Latest Odisha News

BREAKING NEWS

Browsing Category

କରୋନା ଅପଡ଼େଟ୍‌

Coronavirus Update

ଭାରତରେ ଆତଙ୍କ ସୃଷ୍ଟି କରିଥିବା କରୋନାର ଡବଲ୍ ମ୍ୟୁଟାଣ୍ଟ ଦୁନିଆ ପାଇଁ ଚିନ୍ତାର କାରଣ: WHO

 ନୂଆଦିଲ୍ଲୀ: କରୋନାର ଦ୍ୱିତୀୟ ପ୍ରବାହରେ ସବୁଠୁ ବେଶି ପ୍ରଭାବିତ ହୋଇଛି ଭାରତ । ଦେଶରେ ପ୍ରତିଦିନ ନୂଆ ଭାରିଆଣ୍ଟରେ ସଂକ୍ରମିତ ଲକ୍ଷ ଲକ୍ଷ ନୂଆ ମାମଲା ଆସୁଛି । ଯାହା ଏବେ ଦୁନିଆ ପାଇଁ ଚିନ୍ତାର କାରଣ ପାଲଟିପାରେ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ କହିଛି, କରୋନାର ଭାରତୀୟ ଭାରିଆଣ୍ଟ ଅଧିକ…

ରାଉରକେଲା ମହାନଗରରେ ଆଜିଠୁ ୧୮-୪୪ ବର୍ଷ ବର୍ଗଙ୍କୁ ଟିକାକରଣ

ରାଉରକେଲା: ରାଜ୍ୟରେ ତୃତୀୟ ପର୍ଯ୍ୟାୟ ଟିକାକରଣ ଆରମ୍ଭ ହୋଇଛି । ଆଜିଠାରୁ ରାଉରକେଲା ମହାନଗର ନିଗମ ଅଞ୍ଚଳରେ ୧୮ରୁ ୪୪ ବର୍ଷ ବର୍ଗଙ୍କ ପାଇଁ ଟିକାକରଣ ଆରମ୍ଭ ହୋଇଛି । ପଞ୍ଜିକରଣ କରିଥିବା ବ୍ୟକ୍ତି ନିଜ ସ୍ଲଟ୍ ଅନୁଯାୟୀ ନିର୍ଦ୍ଦିଷ୍ଟ ଟିକାଦାନ କେନ୍ଦ୍ରକୁ ଆସି ଟିକା ନେଇପାରିବେ ।…

ଆମେରିକାର ବଡ଼ ଘୋଷଣା: ୧୨-୧୫ ବର୍ଷ ପିଲାଙ୍କୁ ଦିଆଯିବ ଫାଇଜର୍ ଟିକା

ଓ୍ୱାଶିଂଟନ୍: ଟିକାକରଣ କ୍ଷେତ୍ରରେ ଆମେରିକାର ଆଉ ଏକ ବଡ଼ ପଦକ୍ଷେପ । ୧୨-୧୫ ବର୍ଷ ପିଲାଙ୍କୁ ଟିକା ଦେବାକୁ ଘୋଷଣା । ଆସନ୍ତା ୧୩ ତାରିଖରୁ ଶିଶୁଙ୍କୁ ଟିକାକରଣ ଅଭିଯାନ ଆରମ୍ଭ ହେବ । ୧୨-୧୫ ବର୍ଷ ଭିତରେ ପିଲାଙ୍କୁ ଫାଇଜର-ବାୟୋଏନଟେକ୍ କୋଭିଡ୍ ଟିକର ଜରୁରିକାଳୀନ ବ୍ୟବହାରକୁ ଅନୁମତି…

ଓଡ଼ିଶାର ୧୦ ଜିଲ୍ଲାରୁ କରୋନା ନେଲା ୧୮ ଜୀବନ, ଅନୁଗୋଳରୁ ସର୍ବାଧିକ

ଅନୁଗୋଳ: ଜୀବନ ନେଉଛି କରୋନା । ଗତ ୨୪ ଘଣ୍ଟାରେ ରାଜ୍ୟର ୧୦ ଜିଲ୍ଲାରୁ କରୋନାରେ ଆଖି ବୁଜିଛନ୍ତି ୧୮ ଆକ୍ରାନ୍ତ । ଅନୁଗୋଳ ଜିଲ୍ଲାରେ ସଂକ୍ରମଣ ସହ ବଢୁଛି ମୃତ୍ୟୁସଂଖ୍ୟା । ଜିଲ୍ଲାରୁ ଦିନକରେ ଚାରି ଜଣ ସଂକ୍ରମିତ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଛନ୍ତି । ସେହିପରି ଖୋର୍ଦ୍ଧା…

ପାଞ୍ଚ ଦିନ ପରେ ଓଡ଼ିଶାରେ ୧୦ହଜାର ତଳକୁ ଖସିଲା ଦୈନିକ ସଂକ୍ରମଣ

ଭୁବନେଶ୍ୱର: ପାଞ୍ଚ ଦିନ ପରେ ଓଡ଼ିଶାରେ ୧୦ ହଜାର ଖସିଲା ଦୈନିକ ସଂକ୍ରମଣ । ଗତ ୨୪ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୯ହଜାର ୭୯୩ ପଜିଟିଭ୍ । ଏହି ସମୟରେ ରାଜ୍ୟରେ ୪୬ ହଜାର ୨୪୧ଟି କୋଭିଡ୍ ଟେଷ୍ଟ କରାଯାଇଛି । ନୂଆ ସଂକ୍ରମିତଙ୍କ ମଧ୍ୟରେ କ୍ୱାରେଣ୍ଟାଇନରୁ ୫ହଜାର ୫୩୪ ଚିହ୍ନଟ ହୋଇଥିବା ବେଳେ…

ଆଣିଥିଲି ଘୋଡା, ଦେଇପାରୁନି ଭଡା !

ଅନୁଗୁଳ: ବାହାରେ ଘୁରିବୁଲୁଥିବା ଜୀବଜନ୍ତୁଙ୍କ ପାଇଁ ଓଡିଶାର ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ୬୦ ଲକ୍ଷ ଟଙ୍କାର ସହାୟତା ରାଶି । ରାଜ୍ୟ ସରକାରଙ୍କୁ ଏହି ପଦକ୍ଷେପକୁ ବିଭିନ୍ନ ମହଲରୁ ମିଳିଛି ଭୁରିଭୁରି ପ୍ରଶଂସା । ହେଲେ ଏହାରି ଭିତରେ ଏକ ଖବର ଅନେକ ଲୋକଙ୍କ ଧ୍ୟାନ ଆକର୍ଷଣ କରିଛି । ଜଣେ…

ଟିକା ପାଇଁ ରାଜ୍ୟ ସରକାର ଆହ୍ବାନ କରିବେ ଗ୍ଲୋବାଲ ଟେଣ୍ଡର

ଭୁବନେଶ୍ବର : ଟିକା ପାଇଁ ରାଜ୍ୟ ସରକାର ଆହ୍ବାନ କରିବେ ଗ୍ଲୋବାଲ ଟେଣ୍ଡର । ଏନେଇ ନିଷ୍ପତ୍ତି ନେଇଛି ରାଜ୍ୟ କ୍ୟାବିନେଟ୍ । ଟିକା ଯେପରି ରାଜ୍ୟର ଲୋକେ ସୁବିଧାରେ ପାଇପାରିବେ, ସେଥିପାଇଁ ବିଶ୍ବର ବିଭିନ୍ନ କମ୍ପାନୀରୁ ଟିକା ସଂଗ୍ରହ ପାଇଁ ପଦକ୍ଷେପ ନିଆଯିବ । ଏଣିକି ବିଦେଶୀ କମ୍ପାନୀଙ୍କ…

ଭୁବନେଶ୍ବରରୁ ଚିହ୍ନଟ ହେଲେ ଆଉ ୯୬୨ କରୋନା ଆକ୍ରାନ୍ତ

ଭୁବନେଶ୍ବର : କରୋନା ମହାମାରୀ ସମୟରେ ଚିନ୍ତା ବଢ଼ାଇଛି ରାଜଧାନୀ ଭୁବନେଶ୍ବର । ହଟସ୍ପଟ ପାଲଟିଥିବା ଭୁବନେଶ୍ବରରେ ପ୍ରତିଦିନ ସଂକ୍ରମଣ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ଏଭଳିସ୍ଥିତିରେ ଆଜି ଚିହ୍ନଟ ହୋଇଛନ୍ତି ଆଉ ୯୬୨ ଆକ୍ରାନ୍ତ । କ୍ବାରେଣ୍ଟାଇନରୁ ୧୮୧ ଜଣ ଥିବା ବେଳେ, ଲୋକାଲ…

ରାଜ୍ୟରେ ସୁସ୍ଥ ହେଲେ ଆଉ ୯୭୦୬ କରୋନା ଆକ୍ରାନ୍ତ

ଭୁବନେଶ୍ବର : ରାଜ୍ୟରେ ବଢ଼ିବାରେ ଲାଗିଛି ମହାମାରୀ କରୋନାର କୋପ । ପ୍ରତିଦିନ ଆକ୍ରାନ୍ତ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ, ଆଜି ସୁସ୍ଥ ହୋଇଛନ୍ତି ଆଉ ୯୭୦୬ କରୋନା ଆକ୍ରାନ୍ତ । ଏନେଇ ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ…

କୋଭିଡ୍ ଟିକା ନେଲେ ବିରାଟ କୋହଲି, ସେୟାର କଲେ ଫଟୋ

ନୂଆଦିଲ୍ଲୀ: କୋଭିଡ୍ ଟିକା ନେଲେ ଟିମ୍ ଇଣ୍ଡିଆ ଅଧିନାୟକ ବିରାଟ କୋହଲି । ସେ ପ୍ରଥମ ଡୋଜ୍ ଟିକା ନେଇଛନ୍ତି । ଏନେଇ ନିଜେ ସୋସିଆଲ୍ ମିଡିଆରେ ସୂଚନା ଦେଇଛନ୍ତି ବିରାଟ । ଟିକା ନେଉଥିବା ସମୟର ଫଟୋ ବି ସେୟାର କରିଛନ୍ତି । ଟିକା ନେବାକୁ ଅନ୍ୟମାନଙ୍କୁ ଅନୁରୋଧ କରିଛନ୍ତି ବିରାଟ କୋହଲି ।…