Latest Odisha News

BREAKING NEWS

Browsing Category

କରୋନା ଅପଡ଼େଟ୍‌

Coronavirus Update

କରୋନା‌ ଭାରିଏଣ୍ଟର ନାମକରଣ କଲା ଡବ୍ଲ୍ୟୁଏଚଓ, କ’ଣ ରହିଛି ଭାରତରେ ଚିହ୍ନଟ ଭାରିଏଣ୍ଟ ନାମ…

ନୂଆଦିଲ୍ଲୀ: ଭାରତରେ ପ୍ରଥମ ଥର ପାଇଁ ମିଳିଥିବା କରୋନା ଭାଇରସ B1.617.2 ଭାରିଏଣ୍ଟର ନାମକରଣ କରିଛି। ବିଶ୍ଵ ସ୍ୱାସ୍ଥ୍ୟ ସଂଗଠନ ଅନୁଯାୟୀ, B.1.617.2 'ଡେଲଟା' ଭାବରେ ନାମିତ ହୋଇଛି। ଭାରତରେ ଚିହ୍ନଟ ଅନ୍ୟ ଏକ ଭାରିଏଣ୍ଟ B.1.617.1 ର ନାମ 'କାପ୍ପା'। ଅକ୍ଟୋବର 2020 ରେ ପ୍ରଥମଥର…

ପରଲୋକରେ ଫୁଟବଲ୍ କୋଚ୍ ନନ୍ଦକିଶୋର ପଟ୍ଟନାୟକ, କରୋନାରେ ଆଖି ବୁଜିଲେ

ଭୁବନେଶ୍ୱର: ଆଉ ନାହାନ୍ତି ଓଡ଼ିଶାର ଜଣାଶୁଣା ଫୁଟବଲ୍ କୋଚ୍ ନନ୍ଦକିଶୋର ପଟ୍ଟନାୟକ । କରୋନା ସଂକ୍ରମିତ ହୋଇ ସେ ପ୍ରାଣତ୍ୟାଗ କରିଛନ୍ତି । ଭୋର୍ ୩ଟା ବେଳେ ଚିକିତ୍ସାଧୀନ ଅବସ୍ଥାରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି ନନ୍ଦକିଶୋର ପଟ୍ଟନାୟକ । ମୃତ୍ୟୁ ବେଳକୁ ତାଙ୍କୁ ୬୫ ବର୍ଷ ବୟସ ହୋଇଥିଲା ।…

ହସ୍ପିଟାଲରେ ଭର୍ତ୍ତି ହେଲେ ବିଶିଷ୍ଟ କବି ଜୟନ୍ତ ମହାପାତ୍ର

କଟକ: କରୋନାରେ ସଂକ୍ରମିତ ହେବା ପରେ ବିଶିଷ୍ଟ ଇଂରାଜୀ କବି ଜୟନ୍ତ ମହାପାତ୍ରଙ୍କୁ କଟକସ୍ଥିତ ଏସସିବି ମେଡିକାଲ କଲେଜ ଏବଂ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୂଚନାନୁସାରେ,ଏହି ୯୦ ବର୍ଷୀୟ କବି ଗତ କିଛି ଦିନ ହେବ ଜ୍ୱରରେ ପୀଡିତ ଥିଲା ବେଳେ ତାଙ୍କର କୋଭିଡ ଟେଷ୍ଟ ପଜିଟିଭ୍…

ଓଡ଼ିଶାରୁ ୨୪ ଘଣ୍ଟାରେ ୮୭୩୫ ପଜିଟିଭ୍, ୭ ଜିଲ୍ଲାରେ ଶହେରୁ କମ୍ ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ନିୟନ୍ତ୍ରଣକୁ ଆସୁଛି କରୋନା ସଂକ୍ରମଣ । ଏବେ ୯ ହଜାର ତଳେ ରହିଛି ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୮ହଜାର ୭୩୫ ନୂଆ ଆକ୍ରାନ୍ତ । କ୍ୱାରେଣ୍ଟାଇନରୁ ୪ହଜାର ୮୯୨ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୩ହଜାର ୮୪୩ । ଖୋର୍ଦ୍ଧାରୁ ସର୍ବାଧିକ ୧୨ଶହ ୨୨…

ସୁସ୍ଥ ହୋଇ ଫେରିଲେ ଆଉ ୧୦ ହଜାର ୪୦୫ କୋଭିଡ ଆକ୍ରାନ୍ତ

ଭୁବନେଶ୍ବର : ରାଜ୍ୟରେ ମହାମାରୀ କରୋନା ସଂକ୍ରମଣରେ ଲାଗୁନି ବ୍ରେକ୍ । ପ୍ରତିଦିନ ଆକ୍ରାନ୍ତ ସଂଖ୍ୟା ବଢ଼ି ଚାଲିଥିବା ବେଳେ ଆଜି ସୁସ୍ଥ ହୋଇଛନ୍ତି ଆଉ ୧୦ ହଜାର ୪୦୫ ଆକ୍ରାନ୍ତ । ଏନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ । ଆଜି ସାରା ରାଜ୍ୟରୁ ସୁସ୍ଥ ହୋଇଥିବା…

ସୀମା ଲଂଘିଲା ଆନ୍ଧ୍ର, କୋଟିଆରେ କଲା ଟିକାକରଣ

କୋରାପୁଟ: ଓଡିଶା ଆନ୍ଧ୍ର ସୀମାନ୍ତ କୋଟିଆରେ ଆନ୍ଧ୍ରର ଅନୁପ୍ରବେଶକୁ ରାଜ୍ୟ ସରକାର କାହିଁ କେବେଠୁ ବିରୋଧ କରିଆସୁଛନ୍ତି । ତଥାପି ସାବାଡ ହେଉନି ଆନ୍ଧ୍ର ସରକାର । ଆଉ ଏବେ କରୋନା ବାହାନାରେ ଆନ୍ଧ୍ରପ୍ରଦେଶ ପୁଣିଥରେ କୋଟିଆରେ ଅନୁପ୍ରବେଶ କରିଛି । ବିବାଦୀୟ ପଂଚାୟତ କୋଟିଆର ୨୧ ଖଣ୍ଡ…

ନବରଙ୍ଗପୁର ଓ କୋରାପୁଟ ଜିଲ୍ଲାରେ କୋଭିଡ୍ ସ୍ଥିତି ପରଖିଲେ ମୁଖ୍ୟ ସଚିବ ଓ ସ୍ୱାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ସଚିବ

ଭୁବନେଶ୍ୱର: ନବରଙ୍ଗପୁର ଓ କୋରାପୁଟ ଜିଲ୍ଲାରେ କୋଭିଡ୍ ସ୍ଥିତି କେମିତି ରହିଛି ? କିଭଳି ମୁକାବିଲା କରୁଛି ଜିଲ୍ଲା ପ୍ରଶାସନ । ଆଜି ଗ୍ରାଉଣ୍ଡରେ ସ୍ଥିତି ପରଖିଛନ୍ତି ମୁଖ୍ୟ ସଚିବ ସୁରେଶ ମହାପାତ୍ର ଓ ସ୍ୱାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ସଚିବ ପ୍ରଦୀପ୍ତ ମହାପାତ୍ର । ମୁଖ୍ୟମନ୍ତ୍ରୀଙ୍କ…

ମେ’ରେ ମହାମାରୀ ଦେଖାଇଛି ମହାରୂପ: ୮୮ ଲକ୍ଷ ପଜିଟିଭ୍, ୧ ଲକ୍ଷ ୧୭ହଜାର ମୃତ

ନୂଆଦିଲ୍ଲୀ: ମେ ମାସରେ ଦେଶରେ କରୋନା ସଂକ୍ରମଣ ପିକ୍ ଛୁଇଁଥିଲା । ମହାରୂପ ଦେଖାଇଥିଲା ମହାମାରୀ । ଲକ୍ଷ ଲକ୍ଷ ଲୋକ ସଂକ୍ରମିତ ହୋଇଛନ୍ତି । ଲକ୍ଷେରୁ ଅଧିକ ଜୀବନ ବି ନେଇଚି କରୋନା । ମେ ମାସରେ ଦୈନିକ ସଂକ୍ରମଣ ରେକର୍ଡ ୪ ଲକ୍ଷ ପାର କରିଥିଲା । ମୃତ୍ୟୁସଂଖ୍ୟା ବି ପାଖାପାଖି ୫ହଜାର ହୋଇଛି…

ଦେଶରୁ ୨୪ ଘଣ୍ଟାରେ ୧ଲକ୍ଷ ୫୨ହଜାର କରୋନା ପଜିଟିଭ୍, ୫୦ ଦିନରେ ସବୁଠୁ କମ୍ ଆକ୍ରାନ୍ତ

ନୂଆଦିଲ୍ଲୀ: ଦେଶରେ କରୋନାର ସେକେଣ୍ଡ ଓ୍ୱେଭ୍ ପିକ୍ ସରିଛି । ପ୍ରଦିନି କମୁଛି ସଂକ୍ରମିତଙ୍କ ସଂଖ୍ୟା । ଏବେ ୨ଲକ୍ଷ ତଳେ ରହିଛି ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟାରେ ସାରା ଦେଶରୁ ଚିହ୍ନଟ ହୋଇଛନ୍ତି ୧ଲକ୍ଷ ୫୨ହଜାର ୭୩୪ ନୂଆ ଆକ୍ରାନ୍ତ । ଗତ ସପ୍ତାହେ ଭିତରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା…

ଟିକା ନନେଲେ ସରକାରୀ କର୍ମଚାରୀଙ୍କ ଦରମା ବନ୍ଦ, ଜିଲ୍ଲାପାଳଙ୍କ କଡ଼ା ନିର୍ଦ୍ଦେଶ

ଉତ୍ତରପ୍ରଦେଶ: କରୋନା  କାଳରେ ଏବେ ଦେଶରେ ଜୋରଦାର ଚାଲିଛି ଟିକାକରଣ ଅଭିଯାନ । ତଥାପି ବହୁ ଲୋକ ଟିକାକୁ ନେଇ ଦ୍ୱନ୍ଦରେ ଅଛନ୍ତି । ବହୁ ସ୍ୱାସ୍ଥ୍ୟକର୍ମୀ ଓ ସରକାର କର୍ମଚାରୀ ଏଯାଏ ଟିକା ନେଇ ନାହାନ୍ତି । ଏଭଳି ସ୍ଥିତିରେ ଉତ୍ତରପ୍ରଜେଶର ଫିରୋଜାବାଦ ଜିଲ୍ଲାପାଳ ସରକାରୀ କର୍ମଚାରୀଙ୍କ…