Latest Odisha News

BREAKING NEWS

Browsing Category

ଧର୍ମ ଓ ପରମ୍ପରା

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଭାଗ : ୧୭୬    ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ । ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କୁ ଆମେ ହୃଦୟରେ ସ୍ଥାନ ଦେବା ପରେ ଆତ୍ମା ଓ ପରମାତ୍ମା ସମ୍ପର୍କର ସ୍ୱରୂପ ଅନୁଭବ କରୁ । ଅନେକ ସିଦ୍ଧ ସାଧକ ନିଜ ନିଶ୍ୱାସ ଓ ପ୍ରଶ୍ୱାସ କ୍ରିୟାରେ…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଭାଗ : ୧୭୫   ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ । ପରଂବ୍ରହ୍ମ ଶ୍ରୀଜଗନ୍ନାଥ ଆମର ଗତି, ମୁକ୍ତି, ଓ ତୃପ୍ତି (ମାନସିକ )ଦାତା । ତାଙ୍କରି ପରମ ସତ୍ତାର ଅନ୍ୱେଷଣରେ ଅନେକ କିଛି ଆଲୋଚନା କଲେଣି । କିନ୍ତୁ ଶାସ୍ତ୍ରମାନଙ୍କରେ ଏକ ଗୂଢ଼…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଭାଗ : ୧୭୪  ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ । ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କ ପ୍ରତି ଭକ୍ତି ନିବେଦନ ଆମକୁ ତିନୋଟି ଚରମ ଉପଲବ୍ଧି ପ୍ରାପ୍ତ କରାଏ  । ଯଥା :  ସିଦ୍ଧି, ମୁକ୍ତି, ଓ ନିତ୍ୟ ଆନନ୍ଦ । ଏହାର ପ୍ରମାଣ ତନ୍ତ୍ର…

ଉପାସିକା ଆମ୍ରପାଲ୍ଲୀ : ଏକ ଦିବ୍ୟବୋଧ

ବୁଦ୍ଧ ପୂର୍ଣ୍ଣିମା ଉପଲକ୍ଷେ ରାଜଲକ୍ଷ୍ମୀ ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା  ସନ୍ଧ୍ୟା ନଇଁ ଆସୁଛି। ଆଉ ଟିକିଏ ପରେ ଆକାଶକୁ ହସାଇବ ପୂର୍ଣ୍ଣମୀ ଜହ୍ନ। ପ୍ରସାଧାନ କକ୍ଷର କାନ୍ଥରେ ଝୁଲୁଥିବା ଏକ ବିରାଟ ଦର୍ପଣ ସମ୍ମୁଖରେ ଠିଆ ହୋଇ ନିଜ ସୌନ୍ଦର୍ଯ୍ୟକୁ ଅବଲୋକନ କରୁଥିବା ବେଳେ ଚମକି…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଭାଗ : ୧୭୩  ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ। ପୁରୁଷୋତ୍ତମ ଶ୍ରୀଜଗନ୍ନାଥଙ୍କଠାରେ ଅନୁରାଗ ପ୍ରକାଶ କରିବା ହିଁ ଭକ୍ତି, ଏକଥା କହିବା ମାତ୍ରେ ସମସ୍ତେ କହିବେ। ଏହାତ ସ୍ୱାଭାବିକ କଥା । ଆରାଧ୍ୟ ଶ୍ରୀଜଗନ୍ନାଥଙ୍କ ପାଖରେ କାହାର…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଭାଗ : ୧୭୨  ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ। ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କଠାରେ ନିଜର ଅନୁରୂକ୍ତି ବା ଅନୁରାଗ ପ୍ରକାଶ କରିବା ହିଁ ଭକ୍ତିର ନିଦର୍ଶନ ଏହା ଜାଣିବା ପରେ ଏହି ଅନୁରାଗ କିପରି ପ୍ରକାଶ କରିବା ବା ଏହାର ପ୍ରକୃତ ଉପାୟ…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଭାଗ : ୧୭୧ ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ। ପୁରୁଷୋତ୍ତମ ଶ୍ରୀଜଗନ୍ନାଥଙ୍କ ଶଙ୍ଖ ନାଭି ମଣ୍ଡଳରେ ଆମେ ଉପସ୍ଥିତ ହେବାପରେ ଶ୍ରୀଜଗନ୍ନାଥଙ୍କ ପ୍ରତି ଯେଉଁ ଅନୁରାଗ ଜାତ ହୁଏ। ତାହା ହିଁ ଭକ୍ତି ବୋଲି ମହାତ୍ମା ଶାଣ୍ଡିଲ୍ୟ ମତ…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଭାଗ : ୧୭୦  ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ । ପୁରୁଷୋତ୍ତମ ଶ୍ରୀଜଗନ୍ନାଥଙ୍କ କ୍ଷେତ୍ରର ମହାତ୍ମ୍ୟ ବର୍ଣ୍ଣନା ସମୟରେ ଆମେ "ଶଙ୍ଖ ନାଭି ମଣ୍ଡଳ "ତଥା "ଶଙ୍ଖ କ୍ଷେତ୍ର "ବିଷୟ କିଛି କିଛି ଆଲୋଚନା କଲେ । ବର୍ତ୍ତମାନ ସ୍କନ୍ଦ ପୁରାଣ…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଭାଗ : ୧୬୯  ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ। ପୁରୁଷୋତ୍ତମ ଶ୍ରୀଜଗନ୍ନାଥ କ୍ଷେତ୍ର ମହାତ୍ମ୍ୟ ବର୍ଣ୍ଣନା କରିବା ସମୟରେ, ଇତିହାସର ଜଣେ ଅନନ୍ୟ ଭକ୍ତ ସାରିଆ ଭିକଙ୍କ କାଳଜୟୀ ରଚନା "ଥକା ମନ ଚାଲ ଯିବା, ଚକା ନୟନ ଦେଖିବା "କୁ…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଭାଗ : ୧୬୮  ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ। ପୁରୁଷୋତ୍ତମ ଶ୍ରୀଜଗନ୍ନାଥଙ୍କ କ୍ଷେତ୍ର ମଧ୍ୟ ପୁରୁଷୋତ୍ତମ କ୍ଷେତ୍ର ଏବଂ ପରମ ପାବନ କ୍ଷେତ୍ର। ଏହା ପରଂବ୍ରହ୍ମଙ୍କ ଲୀଳା କ୍ଷେତ୍ର। ଏହି କ୍ଷେତ୍ରର ଅନନ୍ୟ ମାହାତ୍ମ୍ୟ ଏହିକିଯେ…