Latest Odisha News

BREAKING NEWS

Browsing Category

କରୋନା ଅପଡ଼େଟ୍‌

Coronavirus Update

ଧୋନୀ ଓ ଡିଭିଲିୟର୍ସଙ୍କ ପାଇଁ ବାଧକ ସାଜିଲା କରୋନାଭାଇରସ୍ !

ମୁମ୍ବାଇ: କ୍ରିକେଟ୍ ଦୁନିଆର ଅଭିନ୍ନ ଅଙ୍ଗ ଫଟାଫଟ୍ କ୍ରିକେଟ ଫର୍ମାଟ ଆଇପିଏଲ୍ । ହେଲେ ଚଳିତବର୍ଷ କରୋନାଭାଇରସ୍ ଅନେକ କ୍ରିକେଟରଙ୍କ ସ୍ୱପ୍ନକୁ ଝାପ୍ସା କରିଦେଇଛି । କରୋନା ମହାମାରୀର ତାଣ୍ଡବକୁ ଦେଖି ଏହି ପ୍ରତିଯୋଗୀତାକୁ ଏପ୍ରିଲ୍ ୧୫ ପର୍ମ୍ୟନ୍ତ ସ୍ଥଗିତ ରଖାଯାଇଛି । ଏଥର ଆଇପିଏଲ୍…

କୋଭିଡ-୧୯: ରାଜଧାନୀରେ ସମସ୍ତ ଚା’, ପାନ ଦୋକାନ, ଜୁସ ସେଣ୍ଟର ବନ୍ଦ

ଭୁବନେଶ୍ୱର: ରାଜ୍ୟରେ କରୋନାଭାଇରସ ସଂକ୍ରମଣକୁ ରୋକିବା ପାଇଁ ବିଭିନ୍ନ ସତର୍କତାମୂଳକ ପଦକ୍ଷେପ ନିଆଯାଉଛି । ଭୁବନେଶ୍ୱର ମହାନଗର ନିଗମ(ବିଏମସି) ରାଜଧାନୀରେ ଅନାବଶ୍ୟକ ସାମଗ୍ରୀର ଦୋକାନ ବନ୍ଦ କରିବା ପାଇଁ ନିର୍ଦ୍ଦେଶ ଦେଇଛି । ଅଧିକ ଆବଶ୍ୟକ ହେଉନଥିବା ସାମଗ୍ରୀ ଯଥା- ସୋ’ ରୁମ୍,…

ଦୁଃଖ ଅପ୍ରମିତ !

“ପ୍ରାଣୀଙ୍କ ଆରତ ଦୁଃଖ ଅପ୍ରମିତ ଦେଖି ଅବା କେହି ସହୁ ମୋ ଜୀବନ ପଛେ ନର୍କେ ପଡ଼ିଥାଉ ଜଗତ ଉଦ୍ଧାର ହେଉ ।” ସମଗ୍ର ବିଶ୍ୱର ଚେତନା ଜଗତକୁ ଉଦବୁଦ୍ଧ ତଥା ସମୃଦ୍ଧ କରିଥିବା ଶ୍ରେଷ୍ଠ ସମାଜ ବିଜ୍ଞାନୀ ସନ୍ଥକବି ଭୀମଭୋଇଙ୍କର ଏହି ଉକ୍ତିର ସାର୍ଥକତା ଓ ବିଚାର, ଆଜି କରୋନାତ୍ରସ୍ତ…

କରୋନା ସତର୍କତା: ଟ୍ୱିନସିଟିରେ ବନ୍ଦ ରହିବ ସମସ୍ତ ପାର୍କ

ଭୁବନେଶ୍ୱର: କରୋନା ପାଇଁ ସତର୍କତାମୂଳକ ପଦକ୍ଷେପ ସ୍ୱରୂପ ଜନଗହଳିକୁ କମ୍ କରିବା ପାଇଁ ଅନ୍ୟ ଆଦେଶ ପର୍ଯ୍ୟନ୍ତ ଭୁବନେଶ୍ୱରର ସମସ୍ତ ପାର୍କ ବନ୍ଦ ରହିବ । ଏନେଇ ଭୁବନେଶ୍ୱର ମହାନଗର ନିଗମ(ବିଏମସି) ଶନିବାର ଦିନ ସୂଚନା ଦେଇଛନ୍ତି । ଭୁବନେଶ୍ୱରରେ ମୋଟ୍ ୬୭ଟି ପାର୍କ ରହିଛି । ସେହିଭଳି…

ଟ୍ରେନରେ ଯାତ୍ରୀଙ୍କୁ ମିଳିବନି ଚା, ଜଳଖିଆ

ନୂଆଦିଲ୍ଲୀ: ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTCର ଜରୁରୀ ସୂଚନା । ଯାତ୍ରୀଙ୍କୁ ମିଳିବନି ଚା, ଜଳଖିଆ କିମ୍ବା ମିଲ୍ । ଏପରିକି ଷ୍ଟେସନରେ ଫୁଡ୍ ପ୍ଲାଜା, ରେଲୱେ କିଚେନ୍ ଏବଂ ଜନ ଆହାର ବନ୍ଦ ହେବ । କରୋନା ଭାଇରସକୁ ଦୃଷ୍ଟିରେ ରଖି ପ୍ରତିଷଧକମୂଳକ ପଦକ୍ଷେପ ନେଇଛି IRCTC । ଆସନ୍ତାକାଲିଠୁ…

କାଲି ରାଜ୍ୟରେ ଗଡିବନି ଘରୋଇ ବସ୍‌, ଜନତା କର୍ଫ୍ୟୁକୁ ସମର୍ଥନ

ଭୁବନେଶ୍ୱର: ଜନତା କର୍ଫ୍ୟୁକୁ ସମର୍ଥନ ଜଣାଇଲା ରାଜ୍ୟ ଘରୋଇ ବସ୍ ମାଲିକ ସଂଘ । ଆସନ୍ତାକାଲି ରାଜ୍ୟରେ ଘରୋଇ ବସ୍ ଚଳାଚଳ ବନ୍ଦ ରହିବ । ଏହି ସୂଚନା ଦେଇଛନ୍ତି ରାଜ୍ୟ ଘରୋଇ ବସ୍ ମାଲିକ ସଂଘ ମୁଖପାତ୍ର ଦେବାଶିଷ ନାୟକ । ସକାଳ ୭ଟାଠାରୁ ରାତି ୯ଟା ଯାଏଁ ରାଜ୍ୟରେ ପ୍ରାୟ ୧୪ ହଜାର ବସ୍‌ ଚଳାଚଳ…

ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୭୧କୁ ବୃଦ୍ଧି

ନୂଆଦିଲ୍ଲୀ: ଭାରତରେ ଦିନକୁ ଦିନ କାୟା ବିସ୍ତାର କିରିବାରେ ଲାଗିଛି ମାରାତ୍ମକ ଭୂତାଣୁ କୋଭିଡ-୧୯ । ଦିନକୁ ଦିନ ଏଠାରେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ଇଣ୍ଡିଆନ୍ କାଉନସିଲ ଅଫ୍ ମେଡିକାଲ ରିସର୍ଚ୍ଚ ବା ଆଇସିଏମ୍‌ଆର୍‌ର ସୂଚନା ଅନୁସାରେ ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୨୭୧କୁ…

ଟ୍ୱିନସିଟିରେ ବସ, ଟ୍ରକ ପାଇଁ ଲାଗୁ ହେବନି ଯୁଗ୍ମ-ଅଯୁଗ୍ମ ନିୟମ

ଭୁବନେଶ୍ୱର: ଭୁବନେଶ୍ୱର ଓ କଟକରେ ସାର୍ବଜନିକ ପରିବହନ ଯାନ ଟ୍ରକ ଓ ବସ ପାଇଁ ଯୁଗ୍ମ -ଅଯୁଗ୍ମ ନିୟମ ଲାଗୁ ହେବ ନାହିଁ ବୋଲି ଶନିବାର ଦିନ ପୋଲିସ କମିଶନରେଟ୍ ସ୍ପଷ୍ଟ କରିଛନ୍ତି । ଏହା ପୂର୍ବରୁ ଶୁକ୍ରବାର ଦିନ ପୋଲିସ ରାସ୍ତାରେ ଯାନବାହନ ଗୁଡିକର ସଂଖ୍ୟା କମ୍ କରି କରୋନାଭାଇରସ ସଂକ୍ରମଣକୁ…

ମହାରାଷ୍ଟ୍ରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ସର୍ବାଧିକ; ଗୋଟିଏ ଦିନରେ ୬୩କୁ ବୃଦ୍ଧି

ମୁମ୍ବାଇ: ମହାରାଷ୍ଟ୍ରରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୬୩କୁ ବୃଦ୍ଧି ହୋଇଛି ବୋଲି ମହାରାଷ୍ଟ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ରାଜଶେ ଟୋପେ ଶନିବାର ଦିନ ସ୍ପଷ୍ଟ କରିଛନ୍ତି । ମହାରାଷ୍ଟ୍ରରେ କରୋନା ପଜିଟିଭ ମାମଲାଙ୍କ ଗୋଟିଏ ଦିନରେ ୧୧ ବଢ଼ିଛି । ସେମାନେଙ୍କ ମଧ୍ୟରୁ ୮ଜଣ ବିଦେଶରୁ ଫେରିଥିବା…

କରୋନା ପାଇଁ ଯୁପି ସରକାରଙ୍କ ଘୋଷଣା; ୧୫ ଲକ୍ଷ ଦିନ ମଜୁରିଆ ପାଇବେ ୧ହଜାର ଟଙ୍କା

ଲକ୍ଷ୍ନୌ: ସାରା ଦେଶରେ କରୋନାଭାଇରସ ସଂକ୍ରମଣ ଯୋଗୁଁ ଆସିଥିବା ସଙ୍କଟ ମଧ୍ୟରେ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସରକାର ବଡ ଘୋଷଣା କରିଛନ୍ତି । ରାଜ୍ୟର ଦିନ ମଜୁରିଆଙ୍କୁ ୧ ହଜାର ଟଙ୍କା ଲେଖାଏଁ ଦେବାକୁ ଘୋଷଣା କରିଛନ୍ତି । ଯୋଗୀ ଆଦିତ୍ୟନାଥଙ୍କ ଅନୁସାରେ ୨୦.୩୭ ଲକ୍ଷ…