Latest Odisha News

BREAKING NEWS

Browsing Category

ଧର୍ମ ଓ ପରମ୍ପରା

ଆଲୋକର ପର୍ବ ଦୀପାବଳି

ଲକ୍ଷ୍ମଣ ସାହୁଙ୍କ ନିୟମିତ ସ୍ତମ୍ଭ  ଦୀପାବଳି ଭାରତୀୟମାନଙ୍କର ଏକ ଆଲୋକର ପର୍ବ । ଏହି ପର୍ବ ଅକ୍ଟୋବରର ଅଧାରୁ ନଭେମ୍ବର ଅଧା ଭିତରେ ପଡ଼ିଥାଏ । ହିନ୍ଦୁମାନେ ଏହାକୁ ଏକ ମୁଖ୍ୟ ପର୍ବ ଭାବେ ଘରେ ନାନାଦି ପାରମ୍ପରିକ ଢଙ୍ଗରେ ପାଳନ କରନ୍ତି । ରଙ୍ଗିନ୍ ସାଜସଜ୍ଜା ସହ ଦୀପାବଳିରେ ଜଳୁଥିବା…

ଏହି ଗୁମ୍ଫାରେ ରହିଛି ରାବଣଙ୍କ ଶବ !

ପୁରୀ: ରାମାୟଣ ସମ୍ପର୍କୀତ ଅନେକ ରହସ୍ୟ ଧିରେ ଧିରେ ସମ୍ମୁୁଖକୁ ଆସୁଛି । ଶ୍ରୀଲଙ୍କାରେ ଏପରି ଏକ ଗୁମ୍ଫା ରହିଛି ଯେଉଁଠାରେ ରାବଣଙ୍କ ଶବ ରଖା ଯାଇଥିବା ବିଶ୍ୱାସ ରହିଛି । ଏହି ଗୁମ୍ଫା ଶ୍ରୀଲଙ୍କାର ରୈଗାଲର ଘଂଚ ଜଙ୍ଗଲରେ ଅବସ୍ଥିତ । ଏହା ଭୂପତନଠାରୁ ୮ ହଜାର ଫୁଟ ଉଚ୍ଚରେ ରହିଛି । ୧୦…

ଦୀପାବଳିରେ ଦାମିକିଆ ମିଠା , କିଲୋ ୫୦ହଜାର

ଲକ୍ଷ୍ନୌ : ମିଠା କିଲୋ ୫୦ ହଜାର । ଆସୁଛି ଦୀପାବଳି ଏନେଇ ମିଠା ବ୍ୟବସାୟୀ ମାନେ ସ୍ୱତନ୍ତ୍ର ମିଠା ତିଆରି କରି ଗ୍ରାହକଙ୍କୁ ଆକୃଷ୍ଟ କରିବାରେ ଲାଗିପଡ଼ିଛନ୍ତି। ଏନେଇ ଲକ୍ଷ୍ନୌ ସହରେରେ ଛପନଭୋଗ ସୁଇଟସ ଦ୍ୱାରା ଏକ ସ୍ୱତନ୍ତ୍ର ମିଠା ତିଆରି କରାଯାଇଛି । ଏହ ମିଠାର ନାଁ 'ଏକ୍ସୋଟିକା'…

ଲୋକାର୍ପିତ ହେଲା ପାଣ୍ଡବ ଚରଣ ଦାସଙ୍କ ‘ଭାଗବତ କଥାମୃତ’

ଭୁବନେଶ୍ୱର  : ପ୍ରଖ୍ୟାତ କବି ତଥା ଆଧ୍ୟାତ୍ମିକ ସାଧକ ପାଣ୍ଡବ ଚରଣ ଦାସଙ୍କ ଦ୍ୱାରା ରଚିତ କାବ୍ୟ "ଭାଗବତ କଥାମୃତ"ର ଆନ୍ତର୍ଜାତିକ ଆଭାସୀ ଲୋକାର୍ପଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ପ୍ରସନ୍ନ ପାଟ୍ଟଶାଣୀ, ଇତିରାଣୀ ସାମନ୍ତ ଓ ପ୍ରଦୀପ କୁମାର ମିଶ୍ର ମିଳିତ ଭାବେ ବହିଟିକୁ ପ୍ରଦର୍ଶନ ପୂର୍ବକ…

ଆଜି ଶ୍ରୀମନ୍ଦିରରେ ବନକଲାଗି ନୀତି: ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ । ଏଥିପାଇଁ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ । ଆଜି ଅପରାହ୍ଣ ୪ଟାରୁ ରାତି ୮ଟା ଯାଏ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ଶ୍ରୀମନ୍ଦିରରେ ମଧ୍ୟାହ୍ନ…

ଜଗତ ଜନନୀଙ୍କ ବିଜୟା ଦଶମୀ

ବାଲେଶ୍ବର : ଆଜି ହେଉଛି ମା' ଜଗତ ଜନନୀ ଙ୍କ ବିଜୟା ଦଶମୀ। ଆଜିର ଦିନରେ ଅସତ୍ୟ ଉପରେ ସତ୍ୟର ବିଜୟ ହୋଇ ଧର୍ମ ସ୍ଥାପିତ ହୋଇଥିଲା । ମା' ଙ୍କ ବିଦାୟ ଉତ୍ସବକୁ ନେଇ ଖୁବ ଭାବବିହ୍ଵଳ ହୋଇପଡିଛନ୍ତି ଶ୍ରଦ୍ଧାଳୁ। ପରମ୍ପରା ଅନୁଯାୟୀ ମାଙ୍କୁ ନାଲି ସିନ୍ଦୂର, ଅଳତା ଓ ନାଲି ସଙ୍ଖା ପରିଧାନ କରାଇ…

୨୦୦ ବର୍ଷ ତଳର ଅଭିଶାପ, ପୁରୁଷ ଧାରଣ କରନ୍ତି ମହିଳାଙ୍କ ବେଶ

ଓଡିଶା ସମ୍ବାଦ ବ୍ୟୁରୋ: ଗରବା ନାଚ । ଖାସ କରି ଗୁଜରାଟରେ ନବରାତ୍ରୀ ପାଳନ ସମୟରେ ଏହି ନାଚ ସାମ୍ନାକୁ ଆସିଥାଏ । ୯ଦିନ ପର୍ଯ୍ୟନ୍ତ ଗୁଜରାଟର ଲୋକେ ଗରବା ନାଚରେ ମସଗୁଲ ଥାଆନ୍ତି । ହେଲେ ନବରାତ୍ରୀର ଅଷ୍ଟମ ଦିନରେ ପୁରୁଣା ସହର ଅହମଦାବାଦରେ ପୁରୁଷ ଲୋକେ ଶାଢୀ ପିନ୍ଧି ଗରବା କରିବାରେ…

ଚର୍ଚ୍ଚାରେ ଚକୋଲେଟରେ ନିର୍ମିତ ମାଆ ଦୁର୍ଗାଙ୍କ ପ୍ରତିମୂର୍ତ୍ତି

ଭୁବନେଶ୍ୱର: ମାଆ ଦୁର୍ଗାଙ୍କ ପୂଜାର୍ଚ୍ଚନା ନେଇ ସବୁବେଳେ କୋଲକାତା ସହର ଚର୍ଚ୍ଚାରେ ଥାଏ । ଚଳିତବର୍ଷ କରୋନା କଟକଣା ମଧ୍ୟରେ ଚକୋଲେଟରେ ନିର୍ମିତ ମାଆ ଦୁର୍ଗାଙ୍କ ପ୍ରତିମୂର୍ତ୍ତି ଖୁବ ଚର୍ଚ୍ଚାରେ ରହିଛି । ୨୫ କି.ଗ୍ରା ବେଲଜିୟନ୍ ଚକୋଲେଟରେ ପ୍ରସ୍ତୁତ ହୋଇଛି ଦୁର୍ଗତିନାଶିନୀଙ୍କ…

ପାର୍ବଣରେ ମା ଝାଞିରୀ ମଙ୍ଗଳା

ଲୋପାମୁଦ୍ରା ପରିଡ଼ା  सर्वमङ्गलमाङ्गल्ये शिवे सर्वार्थसाधिके । शरण्ये त्र्यम्बके गौरि नारायणि नमोऽस्तु ते ॥ ମା ଜଗତଜନନୀ, ମହାମାୟା, ଯୋଗମାୟା, କମ୍ପିଲ୍ଯବାସିନୀ ମାଙ୍କର ପାଦପଦ୍ମେ କୋଟିକୋଟି ଭୁମିଷ୍ଠ ପ୍ରଣତୀ ବାଢିଲି । କଟକ ଦଶହରା କଥା ଆଗେ ଆମ ଘର ପାଖରୁ…

ଆଜି ମଣ୍ଡପରେ ଶକ୍ତିମୟୀଙ୍କ ମହାନବମୀ

ଭୁବନେଶ୍ୱର: ଆଜି ମହାମାୟାଙ୍କ ମହାନବମୀ ପୂଜା । ମଣ୍ଡପରେ ସୂର୍ୟ୍ୟ ପୂଜା, ଗୋ ପୂଜା ପରେ ଆରତୀ କରାଯିବାର ପରମ୍ପରା ରହିଛି । ମା’ଙ୍କୁ ୧୦୮ ଦୀପ ସମର୍ପଣ କରାଯାଇ ପଣା ଓ ନୈବେଦ୍ୟ ଅର୍ପଣ କରାଯିବ । ମହାନବମୀ ପାଇଁ ମଣ୍ଡପରେ ଭକ୍ତିମୟ ପରିବେଶ । କିନ୍ତୁ ଭକ୍ତ ନଥିବାରୁ ଭକ୍ତିଭାବ ନାହିଁ ।…