Latest Odisha News

BREAKING NEWS

Browsing Category

କରୋନା ଅପଡ଼େଟ୍‌

Coronavirus Update

[ଭିଡିଓ] କରୋନା ଭୟାବହତାର ଆଉ ଏକ ଉଦାହରଣ…

ଶ୍ରୀକାକୁଲମ୍‌ (ଆନ୍ଧ୍ରପ୍ରଦେଶ): କରୋନାର କରାଘାତରେ ତଳେ ପଡିଥିଲା ବାପା । ସେପଟେ ଝିଅଟି ନିଜ ବାପା ମୁହଁରେ ଟିକେ ପାଣି ଦେବାକୁ ଚାହୁଁଥିଲା । ହେଲେ ଭାଗ୍ୟର ବିଡମ୍ବନା । ଖୋଦ ତଳେ ପଡିଥିବା ବ୍ୟକ୍ତିଙ୍କ ସ୍ତ୍ରୀ ଅର୍ଥାତ ଝିଅଟିର ମାଆ ତା ବାପାକୁ ପାଣି ଦେବାକୁ ମନା କରୁଥିଲା । ହେଲେ…

ଗିରଫ ହେଲେ ରେମ୍‌ଡେସେଭିୟର୍ କଳାବଜାରୀ !

ନୂଆଦିଲ୍ଲୀ: ୭୦ ହଜାର ଟଙ୍କାରେ ବିକ୍ରିୟ ହେଉଥିଲା ରେମ୍‌ଡେସେଭିୟର୍ ଇଂଜେକ୍ସନ୍ । କଳାବଜାରୀଙ୍କ ନିକଟରେ ମହଜୁଦ ଥିଲା ଇଂଜେକ୍ସନ ଭାଇଲ୍ । ବହୁ ଖୋଳତାଡ ପରେ ଶେଷରେ ଦିଲ୍ଲୀ ପୋଲିସ ହାତରେ ଧରାପଡିଛନ୍ତି ରେମଡେସେଭିୟର୍ ଇଂଜେକ୍ସନ କଳାବଜାରୀ ଗ୍ୟାଙ୍ଗ । ରେମ୍‌ଡେସେଭିୟର୍ ଇଂଜେକ୍ସନକୁ…

ପ୍ରାଣଘାତୀ କରୋନା: ଦିନକରେ ଦେଶରୁ ରେକର୍ଡ ୩୭୮୦ ମୃତ, ସାଢ଼େ ୩ଲକ୍ଷରୁ ଖସୁନି ଦୈନିକ ସଂକ୍ରମଣ

ନୂଆଦିଲ୍ଲୀ: କରୋନାର ସେକେଣ୍ଡ ଓ୍ୱେଭ୍ ସାଂଘାତିକ ହେଉଛି । ଅଧିକ ଜୀବନ ନେଉଛି । ଦେଶରେ ସାଢ଼େ ୩ହଜାର ତଳକୁ ଖସୁନି ଦୈନିକ ମୃତ୍ୟୁସଂଖ୍ୟା । ସେହିପରି ପ୍ରତିଦିନ ସାଢ଼େ ୩ ଲକ୍ଷରୁ ଅଧିକ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ଗତ ୨୪ ଘଣ୍ଟାରେ କରୋନା ଦିନକରେ ରେକର୍ଡ ୩ହଜାର ୭୮୦ ଜୀବନ ନେଇଛି ।…

ରେଡ୍ ଜୋନରେ ଓଡ଼ିଶାର ୨୩ ଜିଲ୍ଲା, ଗ୍ରୀନ୍ ଜୋନରେ କେବଳ ମାଲକାନଗିରି

ଭୁବନେଶ୍ୱର: ରାଜ୍ୟରେ କରୋନା କାୟା ମେଲାଉଛି । ଏଥିସହ ଗୋଟିଏ ପରେ ଗୋଟିଏ ଜିଲ୍ଲା ରେଡ୍ ଜୋନକୁ ଯାଉଛି । କାଲି ୨୧ ଜିଲ୍ଲା ରେଡ୍ ଜୋନରେ ଥିଲା । ଆଜି ଏହି ସଂଖ୍ୟା ୨୩କୁ ବୃଦ୍ଧି ପାଇଛି । ରେଡ୍ ଜୋନ୍ ତାଲିକାରେ ଆଜି ବୌଦ୍ଧ ସମ୍ୱଲପୁର ଜିଲ୍ଲା ଯୋଡ଼ି ହୋଇଛି । ଗତ ୨୪ ଘଣ୍ଟାରେ ବୌଦ୍ଧରୁ ୧୨୯…

ଆଜି ୧୫ ଜିଲ୍ଲାରେ ଟିକାକରଣ ବନ୍ଦ

ଭୁବନେଶ୍ୱର: ଟିକା ଅଭାବ ସମସ୍ୟା ଲାଗି ରହିଛି । ଟିକା ଅଭାବ ଯୋଗୁ ଆଜି ୧୫ଟି ଜିଲ୍ଲାରେ ଟିକାକରଣକୁ ବନ୍ଦ ରଖାଯାଇଛି । ଏହି ଜିଲ୍ଲାଗୁଡିକ ହେଲା ଅନୁଗୋଳ, ବାଲେଶ୍ୱର, ବରଗଡ, କଟକ, ବୌଦ୍ଧ, ଜଗତସିଂହପୁର, କନ୍ଧମାଳ, ଦେଓଗଡ, ଗଞ୍ଜାମ, ନବରଙ୍ଗପୁର, କେନ୍ଦୁଝର, କୋରାପୁଟ, ରାୟଗଡା, ସମ୍ବଲପୁର…

ଲକଡାଉନରେ କ’ଣ ଖୋଲା ଓ କ’ଣ ବନ୍ଦ ?

ଭୁବନେଶ୍ୱର: ଆଜିଛୁ ଓଡ଼ିଶାରେ ଲକଡାଉନ୍ । ଏହି ୧୪ ଦିନ ଭିତରେ ଲୋକଙ୍କୁ କାମ ନଥିଲେ ଘରୁ ବାହାରିବା ପାଇଁ ମନା କରାଯାଇଛି । କିନ୍ତୁ କୋଭିଡ୍ ଟେଷ୍ଟିଂ ପାଇଁ ହସ୍ପିଟାଲକୁ ଯାଇପାରିବେ । ଟିକାକରଣ କାମ ଜାରି ରହିବ । ଟିକା ନେବାକୁ ଲୋକ ଯାଇପାରିବେ । ଲକଡାଉନର ମୁଖ୍ୟ ଉଦ୍ଦେଶ୍ୟ ହେଲା…

ଓଡ଼ିଶାରେ ୭ ଜିଲ୍ଲାରୁ କରୋନା ନେଲା ଆଉ ୧୬ ଜୀବନ

ଭୁବନେଶ୍ୱର: ସଂକ୍ରମଣ ସହ ରାଜ୍ୟରେ ବଢୁଛି କରୋନା ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଟାରେ ୭ଟି ଜିଲ୍ଲାରୁ କରୋନାରେ ଆଉ ୧୬ ଜଣ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪ ଜଣ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି । ଗଜପତି ଓ କଳାହାଣ୍ଡି ଜିଲ୍ଲାରୁ ଆଉ ୩ ଜଣ…

ଓଡ଼ିଶା ଲକଡାଉନ୍: ଆଜିଠୁ ୧୪ ଦିନ ଗାଁଠୁ ସହର ଶୂନଶାନ

ଭୁବନେଶ୍ୱର: କରୋନା ଚେନ୍ ଭାଙ୍ଗିବାକୁ ଆଜିଠୁ ଓଡ଼ିଶାରେ ଲକଡାଉନ୍ । ଆସନ୍ତା ୧୯ ତାରିଖ ଯାଏ ବଳବତ୍ତର ରହିବ । ଗାଁଠୁ ସହର ଶୂନଶାନ । ଜରୁରୀ ସେବାକୁ ଲକଡାଉନରୁ ବାଦ ଦିଆଯାଇଛି । ନହେଲେ ଘରୁ ଗୋଡ଼ କାଢ଼ିବା ମନା । ରାସ୍ତାଘାଟ ଶୂନଶାନ । କୋଳାଙଳର ସହର ଶୋଇ ପଡ଼ିଛି । ବିଭିନ୍ନ ସ୍ଥାନରେ…

ରାଜ୍ୟରୁ ଆଜି ୯୮୮୯ କରୋନା ସଂକ୍ରମିତ, ଖୋର୍ଦ୍ଧା ଓ ସୁନ୍ଦରଗଡ଼ରୁ ସର୍ବାଧିକ

ଭୁବନେଶ୍ୱର: ରାଜ୍ୟରେ ପୁଣି ବଢ଼ିଛି ଦୈନିକ କରୋନା ସଂକ୍ରମିତଙ୍କ ସଂଖ୍ୟା । ଗତକାଲି ଅପେକ୍ଷା ଆଜି ବଢ଼ିଛନ୍ତି । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୯ହଜାର ୮୮୯ ପଜିଟିଭ୍ । ଗତକାଲି ଏହି ସଂଖ୍ୟା ଥିଲା ୮ହଜାର ୨୧୬ । ଖୋର୍ଦ୍ଧା ଓ ସୁନ୍ଦରଗଡ଼ରେ ହଜାରେ ଉପରେ ରହିଛି ଦୈନିକ…

ଲକଡାଉନରେ ଖୋଲା ରହିବ ଆହାର କେନ୍ଦ୍ର

ଭୁବନେଶ୍ବର : ଆସନ୍ତାକାଲିଠାରୁ ସାରା ରାଜ୍ୟରେ ଲାଗୁ ହେଉଛି ୧୪ ଦିନିଆ ଲକଡାଉନ୍ । ଏହି ସମୟରେ କେବଳ ଜରୁରୀ ସେବା ଛଡ଼ା ବାକି ସବୁ କିଛି ବନ୍ଦ ରହିବ । ତେବେ ରାଜ୍ୟରେ ଲାଗୁ ହେଉଥିବା ଲକଡାଉନ ସମୟରେ ଖୋଲା ରହିବ ଆହାର କେନ୍ଦ୍ର । ଏନେଇ ଜିଲ୍ଲା ଆହାର ସୋସାଇଟିକୁ ଚିଠି ଲେଖିଛନ୍ତି ଓଏସଡି…