Latest Odisha News

BREAKING NEWS

Browsing Category

କରୋନା ଅପଡ଼େଟ୍‌

Coronavirus Update

ରକ୍ତ ସଂପର୍କକୁ ଫିକା କରିଦେଉଛି କରୋନା ମହାମାରୀ

ସଇଁନ୍ତଳା: ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି କରୋନା ମହାମାରୀର ଭୟାବହତା । ଅକାଳରେ ଚାଲିଯାଉଛି ଜୀବନ, ସଂକ୍ରମଣ ଭୟରେ ସଂପର୍କ ଭୁଲିଯାଉଛି ମଣିଷ । ରକ୍ତ ସଂପର୍କ ହେଉ କି ବନ୍ଧୁବାନ୍ଧବ ଅବା ପଡୋଶୀ । କରୋନା ସଂକ୍ରମିତଙ୍କ ମୃତ ଶରୀରକୁ ହାତ ମାରିବାକୁ ସମସ୍ତେ ପଛଘୁଂଚା ଦେଉଛନ୍ତି ।…

ଦେଶରେ ୪ହଜାର ତଳକୁ ଖସିଲା ଦୈନିକ ମୃତ୍ୟୁସଂଖ୍ୟା, ୨ଲକ୍ଷ ୭୬ ହଜାର ପଜିଟିଭ୍

ନୂଆଦିଲ୍ଲୀ: ଦେଶରେ ଦୈନିକ କରୋନା ମୃତ୍ୟୁସଂଖ୍ୟାରେ ସାମାନ୍ୟ ଆଶ୍ୱସ୍ତି । ସପ୍ତାହେ ପରେ ଚାରି ହଜାର ତଳକୁ ଖସିଲା । ଗତ ୨୪ ଘଣ୍ଟାରେ କରୋନାରେ ସାରା ଦେଶର ୩ହଜାର ୮୭୪ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଗତ କିଛି ଦିନ ହେବ ଏହି ସଂଖ୍ୟା ଚାରି ହଜାର ଉପରେ ରହୁଥିଲା । ଦେଶରେ କରୋନା ଜନିତ…

କରୋନାରେ ଆଖି ବୁଜିଲେ ରାଜସ୍ଥାନର ପ୍ରଥମ ଦଳିତ ମୁଖ୍ୟମନ୍ତ୍ରୀ

ଜୟପୁର: ପ୍ରାଣ ନେଉଛି କରୋନା । ରାଜସ୍ଥାନର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ଜଗନ୍ନାଥ ପହାଡିଆ କରୋନାରେ ସଂକ୍ରମିତ ହୋଇ ମୃତ୍ୟୁବରଣ କରିଛନ୍ତି । ମୃତ୍ୟୁ ବେଳକୁ ତାଙ୍କୁ ୮୯ ବର୍ଷ ବୟସ ହୋଇଥିଲା । ଗତକାଲି ଗୁରୁଗାଁର ଏକ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଶେଷ…

ଦିନକରେ ଓଡ଼ିଶାରୁ କରୋନା ନେଲା ରେକର୍ଡ ୨୫ ଜୀବନ

ଭୁବନେଶ୍ୱର: ସଂକ୍ରମଣ ସହ ଓଡ଼ିଶାରେ ବଢୁଛି କରୋନା ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଟାରେ ୨୫ ଜଣ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ୧୪ ଜିଲ୍ଲାରୁ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି । ଖୋର୍ଦ୍ଧା ଓ କଳାହାଣ୍ଡି ଜିଲ୍ଲାରୁ ସର୍ବାଧିକ ୪ ଜଣ ଲେଖାଏ ସଂକ୍ରମିତଙ୍କ ଜୀବନ ନେଇଛି…

ଆଜି ଓଡ଼ିଶାରୁ ୧୧, ୪୯୮ କରୋନା ଆକ୍ରାନ୍ତ ଚିହ୍ନଟ, କଟକ ଓ ଅନୁଗୋଳରେ ବଢୁଛି

ଭୁବନେଶ୍ୱର: ରାଜ୍ୟରେ ଏବେ ବଢୁଛି ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୧୧ହଜାର ୪୯୮ ପଜିଟିଭ୍ । କ୍ୱାରେଣ୍ଟାଇନରୁ ୬ହଜାର ୪୩୯ ଥିବା ବେଳେ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୫ହଜାର ୫୯ଟି । ଦୈନିକ ସଂକ୍ରମଣରେ ଟପ୍ ଫାଇଭ୍ ଜିଲ୍ଲାରେ ରହିଛି ଖୋର୍ଦ୍ଧା, କଟକ, ସୁନ୍ଦରଗଡ଼,…

କରୋନା ସଂକ୍ରମିତଙ୍କ ସାହା ଭରସା “ସିଲିଣ୍ଡର୍ ବିଟିଆ”

ଶାହାଜାହାନପୁର (ଉ.ପ୍ର): କିଛିଦିନ ତଳେ ଏକାଧିକ ନ୍ୟୁଜ୍ ଏଜେନ୍ସି ଉତ୍ତରପ୍ରଦେଶ ଶାହଜାହାନପୁର ଅଂଚଳର ସିଲିଣ୍ଡର ବିଟିଆକୁ ନେଇ ଚର୍ଚ୍ଚା ଉଠାଇଥିଲେ । ଅନେକ ଖୋଜାଖୋଜି ପରେ ଶେଷରେ ସିଲିଣ୍ଡର ବିଟିଆର ସମସ୍ତ ବିବରଣୀ ହସ୍ତଗତ ହୋଇଛି । ୨୬ ବର୍ଷୟା ଯୁବତୀ । ପରିଚୟ ଅର୍ସି ଅନସାରୀ । ଏହି…

ଭୁବନେଶ୍ବରରୁ ୯୨୫ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର : ଚିନ୍ତା ବଢ଼ାଉଛି ମହାମାରୀ କରୋନା । କିନ୍ତୁ ଅଧିକ ଚିନ୍ତା ବଢ଼ାଉଛି ହଟସ୍ପଟ ପାଲଟିଥିବା ରାଜଧାନୀ ଭୁବନେଶ୍ବର । ପ୍ରତିଦିନ ଏଠାରେ ଚିହ୍ନଟ ହେଉଛନ୍ତି ଶତାଧିକ ପଜିଟିଭ୍ । ଏଭଳିସ୍ଥିତିରେ ଆଜି ରାଜଧାନୀ ଭୁବନେଶ୍ବର ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି ୯୨୫ ଜଣ ଆକ୍ରାନ୍ତ ।…

ରାଜ୍ୟରୁ ସୁସ୍ଥ ହେଲେ ୧୦ ହଜାର ୩୬ କରୋନା ଆକ୍ରାନ୍ତ

ଭୁବନେଶ୍ବର : ରାଜ୍ୟରେ କରୋନା ଆକ୍ରାନ୍ତଙ୍କୁ ନେଇ ଚିନ୍ତା ବଢୁଥିବା ବେଳେ ଆଜି ସୁସ୍ଥ ହୋଇଛନ୍ତି ଆଉ ୧୦ ହଜାରରୁ ଅଧିକ ପଜିଟିଭ୍ । ସାରା ରାଜ୍ୟରୁ ଆଜି ୧୦ ହଜାର ୩୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ…

କରୋନାରେ ଆଖି ବୁଜିଲେ ଓଡ଼ିଆ ଆଇଏଏସ୍ ଅଫିସର

ନୂଆଦିଲ୍ଲୀ: କରୋନା ନେଲା ଓଡ଼ିଆ ଆଇଏଏସ୍ ଅଫିସରଙ୍କ ଜୀବନ । କେରଳ କ୍ୟାଡର ବରିଷ୍ଠ ଆଇଏଏସ୍ ଏଡଓ୍ୱିନ୍ କୁଳଭୂଷଣ ମାଝୀ କରୋନାରେ ଆଖି ବୁଜିଛନ୍ତି । ଚିକିତ୍ସାଧୀନ ଅବସ୍ଥାରେ ୫୮ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି । ତାଙ୍କ ଘର ସୁନ୍ଦରଗଡ଼ ଜିଲ୍ଲାରେ । ୧୯୮୯ ବ୍ୟାଚ୍ କେରଳ କ୍ୟାଡର…

ସିଙ୍ଗାପୁର ଷ୍ଟ୍ରେନ୍ ବିବାଦ: କେଜ୍ରିଓ୍ୱାଲଙ୍କ ମନ୍ତବ୍ୟକୁ ନେଇ ରାଗିଲା ସିଙ୍ଗାପୁର, ବୈଦେଶିକ ମନ୍ତ୍ରାଳୟର…

ନୂଆଦିଲ୍ଲୀ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ୱାଲଙ୍କ ସିଙ୍କାପୁର ଷ୍ଟ୍ରେନ ମନ୍ତବ୍ୟକୁ ନେଇ ବିବାଦ ମୁଣ୍ଡ ଟେକିଛି । ଆପତ୍ତି ଉଠାଇଛି ସିଙ୍ଗାପୁର । ଏନେଇ ସେଠାରେ ଅବସ୍ଥାପିତ ଭାରତୀୟ ହାଇକମିଶନରଙ୍କୁ ସମନ୍ କରିଛନ୍ତି ସିଙ୍ଗାପୁର ସରକାର । ବିବାଦୀୟ ପରିସ୍ଥିତି ଭିତରେ…