Latest Odisha News

BREAKING NEWS

Browsing Category

କରୋନା ଅପଡ଼େଟ୍‌

Coronavirus Update

ରାଜ୍ୟରେ ଏବେ ସିରିଏଲ ଓ ଫିଲ୍ମ ସୁଟିଂ ମନା, ନିର୍ଦ୍ଦେଶନାମା ଜାରି କଲେ ଏସଆରସି

ଭୁବନେଶ୍ୱର: ଓଡ଼ିଶାରେ ଏବେ ଫିଲ୍ମ କି ସିରିଏସ୍ ସୁଟିଂ ହୋଇ ପାରିବ ନାହିଁ । ସମସ୍ତ ପ୍ରକାର ଇନଡୋର୍ ଓ ଆଉଟ୍ ଡୋର ସୁଟିଂ ବନ୍ଦ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ସରକାର । ଏନେଇ ନିର୍ଦ୍ଦେଶନାମା ଜାରି କରିଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର । କରୋନାର ଦ୍ରୁତ ସଂକ୍ରମଣକୁ ଦୃଷ୍ଟିରେ ରଖି ସରକାର…

କରୋନାରେ ବରିଷ୍ଠ ସାମ୍ବାଦିକ ସୁନୀଲ ଜୈନଙ୍କ ଦେହାନ୍ତ

ନୂଆଦିଲ୍ଲୀ: ପରଲୋକରେ ବରିଷ୍ଠା ସାମ୍ବାଦିକ ତଥା ଫାଇନାନସିଆଲ୍ ଏକ୍ସପ୍ରେସର ମ୍ୟାନେଜିଂ ଏଡିଟର ସୁନୀଲ ଜୈନ୍ । ଦିଲ୍ଲୀ ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ମୃତ୍ୟୁବେଳକୁ ତାଙ୍କୁ ୫୮ ବର୍ଷ ହୋଇଥିଲା । କରୋନା ସଂକ୍ରମିତ ହୋଇଥିଲେ ସୁନୀଲ ଜୈନ୍ ।…

ଦେଶରେ ୨୪ ଘଣ୍ଟାରେ ୩ଲକ୍ଷ ୧୧ ହଜାର ପଜିଟିଭ୍, ସୁସ୍ଥ ହେଲେ ୩ଲକ୍ଷ ୬୨ହଜାର

ନୂଆଦିଲ୍ଲୀ: ଦେଶରେ କମିଛି ଦୈନିକ ସଂକ୍ରମଣ । ବଢୁଛି ସୁସ୍ଥଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ଦେଶରୁ ଚିହ୍ନଟ ହୋଇଛନ୍ତି ୩ଲକ୍ଷ ୧୧ହଜାର ୧୭୦ ନୂଆ ଆକ୍ରାନ୍ତ । ଏହି ସମୟରେ କରୋନାରୁ ସୁସ୍ଥ ହୋଇଛନ୍ତି ଆଉ ୩ଲକ୍ଷ ୬୨ହଜାର ୪୩୭ ସଂକ୍ରମିତ । ଅର୍ଥାତ୍ ଆକ୍ରାନ୍ତଙ୍କ ଅପେକ୍ଷା ଆଜି ୫୦ହଜାର ଅଧିକ…

ଓଡ଼ିଶାରେ କରୋନା ନେଲା ଆଉ ଦୁଇ ସାମ୍ବାଦିକଙ୍କ ଜୀବନ

ଭୁବନେଶ୍ୱର: ନିଷ୍ଠୁର କରୋନା ଓଡ଼ିଶାରୁ ଆଉ ଦୁଇ ଜଣ ସାମ୍ବାଦିକଙ୍କ ଜୀବନ ନେଇଛି । ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ର ବରିଷ୍ଠ ସାମ୍ବାଦିକ କୈଳାସ ସାହୁଙ୍କର ଅକାଳ ବିୟୋଗ ହୋଇଛି । ମୃତ୍ୟୁବେଳକୁ ତାଙ୍କୁ ୭୫ ବର୍ଷ ହୋଇଥିଲା । ଗତକିଛି ଦିନ ତଳେ କୈଳାସ କରୋନାରେ ସଂକ୍ରମିତ ହୋଇଥିଲେ । ସେ…

୨୪ ଘଣ୍ଟାରେ ଓଡ଼ିଶାରୁ ୧୧,୭୩୨ କରୋନା ପଜିଟିଭ୍, ଖୋର୍ଦ୍ଧାରେ ବଢ଼ିଛି ଓ ସୁନ୍ଦରଗଡ଼ରେ କମିଛି

ଭୁବନେଶ୍ୱର: ରାଜ୍ୟରେ ଏବେ ୧୧ ହଜାର ଉପରେ ରହିଛି କରୋନାର ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୧୧ହଜାର ୭୩୨ ନୂଆ ଆକ୍ରାନ୍ତ । କ୍ୱାରେଣ୍ଟାଇନରୁ ୬ହଜାର ୫୬୯ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୫ହଜାର ୧୬୩ । ଖୋର୍ଦ୍ଧାରେ ପୁଣି ବଢ଼ିଛି ଦୈନିକ ସଂକ୍ରମିତଙ୍କ ସଂଖ୍ୟା । ଆଜି…

ଭୁବନେଶ୍ବରରୁ ଚିହ୍ନଟ ହେଲେ ୧୧୧୮ ପଜିଟିଭ୍

ଭୁବନେଶ୍ବର : ମହାମାରୀ ଭିତରେ ଚିନ୍ତା ବଢ଼ାଇଛି ରାଜଧାନୀ ଭୁବନେଶ୍ବର । ପ୍ରତିଦିନ ଏଠାରେ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହେଉଥିବାରୁ ଭୟଭୀତ ହେଲେଣି ଲୋକେ । ଆଜି ପୁଣି ହଜାରେ ଟିପିଛି ସଂକ୍ରମିତଙ୍କ ସଂଖ୍ୟା । ଭୁବନେଶ୍ବରରୁ ଆଜି ଚିହ୍ନଟ ହୋଇଛନ୍ତି ୧୧୧୮ କରୋନା ଆକ୍ରାନ୍ତ ।…

ରାଜ୍ୟରେ ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ବର : ରାଜ୍ୟରେ ଦ୍ରୁତ ଗତିରେ ବ୍ୟାପୁଛି କରୋନା ମହାମାରୀ । ସଂକ୍ରମଣ ଯେତିକି ବ୍ୟାପୁଛି, ସେହି ଅନୁସାରେ ସୁସ୍ଥ ବି ହେଉଛନ୍ତି ଆକ୍ରାନ୍ତ । ଆଜି ରାଜ୍ୟରୁ ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ୧୦ ହଜାର ୭୮୧ କରୋନା ଆକ୍ରାନ୍ତ ସୁସ୍ଥ ହେବା ପରେ ଘରକୁ…

ବ୍ରହ୍ମପୁରରେ ଘରେଘରେ ବୁଲି କୋଭିଡ୍ ଭାକ୍ସନ୍ ଦେବ ପୌରପାଳିକା

ବ୍ରହ୍ମପୁର: ବଡ ଘୋଷଣା । ସୋମବାରଠୁ ଘରଘର ବୁଲି କୋଭିଡ୍ ଭାକ୍ସନ୍ ଦେବ ବ୍ରହ୍ମପୁର ପୌରପାଳିକା । ତେବେ ଏହି ସେବା କେବଳ ବରିଷ୍ଠ ନାଗରିକଙ୍କ ପାଇଁ ଉଦ୍ଧିଷ୍ଟ । ଏଥିପାଇଁ ସ୍ୱତନ୍ତ୍ର ଯୋଜନା ପ୍ରସ୍ତୁତ ହୋଇଥିବା ସୂଚନା ରହିଛି । Vaccination at doorstep. BeMC will start…

କରୋନାରୁ ବର୍ତ୍ତିବା ପାଇଁ ଚାଲିଛି କରୋନା ମାତାଙ୍କ ପୂଜା

ମାଲକାନଗିରି: ଭାରତରେ ଲୋକେ ୩୩ କୋଟି ଦେବାଦବୀଙ୍କୁ ପୂଜାର୍ଚ୍ଚନା କରିଥାନ୍ତି । ପୁରାଣ ଅନୁସାରେ ଦେବାଦେବୀଙ୍କର ରହିଛି ଅନେକ ବେଶ, ଅନନ୍ୟ ନାମ । ତେବେ ଦେବାଦେବୀଙ୍କର ଏପରି ବି କିଛି ନାମ ରହିଛି ଯାହା ଲୋକଙ୍କୁ ଏକାଧିକ ଥର ଚିନ୍ତା କରିବାକୁ ବାଧ୍ୟ କରିଥାଏ । ଏହି ଧାରାରେ ମାଲକାନଗିରି…

ଭାରତରେ କରୋନା ସ୍ଥିତି ଚିନ୍ତାଜନକ: ଡବ୍ଲ୍ୟୁଏଚଓ

ନୂଆଦିଲ୍ଲୀ: ଭାରତରେ କରୋନା ସଂକ୍ରମଣ ରେକର୍ଡ ଭାଙ୍ଗୁଥିବା ନଜର ଆସୁଛି। ଏପରିକି କ୍ରମାଗତ ଭାବେ ଦେଶରେ ତିନି ଲକ୍ଷରୁ ଅଧିକ ନୂଆ ପଜିଟିଭ ଚିହ୍ନଟ ହେଉଛନ୍ତି। ପରିସ୍ଥିତି ଏତେ ଖରାପ ହେଉଛି ଯେ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଧ୍ୟ ଚିନ୍ତା ପ୍ରକଟ କରିଛି। ଗଣମାଧ୍ୟମକୁ ସୂଚନା ଦେଇ…