Latest Odisha News
Browsing Category

କରୋନା ଅପଡ଼େଟ୍‌

Coronavirus Update

ଭୁବନେଶ୍ୱରରେ ‘କୋଭାକ୍ସିନ’ ଟିକାର ଅଭାବ ରହିଛି, ମାନିଲା ବିଏମସି

ଭୁବନେଶ୍ୱର: ଭୁବନେଶ୍ୱରରେ ୧୮-୪୪ ବର୍ଷ ବୟସର ଲୋକଙ୍କ ପାଇଁ ଦ୍ୱିତୀୟ ଡୋଜ୍ କୋଭାକ୍ସିନ ଟିକାର ଅଭାବ ରହିଛି ବୋଲି ଗୁରୁବାର ଦିନ ପ୍ରକାଶ କରିଛି ଭୁବନେଶ୍ୱର ମ୍ୟୁନିସିପାଲିଟି କର୍ପୋରେସନ (ବିଏମସି)। ଗଣମାଧ୍ୟମକୁ ସୂଚନା ଦେଇ ବିଏମସି କମିଶନର ସଞ୍ଜୟ କୁମାର ସିଂ କହିଛନ୍ତି ଯେ ସେମାନଙ୍କ…

ଓଡ଼ିଶାରୁ ସୁସ୍ଥ ହେଲେ ୧୦ ହଜାରରୁ ଅଧିକ ସଂକ୍ରମିତ

ଭୁବନେଶ୍ବର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତ ସଂଖ୍ୟା ବଢୁଥିବା ବେଳେ ଆଜି ସୁସ୍ଥ ହୋଇଛନ୍ତି ଆଉ ୧୦ ହଜାର ୪୩୪ ଜଣ। ଏନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ। https://twitter.com/HFWOdisha/status/1400443486382346241?s=19 ଆଜିର…

ଖୁବଶୀଘ୍ର ଆଉ ଗୋଟିଏ ମେନ୍ ଇନ୍ ଇଣ୍ଡିଆ ଭ୍ୟାକସିନ୍, ୩୦ କୋଟି ଡୋଜ୍ ପାଇଁ ଡିଲ୍

ନୂଆଦିଲ୍ଲୀ: କରୋନା ଟିକାକରଣ ଭିତରେ ଆଉ ଗୋଟିଏ ଖୁସି ଖବର ସାମନାକୁ ଆସିଛି । ଖୁବଶୀଘ୍ର ଦେଶ ପାଇବ ଆଉ ଗୋଟିଏ ମେଡ୍ ଇନ୍ ଇଣ୍ଡିଆ ଭ୍ୟାକସିନ୍ । ୩୦ କୋଟି ଡୋଜ୍ କରୋନା ଟିକା ପାଇଁ ହ୍ରାଇଦ୍ରାବାଦ ସ୍ଥିତ ଟିକା ନିର୍ମାତା କମ୍ପାନୀ ବାୟୋଲୋଜିକାଲ୍-ଇ ସହିତ ଡିଲ୍ କରିଥନ୍ତି କେନ୍ଦ୍ର ସରକାର ।…

୨୪ ଘଣ୍ଟାରେ ଦେଶରୁ ୧ଲକ୍ଷ ୩୪ ହଜାର ପଜିଟିଭ୍, ୨୮୮୭ ମୃତ୍ୟୁ

ନୂଆଦିଲ୍ଲୀ: ଦେଶରେ କରୋନା ସଂକ୍ରମଣ ଧିରେ ଧିରେ କମିବାରେ ଲାଗିଛି । ମୃତ୍ୟୁସଂଖ୍ୟା ବି ୩ ହଜାର ତଳକୁ ଖସିଛି । ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୧ଲକ୍ଷ ୩୪ହଜାର ୧୫୪ ନୂଆ ଆକ୍ରାନ୍ତ । ଏହି ସମୟରେ କରୋନା ନେଇଛି ଆଉ ୨ହଜାର ୮୮୭ ଜୀବନ । ଦେଶରେ କରୋନାରେ ସଂକ୍ରମିତ ହେଲେଣି ମୋଟ୍ ୨କୋଟି…

କରୋନା ମୃତ୍ୟୁରେ ବ୍ରେକ୍ ଲାଗୁନି: ଆଜି ରାଜ୍ୟରୁ ଗଲା ରେକର୍ଡ ୪୨ ଜୀବନ

ଭୁବନେଶ୍ୱର: କରୋନା ନେଉଛି ଜୀବନ । ମୃତ୍ୟୁସଂଖ୍ୟା ପ୍ରତିନିଦି ନୂଆ ରେକର୍ଡ କରୁଛି । ଗତ ୨୪ ଘଣ୍ଟାରେ ରାଜ୍ୟରୁ କରୋନା ରେକର୍ଡ ୪୨ ଆକ୍ରାନ୍ତଙ୍କ ଜୀବନ ନେଇଛି । ୧୮ ଜିଲ୍ଲାରୁ ସଂକର୍ମିତ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି । ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୫ ଜଣ ପ୍ରାଣ…

ଆଜି ଓଡ଼ିଶାରୁ ୮୮୩୯ କରୋନା ପଜିଟିଭ୍, ଦୈନିକ ଟେଷ୍ଟ ୭୦ ହଜାର ଟପିଲା

ଭୁବନେଶ୍ୱର: ରାଜ୍ୟରେ ଏବେ କରୋନା ସଂକ୍ରମଣ ସ୍ଥିର ରହିଛି । ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୯ହଜାର ଭିତରେ ରହୁଛି । ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୮ହଜାର ୮୩୯ ସଂକ୍ରମିତ । କ୍ୱାରେଣ୍ଟାଇନରୁ ୪ହଜାର ୯୪୮ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୩ହଜାର ୮୯୧ । ଆଜି ୭୦ହଜାର ୧୭୮ ନମୁନା…

କଟକରେ କୋଭିଡ୍ ଏନ୍‌ଫୋର୍ସମେଣ୍ଟ ସ୍କ୍ୱାର୍ଡ

କଟକ: ରାଜ୍ୟରେ କରୋନା ମହାମାରୀର ଚଡକ । ସେପଟେ ପ୍ରତିଦିନ କୋଭିଡ୍ ହସ୍ପିଟାଲରେ ରୋଗୀଙ୍କୁ ଅଣଦେଖା ହେଉଥିବା ଅଭିଯୋଗ ହେଉଛି । ତେବେ କଟକରେ କୋଭିଡ୍ ହସ୍ପିଟାଲରେ କିପରି ଚାଲିଛି କରୋନା ସଂକ୍ରମିତଙ୍କ ଚିକିତ୍ସା ? ଏହି ପ୍ରଶ୍ନ ଉତ୍ତର ପାଇବା ପାଇଁ କଟକରେ ଥିବା କୋଭିଡ ହସ୍ପିଟାଲରେ ଯାଂଚ…

ଓଡ଼ିଶାର ଏହି ଜେଲରେ ୭୫ ଅନ୍ତେବାସୀ କରୋନା ପଜିଟିଭ୍

ରାୟଗଡ଼ା: ଜେଲରେ ବ୍ୟାପୁଚି କରୋନା । ରାଜ୍ୟରେ ଗୋଟିଏ ପରେ ଗୋଟିଏ ଜେଲରୁ ସଂକ୍ରମିତ ଚିହ୍ନଟ ହେଉଛନ୍ତି । ରାୟଗଡ଼ା ଜିଲ୍ଲା ଗୁଣପୁର ଉପକାରାଗାରରେ ୭୫ ଅନ୍ତେବାସୀ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରେ ୭୧ ଜଣ କଏଦୀ ଓ ୪ ଜଣ କର୍ମଚାରୀ ଅଛନ୍ତି । ସମସ୍ତେ ଜେଲ ଭିତରେ…

ଆଜି ଦେଶରୁ ୧ ଲକ୍ଷ ୩୨ ହଜାର କରୋନା ପଜିଟିଭ୍, ୧୭ଲକ୍ଷକୁ ଖସିଲା ଆକ୍ଟିଭ୍ କେସ୍

ନୂଆଦିଲ୍ଲୀ: ଦେଶରେ କରୋନା କାୟା ଖସିବାରେ ଲାଗିଛି । କମୁଛି ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା । ସୁସ୍ଥ ହେଉଛନ୍ତି ଅଧିକ । ଆକ୍ଟିଭ୍ କେସ୍ ବି ଖସୁଛି । ଗତ ୨୪ ଘଣ୍ଟାରେ ସାରା ଦେଶରୁ ଚିହ୍ନଟ ହୋଇଛନ୍ତି ୧ଲକ୍ଷ ୩୨ହଜାର ୭୮୮ ନୂଆ ଆକ୍ରାନ୍ତ । ଏହି ସମୟରେ ସୁସ୍ଥ ହୋଇଛନ୍ତି ୨ଲକ୍ଷ ୩୧ହଜାର ୪୫୬ ।…

କରୋନା ସେକେଣ୍ଡ ଓ୍ୱେଭରେ ଓଡ଼ିଶାରୁ ୨୨ ଡାକ୍ତରଙ୍କ ମୃତ୍ୟୁ

ନୂଆଦିଲ୍ଲୀ: କରୋନାର ସେକେଣ୍ଡ ଓ୍ୱେଭରେ ସଂକ୍ରମଣ ଓ ମୃତ୍ୟୁସଂଖ୍ୟା ରେକର୍ଡ ସ୍ତର ଛୁଇଁଛି । ଏହି ସମୟରେ ଅଧିକ ଡାକ୍ତର ବି ପ୍ରାଣ ହରାଇଛନ୍ତି । ଦେଶରେ ମୋଟ୍ ୫୯୪ ଡାକ୍ତରଙ୍କ ଜୀବନ ନେଇଛି ପ୍ରାଣଘାତୀ କରୋନା । ମୃତକଙ୍କ ଭିତରେ ଓଡ଼ିଶାରୁ ୨୨ ଜଣ ଡାକ୍ତର ଅଛନ୍ତି । ଇଣ୍ଡିଆନ୍ ମେଡିକାଲ୍…