Latest Odisha News

BREAKING NEWS

Browsing Category

କରୋନା ଅପଡ଼େଟ୍‌

Coronavirus Update

ଉତ୍ତରପ୍ରଦେଶର ସ୍ବାସ୍ଥ୍ୟ ବ୍ୟବସ୍ଥା ଉପରେ ପ୍ରଶ୍ନ ଉଠାଇଲେ କେନ୍ଦ୍ରମନ୍ତ୍ରୀ, ଯୋଗୀଙ୍କୁ ଲେଖିଲେ ଚିଠି

ଉତ୍ତରପ୍ରଦେଶ : କରୋନା ମହାମାରୀ ମଧ୍ୟରେ ଉତ୍ତରପ୍ରଦେଶର ସ୍ବାସ୍ଥ୍ୟ ବ୍ୟବସ୍ଥା ଉପରେ ଉଠିଲା ପ୍ରଶ୍ନ । ରାଜ୍ୟରେ ସବୁ କିଛି ଠିକ୍ ଠାକ୍ ଚାଲିଛି ବୋଲି କହି ଆସୁଥିବା ଯୋଗୀ ସରକାରଙ୍କ ମୁଖା ଖୋଲି ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ ସନ୍ତୋଷ ଗଙ୍ଗଓ୍ବାର । ବିଜେପି ନେତା ଓ ସରକାରୀ ସିଷ୍ଟମର…

ଭୁବନେଶ୍ବରରୁ ଚିହ୍ନଟ ହେଲେ ୧୦୮୪ ପଜିଟିଭ୍

ଭୁବନେଶ୍ବର : ରାଜ୍ୟରେ ଏବେ ଉପରମୁହାଁ ମହାମାରୀ କରୋନା ସଂକ୍ରମଣ । ପ୍ରତିଦିନ ୧୦ ହଜାର ଉପରେ ରହୁଛି ସଂକ୍ରମଣ । ତେବେ ଚିନ୍ତା ବଢ଼ାଇଛି ହଟସ୍ପଟ ପାଲଟିଥିବା ରାଜଧାନୀ ଭୁବନେଶ୍ବର । ଆଜି ପୁଣି ଭୁବନେଶ୍ବରରୁ ଚିହ୍ନଟ ହୋଇଛନ୍ତି ଆଉ ୧୦୮୪ ପଜିଟିଭ୍ । କ୍ବାରେଣ୍ଟାଇନରୁ ୨୧୩ ଜଣ ଥିବା…

କରୋନାରୁ ସୁସ୍ଥ ହେଲେ ଆଉ ୮୫୪୧ ଆକ୍ରାନ୍ତ

ଭୁବନେଶ୍ବର : ରାଜ୍ୟରେ ଧିରେ ଧିରେ କାୟା ମେଲାଉଛି ମହାମାରୀ କରୋନା । ପ୍ରତିଦିନ ଆକ୍ରାନ୍ତ ସଂଖ୍ୟା ବଢୁଥିବା ବେଳେ, ଆଜି ରାଜ୍ୟରୁ ସୁସ୍ଥ ହୋଇଛନ୍ତି ଆଉ ୮୫୪୧ ଆକ୍ରାନ୍ତ । ଏନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ…

ରାଜ୍ୟସଭା ସାଂସଦ ରଘୁନାଥ ମହାପାତ୍ରଙ୍କ ପରଲୋକ

ଭୁବନେଶ୍ବର : ରାଜ୍ୟସଭା ସାଂସଦ ତଥା ବିଶିଷ୍ଟ ଭାସ୍କର୍ଯ୍ୟ ଶିଳ୍ପୀ ରଘୁନାଥ ମହାପାତ୍ରଙ୍କ ପରଲୋକ । ଆଜି ଅପରାହ୍ନରେ ୭୮ ବର୍ଷ ବୟସରେ ତାଙ୍କର ପରଲୋକ ହୋଇଛି । ଭୁବନେଶ୍ବର ଏମସରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଛି । ସାଂସଦ ରଘୁନାଥ ମହାପାତ୍ରଙ୍କ ପରଲୋକ ହୋଇଥିବା ନେଇ…

ରାଉରକେଲାରେ ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ପରାମର୍ଶଦାତା ଅସୀତ ତ୍ରିପାଠୀ, କୋଭିଡ୍ ସ୍ଥିତି ସମୀକ୍ଷା

ରାଉରକେଲା: ସୁନ୍ଦରଗଡ଼ ଜିଲ୍ଲାରେ କରୋନା କାୟା ବିସ୍ତାର କରିଛି । ବିଶେଷ କରି ରାଉରକେଲା ମହାନଗର ନିଗମରେ ବଢୁଛି ଆକ୍ରାନ୍ତଙ୍କ ସଂଖ୍ୟା । ଆଜି ରାଉରକେଲା ଗସ୍ତରେ ଯାଇ କୋଭିଡ୍ ସ୍ଥିତି ଅନୁଧ୍ୟାନ କରିଛନ୍ତି ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ପରାମର୍ଶଦାତା ତଥା ପଶ୍ଚିମ ଓଡ଼ିଶା ବିକାଶ ପରିଷଦ…

ଓଡ଼ିଶାକୁ ପ୍ରଶଂସା କଲା ବ୍ରିଟିଶ ମେଡିକାଲ୍ ଜର୍ଣ୍ଣାଲ୍ “ଲାନସେଟ୍”, କରୋନା ମୁକାବିଲା ପ୍ରସ୍ତୁତି ନେଇ…

ଭୁବନେଶ୍ୱର: ଅନ୍ତର୍ଜାତୀୟ ସ୍ତରରେ ପୁଣି ଥରେ ଓଡ଼ିଶାକୁ ପ୍ରଶଂସା। କରୋନା ମୁକାବିଲା ପ୍ରସ୍ତୁତି ନେଇ ଓଡ଼ିଶାକୁ ପ୍ରଶଂସା କରିଛି ବ୍ରିଟିଶର ପ୍ରତିଷ୍ଠିତ ଓ ସର୍ବପୁରାତନ ମେଡିକାଲ୍ ଜର୍ଣ୍ଣାଲ ଦି ଲାନସେଟ୍ । 'ଭାରତରେ କୋଭିଡ୍ ଏମର୍ଜେନ୍ସୀ' ଶୀର୍ଷକ ସମ୍ପାଦକୀୟରେ ଓଡ଼ିଶାର ଅକ୍ସିଜେନ୍…

ଦେଶରେ ୪ ଲକ୍ଷ ତଳକୁ ଖସୁନି ଦୈନିକ ସଂକ୍ରମଣ, ୪ ହଜାର ଉପରେ ମୃତ୍ୟୁସଂଖ୍ୟା

ନୂଆଦିଲ୍ଲୀ: କ୍ରମାଗତ ଚତୁର୍ଥ ଦିନରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୪ ଲକ୍ଷ ତଳକୁ ଖସୁନି । ସେହିପରି ଦ୍ୱିତୀୟ ଦିନରେ ମହାମାରୀରେ ୪ହଜାରରୁ ଅଧିକ ପ୍ରାଣ ହରାଇଛନ୍ତି । ଗତ ୨୪ ଘଣ୍ଟାରେ ସାରା ଦେଶରୁ ଚିହ୍ନଟ ହୋଇଛନ୍ତି ୪ଲକ୍ଷ ୩ହଜାର ୭୩୮ ନୂଆ ଆକ୍ରାନ୍ତ । ଏହି ସମୟରେ କରୋନା ନେଇଛି…

ଓଡ଼ିଶାର ୧୫ ଜିଲ୍ଲାରୁ କରୋନାରେ ଆଉ ୧୯ ଜଣଙ୍କର ମୃତ୍ୟୁ

ଭୁବନେଶ୍ୱର: ଆଜି ରାଜ୍ୟରେ ସଂକ୍ରମଣ ସହ ଦୈନିକ ମୃତ୍ୟୁସଂଖ୍ୟା ବି କମିଛି । ଗତ ୨୪ ଘଣ୍ଟାରେ ୧୫ ଜିଲ୍ଲାରୁ ମହାମାରୀରେ ଯାଇଛି ୧୯ ଆକ୍ରାନ୍ତଙ୍କ ଜୀବନ । ଖୋର୍ଦ୍ଧା ଓ କଳାହାଣ୍ଡି ଜିଲ୍ଲାରୁ ସର୍ବାଧିକ ୩ ଜଣ ଲେଖାଏ ସଂକ୍ରମିତ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଛନ୍ତି । ଅନୁଗୋଳ,…

ଆଜି ଓଡ଼ିଶାରେ କମିଛି କରୋନା ସଂକ୍ରମଣ: ୧୦,୬୩୫ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଆଜି ସାମାନ୍ୟ କମିଛି କରୋନା ସଂକ୍ରମଣ । ୧୧ହଜାର ତଳକୁ ଖସିଛି । ଗତ ୨୪ ଘଣ୍ଚାରେ ଚିହ୍ନଟ ହୋଇଛନ୍ତି ୧୦ହଜାର ୬୩୫ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୬ହଜାର ୧୨ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୪ହଜାର ୬୨୩ଟି । ଖୋର୍ଦ୍ଧାରୁ ସର୍ବାଧିକ ୧୫୬୪ ନୂଆ…

୧୮ରୁ ୪୪ ବର୍ଷ ବର୍ଗଙ୍କୁ ଟିକାକରଣ ନେଇ ଚିଠି

ଭୁବନେଶ୍ବର : ରାଜ୍ୟରେ ୧୮ରୁ ୪୪ ବର୍ଷ ବୟସ ବର୍ଗଙ୍କୁ ଟିକାକରଣ ନେଇ ଚିଠି ଲେଖିଛନ୍ତି ସ୍ବାସ୍ଥ୍ୟ ବିଭାଗ ଅତିରିକ୍ତ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ର । ସବୁ ସିଡିଏମଓ, ପିଏଚଓ, ଜିଲ୍ଲାପାଳ, ମ୍ୟୁନିସିପାଲ କମିଶନରଙ୍କୁ ଚିଠି ଲେଖିଛନ୍ତି ଏସିଏସ । ଟିକା କମ ଥିବାରୁ ୫ଟି ପୌରାଞ୍ଚଳରେ ହେବ…