Latest Odisha News

BREAKING NEWS

Browsing Category

କରୋନା ଅପଡ଼େଟ୍‌

Coronavirus Update

ବାତ୍ୟା ପାଇଁ ୬ ଜିଲ୍ଲାରେ ତିନି ଦିନ ବନ୍ଦ ରହିବ ଟିକାକରଣ

ଭୁବନେଶ୍ୱର: ବାତ୍ୟା ୟସ ପାଇଁ ରାଜ୍ୟରେ ବାଧାପ୍ରାପ୍ତ ହେବ ଟିକାକରଣ । ୬ଟି ଜିଲ୍ଲାରେ ଆଜିଠୁ ତିନି ଦିନ ବନ୍ଦ ରହିବ କୋଭିଡ୍ ଟିକାକରଣ । ଏସବୁ ଜିଲ୍ଲାଗୁଡ଼ିକ ହେଲା ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ମୟୂରଭଞ୍ଜ ଓ କେନ୍ଦୁଝର । ଆଜିଠାରୁ ୨୭ ତାରିଖ ଯାଏ ଏହି ଜିଲ୍ଲାରେ…

ଆଜି ଓଡ଼ିଶାରୁ କରୋନା ନେଲା ୩୩ ଜୀବନ, ଖୋର୍ଦ୍ଧାରୁ ସର୍ବାଧିକ ୭

ଭୁବନେଶ୍ୱର: ଓଡ଼ିଶାରେ ବଢୁଛି କରୋନା ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଟାରେ ୩୩ ଜଣ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଚିକିତ୍ସାଧୀନ ଅବସ୍ଥାରେ ୧୨ଟି ଜିଲ୍ଲାରୁ ସଂକ୍ରମିତ ମୃତ୍ୟୁବରଣ କରିଛନ୍ତି । ଖୋର୍ଦ୍ଧାରେ ଦୈନିକ ମୃତ୍ୟୁସଂଖ୍ୟା ବଢୁଛି । ଦିନକରେ ଆଉ ୭ ଜଣ ପ୍ରାଣ ହରାଇଛନ୍ତି । ମୃତକଙ୍କ…

ଆଜି ଓଡ଼ିଶାରୁ ୧୦୯୩୯ କରୋନା ପଜିଟିଭ୍, ଖୋର୍ଦ୍ଧା ଓ କଟକରୁ ସର୍ବାଧିକ

ଭୁବନେଶ୍ୱର: ରାଜ୍ୟରେ ଆଜି ୧୧ ହଜାର ତଳକୁ ଖସିଛି କରୋନା ସଂକ୍ରମଣ । ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୧୦ହଜାର ୯୩୯ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୬ହଜାର ୧୭୮ ଓ ଲୋକା୍ କଣ୍ଟାକ୍ଟ କେସ୍ ରହିଛି ୪ହଜାର ୭୬୧ଟି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ଦୈନିକ ଆକ୍ରାନ୍ତ…

ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୧ ହଜାର ୬୧୪ ଆକ୍ରାନ୍ତ

ଭୁବନେଶ୍ବର : ରାଜ୍ୟରେ ମହାମାରୀ କରୋନାକୁ ନେଇ ଥମୁନି ଚର୍ଚ୍ଚା । ପ୍ରତିଦିନ ଆକ୍ରାନ୍ତ ସଂଖ୍ୟା ବଢୁଥିବାରୁ ପ୍ରଶାସନର ଏବେ ଚିନ୍ତାରେ । ଏଭଳିସ୍ଥିତିରେ ଆଜି ରାଜ୍ୟରୁ ସୁସ୍ଥ ହୋଇଛନ୍ତି ୧୧ ହଜାର ୬୧୪ ଜଣ ଆକ୍ରାନ୍ତ । ଏନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ।…

ଭୁବନେଶ୍ବରରୁ ଚିହ୍ନଟ ହେଲେ ୯୦୫ କରୋନା ଆକ୍ରାନ୍ତ

ଭୁବନେଶ୍ବର : ମହାମାରୀ କରୋନା ସଂକ୍ରମଣ ଯେତିକି ବଢୁଛି, ସେତିକି ବଢୁଛି ଲୋକଙ୍କ ଚିନ୍ତା । ତେବେ ସବଠୁ ଅଧିକ ଚିନ୍ତାର କାରଣ ପାଲଟିଛି ରାଜଧାନୀ ଭୁବନେଶ୍ବର । କାରଣ ରାଜଧାନୀ ଭୁବନେଶ୍ବରରେ କମୁନି ସଂକ୍ରମଣ । ଆଜି ଆଜି ଭୁନେଶ୍ବର ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି ୯୦୫ ଜଣ ସଂକ୍ରମିତ ।…

କରୋନା ଯାଞ୍ଚ ଅଭିଯାନ: ଆଜିଠୁ ରାଜ୍ୟରେ ତିନି ମାସ ଡୋର୍ ଟୁ ଡୋର୍ ସର୍ଭେ

ଭୁବନେଶ୍ୱର: କରୋନା ମୁକାବିଲାରେ ଗ୍ରାମାଞ୍ଚଳକୁ ଫୋକସ୍ କରିଛନ୍ତି ରାଜ୍ୟ ସରକାର । ସହରାଞ୍ଚଳରେ ବି ମୁକାବିଲା ପାଇଁ ବହୁ ପଦକ୍ଷେପ ହାତକୁ ନେଇଛନ୍ତି ସରକାର । କରୋନାର ଦ୍ୱିତୀୟ ଲହରରେ ଆଜିଠାରୁ ରାଜ୍ୟର ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ଆରମ୍ଭ ହୋଇଛି ଡୋର୍ ଟୁ ଡୋର୍ ସର୍ଭେ । ବସ୍ତିରେ ଘରକୁ…

କରୋନାର ତୃତୀୟ ଲହର ! ୨ ଜିଲ୍ଲାରେ ୬ ଶହରୁ ଅଧିକ ଶିଶୁ କରୋନା ସଂକ୍ରମିତ

ଜୟପୁର: ମହାମାରୀ କରୋନା ପ୍ରକୋପରେ ଦେଶର ସ୍ଥିତି ସଙ୍ଗୀନ ରହିଛି । ଆଉ ଏବେ ସମସ୍ତଙ୍କ ଚିନ୍ତା ବଢ଼ାଇଲାଣି କରୋନାର ତୃତୀୟ ଲହର ଆଶଙ୍କା । କାରଣ ବିଶେଷଜ୍ଞ କହୁଛନ୍ତି କରୋନାର ତୃତୀୟ ପ୍ରବାହରେ ସବୁଠୁ ଅଧିକ ଶିଶୁ ସଂକ୍ରମିତ ହେବେ । ଏବେ ରାଜସ୍ଥାନର ୨ଟି ଜିଲ୍ଲାରେ ଛୁଆମାନେ ଦ୍ରୁତଗତିରେ…

ଦେଶରେ ୪୪ ଶହ ଟପିଲା ଦୈନିକ କରୋନା ମୃତ୍ୟୁ ସଂଖ୍ୟା

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ସାରା ଦେଶରେ ୪୪ ଶହ ଟପିଛି ଦୈନିକ କରୋନା ମୃତ୍ୟୁ ସଂଖ୍ୟା। ଏଥିସହିତ ୨ ଲକ୍ଷ ୨୨ ହଜାର ୩୧୫ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଯାହାକୁ ମିଶାଇ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨ କୋଟି ୬୭ ଲକ୍ଷ ୫୨ ହଜାର ୪୪୭କୁ ବୃଦ୍ଧି ପାଇଛି। ଦିନକରେ ଚିକିତ୍ସାଧୀନ…

ବାତ୍ୟା ପାଇଁ ୧୦ ଜିଲ୍ଲାରେ ଦୁଇ ଦିନ ବଢ଼ିଲା ଦୋକାନ ଖୋଲିବା ସମୟ

ଭୁବନେଶ୍ୱର: ବାତ୍ୟାକୁ ଦୃଷ୍ଟିରେ ରଖି ଲୋକଙ୍କୁ ସୁବିଧା ପାଇଁ ରାଜ୍ୟର ୧୦ଟି ଜିଲ୍ଲାରେ ଲକଡାଉନ୍ ନିୟମରେ ସାମାନ୍ୟ କୋହଳ କରିଛନ୍ତି ସରକାର । ଆଜି ଓ ଆସନ୍ତାକାଲି ଅତ୍ୟାବଶ୍ୟକ ସାମଗ୍ରୀ କିଣିବା ପାଇଁ ଦିନ ଗୋଟାଏ ଯାଏ ଖୋଲା ରହିବ ଦୋକାନ । ଏନେଇ ସ୍ୱତନ୍ତ୍ର ରିଲିଫ କମିଶନରଙ୍କ ପକ୍ଷରୁ…

ଓଡ଼ିଶାରେ ୭ ଲକ୍ଷ ପାର କଲା କରୋନା ସଂକ୍ରମିତଙ୍କ ସଂଖ୍ୟା, ଆଜି ୧୧୦୫୯ ପଜିଟିଭ୍

ଭୁବନେଶ୍ୱର: ଓଡ଼ିଶାରେ କେବେ ବଢୁଛି ଓ କେବେ ଖସୁଛି କରୋନା ସଂକ୍ରମଣ । ଗତକାଲି ଅପେକ୍ଷା ଆଜି ରାଜ୍ୟରେ କମିଛି ଆକ୍ରାନ୍ତଙ୍କ ସଂଖ୍ୟା । ଦିନକରେ ଚିହ୍ନଟ ହୋଇଛନ୍ତି ୧୧ହଜାର ୫୯ ନୂଆ ଆକ୍ରାନ୍ତ । ଗତକାଲି ଏହି ସଂଖ୍ୟା ୧୨ ହଜାର ଉପରେ ରହିଥିଲା । ଆଜି କଟକରେ ବଢ଼ିଛି ସଂକ୍ରମଣ । ସର୍ବାଧିକ…