Latest Odisha News

BREAKING NEWS

Browsing Category

କରୋନା ଅପଡ଼େଟ୍‌

Coronavirus Update

ଆଜି ବି ୧୧ ଶହ ପାର୍, ରାଜଧାନୀରୁ ଆଉ ୧୧୮୬ କରୋନା ପଜିଟିଭ୍

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ୧୧ ଶହ ଉପରେ ରହୁଛି ଦୈନିକ କରୋନା ସଂକ୍ରମଣ । ୨୪ ଘଣ୍ଟାରେ ରାଜଧାନୀରୁ ୧୧୮୬ ଜଣ କୋଭିଡ୍ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କ୍ୱାରେଣ୍ଟାଇନରୁ ୧୪୨ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୦୪୪ଟି ସ୍ଥାନୀୟ ସଂକ୍ରମଣ ମାମଲା ଆସିଛି ।…

କରୋନାର ମୂଳପୋଛ ପାଇଁ ମାରାଙ୍ଗ ବୁରୁଙ୍କ ନିକଟରେ ମାନସିକ

ବାରିପଦା: କରୋନାରୁ ମୁକ୍ତି ପାଇଁ ଠାକୁରଙ୍କ ପାଖେ ମାନସିକ । ଯେଉଁଠି ସାରା ବିଶ୍ୱ କରୋନା ସଂକ୍ରମଣର ମୂଳପୋଛ ପାଇଁ ଭାକ୍ସିନଠାରୁ ଆରମ୍ଭ କରି ନାନା ବୈଜ୍ଞାନିକ କୌଶଳ ଆପଣାଇଛି, ସେଠି କରୋନା ଦାଉରୁ ରକ୍ଷା ପାଇବା ପାଇଁ ଲୋକେ ଠାକୁରଙ୍କ ପାଖରେ ପୂଜାର୍ଚ୍ଚନା କରିବା ଭଳି ଖବର ପ୍ରତିଦିନ…

କରୋନା ରଚୁଛି ତାଣ୍ଡବ; ଦିନକରେ ୪୨ ଶହ ସଂକ୍ରମିତ ମୃତ

ନୂଆଦିଲ୍ଲୀ: ଭାରତରେ କୋଭିଡ-୧୯ ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଶୁକ୍ରବାର ଦିନ ଆଉ ୨ ଲକ୍ଷ ୫୯ ହଜାର ରୋଗୀ ଚିହ୍ନଟ ହୋଇଛନ୍ତି। ଏଥିସହ ୪୨ ଶହ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି। ଏହି ନୂଆ ଆକ୍ରାନ୍ତଙ୍କୁ ମିଶାଇ ୨,୬୦,୩୧,୯୯୧କୁ ଛୁଇଁଥିବା ନେଇ କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର…

ରାଜ୍ୟରେ ୧୨ ହଜାର ପାର୍ କଲା ଦୈନିକ ସଂକ୍ରମଣ

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ଓଡ଼ିଶାରୁ ଚିହ୍ନଟ ହୋଇଛନ୍ତି ୧୨ ହଜାର ୫୨୩ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୭୦୧୨ ଜଣ ଥିବା ବେଳେ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୫୫୧୧ଟି। ଜାଣନ୍ତୁ, କେଉଁ ଜିଲ୍ଲାରୁ କେତେ ସଂକ୍ରମିତ ଚିହ୍ନଟ- ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ…

କରୋନା ଚିକିତ୍ସା ପାଇଁ ଓଡ଼ିଶାରେ ପ୍ଲାଜା ଥେରାପୀ ବନ୍ଦ

ଭୁବନେଶ୍ୱର: କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଦ୍ଵାରା ଜାରି ସଂଶୋଧିତ ନିର୍ଦ୍ଦେଶାବଳୀ ଅନୁଯାୟୀ ଓଡିଶା ସରକାର ରାଜ୍ୟରେ କରୋନା ଚିକିତ୍ସା ପାଇଁ ପ୍ଲାଜା ଥେରାପି ବନ୍ଦ କରିଛନ୍ତି। ଏନେଇ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପିକେ ମହାପାତ୍ର ପ୍ରମୁଖ ମେଡିକାଲ ଅଧିକାରୀଙ୍କୁ…

ବ୍ଲାକ୍ ଫଙ୍ଗସ ପରେ ଆସିଲା ହ୍ବାଇଟ୍ ଫଙ୍ଗସ୍, ଜାଣନ୍ତୁ କେତେ କ୍ଷତିକାରକ

ପାଟନା: କରୋନା ମହାମାରୀ ମଧ୍ୟରେ ଚାରିଆଡେ ଆତଙ୍କ ଖେଳାଇଛି ବ୍ଲାକ୍ ଫଙ୍ଗସ୍। ଖାସକରି ବିହାରରେ ବ୍ଲାକ୍ ଫଙ୍ଗସ୍ ରୋଗ ଧିରେଧିରେ ବୃଦ୍ଧି ପାଇବାରେ ଲାଗିଛି। ଏହି ସମୟରେ ପାଟନାରେ ହ୍ବାଇଟ୍ ଫଙ୍ଗସ୍ ମାମଲା ଚିହ୍ନଟ ହେବା ପରେ ସାଧାରଣରେ ଆତଙ୍କ ଖେଳିଯାଇଛି। ପାଟନାରେ ହ୍ବାଇଟ୍ ଫଙ୍ଗସ୍ ର…

ଓଡ଼ିଶାରୁ ସୁସ୍ଥ ହେଲେ ଆଉ ୯୮୭୦ ସଂକ୍ରମିତ

ଭୁବନେଶ୍ବର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତ ସଂଖ୍ୟା ବଢୁଥିବା ବେଳେ ଆଜି ସୁସ୍ଥ ହୋଇଛନ୍ତି ଆଉ ୯୮୭୦ ଜଣ। ଏନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ। https://twitter.com/HFWOdisha/status/1395354678527881216?s=19 ଆଜିର ସଂଖ୍ୟାକୁ…

ମହାରାଷ୍ଟ୍ର ଯାଉଥିଲେ ନେଗେଟିଭ ଆରଟିପିସିଆର ରିପୋର୍ଟ ବାଧ୍ୟତାମୂଳକ

ମୁମ୍ବାଇ: ମହାରାଷ୍ଟ୍ର ଯାଉଥିଲେ ବ୍ୟକ୍ତିଙ୍କୁ ନେଗେଟିଭ ଆରଟିପିସିଆର ଟେଷ୍ଟ ରିପୋର୍ଟ ଦେଖାଇବାକୁ ପଡ଼ିବ। ଆଉ ଏହି ଟେଷ୍ଟ ମହାରାଷ୍ଟ୍ରରେ ପ୍ରବେଶ କରିବାର ୪୮ ଘଣ୍ଟା ପୂର୍ବର ହୋଇଥିବା ଆବଶ୍ୟକ। ଏହି ନିୟମ ପରିବହନର ସମସ୍ତ ମାଧ୍ୟମ ପାଇଁ ପ୍ରଯୁଜ୍ୟ। ସମ୍ବେଦନଶୀଳ ଅଞ୍ଚଳରୁ ଅର୍ଥାତ…

ରାଉରକେଲା ସୁପର ସ୍ପେଶାଲିଟି ହସ୍ପିଟାଲରେ ୧୦୦ଟି ଭେଂଟିଲଟର ଆଇସିୟୁ ବେଡ୍ ଲୋକାର୍ପିତ

ରାଉରକେଲା: ଆଜି ଭର୍ଚୁଆଲ ମୋଡରେ ଇସ୍ପାତ ପୋଷ୍ଟ ଗ୍ରାଜୁଏଟ ଇନଷ୍ଟିଚ୍ୟୁଟ୍ ଏବଂ ସୁପର ସ୍ପେଶାଲିଟି ହସ୍ପିଟାଲରେ ୧୦୦ଟି ଭେଂଟିଲେଟର ସହ ଆଇସିୟୁ ବେଡର ଲୋକାର୍ପଣ କରିଛନ୍ତି କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏହି ଅବସରରେ ଶ୍ରୀ ପ୍ରଧାନ ଇସ୍ପାତ ସୁପର ସ୍ପେଶିଆଲିଟି ହସ୍ପିଟାଲରେ…

ପୁଣି ଏକ ଦୁଃଖଦ ଖବର, କରୋନାରେ ଆଖି ବୁଜିଲେ ପଦ୍ମଭୂଷଣ ରଘୁନାଥ ମହାପାତ୍ରଙ୍କର ବଡ ପୁଅ ଯଶୋବନ୍ତ

ଭୁବନେଶ୍ୱର : ବିଶିଷ୍ଟ ସ୍ଥପତି ତଥା ସାଂସଦ ପଦ୍ମଭୂଷଣ ସ୍ବର୍ଗତ ରଘୁନାଥ ମହାପାତ୍ରଙ୍କ ବଡ ପୁଅ ଯଶୋବନ୍ତ ମହାପାତ୍ରଙ୍କର ଆଜି ମୃତ୍ୟୁ ହୋଇଛି । ସେ କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିବା ବେଳେ ଆଜି ସମ୍ କୋଭିଡ୍ ହସ୍ପିଟାଲରେ ତାଙ୍କର ମୃତ୍ୟୁ ହୋଇଛି । ବାପା ରଘୁନାଥ ମହାପାତ୍ରଙ୍କ…