ପକ୍ଷରୁ ଏନେଇ ଘୋଷଣା ହୋଇଛି ।…

ଆଜି ଓଡ଼ିଶାରୁ କରୋନା ନେଲା ୩୨ ଜୀବନ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର: ଗତକାଲି ଅପେକ୍ଷା ଆଜି ରାଜ୍ୟରେ ସାମାନ୍ୟ କମିଛି କରୋନା ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଟାରେ ଆଉ ୩୨ ଜଣ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ୧୮ ଜିଲ୍ଲାରୁ ସଂକ୍ରମିତ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬ ଜଣଙ୍କର ଜୀବନ ନେଇଛି କରୋନା ।…

ଓଡ଼ିଶାରେ ଖସୁଛି କରୋନା ଟ୍ରେଣ୍ଡ: ୨୪ ଘଣ୍ଟାରେ ୭୭୨୯ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟ ୮ହଜାର ତଳକୁ ଖସିଲା କରୋନାର ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୭ହଜାର ୭୨୯ ପଜିଟିଭ୍ । କ୍ୱାରେଣ୍ଟାଇନରୁ ୪ହଜାର ୩୩୧ ଓ ଲୋକାଲ କଣ୍ଟାକ୍ଟ କେସ୍ ରହିଛି ୩ହଜାର ୩୯୮ । ବିଭିନ୍ନ ଜିଲ୍ଲାରେ ସଂକ୍ରମିତଙ୍କ ସଂଖ୍ୟା ଖସିଛି । ଖୋର୍ଦ୍ଧାରୁ ସର୍ବାଧିକ ୧୦୬୨…