Latest Odisha News

BREAKING NEWS

Browsing Category

କରୋନା ଅପଡ଼େଟ୍‌

Coronavirus Update

ଆଜି ରାଜ୍ୟରୁ ୭୧୮୮ କରୋନା ଆକ୍ରାନ୍ତ ଚିହ୍ନଟ, ୮ଜିଲ୍ଲାରେ ଶହେ ତଳେ ନୂଆ ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ୧୦ ହଜାର ତଳକୁ ଖସିଛି ଦୈନିକ କରୋନା ସଂକ୍ରମଣ । ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୭ହଜାର ୧୮୮ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୪ହଜାର ୨୬ ଜଣ ଥିବା ବେଳେ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୩ହଜାର ୧୬୨ଟି । ଖୋର୍ଦ୍ଧାରୁ ସର୍ବାଧିକ ୧୧ଶହ ୩୪…

କରୋନା ନେଲା ରାଜ୍ୟରୁ ଆଉ ଜଣେ ସାମ୍ବାଦିକଙ୍କ ଜୀବନ

ବାରିପଦା: କରୋନା ରାଜ୍ୟରୁ ଆଉ ଜଣେ ସାମ୍ବାଦିକଙ୍କ ଜୀବନ ନେଇଛି । ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଲେ କନକ ନ୍ୟୁଜର କରଞ୍ଜିଆ ପ୍ରତିନିଧି । ତାଙ୍କ ନାଁ ଅସିତ କୁମାର ବେହେରା । ମୃତ୍ୟୁ ବେଳକୁ ତାଙ୍କୁ ୪୬ ବର୍ଷ ହୋଇଥିଲା । ନିକଟରେ ସେ କରୋନା ସଂକ୍ରମିତ ହୋଇଥିଲେ । ଏହାପରେ ବାରିପଦାର ଏକ…

ଜାଣନ୍ତୁ ଢେଙ୍କାନାଳରେ କେଉଁ ଅଂଚଳ ମାଇକ୍ରୋ କଣ୍ଟେନମେଣ୍ଟ ଜୋନ୍ ଘୋଷିତ !

ଢେଙ୍କାନାଳ: ପ୍ରତିଦିନ ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି । କେତେକ ଅଂଚଳରେ କରୋନାରେ ଅଙ୍କୁଶ ଲାଗିଥିବା ସୂଚନା ରହିଛି । କିନ୍ତୁ ଢେଙ୍କାନାଳ ପରଜଙ୍ଗ ବ୍ଲକରେ ସଂକ୍ରମିତଙ୍କ ବୃଦ୍ଧି ପାଉଥିବା ସଂଖ୍ୟା ସ୍ଥାନୀୟ ପ୍ରଶାସନକୁ ଚିନ୍ତାରେ ପକାଇଛି । ଜୟପୁରାକାଟେଣୀ…

କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଲେ ଆଉ ୧୧ ହଜାର ୯୫୪ ଆକ୍ରାନ୍ତ

ଭୁବନେଶ୍ବର : କରୋନା ସଂକ୍ରମଣ ଭିତରେ ଆଶ୍ବସ୍ତି ହେଉଛି ରାଜ୍ୟ । ଆଜି ସାରା ରାଜ୍ୟରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ଆଉ ୧୧ ହଜାର ୯୫୪ ଜଣ ଆକ୍ରାନ୍ତ । ଏନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧାରୁ…

କରୋନାରେ ଆଉ ଜଣେ ସାମ୍ବାଦିକଙ୍କ ଦେହାନ୍ତ

ଭୁବନେଶ୍ୱର: କରୋନା ସଂକ୍ରମଣରେ ରାଜ୍ୟରେ ଆଉ ଜଣେ ସାମ୍ବାଦିକଙ୍କ ମୃତ୍ୟୁ ଘଟିଛି। ସମ୍ପୃକ୍ତ ସାମ୍ବାଦିକ ଜଣକ ହେଉଛନ୍ତି ଅନୁଗୁଳ ଜିଲ୍ଲାର ଜି ଓଡ଼ିଶା ପ୍ରତିନିଧି ରଘୁନାଥ ସାହୁ। ସେ ଶୁକ୍ରବାର ଦିନ ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧିନ ଅବସ୍ଥାରେ ଶେଷ ନିଶ୍ୱାସ ତ୍ୟାଗ…

କମୁଛି ଦୈନିକ ସଂକ୍ରମଣ; ଦେଶରେ ୧ ଲକ୍ଷ ୮୬ ହଜାର କରୋନା ଆକ୍ରାନ୍ତ

ନୂଆଦିଲ୍ଲୀ: ଦେଶରେ କମିଛି କରୋନାର ଦୈନିକ ସଂକ୍ରମଣ। ଗତ ୨୪ ଘଣ୍ଟାରେ ସାରା ଦେଶରୁ ଚିହ୍ନଟ ହୋଇଛନ୍ତି ୧ ଲକ୍ଷ ୮୬ ହଜାର ୩୬୪ ନୂଆ ଆକ୍ରାନ୍ତ। ଏହି ସମୟରେ ୩ ହଜାର ୬୬୦ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା। ଏନେଇ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ମିଳିଛି। ସେହିପରି ସୁସ୍ଥ…

୧୩ ଜିଲ୍ଲାରୁ ୩୩ କୋଭିଡ୍ ଆକ୍ରାନ୍ତଙ୍କ ମୃତ୍ୟୁ, ଅନୁଗୁଳରୁ ସର୍ବାଧିକ ୫

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ମାମଲା ସାମାନ୍ୟ ଖସିଥିବା ବେଳେ ମୃତ୍ୟୁସଂଖ୍ୟା ୩୦ ଉପରେ ରହିଛି । ୨୪ ଘଣ୍ଟାରେ ରାଜ୍ୟର ୧୩ ଜିଲ୍ଲାରୁ ୩୩ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଛି । ଏଥିସହ ରାଜ୍ୟରେ ମୋଟ କରୋନା ମୃତ୍ୟୁସଂଖ୍ୟା ବୃଦ୍ଧି ପାଇ ୨୬୫୧ରେ ପହଞ୍ଚିଛି । ଅନୁଗୁଳରୁ…

କାଲି ଖସିଥିଲା ଆଜି ବଢ଼ିଲା, ୨୪ ଘଣ୍ଟାରେ ୭ ହଜାର ୨୧୬ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ମାମଲା ୧୦ ହଜାର ତଳକୁ ଖସିଛି । ଗତକାଲି ୭ ହଜାରରୁ କମ୍ ମାମଲା ଆସିଥିବା ବେଳେ ଆଜି ୭ ହଜାର ଡେଇଁଛି । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୭ ହଜାର ୨୧୬ ସଂକ୍ରମିତ । କ୍ୱାରେଣ୍ଟାଇନରୁ ୪୦୪୧ଟି ମାମଲା ଆସିଥିବା ବେଳେ ୩ ହଜାର ୧୭୫ଟି ମାମଲା…

କରୋନାରେ ପ୍ରାଣ ହରାଇଥିବା ୬୭ ଜଣ ସାମ୍ବାଦିକଙ୍କ ପରିବାରକୁ କେନ୍ଦ୍ରର ଆର୍ଥିକ ସହାୟତା

ନୂଆଦିଲ୍ଲୀ : କରୋନା ପ୍ରାଣ ହରାଇଥିବା ସାମ୍ବାଦିକଙ୍କ ପରିବାରକୁ କେନ୍ଦ୍ରର ଆର୍ଥିକ ସହାୟତା । ମହାମାରୀ କରୋନା ପ୍ରାଣ ହରାଇଥିବା ୬୭ ଜଣ ସାମ୍ବାଦିକଙ୍କ ପରିବାରକୁ ଆର୍ଥିକ ସହାୟତା ଦେବାକୁ ଘୋଷଣା କରିଛନ୍ତି କେନ୍ଦ୍ର ସରକାର । ସାମ୍ବାଦିକ କଲ୍ୟାଣ ପାଣ୍ଠିରୁ ସେମାନଙ୍କ ପରିବାରକୁ…

ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୧ ହଜାର ୫୫୧ କରୋନା ଆକ୍ରାନ୍ତ

ଭୁବନେଶ୍ବର : ମହାମାରୀ କରୋନାକୁ ନେଇ ଏବେ ସାରା ରାଜ୍ୟରେ ଆତଙ୍କ । ସଂକ୍ରମଣ ସଂଖ୍ୟା ବଢୁଥିବାରୁ ଲୋକଙ୍କ ଚିନ୍ତା ବି ବଢ଼ିଲାଣି । ହେଲେ ଆଜି ସଂକ୍ରମଣରେ ଲାଗିଛି ବଡ଼ ଧରଣର ବ୍ରେକ୍ । ସବୁବେଳେ ୧୦ ହଜାର ଉପରେ ଆକ୍ରାନ୍ତ ସଂଖ୍ୟା ରହୁଥିବା ବେଳେ, ଆଜି ଏହି ସଂଖ୍ୟା ହ୍ରାସ ପାଇଛି । ହେଲେ…