Latest Odisha News

BREAKING NEWS

Browsing Category

କରୋନା ଅପଡ଼େଟ୍‌

Coronavirus Update

ଟିକା ନନେଲେ ସରକାରୀ କର୍ମଚାରୀଙ୍କ ଦରମା ବନ୍ଦ, ଜିଲ୍ଲାପାଳଙ୍କ କଡ଼ା ନିର୍ଦ୍ଦେଶ

ଉତ୍ତରପ୍ରଦେଶ: କରୋନା  କାଳରେ ଏବେ ଦେଶରେ ଜୋରଦାର ଚାଲିଛି ଟିକାକରଣ ଅଭିଯାନ । ତଥାପି ବହୁ ଲୋକ ଟିକାକୁ ନେଇ ଦ୍ୱନ୍ଦରେ ଅଛନ୍ତି । ବହୁ ସ୍ୱାସ୍ଥ୍ୟକର୍ମୀ ଓ ସରକାର କର୍ମଚାରୀ ଏଯାଏ ଟିକା ନେଇ ନାହାନ୍ତି । ଏଭଳି ସ୍ଥିତିରେ ଉତ୍ତରପ୍ରଜେଶର ଫିରୋଜାବାଦ ଜିଲ୍ଲାପାଳ ସରକାରୀ କର୍ମଚାରୀଙ୍କ…

ସୁସ୍ଥ ହୋଇ ମେଡିକାଲରୁ ଡିସଚାର୍ଜ ହେଲେ ମିଲ୍ଖା ସିଂ

ଚଣ୍ଡିଗଡ଼: ଲିଜେଣ୍ଡାରୀ ଭାରତୀୟ ସ୍ପ୍ରିଣ୍ଟର ମିଲ୍ଖା ସିଂ ଡାକ୍ତରଖାନାରୁ ଡିସଚାର୍ଜ ହୋଇଛନ୍ତି। ଗତ କିଛି ଦିନ ହେବ ସେ କରୋନା ସଂକ୍ରମିତ ହୋଇ ଚିକିତ୍ସାଧିନ ଥିଲେ। ପରିବାରର ଅନୁରୋଧ କ୍ରମେ ୯୧ ବର୍ଷୀୟ ମିଲ୍ଖାଙ୍କୁ ମେଡିକାଲରୁ ଡିସଚାର୍ଜ କରାଯାଇଥିଲା। ଏବେ ତାଙ୍କ ସ୍ବାସ୍ଥ୍ୟବସ୍ଥା…

ଓଡ଼ିଶାରୁ କରୋନା ନେଲା ୩୫ ଜୀବନ, ଅନୁଗୋଳ ଜିଲ୍ଲାରେ ଥମୁନି ମୃତ୍ୟୁସଂଖ୍ୟା

ଅନୁଗୋଳ: ଓଡ଼ିଶାରେ ଧିରେ ଧିରେ କାବୁ ପାଉଛି ଦୈନିକ କରୋନା ସଂକ୍ରମଣ । କିନ୍ତୁ ଥମୁନି ମୃତ୍ୟୁସଂଖ୍ୟା । ପ୍ରତିଦିନ ୩୦ରୁ ଅଧିକ ଜୀବନ ଯାଉଛି । ଗତ ୨୪ ଘଣ୍ଟାରେ ଆଉ ୩୫ ଜଣ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଅନୁଗୋଳ ଜିଲ୍ଲାରେ ଅଧିକ ରହୁଛି ଦୈନିକ ମୃତ୍ୟୁସଂଖ୍ୟା । ଆଜି ଜିଲ୍ଲାରୁ ଆଉ ୫ ଜଣ…

ଓଡ଼ିଶାରେ ଖସୁଛି କରୋନା ଟ୍ରେଣ୍ଡ: ଆଜି ୮୩୧୩ ପଜିଟିଭ୍, ଖୋର୍ଦ୍ଧାରୁ ସର୍ବାଧିକ ୯୭୪ ଆକ୍ରାନ୍ତ

ଭୁବନେଶ୍ୱର: ଓଡ଼ିଶାରେ ନିୟନ୍ତ୍ରଣକୁ ଆସୁଛି କରୋନାର ଦୈନିକ ସଂକ୍ରମଣ । ପଜିଟିଭ୍ ହାର୍ ହ୍ରାସ ପାଉଛି । ଗତ ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୮ହଜାର ୩୧୩ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୪ହଜାର ୬୫୫ ଜଣ ଥିବା ବେଳେ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ହଜାର ୬୫୮ ।…

ରଘୁନାଥଙ୍କ ବିୟୋଗରେ ତାଳଚେର ସାମ୍ବାଦିକଙ୍କ ଶୋକସଭା

ଅନୁଗୁଳ: କରୋନା ମହାମାରୀର ଦ୍ୱିତୀୟ ଲହରରେ ହଜିଗଲା ଅନୁଗୁଳର ସାମ୍ବାଦିକ ରଘୁନାଥ ସାହୁଙ୍କ ଜୀବନ । ଶୁକ୍ରବାର ତାଙ୍କ ନିଧନ ଖବର ଗଣମାଧ୍ୟମ ଜଗତରେ ଶୋକର ଛାୟା ଖେଳାଇଦେଇଥିଲା । ତାଙ୍କ ଆତ୍ମାର ସଦ୍‌ଗତି ନିମନ୍ତେ ତାଳଚେର କାର୍ଯ୍ୟରତ ସାମ୍ବାଦିକ ସଙ୍ଗଠନ ତରଫରୁ ଶୋକସଭା ଅନୁଷ୍ଠିତ ହୋଇଥିଲା…

ସୁସ୍ଥ ହୋଇ ଘରକୁ ଫେରିଲେ ୧୧ ହଜାର ୮୮୧ ଆକ୍ରାନ୍ତ

ଭୁବନେଶ୍ବର : ରାଜ୍ୟରେ ସଂକ୍ରମଣ ତୁଳନାରେ ବଢ଼ିବାରେ ଲାଗିଛି ସୁସ୍ଥତା ସଂଖ୍ୟା । ଏଡି କ୍ରମରେ ଆଜି ସାରା ରାଜ୍ୟରୁ ସୁସ୍ଥ ହୋଇଛନ୍ତି ଆଉ ୧୧ ହଜାର ୮୮୧ ଆକ୍ରାନ୍ତ । ଏନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ । ସାରା ରାଜ୍ୟରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ…

ରାଜ୍ୟରେ ବଢିପାରେ ଲକ୍‌ଡାଉନ !

ଭୁବନେଶ୍ୱର: ପୂର୍ବ ଅପେକ୍ଷା ରାଜ୍ୟରେ କରୋନା ପଜିଟିଭଙ୍କ ସଂଖ୍ୟା କମିଛି । ୯ଟି ଜିଲ୍ଲାରେ ଅଛି ୬୦ ଭାଗ କରୋନା କେସ୍ । ୫ଟି ଜିଲ୍ଲାରେ ପଜିଟିଭ୍ ରେଟ୍ ୫ ପ୍ରତିଶତ ତଳେ ରହିଛି । ୧୯ଟି ଜିଲ୍ଲାରେ ପିଜିଟିଭ୍ ରେଟ୍ କମୁଛି । ଟେଷ୍ଟିଂ ବଢିଥିବାରୁ ପଜିଟିଭ୍‌ଙ୍କ ସଂଖ୍ୟା କମିଛି ବୋଲି ଆଜି…

କରୋନାରେ ଭିମସାରର ବରିଷ୍ଠ ଡାକ୍ତରଙ୍କ ମୃତ୍ୟୁ

ଭୁବନେଶ୍ୱର: କରୋନା ସଂକ୍ରମଣରେ ଭିମସାରର ଜଣେ ବରିଷ୍ଠ ଡାକ୍ତର ପ୍ରଫେସର ଅନୁପ ଶତପଥୀଙ୍କର ଦେହାନ୍ତ ଘଟିଛି। ସମ କୋଭିଡ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ଶନିବାର ସକାଳେ ତାଙ୍କର ମୃତ୍ୟୁ ହୋଇଛି। ସେ ଭିମସାରର ଦନ୍ତ ଚିକିତ୍ସା ବିଭାଗର ମୁଖ୍ୟ ଥିଲେ। ସୂତ୍ରରୁ ପ୍ରକାଶ ଯେ…

କରୋନା ଯୋଦ୍ଧାଙ୍କୁ ଭଦ୍ରକରେ ଭକ୍ତିପୁତ ଶ୍ରଦ୍ଧାଂଜଳୀ

ଭଦ୍ରକ: ସାରା ବିଶ୍ୱରେ କରୋନା କରିଛି କାୟା ବିସ୍ତାର । ଏଥିରୁ ବାଦ୍ ପଡିନି ଓଡିଶା । ଖାସ କରି ମହାମାରୀର ଦ୍ୱିତୀୟ ଲହରରେ ସବୁଠୁ ଅଧିକ ସାମ୍ବାଦିକ ତଥା କରୋନା ଯୋଦ୍ଧାଙ୍କ ଜୀବନହାନୀ ଘଟିଛି । ସମାଜ ତଥା ଦେଶ ପାଇଁ କର୍ତ୍ତବ୍ୟ ସମ୍ପାଦନ କରି ରାଜ୍ୟରେ ଏ ଯାବତ ୩୪ଜଣ ସାମ୍ବାଦିକଙ୍କୁ କରୋନା…

ଚୀନରୁ ସିଧାସଳଖ ଭୁବନେଶ୍ୱରରେ ପହଞ୍ଚିଲା ଅକ୍ସିଜେନ୍ ସିଲିଣ୍ଡର

ଭୁବନେଶ୍ୱର: ଚୀନରୁ ଭୁବନେଶ୍ୱର ଆସିଲା ଅକ୍ସିଜେନ ସିଲିଣ୍ଡର । ଏକ ସ୍ୱତନ୍ତ୍ର ବିମାନ ଯୋଗେ ଅକ୍ସିଜେନ୍ ସିଲିଣ୍ଡର ସିଧାସଳଖ ଭୁବନେଶ୍ୱରରେ ଆସି ପହଞ୍ଚିଛି । ଟ୍ୱିଟ କରି ଏହି ସୂଚନା ଦେଇଛନ୍ତି ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷ ଅସିତ ତ୍ରିପାଠୀ । ଚୀନରୁ ଅକ୍ସିଜେନ୍ ସିଲିଣ୍ଡର ଆସିବା…