Latest Odisha News

BREAKING NEWS

Browsing Category

ଧର୍ମ ଓ ପରମ୍ପରା

ମହାଲକ୍ଷ୍ମୀଙ୍କୁ ଆଜି ରସଗୋଲା ଖୁଆଇ ମାନଭଂଜନ କରିବେ କାଳିଆ ଠାକୁର

ପୁରୀ: ଶ୍ରୀକ୍ଷେତ୍ରରେ ଆଜି ନିଳାଦ୍ରୀ ବିଜେ । ଲୀଳାଖେଳା ପରେ ରତ୍ନ ବେଦୀକୁ ଫେରିବେ କାଳିଆ ଠାକୁର, ବଡଭାଇ ଓ ସୁନାନାକୀ ଭଉଣୀ । ସେପଟେ ପରମ୍ପରା ଅନୁଯୟୀ, ମହାଲକ୍ଷ୍ମୀଙ୍କୁ ଆଜି ରସଗୋଲା ଖୁଆଇ ମାନଭଂଜନ କରିବେ କାଳିଆ ଠାକୁର । ଘୋଷଯାତ୍ରାରେ ମହାଲକ୍ଷ୍ମୀଙ୍କୁ ସାଙ୍ଗରେ ନେଇ ନ ଥିବାରୁ…

ଆଜି ରଥାରୂଢ଼ ମହାପ୍ରଭୁଙ୍କୁ ଅଧରପଣା ଲାଗି

ପୁରୀ: ରତ୍ନ ସିଂହାସନ ଛାଡ଼ି ବଡ଼ଦାଣ୍ଡକୁ ରଥରେ ଅବତରଣ କରିବା ପରେ ମହାପ୍ରଭୁଙ୍କୁ ଦର୍ଶନ ସହ ମୁକ୍ତି ପାଇଁ ଚଣ୍ଡିଚାମୁଣ୍ଡା, ଅଶରୀରୀମାନେ ଘୁରି ବୁଲୁଥାନ୍ତି । ଏମାନଙ୍କୁ ତୃପ୍ତ କରିବା ପାଇଁ ଆଜି ଆଷାଢ଼ ଶୁକ୍ଳ ତ୍ରୟୋଦଶୀ ତିଥିରେ ରଥାରୂଢ଼ ଶ୍ରୀବିଗ୍ରହଙ୍କ ସମ୍ମୁଖରେ ଅଧରପଣା ନୀତି ହେବ ।…

 ଅନୁଭୂତିରେ ଶ୍ରୀଜଗନ୍ନାଥ : ବିଷ୍ଣୁପ୍ରିୟା ହୋତା

କୃପାବାରିଧି ଜୀବନରେ ଏମିତି ବି କିଛି ଅନୁଭୂତି ଅଛି ଯାହା ଅକଳ୍ପନୀୟ, ଅବର୍ଣ୍ଣନୀୟ ଶବ୍ଦାତୀତ କେବଳ ଅନୁଭୂତିର କଥା। ଏ ଅନୁଭୂତି କୃପାପାରାବାର , କରୁଣା ସାଗର, ଜଗତର ନାଥ ,ପତିତପାବନ ଜଗନ୍ନାଥଙ୍କୁ ନେଇ। ୧୯୯୨ ମସିହାର କଥା, ଆମେ ସେତେବେଳେ କେନ୍ଦୁଝରରେ ଥାଉ। ପୁରୋହିତ ବାବୁଙ୍କର…

ଅନୁଭୂତିରେ ଶ୍ରୀଜଗନ୍ନାଥ : ନିବେଦିତା ନନ୍ଦ

ଦର୍ଶନାନୁଭୂତି  ସେ ଅନାଥର ନାଥ, ସେ ଅଗତିର ଗତି।ତାଙ୍କ ଇଚ୍ଛା ବିନା ପତ୍ର ଟିଏ ହଲେନି ଏ ସଂସାରରେ। ମୁଁ ବା କି ଛାର ମଣିଷ ଲେଖିବି ତାଙ୍କ ଦର୍ଶନାନୁଭୂତି ! ସେ ନିଜେ ହିଁ ଚଳେଇନେବେ ମୋ କଲମ ବର୍ଣ୍ଣି ହେଇଯିବ ତାଙ୍କ ମହିମା। ଦୁଇ ହଜାର ସତର ମସିହା କଥା। ପୁଅ ବ୍ରତଘର ପଡିଲା ଅଣସର…

ସୁନାବେଶରେ କେଉଁ ସବୁ ଅଳଙ୍କାର ପିନ୍ଧନ୍ତି ଶ୍ରୀଜିଉ ?

ପୁରୀ: ଆଜି ରଥ ଉପରେ ସୁନାବେଶରେ ଦର୍ଶନ ଦେବେ ମହାପ୍ରଭୁ । ନବଦିନାତ୍ମକ ରଥଯାତ୍ରା ସାରି ଜନ୍ମବେଦୀରୁ ବାହୁଡ଼ିବା ପରେ ସିଂହଦ୍ୱାର ଆଗରେ ତିନି ରଥରେ ହୋଇଥାଏ ମହାପ୍ରଭୁଙ୍କ ଦୁର୍ଲଭ ସୁନାବେଶ ବା ରାଜାରାଜେଶ୍ୱର ବେଶ । ଗଜପତି କପିଳେନ୍ଦ୍ର ଦେବଙ୍କ ସମୟରେ ୧୩୮ ପ୍ରକାର ଅଳଙ୍କାର ତିଆରି…

ଆଜି ବଡ଼ଦାଣ୍ଡରେ ରଥାରୁଢ଼ ମହାପ୍ରଭୁଙ୍କର ସୁନାବେଶ

ପୁରୀ: ନବଦିନାତ୍ମର ରଥଯାତ୍ରା ସାରି ଶ୍ରୀମନ୍ଦିର ଅଭିମୁଖେ ବାହୁଡିଛନ୍ତି ଚତୁର୍ଦ୍ଧାମୂର୍ତ୍ତି । ସିଂହଦ୍ୱାର ଆଗରେ ଆଜି ତିନି ରଥରେ ମହାପ୍ରଭୁଙ୍କ ହେବ ସୁନାବେଶ । ଦୁର୍ଲଭ ସୁନାବେଶରେ ଝଟକିବେ ଶ୍ରୀଜିଉ । ଏଥିପାଇଁ ସମସ୍ତ ପ୍ରସ୍ତୁତି ଓ ନୀତି ନିର୍ଘଣ୍ଟ ସରିଛି । ମହଣ ମହଣ ରତ୍ନ ଖଚିତ…

କରମାବାଈ ପ୍ରସଙ୍ଗ

ଶ୍ରୀକ୍ଷେତ୍ରକୁ ବିଭିନ୍ନ ସମୟରେ ଆସିଛନ୍ତି ବହୁ ସାଧୁ ସନ୍ଥ ପଣ୍ଡିତ କବି ଭକ୍ତ, ଏମିତି ଅନେକ ସମର୍ପିତ ଆତ୍ମା ଯେଉଁମାନେ ମହାପ୍ରଭୁଙ୍କ ମହିମାରେ ଆକର୍ଷିତ ହୋଇ ଏହିଠାରେ ଶେଷ ଜୀବନ କଟାଇଛନ୍ତି । ସେମାନଙ୍କୁ ନେଇ ସୃଷ୍ଟି ହୋଇଛି ଅଜସ୍ର ପ୍ରବାଦ, ପ୍ରହେଳିକା ଓ କିମ୍ବଦନ୍ତୀ । ଅନେକ ମନଗଢ଼ା,…

ଭୁବନେଶ୍ୱର ମ୍ୟୁଜିକ୍ ସିଜଲର୍ସ ପକ୍ଷରୁ ଭଜନ ସନ୍ଧ୍ୟା

ଭୁବନେଶ୍ୱର : ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା ଅବସରରେ, ଭୁବନେଶ୍ୱର ମ୍ୟୁଜିକ୍ ସିଜଲର୍ସ ପକ୍ଷରୁ ଅନଲାଇନ ମାଧ୍ୟମରେ ଏକ ଭଜନ ସନ୍ଧ୍ୟା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଜଗନ୍ନାଥଙ୍କର ଦୁଇଟି ସୁନ୍ଦର ଭଜନ, 'ହେ କଳାଦିଅଁ', 'ଦୁନିଆ ଦୁଃଖ ବାହୁଡ଼ି ନିଅ' ପରିବେଷଣ କରାଯାଇଥିଲା। ଏହା ପରେ…

ରଥାରୁଢ଼ ହେଲେ ଚତୁର୍ଦ୍ଧାମୂର୍ତ୍ତି

ପୁରୀ: ଜନ୍ମବେଦୀ ଛାଡ଼ି ବାହୁଡ଼ା ଯାତ୍ରାରେ ବାହାରିଛନ୍ତି ମହାପ୍ରଭୁ । ଧାଡ଼ି ପହଣ୍ଡିରେ ଆସି ରଥାରୁଢ଼ ହୋଇଛନ୍ତି ଚତୁର୍ଦ୍ଧାମୂର୍ତ୍ତି । ପ୍ରଥମେ ଚକ୍ରରାଜ ସୁଦର୍ଶନ, ପରେ ପରେ ବଡ଼ ଠାକୁର ଶ୍ରୀବଳଭଦ୍ର ରଥେ ବିଜେ କରିଛନ୍ତି । ସେମାନଙ୍କ ପରେ ପହଣ୍ଡିରେ ଆସି ରଥାରୁଢ଼ ହୋଇଥିଲେ ଦେବା…

ରଥାରୁଢ଼ ହେଲେ ଶ୍ରୀସୁଦର୍ଶନ, ପ୍ରଭୁ ଶ୍ରୀବଳଭଦ୍ର ଓ ଦେବୀ ସୁଭଦ୍ରା

ପୁରୀ: ଜନ୍ମବେଦୀ ଯାତ୍ରା ସାରି ଆଜି ବଡ଼ଦେଉଳ ଅଭିମୁଖେ ଫେରିବେ ମହାପ୍ରଭୁ । ରଥ ଚଢ଼ା ଭାଇ ଭଉଣୀଙ୍କୁ ସାଙ୍ଗରେ ଧରି ବାହୁଡ଼ିବେ ଶ୍ରୀଜଗନ୍ନାଥ । ସମସ୍ତ ନୀତିକାନ୍ତି ସରିବା ପରେ ନିର୍ଦ୍ଧାରିତ ସମୟର ତିନି ଘଣ୍ଟା ଆଗରୁ ମହାପ୍ରଭୁଙ୍କର ଦିବ୍ୟ ପହଣ୍ଡି ଆରମ୍ଭ ହୋଇଥିଲା । ପ୍ରଥମେ ଗୋଟି…