Latest Odisha News

BREAKING NEWS

Browsing Category

କରୋନା ଅପଡ଼େଟ୍‌

Coronavirus Update

ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୦୦ ଛୁଇଁଲା, ଜାଣନ୍ତୁ କେଉଁ ରାଜ୍ୟରେ କେତେ?

ନୂଆଦିଲ୍ଲୀ: ଭାରତରେ କରୋନାଭାଇରସ୍ ଆକ୍ରାନ୍ତ ରୋଗୀଙ୍କ ସଂଖ୍ୟା ୨୦୬ ରେ ପହଞ୍ଚିଥିବା ନେଇ ଇଣ୍ଡିଆନ୍ କାଉନସିଲ୍ ଅଫ୍ ମେଡିକାଲ୍ ରିସର୍ଚ୍ଚ (ଆଇସିଏମ୍ଆର) ପକ୍ଷରୁ ଶୁକ୍ରବାର ଦିନ ପ୍ରକାଶ କରାଯାଇଛି । ଏହି ଭାଇରସରେ ସଂକ୍ରମିତଙ୍କ ସଂଖ୍ୟା ମହାରାଷ୍ଟ୍ରରେ ବର୍ତ୍ତମାନ ସୁଦ୍ଧା ୫୨ ଟି…

ଆଦାନୀ ଧାମରା ପୋର୍ଟରେ କରୋନା ମୁକାବିଲା ଲାଗି ବ୍ୟାପକ ପ୍ରସ୍ତୁତି

ଧାମରା: ବିଶ୍ୱବ୍ୟାପୀ କରୋନା ଭାଇରସ୍‌କୁ ନେଇ ବିଭିନ୍ନ ସଚେତନମୂଳକ କାର୍ଯ୍ୟକ୍ରମ ଚାଲୁଥିବା ବେଳେ ଆଦାନୀ ଧାମରା ପୋର୍ଟ ଏଥିରୁ ବାଦ୍ ପଡ଼ିନାହିଁ । ପୋର୍ଟ କର୍ତ୍ତୃପକ୍ଷ ରାଜ୍ୟ ସରକାର ଓ କେନ୍ଦ୍ର ସରକାରଙ୍କ ସମସ୍ତ ନିର୍ଦ୍ଦେଶାବଳୀକୁ ପାଳନ କରୁଛନ୍ତି । ଏହି ସଂକ୍ରାନ୍ତ ୨୮ ଜାନୁଆରୀ ୨୦୨୦…

କରୋନାଭାଇରସ ମହାମାରୀ; ମୃତ୍ୟୁ ସଂଖ୍ୟାରେ ଚୀନକୁ ଟପିଲା ଇଟାଲୀ

ଇଟାଲୀ: କରୋନାଭାଇରସ ସଂକ୍ରମଣରେ ଚୀନରେ ୩,୨୪୮ ଜଣ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଥିବା ବେଳେ ଇଟାଲୀ ଏହି ମୃତ୍ୟୁସଂଖ୍ୟାକୁ ଅତିକ୍ରମ କରିଛି । ଏବେ ଇଟାଲୀରେ ମୃତ୍ୟୁ ସଂଖ୍ୟା ମୋଟ୍ ୩,୪୦୫ରେ ପହଞ୍ଚିଥିବା ବେଳେ ବିଶ୍ୱବ୍ୟାପୀ ଏହି ସଂଖ୍ୟା ପ୍ରାୟ ୧୦,୦୦୦ ଛୁଇଁଛି । ଗଣମାଧ୍ୟମରେ…

ଓଡିଶାର ପ୍ରଥମ କରୋନା ରୋଗୀଙ୍କ ବାପାଙ୍କ ରିପୋର୍ଟ ନେଗେଟିଭ

ଭୁବନେଶ୍ୱର: କରୋନାଭାଇରସ ବିଶ୍ୱବ୍ୟାପୀ ମହାମାରୀ ରୂପ ନେଉଥିବା ବେଳେ ସ୍ଥାନୀୟ କ୍ୟାପିଟାଲ୍ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଓଡିଶାର ପ୍ରଥମ କରୋନା ରୋଗୀଙ୍କ ପିତାଙ୍କ ଟେଷ୍ଟ ରିପୋର୍ଟ ନେଗେଟିଭ ବାହାରିଛି । ମେଡିକାଲ ଶିକ୍ଷା ଏବଂ ତାଲିମ, ରାଜ୍ୟ ନିର୍ଦ୍ଦେଶକ ଡ. ସି ବି କେ ମହାନ୍ତି…

ବିଶ୍ୱବ୍ୟାପୀ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୦ହଜାର ଟପିଲା

ନୂଆଦିଲ୍ଲୀ: ସାରା ବିଶ୍ୱରେ ମହାମାରୀ ପାଲଟିଥିବା କରୋନାଭାଇରସ ଜଟିଳ ସ୍ଥିତି ସୃଷ୍ଟି କରୁଛି । ବିଶ୍ୱବ୍ୟାପୀ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୦ହଜାରକୁ ଟପିଛି । ଜୋନ୍ସ ହପକିନ୍ସ ବିଶ୍ୱବିଦ୍ୟାଳୟର ଟ୍ରାକର ଅନୁଯାୟୀ, ସାରା ଦୁନିଆରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୪୪,୫୦୦ରେ ପହଞ୍ଚିଛି ।…

ଆସନ୍ତୁ ଜାଣିବା କିପରି ଭାବେ ସ୍ୱାସ୍ଥ୍ୟକର୍ମୀ, କରୋନା ଆକ୍ରାନ୍ତଙ୍କ ମନୋବଳ ବଢ଼ାଯାଉଛିି

ନୂଆଦିଲ୍ଲୀ: କରୋନା ମୁକାବିଲା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଜନତ କଫ୍ୟୁର ଘୋଷଣା କରିଛନ୍ତି । ଏହା ମଧ୍ୟରେ ସନ୍ଧ୍ୟା ୫ଟା ବେଳେ ନିଜ ଘର ବାଲକୋନୀ କିମ୍ବା ଛାତ ଉପରେ କରୋନା ଆକ୍ରାନ୍ତ ଏବଂ ସେମାନଙ୍କୁ ସହଯୋଗ କରୁଥିବା ଡାକ୍ତର, ସ୍ୱାସ୍ଥ୍ୟକର୍ମୀ ଏବଂ ଅନ୍ୟ…

ବେଦାନ୍ତ ଲାଞ୍ଜିଗଡ଼ ପକ୍ଷରୁ ୧୪ଟି ଗ୍ରାମରେ ଅନୁଷ୍ଠିତ ହେଲା କରୋନା ସଚେତନତା କାର୍ଯ୍ୟକ୍ରମ

ଲାଞ୍ଜିଗଡ଼: କରୋନା ଭୂତାଣୁ ସଂକ୍ରମଣ ନେଇ ସମଗ୍ର ବିଶ୍ୱରେ ଆତଙ୍କ ଦେଖାଦେଇଥିବା ବେଳେ ଏହାର ମୁକାବିଲା ନେଇ ଲାଞ୍ଜିଗଡ଼ରେ ବେଦାନ୍ତ ପ୍ରକଳ୍ପ ଜନ ସଚେତନତା ଅଭିଯାନ ଜାରି ରଖିଛି, ଯାହାଦ୍ୱାରା ଅଞ୍ଚଳବାସୀ ଏନେଇ ସଚେତନ ହୋଇପାରିବେ ଏବଂ ମହାମାରୀ କବଳରୁ ସୁରକ୍ଷିତ ରହିପାରିବେ । ବିଶ୍ୱ…

ଜନଗଣନା ପ୍ରକ୍ରିୟା ସ୍ଥଗିତ ଲାଗି ମୋଦିଙ୍କୁ ଚିଠି ଲେଖିଲେ ନବୀନ

ଭୁବନେଶ୍ୱର: କରୋନାଭାଇରସ୍ ଦିନକୁ ଦିନ କାୟା ବିସ୍ତାର କରୁଥିବା ବେଳେ ଏହାକୁ ଦୃଷ୍ଟିରେ ରଖି ଦେଶରେ ଜନଗଣନା ତଥା ତତସମ୍ବନ୍ଧୀୟ ଗଣନାକୁ ସ୍ଥଗିତ ରଖିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଦିନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଚିଠି ଲେଖି ଅନୁରୋଧ କରିଛନ୍ତି।…

ଆସନ୍ତୁ ଜାଣିବା କେତେ ସମ।ନତା ରହିଛି ମୋଦିଙ୍କ ଜନତା କର୍ଫ୍ୟୁ ଓ ଶାସ୍ତ୍ରୀଙ୍କ ଉପବାସ ମଧ୍ୟରେ

ନୂଆଦିଲ୍ଲୀ:କରୋନା ଭାଇରସ ମୁକାବିଲା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କ ସହଯୋଗ ଲୋଡିଛନ୍ତି । ସେଥିପାଇଁ ମାର୍ଚ୍ଚ ୨୨ରେ ଜନତା କର୍ଫ୍ୟୁ ପାଳନ କରିବା ପାଇଁ ସେ ଅନୁରୋଧ କରିଛନ୍ତି । ଆସନ୍ତୁ ଜାଣିବା ମୋଦିଙ୍କ ପୂର୍ବରୁ କାହିଁକି ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ ବାହାଦୂର…

କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ ଜେଏସପିଏଲର ବହୁବିଧ ବ୍ୟବସ୍ଥା

ନୂଆଦିଲ୍ଲୀ: କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ ନବୀନ ଜିନ୍ଦଲଙ୍କ ନେତୃତ୍ଵାଧୀନ ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାର ଲିମିଟେଡ଼ (ଜେଏସପିଏଲ) ଦ୍ଵାରା ବହୁବିଧ ବ୍ୟବସ୍ଥା କରାଯାଇଛି I କମ୍ପାନୀର ପ୍ରତ୍ୟକ କର୍ମଚାରୀଙ୍କ ସ୍ଵାସ୍ଥ୍ୟ ପରୀକ୍ଷା କରାଯିବ ସହିତ ଶରୀରର ତାପମାତ୍ରା ମାପିବା ପାଇଁ…