Latest Odisha News
Browsing Category

ଦୁର୍ଗା ପୂଜା

Durga Puja 2020

ମା’ ସିଦ୍ଧିଦାତ୍ରୀ

ନବରାତ୍ରର ନବସ୍ୱରୂପର ନବମ ରୂପ ‘ମା’ ସିଦ୍ଧିଦାତ୍ରୀ ’ ଶାରଦୀୟ ନବରାତ୍ରର ନବମ ଅର୍ଥାତ ଅନ୍ତିମ ଦିବସରେ ମା' ଦୁର୍ଗାଙ୍କୁ ସିଦ୍ଧିଦାତ୍ରୀ ସ୍ୱରୂପରେ ଉପାସନା କରାଯାଏ। ଏହି ରୂପରେ ପଦ୍ମାସନା ଦେବୀ ଚତୁର୍ଭୂଜା ଓ ହାତରେ ଶଙ୍ଖ, ଚକ୍ର, ଗଦା ଓ ପଦ୍ମ ଧାରଣ କରିଥାନ୍ତି। ମା'…

ମା’ ଆସୁଛନ୍ତି ହେଲେ ସୁନା ଚାନ୍ଦି ମଧ୍ୟରେ ଚଣ୍ଡିପାଠ ଆଉ ଶୁଭୁନି

ପିୟୁଷ ରଞ୍ଜନ ରାଉତଙ୍କ ଆଲେଖ୍ୟ ଚାନ୍ଦି ମେଢ଼, ସୁନା ମୁକୁଟ, ବିଶାଳ ତୋରଣ, ଅହରାତ୍ର ସାଂସ୍କୃତିକ କାର୍ଯ୍ୟକ୍ରମ, ଦୁଲ ଦାଲ ଭଷାଣି ଉତ୍ସବ ; ଇତ୍ୟାଦି ଇତ୍ୟାଦି। ହେଲେ କେବେ ଜାଣିବାକୁ ଚେଷ୍ଟା କରିଛନ୍ତି ଏହା ପଛର ଅର୍ଥ ଆଦାୟର ଭୟାନକ କାହାଣୀ ? ଦୁର୍ଗାପୂଜା ଆଉ ସେକାଳର ଆରମ୍ଭ…

ମା’ ମହାଗୌରୀ

ନବରାତ୍ରର ନବସ୍ୱରୂପର ଅଷ୍ଟମ ରୂପ ‘ମା’ ମହାଗୌରୀ ’ ନବରାତ୍ରର ଅଷ୍ଟମ ଦିବସରେ ମା' ଦୁର୍ଗାଙ୍କୁ ମହାଗୌରୀ ସ୍ୱରୂପରେ ଉପାସନା କରାଯାଏ।ଏହା ଦେବୀଙ୍କ ସୌମ୍ୟ ରୂପ। ଏହି ରୂପରେ ବୃଷଭ ବାହିନୀ ଦେବୀଙ୍କ ଶରୀରର ବର୍ଣ୍ଣ ଗୌର, ଶ୍ୱେତବସ୍ତ୍ର ପରିହିତା ଦେବୀ ଚତୁର୍ଭୂଜା ଓ ଦୁଇ ହାତରେ ଡମ୍ବରୁ…

ମା’ କାଳରାତ୍ରି

ନବରାତ୍ରର ନବସ୍ୱରୂପର ସପ୍ତମ ରୂପ ‘ମା’ କାଳରାତ୍ରି ’ ନବରାତ୍ର ସପ୍ତମ ଦିବସରେ ମାଙ୍କୁ କାଳରାତ୍ରି ସ୍ୱରୂପରେ ଉପାସନା କରାଯାଏ। ଏହା ଦେବୀଙ୍କର ବିକଟାଳ ରୂପ। ଏହି ରୂପରେ ତ୍ରୀନେତ୍ର ଧାରିଣୀ, ଶରୀରର ବର୍ଣ୍ଣ ଅନ୍ଧକାର ଭଳି ଗାଢ଼ କଳା ଚତୁର୍ଭୁଜା ଦେବୀ ଗର୍ଦଭ ଉପରେ ଆରୁଢ ହୋଇ ହାତରେ…

କଟକରେ ଦୁର୍ଗାପୂଜା ପାଇଁ କମିଶନରେଟ୍ ପୋଲିସର ପ୍ରସ୍ତୁତି

କଟକ : ଦୁର୍ଗାପୂଜାକୁ ନେଇ କମିଶନରେଟ୍‌ ପୋଲିସର ପ୍ରସ୍ତୁତି । କଟକ ସହରରେ ଶାନ୍ତି ଶୃଙ୍ଖଳାର ସହ ଦୁର୍ଗାପୂଜା କରିବା ପାଇଁ କମିଶନରେଟ୍‌ ପୋଲିସ ସହଯୋଗରେ କଡ଼ା ସୁରକ୍ଷାର ବ୍ୟବସ୍ଥା କରାଯାଇଛି  । ସେଥିପାଇଁ  ସହରକୁ ୫୫ ପ୍ଲାଟୁନ୍‌ ପୋଲିସ ଫୋର୍ସ ଜଗିବେ ବୋଲି କହିଛନ୍ତି କମିଶନରେଟ୍‌…

ମା’ କାତ୍ୟାୟନୀ

ନବରାତ୍ରର ନବସ୍ୱରୂପର ଷଷ୍ଠ ରୂପ ‘ମା’ କାତ୍ୟାୟନୀ ’ ଆଜି ନବରାତ୍ରୀର ଷଷ୍ଠ ଦିନ। ଶାସ୍ତ୍ର ଅନୁସାରେ ଏହି ଦିନ ଆଦି ଶକ୍ତି ମା' ଦୁର୍ଗାଙ୍କୁ କାତ୍ୟାୟନୀ ରୂପରେ ପୂଜା କରାଯାଏ। ଦେବୀଙ୍କର ଏହି ସ୍ଵରୂପକୁ କନ୍ୟାମାନେ ପୂଜା କଲେ ଯୋଗ୍ୟ ଜୀବନସାଥୀ ପ୍ରାପ୍ତ ହୋଇଥାଏ ବୋଲି ମାନ୍ୟତା ଅଛି ।…

ଆସନ୍ତୁ ଜାଣିବା ଭାରତର କେଉଁ ବଡ ସହର ମାଆ ଦୁର୍ଗାଙ୍କ ନାମରେ ନାମିତ

ନୂଆଦିଲ୍ଲୀ: ଏବେ ସାରା ଭାରତ ଉତ୍ସବ ମୁଖରିତ କାରଣ ମାଆ ଦୁର୍ଗାଙ୍କ ପୂଜା ଆରମ୍ଭ ହୋଇଯାଇଛି । ନବରାତ୍ରୀରେ ୯ ଦିନ ଧରି ମାଆ ଦୁର୍ଗାଙ୍କୁ ପୂଜା କରାଯାଇଥାଏ । ଆପଣମାନେ ଜାଣିଲେ ଆଶ୍ଚର୍ଯ୍ୟ ହେବେ ଯେ, ଭାରତର ବଡ ବଡ ସହର ପ୍ରକୃତରେ ମାଆଙ୍କ ନାମରେ ନାମିତ । ସେଗୁଡିକ ହେଲା- ମୁମ୍ବାଇ:…

ମା’ ଚନ୍ଦ୍ରଘଣ୍ଟା

ନବରାତ୍ରର ନବସ୍ୱରୂପରତୃତୀୟ ରୂପ ‘ମା' ଚନ୍ଦ୍ରଘଣ୍ଟା ’ ନବରାତ୍ରର ତୃତୀୟ ଦିବସରେ ପରମ କଲ୍ୟାଣକାରୀ ଓ ଶାନ୍ତି ପ୍ରଦାୟିନୀ ମା' ଚନ୍ଦ୍ରଘଣ୍ଟା ରୂପରେ ପୂଜା ପାଇଥାନ୍ତି । କକଥିତ ଅଛି ଯେ ମା' ଚନ୍ଦ୍ରଘଣ୍ଟାଙ୍କ ଘଣ୍ଟ ଧ୍ଵନିରେ ଅତ୍ୟାଚାରୀ, ଦାନବ, ଦୈତ୍ୟ ସବୁ ଭୟଭୀତ ହୁଅନ୍ତି। ମସ୍ତକରେ…

ମା’ ବ୍ରହ୍ମଚାରିଣୀ

ନବରାତ୍ରର ନବସ୍ୱରୂପର ଦ୍ଵିତୀୟ ରୂପ ‘ମା ବ୍ରହ୍ମଚାରିଣୀ ’  ନବରାତ୍ରର ଦ୍ୱିତୀୟ ଦିବସରେ ତପ, ତ୍ୟାଗ ଓ ଶକ୍ତିର ଦେବୀ ମା’ ବ୍ରହ୍ମଚାରିଣୀ ସ୍ୱରୂପରେ ପୂଜା ପାଇଥାନ୍ତି । ଏହି ସ୍ୱରୂପ ସହ ମା'ଙ୍କର ଅନ୍ୟ ଦୁଇନାମ ହେଲା ଅପର୍ଣ୍ଣା ଓ ଉମା। ଦେବୀଙ୍କ ଏହି ରୂପ ତପସ୍ୟାର ତେଜରେ ତେଜୋଦୀପ୍ତ…