Latest Odisha News

BREAKING NEWS

Browsing Category

ଦୁର୍ଗା ପୂଜା

Durga Puja 2020

ଧରାବତରଣ କଲେ ମହାମାୟା, ଆଜି ମଣ୍ଡପରେ ମାଆଙ୍କ ସପ୍ତମୀ ଓ ପୀଠରେ ଅଷ୍ଟମୀ ପୂଜା

ଭୁବନେଶ୍ଵର: ଧରାବତରଣ କଲେ ମହାମାୟା । ଆଜି ମଣ୍ଡପରେ ମାଆଙ୍କ ସପ୍ତମୀ ଓ ପୀଠରେ ଅଷ୍ଟମୀ ପୂଜା । କଟକ, ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ ପୂଜା ମଣ୍ଡପରେ ଦେବୀ ଦୁର୍ଗାଙ୍କ ସପ୍ତମୀ ପୂଜା ଅନୁଷ୍ଠିତ ହେଉଛି । ଗତକାଲି ଷଷ୍ଠୀରେ ସନ୍ଧ୍ୟାରେ ପୂଜା ମଣ୍ଡପ ପରିସରରେ ଥିବା ବେଲ ଗଛ ମୂଳେ…

ମାଁ ସୁରେଶ୍ୱରୀଙ୍କ ବଗଲାମୁଖି ବେଶ

https://youtu.be/_gZuqKlpFuU ସୁବର୍ଣ୍ଣପୁର: ଆଜି ଆଶ୍ୱୀନ ମାସ ଷଷ୍ଠୀ ତିଥି । ସୁବର୍ଣ୍ଣପୁର ଇଷ୍ଟଦେବୀ ମାଁ ସୁରେଶ୍ୱରୀ ଆଜି ବଗଲାମୁଖୀ ବେଶରେ ଭକ୍ତ ମାନଙ୍କୁ ଦର୍ଶନ ଦେଉଛନ୍ତି । ଗତ କାଲି ଭୁବନେଶ୍ଵରୀ ବେଶରେ ଦର୍ଶନ ଦେଇଥିବା ବେଳେ ଆଜି ବଗଲାମୁଖୀ ବେଶ ଧାରଣ କରିଛନ୍ତି । ସବୁ…

ମାଁ ଲଙ୍କେଶ୍ୱରୀଙ୍କ ପୀଠରେ ଦଶହରା ମହା ଆଳତୀ

ସୋନପୁର: ଜୁନାଗଡ଼ ସହର ଓ ଆଖପାଖ ଅଞ୍ଚଳର ପ୍ରତ୍ୟକ ଶକ୍ତି ପୀଠରେ ଦଶହରା ପୂଜା ଚାଲିଥିବା ବେଳେ ସବୁ ପୂଜା ମଣ୍ଡପରେ ବେଶ ଜାକଜମକରେ ଜଗତ ଜନନୀ ମା ଦୁର୍ଗାଙ୍କ ପୂଜା ଆରମ୍ଭ ହୋଇଛି। ଏହିସବୁ ପୀଠ ଓ ମଣ୍ଡପ ମାନଙ୍କରେ ଶ୍ରଦ୍ଧାଳୁଙ୍କ ଭିଡ ବଢ଼ିବାରେ ଲାଗିଥିବା ଦେଖିବାକୁ ମିଳୁଛି । ମହାନଦୀ…

ଚିକମିକ ଆଲୁଅ ରେ ଝଲସୁଛି ଖଡ଼ିଆଳ, କୋଲକାତା କାଳୀ ମନ୍ଦିର ଭ୍ରମ ସୃଷ୍ଟି କରୁଛି ତୋରଣ

ନୂଆପଡା: ଆସିଛି ପାର୍ବଣ,  ମାଁ ଙ୍କ ଆଗମନ ରେ ଚଳଚଞ୍ଚଳ ଗାଁ ଠୁ ସହର । ଧରା ଅବତରଣ କରି ପୂଜା ପାଉଛନ୍ତି ଦୁର୍ଗତିନାସିନୀ ମହିଷାମର୍ଦ୍ଦିନୀ ମା’ ଦୁର୍ଗା । ଏହି ପରିପ୍ରେକ୍ଷୀରେ ରେ ନୂଆପଡା ଜିଲ୍ଲା ଖଡ଼ିଆଳ ସହରରେ ଜମୁଛି ଦୂର୍ଗାପୁଜା । ନବ ରାତ୍ର ଦୁର୍ଗା ପୂଜାରେ ମାଁ ଙ୍କ ନଅ ରୂପ…

ନବଦୁର୍ଗା: କାତ୍ୟାୟନୀ ବେଶରେ ପୂଜା ପାଉଛନ୍ତି ମା’

ଭୁବନେଶ୍ଵର: ପୀଠେ ବିରାଜିତ ମହାମାୟା । ଆଜି ମଣ୍ଡପରେ ମାଆଙ୍କ ଷଷ୍ଠୀ ପୂଜା ହେଉଥିବା ବେଳେ ପୀଠରେ ସପ୍ତମୀ ପୂଜା ପାଳନ ହେଉଛି । ଜଗତଜନନୀଙ୍କ ଆଗମନ ପାଇଁ ସବୁଠି ଉତ୍ସବର ପରିବେଶ । ବେଲଗଛ ମୂଳେ ଷଷ୍ଠୀ ପୂଜା କରାଯିବା ପରେ ମା’ଙ୍କୁ ମଣ୍ଡପକୁ ଆବାହନ କରାଯିବ । ନଦୀରୁ ପବିତ୍ର ଜଳ ଅଣାଯାଇ…

ଆସୁଛନ୍ତି ମହାମାୟା, ଆଜି ପୀଠରେ ସପ୍ତମୀ, ମଣ୍ଡପରେ ମାଆଙ୍କ ଷଷ୍ଠୀ ପୂଜା

ଭୁବନେଶ୍ଵର: ଆସୁଛନ୍ତି ମହାମାୟା । ଆଜି ପୀଠରେ ମାଆଙ୍କ ସପ୍ତମୀ ପୂଜା, ମଣ୍ଡପରେ ପାଳନ ହେବ ଷଷ୍ଠୀ ପୂଜା । ଜଗତଜନନୀଙ୍କ ଆଗମନ ପାଇଁ ସବୁଠି ଉତ୍ସବର ପରିବେଶ । ବେଲଗଛ ମୂଳେ ଷଷ୍ଠୀ ପୂଜା କରାଯିବା ପରେ ମା’ଙ୍କୁ ମଣ୍ଡପକୁ ଆବାହନ କରାଯିବ । ନଦୀରୁ ପବିତ୍ର ଜଳ ଅଣାଯାଇ ମଣ୍ଡପରେ ମା’ଙ୍କୁ…

ଶକ୍ତିପୀଠର କାହାଣୀ: ଶ୍ରୀମନ୍ଦିର ଚତୁର୍ଭୁଜା ଦେବୀ ମା’ ବିମଳା

ଭୁବନେଶ୍ଵର: ମା’ ଆସୁଛନ୍ତି । ଖୁସିରେ ନାଚୁଛି ଧର। । ହସୁଛି କାସତଣ୍ଡି ଫୁଲ । ଆରମ୍ଭ ହୋଇଛି ମା’ଙ୍କ ନବଦିନାତ୍ମକ ପୂଜା । ସମସ୍ତ ଶକ୍ତିପୀଠରେ ଚାଲିଛି ନବରାତ୍ର ପୂଜା । ବିଭିନ୍ନ ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ମା’ । ଚଣ୍ଡିପାଠରେ ପ୍ରକମ୍ପିତ ହେଉଛି ପରିବେଶ । ଷୋଡ଼ଶ ଉପଚାରରେ…

ନବଦୁର୍ଗା: ସ୍କନ୍ଦମାତା ବେଶରେ ପୂଜା ପାଉଛନ୍ତି ମା’

ଭୁବନେଶ୍ଵର: ଖିଲିଖିଲି ହସୁଛି କାଶତଣ୍ଡି ଫୁଲ । ଏବେ ଖାଲି ଅପେକ୍ଷା ମା'ଙ୍କ ଆଗମନକୁ । ଆଉ ଦିନ କେଇଟା ପରେ ଦୁର୍ଗାପୂଜା । ଧରାବତରଣ କରିବେ ମା' ଦୁର୍ଗତିନାସିନି ଦୂର୍ଗା । ସେଥିପାଇଁ ଏବେ ସମସ୍ତ ଦେବୀ ପୀଠରେ ମା ଙ୍କ ନବରାତ୍ରୀ ପୂଜା । ଏହି ଅବସରରେ ସକାଳୁ ବିଭିନ୍ନ ଦେବୀ ପୀଠ ମାନଙ୍କରେ…

ନବଦୁର୍ଗା: କୁଷ୍ମାଣ୍ଡା ବେଶରେ ପୂଜା ପାଉଛନ୍ତି ମା’

ଭୁବନେଶ୍ଵର: ଶକ୍ତିରୂପିଣୀ ମାଆ ଦୁର୍ଗାଙ୍କର ନଅ ରୂପ ବୋଲି କୁହାଯାଏ। ବସନ୍ତ ଓ ଶରତ ଋତୁରେ ଦେବୀ ଆରାଧନା କରାଯାଏ । ଚୈତ୍ର ଶୁକ୍ଳ ଏବଂ ଆଶ୍ୱିନ ଶୁକ୍ଳ ପ୍ରତିପଦଠାରୁ ନବମୀ ପର୍ଯ୍ୟନ୍ତ ନବଗୌରୀ ବା ନବଦୁର୍ଗାଙ୍କ ପୂଜା ଅନୁଷ୍ଠିତ ହୁଏ । ନବରାତ୍ରୀ ହେଉଛି ଦଶହରା ମହୋତ୍ସବର ଆଦ୍ୟ ପର୍ବ ।…

ଚଳଚଞ୍ଚଳ ମା’ ବିରଜାଙ୍କ ପୀଠ

https://youtu.be/Sn0uSRPHubU ଯାଜପୁର: ନବରାତ୍ର ପାଇଁ ଚଳ ଚଞ୍ଚଳ ହୋଇ ଉଠିଛି ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା ବିରଜାଙ୍କ ପୀଠ । ମାଙ୍କ ଷୋଡଶ ଉପଚାର ରେ ପୂଜା ଜାରି ରହିଥିବା ବେଳେ ନବରାତ୍ରର ତୃତୀୟ ଦିନରେ ମାଙ୍କ ଗର୍ଭ ଗୃହ କୁ ଯାଇ ପାଦ ସ୍ପର୍ଶ ଓ ମୁଖ ଦର୍ଶନ ପାଇଁ ଶ୍ରଦ୍ଧାଳୁ…