Latest Odisha News

BREAKING NEWS

Browsing Category

କରୋନା ଅପଡ଼େଟ୍‌

Coronavirus Update

କରୋନାକୁ ନେଇ ହେଉଥିବା ଗୁଜବରୁ ଦୂରେଇ ରୁହନ୍ତୁ: ମୋଦୀ

ନୂଆଦିଲ୍ଲୀ: ଦିନକୁ ଦିନ ମାରାତ୍ମକ ହେଉଛି କରୋନା ଭୂତାଣୁ । ସାରା ବିଶ୍ୱରେ କରୋନାକୁ ନେଇ ଆତଙ୍କ ଖେଳିଯାଇଛି । ଏହାରି ଭିତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କରୋନା ଭୂତାଣୁକୁ ନେଇ ଦେଶବାସୀଙ୍କୁ ପରାମର୍ଶ ଦେଇଛନ୍ତି । କରୋନା ଭୂତାଣୁ ଯେମିତି ବ୍ୟାପୁଛି ଠିକ୍‌, ସେମିତି ଏହାକୁ ନେଇ…

କରୋନା ଭାଇରସ ଭୟ; ହୋଲି ଖେଳିବେନି ମୁଖ୍ୟମନ୍ତ୍ରୀ ନବୀନ

ଭୁବନେଶ୍ୱର: କରୋନା ଭାଇରସ ବିରୋଧରେ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିବାକୁ ଯାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚଳିତ ବର୍ଷ ହୋଲି ପାଳନ କରିବେ ନାହିଁ ବୋଲି ମୁଖ୍ୟମନ୍ତ୍ରୀଙ୍କ କାର‌୍ୟ୍ୟାଳୟ ପକ୍ଷରୁ ଶନିବାର ଘୋଷଣା କରିଛି। ପ୍ରାପ୍ତ ସୂଚନାନୁଯାୟୀ ଗତକାଲି ରାଜ୍ୟପାଳ ପ୍ରଫେସର ଗଣେଶୀ…

କରୋନା ଭୟ: ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା, ବାବୁଙ୍କୁ ବିଦେଶ ଗସ୍ତ ମନା

ଭୁବନେଶ୍ୱର: କରୋନା ମୁକାବିଲା ନେଇ ସ୍ଥିତି ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସମୀକ୍ଷା ପରେ ମନ୍ତ୍ରୀ ଓ ଅଫିସରଙ୍କ ବିଦେଶ ଗସ୍ତ ଉପରେ କଟକଣା ଲାଗିଛି । ରାଜ୍ୟସ୍ତରରେ ମୁଖ୍ୟ ଶାସନ ସଚିବ ଓ ଜିଲ୍ଲା ସ୍ତରରେ ଜିଲ୍ଲାପାଳ କରୋନା ସ୍ଥିତି ସମୀକ୍ଷା କରିବାକୁ ନିର୍ଦ୍ଦେଶ…

ଟଳିଲା କରୋନା ଭୟ: ଭିମସାରର ୨ କରୋନା ସନ୍ଦିଗ୍ଧଙ୍କ ରିପୋର୍ଟ ନେଗେଟିଭ

ସମ୍ବଲପୁର: କରୋନା ସଂକ୍ରମଣ ସନ୍ଦେହରେ ବୁର୍ଲା ସ୍ଥିତ ଭିମସାରରେ ଭର୍ତ୍ତି ହୋଇଥିବା ଦୁଇ ଜଣ ବ୍ୟକ୍ତିଙ୍କ ରକ୍ତ ନମୂନା ରିପୋର୍ଟ ନେଗେଟିଭ ଆସିଛି । ଏନେଇ ଭିମସାର କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି । ଭିମସାରରେ ଭର୍ତ୍ତି ହୋଇଥିବା ଦ୍ୱିତୀୟ କରୋନା ସନ୍ଦିଗ୍ଧ ଯୁବକ ଜଣ ସୋନପୁର ଜିଲ୍ଲା…

କରୋନା ମୁକାବିଲା ନେଇ ପ୍ରଧାନମନ୍ତ୍ରୀ ମୋଦିଙ୍କ ସମୀକ୍ଷା ବୈଠକ

ନୂଆଦିଲ୍ଲୀ: ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୧କୁ ବୃଦ୍ଧି ହୋଇଛି । ସରକାରଙ୍କୁ କରୋନା ମୁକାବିଲା ନେଇ ଚିନ୍ତା ଘାରିଛି । କରୋନା ଭାଇରସର ମୁକାବିଲା କରିବା ପାଇଁ ଆଜି ସ୍ୱାସ୍ଥ୍ୟ ମନ୍ତ୍ରୀ ହର୍ଷବର୍ଦ୍ଧନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ସାକ୍ଷାତ କରିବେ । ପ୍ରଧାନମନ୍ତ୍ରୀ…

୧୧ ଲକ୍ଷ ସିଆରପିଏଫ ଯବାନ ହୋଲି ପାଳିବେନି

ନୂଆଦିଲ୍ଲୀ: କରୋନା ଭାଇରସ ପ୍ରଭାବକୁ ଆଖି ଆଗରେ ରଖି ଭାରତୀୟ ସେନାର ୧୧ ଲକ୍ଷ ସିଆରପିଏଫ ଯବାନ ହୋଲି ମିଳନ ସମାରୋହରେ ଅଂଶଗ୍ରହଣ କରିବେ ନାହିଁ । ଏକତ୍ର ହୋଇ ହୋଲି ନ ପାଳିବା ପାଇଁ ନିଦେ୍ର୍ଧଶନାମା ଜାରି କରାଯାଇଛି । ଗତ ଥର ମଧ୍ୟ ପୁଲୱାମା ଆତଙ୍କବାଦୀ ଘଟଣାରେ ୪୦ ଯବାନ ଶହୀଦ ହୋଇଥିବାରୁ…