Latest Odisha News

BREAKING NEWS

Browsing Category

ଧର୍ମ ଓ ପରମ୍ପରା

ଆଜି ଶ୍ରୀପଞ୍ଚମୀ: ପୁରୀରେ ଅନୁକୂଳ ହେବ ରଥକାଠ

ପୁରୀ: ଆଜି ମାଘ ଶୁକ୍ଳ ପଞ୍ଚମୀ । ବିଭିନ୍ନ ଶିକ୍ଷାନୁଷ୍ଠାନରେ ପୂଜା ପାଇବେ ବିଦ୍ୟାଦେବୀ ସରସ୍ୱତୀ । ଆଜି ପୁରୀରେ ରଥଯାତ୍ରା ପାଇଁ ରଥକାଠର ଆଜି ଅନୁକୂଳ ହେବ । ପରମ୍ପରା ଅନୁସାରେ, ଶ୍ରୀପଞ୍ଚମୀରେ ରଥ ନିର୍ମାଣ ପାଇଁ ତିନି ଖଣ୍ଡ ରଥକାଠକୁ ପୂଜାର୍ଚ୍ଚନା କରାଇଯାଇଥାଏ । ନୟାଗଡ଼ ବନଖଣ୍ଡରୁ…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଭାଗ : ୭୪  ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ । ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କ ଅନନ୍ତ ଓ ଅଚିନ୍ତ୍ୟ ସ୍ୱରୂପକୁ ବର୍ଣ୍ଣନା କରିବା ସତରେ ଖୁବ କଷ୍ଟକର । ତତ୍ତ୍ୱତଃ ଆମେ ତାଙ୍କୁ ଅନାଦି, ଅସୀମ ଓ ଅବ୍ୟକ୍ତ ବୋଲି ବିବେଚନା କରୁ । ପରମ…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଭାଗ : ୭୩  ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବା  । ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କୁ ଶୂନ୍ୟ ସ୍ୱରୂପରେ ହେଉ ଅବା ବିଗ୍ରହ ସ୍ୱରୂପରେ ହେଉ ଯେଉଁ ଭାବରେ ଉପାସନା କଲେ ବି ସେ ସର୍ବଦା ଭକ୍ତର ଭାବରେ ହିଁ ବନ୍ଧା ଥାଆନ୍ତି  । ନିଜର ସ୍ୱତନ୍ତ୍ର…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ : ଭକ୍ତ ପ୍ରିୟ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା  ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ । ପରଂବ୍ରହ୍ମ ଶ୍ରୀଜଗନ୍ନାଥ, ସମଗ୍ର ସୃଷ୍ଟିର ସ୍ରଷ୍ଟା । ନିଜ ସୃଷ୍ଟିର ସମସ୍ତ ବିଭବ ତାଙ୍କର ପ୍ରିୟ ହେବା କଥା । କିନ୍ତୁ ସନାତନ ଧର୍ମର ଶ୍ରେଷ୍ଠ ତଥା ସକଳ ଶାସ୍ତ୍ରର ସାର ଶ୍ରୀମଦ ଭାଗବତ ଗୀତା କହେ…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଭାଗ :  ୭୧  ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ । ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କୁ ସର୍ବୋତ୍ତ ଭାବେ ଜାଣିବା ପାଇଁ ଯୁଗେ ଯୁଗେ ସାଧକ ମାନେ ସାଧନା କରିଆସୁଛନ୍ତି। କିନ୍ତୁ ତାଙ୍କ (ସାଧକ ମାନଙ୍କ )ଅନ୍ତରର ଜିଜ୍ଞାଂl କେବେ ପୂରଣ ହୋଇନି।…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଭାଗ :  ୭୦ ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ । ପରମବ୍ରହ୍ମ ଶ୍ରୀଜଗନ୍ନାଥ ହେଉଛନ୍ତି ଭାବର ଦେବତା, ବିଭବର ନୁହଁନ୍ତି। ସେହିପରି ତାଙ୍କୁ ପାଇହୁଏ ଭକ୍ତିରେ, ଶକ୍ତି ଦ୍ୱାରା ନୁହେଁ। ସାଂସାରିକ କ୍ଷେତ୍ରରେ ଦୁଇଟି ବଡ଼ ସମ୍ପଦ, ବିଭବ…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଭାଗ :  ୬୯  ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ। ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କୁ ଶରଣ ରକ୍ଷଣ ମହାବାହୁ ବୋଲି ଆମ୍ଭେମାନେ କହିଥାଉ। ଅର୍ଥାତ ଯିଏ (ଭକ୍ତ )ତାଙ୍କର ଶରଣ ନିଏ, ତାକୁ ଶ୍ରୀଜଗନ୍ନାଥ ନିଶ୍ଚୟ ରକ୍ଷା କରନ୍ତି। ଏଠାରେ ପ୍ରଶ୍ନ…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଭାଗ : ୬୮ ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ । ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କ ଭକ୍ତ ବତ୍ସଳତା ସର୍ବ ଜନବିଦିତ। ଏହା ମଧ୍ୟ ସ୍ପଷ୍ଟ ଯେ ଭକ୍ତର ନିଟୋଲ ଭକ୍ତି ଛଡା ଭଗବାନ (ଶ୍ରୀଜଗନ୍ନାଥ )ଅନ୍ୟ କିଛି ଚାହାନ୍ତିନି। ହଁ ଯଦି ଭକ୍ତି ର…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଭାଗ : ୬୭ ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ । ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କ ସାମ୍ୟବାଦ ସଂସ୍କୃତିର ପ୍ରଚାର ପ୍ରସାରରେ ଓଡ଼ିଶାର ମହାରାଜା ଓ ଗଜପତିମାନଙ୍କ ଭୂମିକା ଯେତିକି, ତାଠାରୁ ଶ୍ରୀଜଗନ୍ନାଥଙ୍କ ଭାବରେ ବନ୍ଧା ଭକ୍ତ ଙ୍କ ଭୂମିକା…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଭାଗ : ୬୬ ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ । ପରଂବ୍ରହ୍ମ ଶ୍ରୀଜଗନ୍ନାଥ ଚେତନାର ଅନେକ ଦିଗ ଆଲୋଚନା କଲେଣି ଓ ଅନେକ ଦିଗ ପୁଣି ଆଲୋଚନା କରିବାକୁ ବାକି ଅଛି। କାରଣ ଏ ଓଡ଼ିଆ ଜାତିର ପ୍ରାଣ ହିଁ ଶ୍ରୀଜଗନ୍ନାଥ। ଇତିହାସ କହେ ୧୦୭୬…