Latest Odisha News

BREAKING NEWS

Browsing Category

ଦୁର୍ଗା ପୂଜା

Durga Puja 2020

ତ୍ରିପୁରା ସୁନ୍ଦରୀ ବେଶରେ ମା’ ସୁରେଶ୍ୱରୀ

https://youtu.be/3cMe7tMVFUY ନବରଙ୍ଗପୁର: ଆଜି ଆଶ୍ୱୀନ ତୃତୀୟା ତିଥି । ସୁବର୍ଣ୍ଣପୁରର ଅଧିଷ୍ଟାତ୍ରୀ ଦେବୀ ମା’ ସୁରେଶ୍ୱରୀ ଆଜି ଷୋଡ଼ଶୀ(ତ୍ରିପୁରା ସୁନ୍ଦରୀ) ବେଶରେ ଭକ୍ତ ମାନଙ୍କୁ ଦର୍ଶନ ଦେଉଛନ୍ତି । ଗତ କାଲି ତାରା ବେଶରେ ଦର୍ଶନ ଦେଇଥିବା ବେଳେ ଆଜି ତ୍ରିପୁରା…

ନବଦୁର୍ଗା: ଚନ୍ଦ୍ରଘଣ୍ଟା ରୂପରେ ପୂଜା ପାଉଛନ୍ତି ମା

ଭୁବନେଶ୍ଵର: ଧରାପୃଷ୍ଠରେ ବିରାଜିବେ ମା ଜଗତଜନନୀ ଦୁର୍ଗା । ମାଙ୍କ ଆବାହନ ପାଇଁ ଚଳଚଞ୍ଚଳ ହୋଇପଡିଛି ଗାଁଠୁ ସହର । ଆରମ୍ଭ ହୋଇଛି ଶାରଦୀୟ ନବରାତ୍ରୀ ପୂଜା । ନବରାତ୍ରି ହେଉଛି ମାଆଙ୍କ ଉପାସନାର ପର୍ବ । ଏହି ନବଦିନାତ୍ମକ ପୂଜାରେ ନଅ ଦିନ ଧରି ବିଭିନ୍ନ ରୂପରେ ପୂଜା ପାଇବେ ଆଦିଶକ୍ତି ମାଆ…

ନବରାତ୍ରୀ ୨୦୨୩: ଆକର୍ଷଣର କେନ୍ଦ୍ରବିନ୍ଦୁ ସାଜେ ପୁରୀର ଗୋଷାଣୀ ଯାତ

ପୁରୀ: ପାଖେଇ ଆସୁଛି ଶାରଦୀୟ ଦୁର୍ଗାପୂଜା । ଆଉ କିଛି ଦିନ ପରେ ଧରାପୃଷ୍ଠରେ ଅବତରଣ କରିବେ ଶକ୍ତି ସ୍ବରୂପିଣୀ ମା' ଦୁର୍ଗା । ଶ୍ରୀକ୍ଷେତ୍ର ପୁରୀରେ ଗୋଷାଣୀ ପୂଜାକୁ ନେଇ ପ୍ରସ୍ତୁତି ଆଗେଇ ଚାଲିଛି । ଶାରଦୀୟ ଦୁର୍ଗାପୂଜାରେ ଦେବୀ ଦୁର୍ଗାଙ୍କୁ ସବୁଆଡ଼େ ଆରାଧନା କରାଯାଉଥିବା ବେଳେ…

ଜଗତଜନନୀଙ୍କୁ ସ୍ଵାଗତ ଜଣାଇବା ପାଇଁ ୫ ହଜାର ଲେମ୍ବୁରେ ମା’ ଦୁର୍ଗାଙ୍କ ପ୍ରତିମା

ପୁରୀ: ଆସୁଛନ୍ତି ମା' । ଆଉ ଦିନ କେଇଟା ପରେ ଧରାପୃଷ୍ଠକୁ ବିଜେ କରିବେ ଜଗତଜନନୀ ମା' ଦୁର୍ଗା । ବିଭିନ୍ନ ଥିମ୍‌କୁ ନେଇ ସବୁବେଳେ ଚର୍ଚ୍ଚାରେ ଥିବା ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ଜଗତଜନନୀଙ୍କୁ ସ୍ଵାଗତ ଜଣାଇବା ପାଇଁ ୫ ହଜାର ଲେମ୍ବୁରେ ମା' ଦୁର୍ଗାଙ୍କ ପ୍ରତିମା କରିଛନ୍ତି ।…

ନବରାତ୍ରୀ ୨୦୨୩: ମାଁ ଭଣ୍ଡାରଘରଣୀଙ୍କ ପୀଠରେ ନବରାତ୍ରୀ ପୂଜା

ନବରଙ୍ଗପୁର: ବାଜାବାଜଣା, ଶଙ୍ଖ ଧ୍ବନି ସହିତ ଭକ୍ତ ମାନଙ୍କ ଜୟକାର ଧ୍ୱନିରେ ପ୍ରକମ୍ପିତ ହେଉଛି ନବରଙ୍ଗପୁର ସହରର ମା ଭଣ୍ଡାରଘରଣୀଙ୍କ ପୀଠ । ମନ୍ଦିର ପ୍ରାଙ୍ଗଣ ଚଳଚଞ୍ଚଳ ହୋଇଉଠିବା ସହ ଆରମ୍ଭ ହୋଇଛି ଅଧିଷ୍ଠାତ୍ରୀ ଦେବୀ ମା ଭଣ୍ଡାରଘରଣୀଙ୍କ  ପୀଠରେ ନବରାତ୍ରୀ ପୂଜା । ନବରାତ୍ରୀ ପୂଜାର…

ନବଦୁର୍ଗା : ବ୍ରହ୍ମଚାରିଣୀ ରୂପରେ ଦର୍ଶନ ଦେଉଛନ୍ତି ମା’

ଭୁବନେଶ୍ଵର: ଆରମ୍ଭ ହୋଇଯାଇଛି ଶାରଦୀୟ ନବରାତ୍ରୀ । ଆଜି ନବରାତ୍ରୀର ଦ୍ୱିତୀୟ ଦିନ । ନବରାତ୍ରୀର ନଅ ଦିନ ଯାକ ଦେବୀ ଦୁର୍ଗାଙ୍କ ନଅ ସ୍ୱରୂପଙ୍କୁ ପୂଜା କରିବାର ବିଧି ରହିଥିବା ବେଳେ ଆଜି ମାଙ୍କର ଦ୍ୱିତୀୟ ସ୍ୱରୂପ ବ୍ରହ୍ମଚାରିଣୀଙ୍କ ପୂଜା କରାଯାଉଛି । ଏଠାରେ ବ୍ରହ୍ମ ଶଦ୍ଦ ର ଅର୍ଥ…

ଷୋଡ଼ଶ ଉପଚାରରେ କମ୍ପୁଛି ଶକ୍ତିପୀଠ: ଗଡ଼ିଛି ମା ବିରଜାଙ୍କର ରଥ, ଭକ୍ତଙ୍କୁ ଦର୍ଶନ ଦେବେ ଦେବୀ

ଯାଜପୁର: ଆରମ୍ଭ ହୋଇଛି ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା' ବିରଜାଙ୍କ ନବଦିନାତ୍ମକ ରଥଯାତ୍ରା । ମା ବିରଜାଙ୍କର ନବଦିବସୀୟ ରଥଯାତ୍ରା ପାଇଁ ଉତ୍ସବ ମୁଖର ସମଗ୍ର ଅଞ୍ଚଳ । ଏହି ଅବସରରେ ବଢ଼ି ଭୋରୁ ମାଙ୍କୁ ପବିତ୍ର ବୈତରଣୀ ଜଳରେ ସ୍ନାନ କରାଯିବା ପରେ ମାଙ୍କ ମୁଖ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ…

ଶକ୍ତିପୀଠର କାହାଣୀ: ତାଳଚେରର ଅଧିଷ୍ଟାତ୍ରୀ ଦେବୀ ଅଗ୍ନିସ୍ବରୂପା ମା ହେଙ୍ଗୁଳା

ଭୁବନେଶ୍ଵର: ଆଜିଠାରୁ ଆରମ୍ଭ ହୋଇଛି ଶାରଦୀୟ ନବରାତ୍ରୀ ପୂଜା । ଏହି ନବଦିନାତ୍ମକ ପୂଜାରେ ନଅ ଦିନ ଧରି ବିଭିନ୍ନ ରୂପରେ ପୂଜା ପାଇବେ ଆଦିଶକ୍ତି ମାଆ ଦୁର୍ଗା । ଆଶ୍ୱିନ ଶୁକ୍ଳ ପ୍ରତିପଦାରୁ ନବମୀ ପର୍ଯ୍ୟନ୍ତ ମାଆ ଜଗଦଜନନୀଙ୍କ ନବମୀ ପୂଜା ଅନୁଷ୍ଠିତ ହୋଇଥାଏ। ଏହି ନଅ ଦିନ ମା' ଶୈଳପୁତ୍ରୀ,…

ନବରାତ୍ରୀ ୨୦୨୩: ନୂଆପଡା ଇଷ୍ଟଦେବୀ ମାଁ ସମଲେଶ୍ବରୀ ଓ ଗଡ଼ଦେବୀ ମାଁ ରକ୍ତାମ୍ବରୀଙ୍କ ପୀଠରେ ନବଦିନାତ୍ମ ପୂଜା

ନୂଆପଡା: ଆରମ୍ଭ ହୋଇଯାଇଛି ପାର୍ବଣ ଋତୁ । ବିଭିନ୍ନ ଶକ୍ତିପୀଠ ଗୁଡିକରେ ମା’ଙ୍କ ଶାରଦୀୟ ନବଦିନାତ୍ମ‌‌‌ ପୂଜା ଆରମ୍ଭ ହୋଇଯାଇଛି। ନୂଆପଡା ଜିଲ୍ଲାର ପୁରୁଣା ସହର ଖଡ଼ିଆଳ ଠାରେ ଇଷ୍ଟଦେବୀ ମାଁ ସମଲେଶ୍ବରୀ ଓ ଗଡ଼ଦେବୀ ମାଁ ରକ୍ତାମ୍ବରୀଙ୍କ ଠାରେ ନବଦିନାତ୍ମ‌‌‌ପୂଜାର୍ଚ୍ଚନା ଆରମ୍ଭ ହୋଇ…

ନବଦୁର୍ଗା : ଶୈଳପୁତ୍ରୀ ବେଶରେ ଦର୍ଶନ ଦେଉଛନ୍ତି ମା’

ଯା ଦେବୀ ସର୍ବ ଭୂତେଷୁ... ମାତୃ ରୁପେଣ ସଂସ୍ଥିତା... ନମସ୍ତସୈ ନମସ୍ତସୈ ନମସ୍ତସୈ ନମୋ ନମଃ.. ଭୁବନେଶ୍ଵର: ଆଜି ଠାରୁ ଆରମ୍ଭ ହୋଇଛି ଦୁର୍ଗେତି ନାଶିନୀ, ଜଗତ ଜନନୀ, ଶକ୍ତି ସ୍ବରୂପିଣି ମା' ଦୁର୍ଗାଙ୍କ ନବରାତ୍ରୀ ପୂଜା । ଏନେଇ ଚଳଚଞ୍ଚଳ ହୋଇ ଉଠିଛି ସମସ୍ତ ଶକ୍ତିପୀଠ । ନଅ ଦିନ…