Latest Odisha News

BREAKING NEWS

Browsing Category

କରୋନା ଅପଡ଼େଟ୍‌

Coronavirus Update

କୋଭିଡ ସଂକ୍ରମିତ ନକ୍ସଲ୍ ମୃତ, ନାଟକୀୟ ଢଙ୍ଗରେ ୩ ଗିରଫ

ମାଲକାନଗିରି: ଏବେ ଯବାନଙ୍କ ଗୁଳିମାଡକୁ ଭୟ କରୁନାହାଁନ୍ତି ମାଓବାଦୀ । କାହିଁକି ନା ସେମାନଙ୍କୁ ଗୁଳିମାଡ ନୁହେଁ ବରଂ କରୋନା ଭାଇରସ୍ କରୁଛି ଏନ୍‌କାଉଣ୍ଟର । ସତ ପ୍ରମାଣିତ ହେଲା ଓଡିଶା ଓ ଛତିଶଗଡ ରାଜ୍ୟ ପୋଲିସର ସୂଚନା । ମାଓ କ୍ୟାମ୍ପରେ ଆତଙ୍କ ଖେଳାଇଛି କରୋନା ସଂକ୍ରମଣ । ଆଜି…

ଭୁବନେଶ୍ବରରୁ ଆଉ ୪୭୧ ପଜିଟିଭ୍, ୧୦୬୨ ସୁସ୍ଥ

ଭୁବନେଶ୍ବର : ରାଜ୍ୟରେ ମହାମାରୀ କରୋନାକୁ ନେଇ ବଢୁଛି ଚିନ୍ତା । ହେଲେ ଆଜି ଅଧାକୁ ଖସିଛି ସଂକ୍ରମଣ । ପ୍ରତିଦିନ ୧୦ ହଜାର ଉପରେ ଆକ୍ରାନ୍ତ ସଂଖ୍ୟା ରହୁଥିବା ବେଳେ, ଆଜି ଦ୍ରୁତ ଗତିରେ ହ୍ରାସ ପାଇଛି ପଜିଟିଭ୍ ସଂଖ୍ୟା । ଏହି କ୍ରମରେ ଆଜି ଭୁବନେଶ୍ବରରୁ ଚିହ୍ନଟ ହୋଇଛନ୍ତି ୪୭୧ ପଜିଟିଭ୍…

ବାତ୍ୟା ‘ୟାସ୍’ ପରେ ଭୁବନେଶ୍ୱର ଓ ରାଉରକେଲାରେ ଟୀକାକରଣ ଆରମ୍ଭ

ଭୁବନେଶ୍ୱର/ରାଉରକେଲା: ବାତ୍ୟା 'ୟାସ୍' ପରେ ଭୁବନେଶ୍ୱର ଏବଂ ରାଉରକେଲାରେ ବନ୍ଦ ରହିଥିବା ଟୀକାକରଣ କାର୍ଯ୍ୟକ୍ରମ ପୁଣିଥରେ ଆରମ୍ଭ ହୋଇଛି। ଭୁବନେଶ୍ୱର ମ୍ୟୁନିସିପାଲିଟି କର୍ପୋରେସନ୍ (ବିଏମସି) ଅଧୀନରେ ଥିବା ସମସ୍ତ କେନ୍ଦ୍ରରେ କାର୍ଯ୍ୟସୂଚୀ ଅନୁଯାୟୀ ଗୁରୁବାର ଏବଂ ଶୁକ୍ରବାର ଦିନ…

ଦେଶରେ ଖସୁଛି ଦୈନିକ ସଂକ୍ରମଣ, ଜାଣନ୍ତୁ କେତେ ପଜିଟିଭ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ସାରା ଦେଶରେ ୨ ଲକ୍ଷ ୧୧ ହଜାର ୨୯୮ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏଥିସହିତ ୩ ହଜାର ୮୪୭ ଟପିଛି ଦୈନିକ କରୋନା ମୃତ୍ୟୁ ସଂଖ୍ୟା। ଏନେଇ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨…

କେନ୍ଦ୍ରକୁ ଫାଇଜର କହିଲା ଟିକା ୧୨ରୁ ଅଧିକ ବୟସ୍କ ଓ B.1.617 ଭାରିଆଣ୍ଟ ଉପରେ ପ୍ରଭାବୀ

ନୂଆଦିଲ୍ଲୀ: ଆମେରିକା କମ୍ପାନୀ ଫାଇଜର୍ ଦ୍ୱାରା ପ୍ରସ୍ତୁତ କରୋନା ଟିକା ୧୨ରୁ ଅଧିକ ବୟସ୍କଙ୍କ କ୍ଷେତ୍ରରେ ପ୍ରଭାବୀ ହେଉଛି । ସେହିପରି କରୋନାର ନୂଆ ଭାରିଆଣ୍ଟି B. ୧.୬୧୭ କୁ ବି ମାରିବ । ଏନେଇ କେନ୍ଦ୍ର ସରକାରଙ୍କୁ ଫାଇଜର୍ ଅବଗତ କରାଇଛି । ଏଥିସହ ଫାଇଜର ଟିକାକୁ ୨-୮ ଡିଗ୍ରୀ ସେଲସିୟସ…

ରାଜ୍ୟରେ ଖସିଲା ସଂକ୍ରମଣ, ଥମୁନି ମୃତ୍ୟୁ; ଲଗାତାର ଦ୍ୱିତୀୟ ଦିନରେ ଆଉ ୩୪ ଆକ୍ରାନ୍ତ ମୃତ

ଭୁବନେଶ୍ୱର: ଜୀବନ ନେଉଛି କରୋନା । ରାଜ୍ୟରେ ଦୈନିକ ସଂକ୍ରମଣ ମାମଲା ହଠାତ୍ ପ୍ରାୟ ୪ ହଜାର ପାଖାପାଖି ହ୍ରାସ୍ ପାଇଛି । ଦିନକରେ ୬ ହଜାର ୭୩୬ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୪ ଜଣଙ୍କ ଜୀବନ ନେଇଛି କିଲର୍ କରୋନା । ଏଥିସହ ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୨ ହଜାର ୬୧୮କୁ ବୃଦ୍ଧି ପାଇଛି ।…

୭ ହଜାର ତଳକୁ ଖସିଲା ଦୈନିକ କରୋନା ସଂକ୍ରମଣ, ଅନୁଗୁଳରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ମାମଲା ହ୍ରାସ୍ ପାଇଛି । ଗତକାଲି ରାଜ୍ୟରେ ୧୧ ହଜାର ୬୨୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଗତ ୨୪ ଘଣ୍ଟାରେ ଆଉ ୬ ହଜାର ୭୩୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରେ ଦୈନିକ ସଂକ୍ରମଣ ମାମଲା ୧ ହଜାରରୁ ଅଧିକ ରହୁଥିବା ବେଳେ ଆଜି ୬ ଶହ…

ସୁସ୍ଥ ହୋଇ ଘରକୁ ଫେରିଲେ ୧୦ ହଜାର ୬୩୫ କରୋନା ଆକ୍ରାନ୍ତ

ଭୁବନେଶ୍ବର : ମହାମାରୀ କରୋନାକୁ ନେଇ ବଢୁଛି ଚିନ୍ତା । ପ୍ରତିଦିନ ପଜିଟିଭ୍ ସଂଖ୍ୟା ବଢୁଥିବା ବେଳେ, ଆଜି ସୁସ୍ଥ ହୋଇ ଘରକୁ ଫେରିଛନ୍ତି ୧୦ ହଜାର ୬୩୫ ଆକ୍ରାନ୍ତ । ଏନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ଖଷାର୍ଦ୍ଧାରୁ…

ଭୁବନେଶ୍ବରରୁ ଚିହ୍ନଟ ହେଲେ ଆଉ ୯୧୯ ପଜିଟିଭ୍

ଭୁବନେଶ୍ବର : ଚିନ୍ତା ବଢ଼ାଉଛି ମହାମାରୀ । ପ୍ରତିଦିନ ସଂକ୍ରମିତଙ୍କ ସଂଖ୍ୟା ବଢ଼ି ଚାଲିଥିବା ବେଳେ, ଥମିବାର ନାଁ ନେଉନି ମହାମାରୀ । ତେବେ ହଟସ୍ପଟ ପାଲଟିଥିବା ଭୁବନେଶ୍ବରରୁ ଆଜି ଚିହ୍ନଟ ହୋଇଛନ୍ତି ଆଉ ୯୧୯ ଜଣ ପଜିଟିଭ୍ । କ୍ବାରେଣ୍ଟାଇନରୁ ୧୫୩ ଜଣ ଥିବା ବେଳେ, ଲୋକାଲ କେସ୍ ରହିଛି…

କ୍ୱାରେଣ୍ଟାଇନ୍ ଶିଶୁଙ୍କ ମନମୋହକ ଆଲିଙ୍ଗନ ଦୃଶ୍ୟ, ଦେଖନ୍ତୁ ଭିଡିଓ

ଭୁବନେଶ୍ୱର: କରୋନା ମହାମାରୀ ଅନେକ ଲୋକଙ୍କୁ ଆଣିଦେଇଥିଲା ଅକସ୍ମାତ ଦୁଃଖ । ହେଲେ ସେହି ଦୁଃଖରେ ବି ଦୁନିଆ ଖୁସୀରେ ରହିବା ଶିଖିଗଲାଣି । ସୋସିଆଲ ମିଡିଆରେ ଦୁଇଟି ଶିଶୁଙ୍କ ଭିଡିଓ ବହୁଳ ମାତ୍ରାରେ ଭାଇରାଲ୍ ହୋଇଛି । ତେବେ ଭାଇରାଲ୍ ହେବାଠୁ ଅଧିକ ଏହି ଭିଡିଓର ମର୍ମ ଅନେକଙ୍କୁ ମାନସିକ…