Latest Odisha News

BREAKING NEWS

Browsing Category

ଦୁର୍ଗା ପୂଜା

Durga Puja 2020

ଜଗତସିଂହପୁରରେ ଧୁମଧାମରେ ପାଳିତ ହେଉଛି ଶାରଦୀୟ ଦୁର୍ଗାପୂଜା

ଜଗତସିଂହପୁର: ଚାଲିଛି ପାର୍ବଣର ଋତୁ । ଚାରିଆଡେ ପୂଜାର ମାହୋଲ । ସବୁଠି ମା' ଦଶଭୂଜାଙ୍କୁ ଆରାଧାନା କରାଯାଉଥିବାବେଳେ, ଏଥିରୁ ବାଦ ପଡିନି ଜଗତସିଂହପୁର ଜିଲ୍ଲା । ଜିଲ୍ଲାର ସଦର ମହକୁମାର ବିଭିନ୍ନ ପୂଜା ମଣ୍ଡପରେ ଧୁମଧାମରେ ପାଳିତ ହେଉଛି ଶାରଦୀୟ ଦୁର୍ଗାପୂଜା । ଦଶହରା ପାଇଁ ଚଳଚଞ୍ଚଳ…

ଓଡ଼ିଶା ଲଳିତ କଳା ଏକାଡ଼େମୀ ଦ୍ଵାରା ଚିତ୍ରକଳା ପ୍ରଦର୍ଶନୀ ‘ଦେବୀ’ ଉଦ୍‌ଘାଟିତ

ଭୁବନେଶ୍ଵର : ଓଡ଼ିଶା ଲଳିତ କଳା ଏକାଡ଼େମୀ, ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଶାରଦୀୟ ଦୁର୍ଗାପୂଜା ଅବସରରେ ନୀଳାଦ୍ରୀ ବିହାର ସ୍ଥିତ ବୁଦ୍ଧ ଆର୍ଟ ଗ୍ୟାଲେରୀ ଠାରେ ଏକ ସମସାମୟିକ ଚିତ୍ରକଳା ପ୍ରଦର୍ଶନୀ ‘ଦେବୀ ‘ ଉଦ୍‌ଘାଟିତ ହୋଇଯାଇଛି । ଏଥିରେ ଏକାଡେମୀ ଦ୍ଵାରା…

ବାଣୀପୀଠରେ ମହାସମାରୋହରେ ଚାଲିଛ ମା’ ଦୁର୍ଗାଙ୍କର ସୁଵର୍ଣ୍ଣ ଜୟନ୍ତୀ ଉତ୍ସବ 

ଭୁବନେଶ୍ବର: ଚାରିଆଡେ ପୂଜାର ମାହୋଲ । ମନ୍ତ୍ର ଧ୍ବନୀରେ ପ୍ରକମ୍ପିତ ହେଉଛି ଗଗନ ପବନ । ସୁଉଚ୍ଚ ତୋରଣ ସାଙ୍ଗକୁ ଆଲୋକ ମାଳାରେ ଝଲସୁଛି ସମଗ୍ର ପରିବେଶ । ଭୁବନେଶ୍ବରର ଅଧିକାଂଶ ସ୍ଥାନରେ ମା' ଦୁର୍ଗାଙ୍କ ପୂଜା କରାଯାଉଥିବାବେଳେ, ଏଥିରୁ ବାଦ ପଡିନି ଉତ୍କଳ ବିଶ୍ବବିଦ୍ୟାଳୟ ।୧୯୭୪ ମସିହାରୁ…

ପ୍ରଥମ କରି ପୂଜା ଆରମ୍ଭ କଲା କଳିଙ୍ଗ ଦୁର୍ଗା ପୂଜା କମିଟି, ଛୁଟୁଛି ଭକ୍ତଙ୍କ ସୁଅ

ଭୁବନେଶ୍ୱର: ଧରାବତରଣ କରିଛନ୍ତି ଜଗତଜନନୀ ମା’ ଦୁର୍ଗା । ମା’ଙ୍କ ଆଗମନରେ ଗାଁରୁ ସହର ଉତ୍ସବମୁଖର । ତେବେ ରାଜଧାନୀ ଭୁବନେଶ୍ବରର ପ୍ରାୟ ସବୁ ସ୍ଥାନରେ ଦେବୀ ମା'ଙ୍କ ଆରଧାନା ଚାଲିଥିବାବେଳେ, ଏହି ପ୍ରରିପେକ୍ଷୀରେ କିସ ରୋଡ କଳିଙ୍ଗ ଦୁର୍ଗା ପୂଜା କମିଟି ପକ୍ଷରୁ ପ୍ରଥମ କରି ପୂଜା ଆରମ୍ଭ…

ଧରାବତରଣ କରିଛନ୍ତି ଜଗତଜନନୀ ମା ଦୁର୍ଗା, ଉତ୍ସବ ମୁଖର ପୁରୀ ସହର

ପୁରୀ: ଧରାଵତରଣ କରିଛନ୍ତି ଜଗତଜନନୀ ମା ଦୁର୍ଗା । ଭକ୍ତଙ୍କ ଗହଣରେ ଚାଲିଛି ମା ଙ୍କ ପୂଜାର୍ଚନା । ଚଣ୍ଡୀପାଠ ଓ ମନ୍ତ୍ରଧ୍ଵନି ମଧ୍ୟରେ ବିଭିନ୍ନ ପୀଠ ପରିସରରେ ସୃଷ୍ଟି ହୋଇଛି ଆଧ୍ୟାତ୍ମିକ ପରିବେଶ । ମାଙ୍କ ଆଗମନରେ ଉଲ୍ଲସିତ ହୋଇଛି ଭକ୍ତପ୍ରାଣ । ମହାଷ୍ଟମୀ ଉପବାସ କରି ମହିଳାମାନେ…

ନିଆରା ପୂଜା: ମୁଣ୍ଡରେ ଝୁଣାଦାନୀ ରଖି ଝୁଣାପାଠ କଲେ ପୂର୍ଣ୍ଣ ହୁଏ ମନସ୍କାମନା

ଭଦ୍ରକ: ସବୁଠି ଚାଲିଛି ମା'ଙ୍କର ନବରାତ୍ର ପୂଜା । ପୀଠରେ ନବମୀ ଓ ମଣ୍ଡପରେ ଚାଲିଛି ଅଷ୍ଟମୀ ପୂଜା । ଦୁର୍ଗା ପୂଜା ଅବସରରେ ଭଦ୍ରକ ସହରର ସ୍ଥିତ ସନ୍ଥିଆ ଓ ନୀଳକଣ୍ଠପୁର ଠାରେ ଏକ ନିଆରା ଆଧ୍ୟାତ୍ମିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି । ଶତାଧିକ ମହିଳା ପୁରୁଷ ଏକତ୍ରିତ ହୋଇ ମା' ଦୂର୍ଗାଙ୍କ…

୮୦ ବର୍ଷରେ ପଦାର୍ପଣ କଲା ସୋହେଲା ଦୂର୍ଗା ପୂଜା

ବରଗଡ: ପାର୍ବଣର ଆରମ୍ଭରେ ପୁଲକିତ ଧରଣୀ ରାଣୀ । ଧରାପୃଷ୍ଠରେ ଅବତରଣ କରିଛନ୍ତି ଜଗତଜନନୀ ମା' ଦୁର୍ଗା । ମା'ଙ୍କ ଆଗମନରେ ଗାଁ ଠୁ ସହର ଚାରିଆଡେ ଉତ୍ସବର ମାହୋଲ । ଏହି ପରିପ୍ରେକ୍ଷୀରେ ବରଗଡ ଜିଲ୍ଲାର ସୋହେଲାରେ ନବରାତ୍ରୀରୁ ଆରମ୍ଭ ହୋଇଛି ଦୁର୍ଗା ପୂଜା । ଦେବୀ ମା'ଙ୍କ ପୂଜା ସହ ରାମଳୀଲା…

ମା’ ସୁରେଶ୍ୱରୀଙ୍କ ଜୟ ଦୁର୍ଗା ବେଶ

ସୋନପୁର: ଧରାବତରଣ କଲେ ମହାମାୟା । ଆଜି ମଣ୍ଡପରେ ମା’ଙ୍କ ସପ୍ତମୀ ଓ ପିଠରେ ଅଷ୍ଟମୀ ପୂଜା ଚାଲିଛି । ସେହିପରି ଭାବରେ ସୁବର୍ଣ୍ଣପୁର ଜିଲ୍ଲାର ଇଷ୍ଟ ଦେବୀ ମା’ ସୁରେଶ୍ୱରୀ ଆଜି ଅଷ୍ଟମୀ ତିଥିରେ ଜୟ ଦୁର୍ଗା ବେଶରେ ଶ୍ରଦ୍ଧାଳୁ ମନଙ୍କୁ ଦର୍ଶନ ଦେଉଛନ୍ତି । ଭୋର ସକାଳୁ ସକାଳୁ ଭକ୍ତଙ୍କ ବେଶ…

ନବଦୁର୍ଗା: ମା’ କାଳରାତ୍ରୀ ବେଶରେ ଦର୍ଶନ ଦେଉଛନ୍ତି ମହାମାୟା

ଭୁବନେଶ୍ଵର: ଅପେକ୍ଷାର ଅନ୍ତ ଘଟିଛି । ଧରାବତରଣ କରିଛନ୍ତି ଦଶଭୁଜା ମା' ଦୁର୍ଗା । ଆଧ୍ୟାତ୍ମିକତାର ମହକରେ ମହକୁଛି ପରିବେଶ । ଚାରିଆଡ଼େ ପାର୍ବଣର ପୁଲକ। ଆଜି ଶକ୍ତିପୀଠରେ ଅଷ୍ଟମୀ ପୂଜା କରାଯାଉଥିବା ବେଳେ ମଣ୍ଡପରେ ଆଜି ସପ୍ତମୀ ପୂଜା କରାଯାଉଛି । ପୂଜକ ବେଳଗଛ ମୂଳେ ପୂଜା କରିବା ପରେ…

ବାଲୁକାକଳାରେ ମା’ ଦୁର୍ଗା, ଗଗନାୟାନର ସଫଳତା କାମନା କଲେ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ଆରମ୍ଭ ହୋଇଛି ନବରାତ୍ରୀ ପୂଜା। ମା’ଙ୍କ ଆଗମନକୁ ନେଇ ଚଳଚଞ୍ଚଳ ପୁରପଲ୍ଲୀ। ପବିତ୍ର ଦୁର୍ଗାପୂଜା ଅବସରରେ ନିଆରା ଢଙ୍ଗରେ ସମସ୍ତଙ୍କୁ ଶୁଭେଚ୍ଛା ଦେଇଛନ୍ତି ଅନ୍ତର୍ଜାତୀୟ ଖ୍ୟାତିସଂପନ୍ନ ବାଲୁକା ଚିତ୍ରଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ। ପୁରୀ ବେଳାଭୂମିରେ ମା’ ଦୁର୍ଗାଙ୍କ…